Home Left

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ : ନିରାଶ କଲେ ଲଙ୍ଗ ଜମ୍ପର ଶ୍ରୀଶଙ୍କର

ଦୋହା,୨୮।୯(ପି.ଟି.)- କାତାର ରାଜଧାନୀ ଦୋହାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ବିଶ୍ୱ ଆଥଲେଟିକ ଚାମ୍ପୟିନଶିପ୍‌। ପ୍ରଥମ ଦିବସରେ ଭାରତ ପାଇଁ ଅଭିଯାନ ଆରମ୍ଭ କରିଥିବା ଲଙ୍ଗ୍‌ ଜମ୍ପର ମୁରଲୀ ଶ୍ରୀଶଙ୍କର ନିରାଶ କରିଛନ୍ତି। ସେ ପୁରୁଷ ଲଙ୍ଗ ଜମ୍ପର ଫାଇନାଲରେ ପ୍ରବେଶ କରିବାରେ…

ଅଭ୍ୟାସ ମ୍ୟାଚ୍‌: ମାରକ୍ରାମଙ୍କ ଶତକ, ବଭୁମାଙ୍କ ଅର୍ଦ୍ଧଶତକ

ବିଜୟନଗରମ,୨୮।୯(ପି.ଟି.)- ସ୍ଥାନୀୟ ପିଭିଜି ରାଜୁ ଏସିଏ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଭାରତୀୟ ବୋର୍ଡ ସଭାପତି ଏକାଦଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଦ୍ୱିତୀୟ ଦିନରେ ପହଞ୍ଚିଛି। ପ୍ରଥମ ଦିନର ଖେଳ ବର୍ଷା ଯୋଗୁ ସମ୍ପୂର୍ଣ୍ଣ ରୂପେ…

ବ୍ୟାଡ୍‌ମିଣ୍ଟନ ହାଇ ପରଫର୍ମାନ୍ସ ସେଣ୍ଟର ପାଇଁ ତତ୍ପରତା

ଭୁବନେଶ୍ୱର,୨୮।୯(ସ୍ପୋଟର୍‌ସ ବ୍ୟୁରୋ)- ଭୁବନେଶ୍ୱରରେ ବ୍ୟାଡ୍‌ମିଣ୍ଟନ ହାଇପରଫର୍ମାନ୍ସ ସେଣ୍ଟର ପ୍ରତିଷ୍ଠା କରିବାରେ ଡାଲମିଆ ସିମେଣ୍ଟ୍ସ ଭାରତ ଲିମିଟେଡ ସହାୟତାର ହାତ ବଢ଼ାଇଛି। ଏଥିପାଇଁ ଡାଲମିଆ ସିମେଣ୍ଟ୍ସ ପୁଲେଲା ଗୋପୀଚାନ୍ଦ ବ୍ୟାଡମିଣ୍ଟନ ଫାଉଣ୍ଡେଶନ (ପିଜିବିଏଫ୍‌)କୁ ସହାୟତା କରିବ। କର୍ପୋରେଟ ସୋସିଆଲ ରେସପନସିବିଲିଟି (ସିଏସ୍‌ଆର)କୁ ଦୃଷ୍ଟିରେ…

୧୮୬ ବର୍ଷ ତଳେ ଇଂଲଣ୍ଡରେ ଦେହତ୍ୟାଗ କରିଥିଲେ ଏହି ଭାରତୀୟ ରାଜା…

ରାଜା ରାମମୋହନ ରାୟଙ୍କୁ ଭାରତୀୟ ପୁନର୍ଜାଗରଣର ଅଗ୍ରଦୂତ ଏବଂ ଆଧୁନିକ ଭାରତର ନିର୍ମାତା କୁହାଯାଏ। ଭାରତୀୟ ସାମାଜିକ ଏବଂ ଧାର୍ମିିକ ପୁନର୍ଜାଗରଣରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଥିଲେ ବ୍ରାହ୍ମ ସମାଜର ପ୍ରତିଷ୍ଠାତା ଓ ସମାଜ ସଂସ୍କାରକ। ଭାରତୀୟ ସମାଜରୁ…

ଟାଇଫଏଡ୍‌ର ମୁକ୍ତିଦାତା କିସ୍‌ମିସ୍‌

ଆୟୁର୍ବେଦ ଶାସ୍ତ୍ରାନୁଯାୟୀ ଦୈନିକ ଖାଦ୍ୟପେୟ ଉପରେ ଧ୍ୟାନ ଦେଲେ ଅନେକ ରୋଗ ଲାଗି ମେଡିକାଲ ଯିବାକୁ ପଡ଼ି ନ ଥାଏ। କାରଣ ପ୍ରାଥମିକ ଅବସ୍ଥାରେ ଅନେକ ସମସ୍ୟାକୁ ରୋକାଯାଇପାରେ। ହେଲେ ସ୍ବାସ୍ଥ୍ୟଗତ ସମସ୍ୟା ବଡ଼ରୂପ ନେଲେ ତାହାକୁ ରୋକିବା ସମ୍ଭବ ହୋଇ…

କ୍ରିକେଟକୁ ମିଳିଲା ନୂଆ ମାଲିଙ୍ଗା: ୭ ରନ୍‌ ଦେଇ ନେଲେ ୬ ଉଇକେଟ୍‌

ଶ୍ରୀଲଙ୍କା ପ୍ରସିଦ୍ଧ ବୋଲର୍‌ ଲାସିଥ୍‌ ମାଲିଙ୍ଗା ନିଜ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ଟେଷ୍ଟ କ୍ରିକେଟରୁ ଅବସର ନେଇସାରିଥିବା ମାଲିଙ୍ଗା ଆଗାମୀ ବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି। ମାଲିଙ୍ଗାଙ୍କ ସ୍ଥାନ…

ରାଜାଙ୍କର ଅଛନ୍ତି ୬୦ ସ୍ତ୍ରୀ…

ପୂର୍ବକାଳରେ ରାଜାମାନଙ୍କର ଏକାଧିକ ସ୍ତ୍ରୀ ରହୁଥିବାର ନଜିର ରହିଛି । ସେହିପରି ବର୍ତ୍ତମାନର ଆଧୁନିକ ଯୁଗରେ ମଧ୍ୟ ରହିଛି କେତେଜଣ ରାଜାଙ୍କର ଥାଟବାଟ। ନାଗାଲାଣ୍ଡର ଲୋଙ୍ଗବା ଗ୍ରାମରେ ନଗୋବାଙ୍ଗ ବୋଲି ଜଣେ ରାଜା ଅଛନ୍ତି । ତାଙ୍କର ୬୦ସ୍ତ୍ରୀ ଥିଲାବେଳେ ତାଙ୍କ…

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ: ଜୁନିୟର ସପୋର୍ଟ ଷ୍ଟାଫ୍‌ ସଦସ୍ୟଙ୍କ ବିରୋଧରେ ଦୁର୍ବବ୍ୟବହାର ଅଭିଯୋଗ

ନୂଆଦିଲ୍ଲୀ,୨୭।୯(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଗସ୍ତ ଅବସରରେ ଭାରତୀୟ କ୍ରିକେଟର ଦଳରେ ଜଣେ ଜୁନିୟର ସପୋର୍ଟ ଷ୍ଟାଫ୍‌ ସଦସ୍ୟଙ୍କ ବିରୋଧରେ ଦୁର୍ବବ୍ୟବହାର ଅଭିଯୋଗ ଆସିଥିଲା। ଆଣ୍ଟିଗୁଆରେ ଜଣେ ମହିଳା ହଟେଲ କର୍ମଚାରୀଙ୍କୁ ସମ୍ପୃକ୍ତ ସଦସ୍ୟ ଜଣକ ଦୁର୍ବବ୍ୟବହାର କରିଥିଲେ। ଆଣ୍ଟିଗୁଆରେ ଅଗଷ୍ଟ ୨୨ରୁ ୨୬…

ଡବ୍ଲ୍ୟୁବିବିଏଲରେ ନ ଖେଳି ପାରନ୍ତି ହରମନପ୍ରୀତ, ମନ୍ଧାନା, ରୋଡ୍ରିଗୁଏଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ବ୍ୟାଟ୍ସଓମ୍ୟାନ ହରମନପ୍ରୀତ କୌର, ସ୍ମ୍ରିତି ମନ୍ଧାନା ଓ ଜେମିମା ରୋଡ୍ରିଗୁଏଜ ଆସନ୍ତା ୧୮ରୁ ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମହିଳା ବିଗ୍‌ ବାଶ ଲିଗ୍‌ (ଡବ୍ଲ୍ୟୁବିବିଏଲ)ର ପ୍ରଥମାର୍ଦ୍ଧରେ ନ ଖେଳି ପାରନ୍ତି। ଡବ୍ଲୁବିବିଏଲ ଓ ଭାରତୀୟ…

ଶ୍ରୀଶ୍ରୀ କଦମ୍ବ କେଶରୀ ସାଂସ୍କୃତିକ କଳାପରିଷଦର ଲୋକ ମହୋତ୍ସବ

ବଣାଇ, ୨୭ା୯(ସ୍ବ.ପ୍ର.) : ସ୍ଥାନୀୟ ରାଜା ଧରଣୀଧର ଖେଳ ପଡିଆ ଠାରେ ଶ୍ରୀ ଶ୍ରୀ କଦମ୍ବ କେଶରୀ ସାଂସ୍କୃତିକ କଳାପରିଷଦର ନବମ ଲୋକ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଣାଇ ଉପଖଣ୍ଡର ୪ଟି ବ୍ଲକରୁ ୫ହଜାରରୁ ଊର୍ଦ୍ଧ୍ୱ ବିଭିନ୍ନ କଳାକାର…

ଡାକ୍ତରଖାନାରେ ଦଲାଲି, ଔଷଧ ଦୋକାନୀ ଗିରଫ

ଆସିକା,୨୭ା୯(ଡି.ଏନ୍‌.ଏ.): ଆସିକା ସବଡିଭିଜିନାଲ୍‌ ହସପିଟାଲକୁ ଆସୁଥିବା ରୋଗୀଙ୍କୁ ଭୂଆଁ ବୁଲାଇ ନିଜ ଔଷଧ ଦୋକାନକୁ ନେଉଥିବା ଏବଂ ମନଇଛା ଔଷଧ ଦେଇ ଲୁଟୁଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଜଣେ ଔଷଧ ଦୋକାନୀଙ୍କୁ ଗିରଫ କରିଛି। ସେ ହେଲେ ସମୀର୍‌ ଚୌଧୁରୀ। ଅଭିଯୁକ୍ତଙ୍କ…

ଭଞ୍ଜନଗର ଆର୍‌ଟିଓ ଅଫିସ ପରିସରରୁ ୪ ଗିରଫ

ଭଞ୍ଜନଗର,୨୭।୯(ଡି.ଏନ.ଏ.): ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ଦଲାଲଙ୍କ ପ୍ରାର୍ଦୁଭାବ ବଢ଼ିବାରେ ଲାଗିଛି। ଦଲାଲ ଲାଭବାନ ହେଉଥିବାବେଳେ ଲୋକେ ଖର୍ଚ୍ଚାନ୍ତ ହେଉଛନ୍ତି। ଦଲାଲ ଦ୍ୱାରା ଲାଭଖୋର କିଛି କର୍ମଚାରୀ ମଧ୍ୟ ଲାଭବାନ ହେଉଥିଲେ। ଏହିଭଳି ପରିସ୍ଥିତିରେ ରାଜ୍ୟ ସରକାର ପ୍ରାରମ୍ଭିକ ପର୍ଯ୍ୟାୟରେ ମେଡ଼ିକାଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?