Home Left

‘ଲାଲ୍‌ କପ୍ତାନ’ରେ ସମ୍ମୁଖକୁ ଆସିଲା ସୋନାକ୍ଷୀଙ୍କ ପ୍ରଥମ ଲୁକ୍‌

ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ଫିଲ୍ମ ‘ଲାଲ କପ୍ତାନ’ରେ ଅଭିନେତ୍ରୀ ସୋନାକ୍ଷୀ ସିହ୍ନାଙ୍କ ପ୍ରଥମ ଲୁକ୍‌ ସମ୍ମୁଖକୁ ଆସିଯାଇଛି। ପୋଷ୍ଟରରେ ତାଙ୍କୁ ଜଣେ ତୁର୍କି ମହିଳା ଚରିତ୍ରରେ ଦେଖିବାକୁ ମିଳୁଛି। ସୋନାକ୍ଷୀ ଗାଦି ଉପରେ ବସିଥିବା ବେଳେ ମୁହଁରେ ମୁଖା ପିନ୍ଧିଛନ୍ତି। ନବଦୀପ…

ଜୁନାଗଡ଼ ଗଣବଳାତ୍କାର ମାମଲାରେ ବିଜେଡି ନେତାଙ୍କ ଲିଙ୍କ ଅଭିଯୋଗ ଭିତ୍ତିହୀନ: ଦିବ୍ୟଶଙ୍କର

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଜୁନାଗଡ଼ ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ବିଜେଡି ନେତାଙ୍କ ଲିଙ୍କ ଅଭିଯୋଗକୁ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଖଣ୍ଡନ କରିଛନ୍ତି। ଭାଜପା ପକ୍ଷରୁ କରାଯାଇଥିବା ଅଭିଯୋଗ ଭିତ୍ତିହୀନ। ଘଟଣାକୁ ରାଜନୀତିକରଣ କରାନଯାଉ। ଏହା ଏକ ସମ୍ବେଦନଶୀଳ ଘଟଣା। ପୋଲିସ…

ବିଜେପୁରରେ ବିଜେଡିର ମହିଳା ସମାବେଶ : ଏଯାବତ୍‌ ଘୋଷଣା ହୋଇନାହିଁ ଦଳୀୟ ପ୍ରାର୍ଥୀଙ୍କ ନାମ

ବରଗଡ଼ ଅଫିସ,୨୭।୯: ବରଗଡ଼ ଜିଲା ବିଜେପୁରରେ ଶୁକ୍ରବାର ବିଜେଡିର ମହିଳା ସମାବେଶ ଅନୁଷ୍ଠିତ ହୋଇଛି। ନୂଆଖାଇ ଭେଟ୍‌ଘାଟ ଅବସରରେ ଏହି ସମାବେଶ ଆୟୋଜନ କରାଯାଇଥିବା ଦଳ ପକ୍ଷରୁ କୁହାଯାଇଛି। ତେବେ ଆଗକୁ ବିଜେପୁର ଉପନିର୍ବାଚନ ଥିବାବେଳେ ବିଜେଡିର ଦଳୀୟ ପ୍ରାର୍ଥୀଙ୍କ ନାମ…

ଭୂକମ୍ପରେ ଥରିଲା ଇସ୍ତାନବୁଲ

ଇସ୍ତାନବୁଲ,୨୭।୯: ତୁର୍କୀର ରାଜଧାନୀ ଇସ୍ତାନବୁଲରେ ଗୁରୁବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ରହିଛି। ଏହି ଭୂକମ୍ପ ଯୋଗୁ ୩୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିବା ବେଳେ ସହରର ୪୭୩ ଘର ଭାଙ୍ଗିରୁଜି ଯାଇଛି। ସମସ୍ତ ଆହତଙ୍କୁ…

କ୍ୟାନସର୍‌ ରୋଗୀଙ୍କ ପାଇଁ କେଶ ଦାନ କଲେ ମହିଳା ପୋଲିସ ଅଫିସର

ତ୍ରିସୁର,୨୭।୯:କେରଳର ତ୍ରିସୁର ଜିଲାରେ ଜଣେ ପୋଲିସ ଅଫିସର ଅପର୍ଣ୍ଣା ଲଭକୁମାର କ୍ୟାନସର ରୋଗୀଙ୍କ ପାଇଁ ନିଜ କେଶ ଦାନ କରିଦେଇଛନ୍ତି। ଏଭଳି ମହତ୍‌ କାର୍ଯ୍ୟ ପାଇଁ ତାଙ୍କୁ ସୋସିଆଲ ମିଡିଆରେ ଲୋକେ ପ୍ରଶଂସା କରୁଛନ୍ତି। ଏନେଇ ସେ କହିଛନ୍ତି, ମୁଁ କୌଣସି…

ବାବ୍ରି ମସଜିଦ୍‌ ମାମଲା: କଲ୍ୟାଣ ସିଂଙ୍କୁ ମିଳିଲା ଜାମିନ

ଲକ୍ଷ୍ନୌ,୨୭।୯:ବାବ୍ରି ମସଜିଦ୍‌ ଭଙ୍ଗା ମାମଲାରେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା କଲ୍ୟାଣ ସିଂଙ୍କୁ ଜାମିନ ମିଳିଛି। ଏହି ମାମଲାରେ କଲ୍ୟାଣ ସିଂଙ୍କ ନାଁରେ ଆଇପିସିର ୧୫୩ଏ, ୧୫୩ବି, ୨୯୫, ୨୯୫ଏ, ୫୦୦ ଧାରାରେ ମାମଲା ରୁଜୁ…

ଚନ୍ଦ୍ରପୃଷ୍ଠରେ ହାର୍ଡ ଲ୍ୟାଣ୍ଡିଂ କରିଛି ବିକ୍ରମ: ନାସା

ନ୍ୟୁୟର୍କ,୨୭।୯: ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୨ର ଲ୍ୟାଣ୍ଡିଂର କିଛି ହାଇରିଜଲ୍ୟୁଶନ ଫଟୋ ନାସା ପକ୍ଷରୁ ଶୁକ୍ରବାର ଜାରି କରାଯାଇଛି। ଇସ୍ରୋ ପକ୍ଷରୁ ଚନ୍ଦ୍ରପୃଷ୍ଠକୁ ପଠାଯାଇଥିବା ଲ୍ୟାଣ୍ଡର ବିକ୍ରମ ହାର୍ଡ ଲ୍ୟାଣ୍ଡିଂ କରିଥିବା ନେଇ ନାସା ଦାବି କରିଛି। ଆମେରିକାର ମହାକାଶ ସଂସ୍ଥା ନାସାର ଲୁନାର୍‌…

ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ପୁରୀ ଅଫିସ, ୨୭।୯: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ବିପର୍ଯ୍ୟୟ ପରିଚାଳନା ପ୍ରକୋଷ୍ଠରେ ସର୍ଟଶର୍କିଟ ଯୋଗୁ ଏସିରୁ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ ଏକ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ:ଭାଜପା ପକ୍ଷରୁ ବ୍ଲକ ସମ୍ମୁଖରେ ଧାରଣା

କଣ୍ଟାପଡା,୨୭।୯:(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ପ୍ରାଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଓ ବାଟମାରଣା ପ୍ରତିବାଦରେ କଣ୍ଟାପଡ଼ା ବ୍ଲକ ସମ୍ମୁଖରେ ଭାଜପା ପକ୍ଷରୁ ଶୁକ୍ରବାର ଧାରଣା ଦିଆଯାଇଛି। ସ୍ଥାନୀୟ ଭାଜପା ନେତା ଛବି ମଲିକଙ୍କ ନେତୃତ୍ୱରେ କଣ୍ଟାପଡା ବ୍ଲକର ଶତାଧିକ…

ଜୁନାଗଡ଼ ଗଣବଳାତ୍କାର ଘଟଣା: ବିଜେଡି ନେତାଙ୍କ ଲିଙ୍କ୍‌ ଥିବା ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର, ୨୭।୯(ବ୍ୟୁରୋ): କଳାହାଣ୍ଡି ଜିଲା ଜୁନାଗଡ଼ ଗଣବଳାତ୍କାର ଘଟଣା ନୂଆ ମୋଡ଼ ନେଇଛି। ବିଜେଡି ନେତାଙ୍କ ଡ୍ରାଇଭର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ। ପୀଡ଼ିତାଙ୍କ ବୟାନକୁ ଭିତ୍ତିକରି ଏଭଳି ସଂଗୀନ ଅଭିଯୋଗ ଆଣିଛି ଭାଜପା। ଏହି ଘଟଣାରେ ବିଜେଡି ନେତାଙ୍କ ଲିଙ୍କ୍‌…

୬ ବର୍ଷର କନ୍ୟାକୁ ପୋଷ୍ୟ ଭାବେ ଗ୍ରହଣ କଲେ ଦମ୍ପତି, ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

୨୦୦୯ରେ ଆସିଥିବା ଏକ ହଲିଉଡ୍‌ ଫିଲ୍ମ ‘ଅର୍ଫାନ’ ଯଦି ଦେଖିଥିବେ ତେବେ ଏଥିରେ ଏକ ଛୋଟ ପିଲା କରିଥିବା ଅଭିନୟ ମଧ୍ୟ ଦେଖିଥିବେ। ଗୋଟିଏ ପରିବାର ଏକ ଅନାଥ ପିଲାକୁ ଛୋଟବେଳୁ ଆଣି ଘରେ ପାଳଥିବାବେଳେ ସେହି ପିଲା କେମିତି ତାଙ୍କର…

ଡ୍ରାଇଭର ଲଳିନ୍ଦ୍ରଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ, ନହେଲେ ଆତ୍ମହତ୍ୟା କରିବି: ଜୁନାଗଡ଼ ପୀଡ଼ିତା

ଜୁନାଗଡ଼,୨୭।୯(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ପୀଡ଼ିତା ଗୁରୁବାର ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏକ ୱେବ୍‌ ଚ୍ୟାନେଲକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ଏହି ଘଟଣାରେ ତାଙ୍କୁ ବାଇକ୍‌ରେ ଲିପ୍ଟ ଦେଇଥିବା ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?