Home Left

କାଳିଆଙ୍କ ଅବସ୍ଥା ଗୁରୁତର: ଭେଣ୍ଟିଲେଟରରେ ରଖାଯାଇ ଚାଲିଛି ଚିକିତ୍ସା

କଟକ ଅଫିସ, ୨୬।୯: କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ଯମଜ ଶିଶୁ ଜଗା କାଳିଆ। ଗୁରୁବାର କାଳିଆଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଶୁକ୍ରବାର ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ଜଣାପଡ଼ିଛି। ଏକ ବିଶେଷଜ୍ଞ…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ରୋମାଞ୍ଚ କ୍ରମେ ବଢ଼ିବାରେ ଲାଗିଛି। ଏହି ଚାମ୍ପିୟନଶିପ୍‌ ଅନ୍ତର୍ଗତ ବର୍ତ୍ତମାନ ସୁଦ୍ଧା ୩ଟି ସିରିଜ ଖେଳାଯାଇ ସାରିଛି। ସେଥିରୁ ନ୍ୟୁଜିଲାଣ୍ଡ-ଶ୍ରୀଲଙ୍କା ଓ ଇଂଲଣ୍ଡ-ଅଷ୍ଟ୍ରେଲିଆ ସିରିଜ ଡ୍ର ରହିଥିବାବେଳେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ସିରିଜ ବିଜୟୀ ହେବାରେ ସକ୍ଷମ…

ବ୍ୟାଙ୍କ ଦୁର୍ନୀତି ମାମଲା: ଶରଦ ପାଓ୍ବାରଙ୍କୁ ହାଜର ହେବାକୁ ମନାକଲା ଇଡି

ନୂଆଦିଲ୍ଲୀ,୨୭ା୯: ମହାରାଷ୍ଟ୍ର ରାଜ୍ୟ ସମବାୟ ବ୍ୟାଙ୍କ (ଏମଏସ୍‌ସିବି) ଦୁର୍ନୀତି ମାମଲାରେ ଫସିଥିବା ଏନସିପି ମୁଖ୍ୟ ଶରଦ ପାଓ୍ବାର ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହେବାର ଥିଲା। କିନ୍ତୁ ଇଡି ପକ୍ଷରୁ ପାଓ୍ବାରଙ୍କୁ ମେଲ୍‌ ଯୋଗେ ନ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ…

ଓଡ଼ିଶାରେ ଆଇଏସ୍‌ଏଲ୍‌ ଉତ୍ସାହ

ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ପ୍ରଥମଥର ପାଇଁ ଓଡ଼ିଶାର ନିଜ ଦଳ ଅଂଶଗ୍ରହଣ କରିବ। ପୂର୍ବରୁ ଦିଲ୍ଲୀ ଡାଇନାମସ ଏଫ୍‌ସି ଥିବା ଦଳ ଏବେ ଓଡ଼ିଶା ଏଫ୍‌ସିରେ ପରିଣତ ହୋଇଛି। ହେଡ୍‌ କୋଚ୍‌ ଜୋସେଫ୍‌ ଗାମ୍ବାଉଙ୍କ ତତ୍ତ୍ୱାବଧାନରେ ଓ ଅଧିନାୟକ…

‘ବାଲା’ ପରେ ଫିଲ୍ମରୁ ଲମ୍ବା ବ୍ରେକ୍‌ ନେବେ ଆୟୁଷ୍ମାନ

ମୁମ୍ବାଇ: ଲଗାତାର ଭାବେ ଦର୍ଶକଙ୍କୁ ହିଟ୍‌ ଚଳଚ୍ଚିତ୍ର ଭେଟି ଦେଉଥିବା ସୁପରଷ୍ଟାର ଆୟୁଷ୍ମାନ ଖୁରାନ୍ନା ଥକି ଗଲେଣି। ଆପଣ ଭାବୁଥିବେ କାହିଁକି। ଗୋଟିଏ ପରେ ଗୋଟିଏ ଫିଲ୍ମର ଶୁଟିଂ କରୁଥିବାରୁ ସେ ନିଜକୁ ତଥା ପରିବାରକୁ ମଧ୍ୟ ସମୟ ଦେଇପାରୁନାହାନ୍ତି। ଏଥିପାଇଁ…

ପିଆଜ ପରେ ଏବେ ଟମାଟୋ ପାଳି: କିଲୋ ୬୦ ଟପିଲା

ନୂଆଦିଲ୍ଲୀ,୨୯।୯: ପାର୍ବଣ ଋତୁ ଆସିବା ପୂର୍ବରୁ ପନିପରିବା ଦର ଆକାଶଛୁଆଁ ହୋଇଛି। ରାଜଧାନୀ ଦିଲ୍ଲୀ ଏବଂ ଏହାର ଆଖପାଖ ସହରରେ ପିଆଜ କିଲୋ ପିଛା ୮୦ ଟଙ୍କାରେ ବିକ୍ରି ହେଉଥିବାବେଳେ ଏବେ ଟମାଟୋ କିଲୋ ୬୦ ଟଙ୍କା ଟପିଛି। ଆଗକୁ ଏହି…

ରାଜସ୍ବ ଡାକବଙ୍ଗଳାରୁ ଶାଗୁଆନ ଗଛ ଚୋରି ଉଦ୍ୟମ: ଅଭିଯୁକ୍ତ ଫେରାର

ଗଣ୍ଡତୁରୁମ,୨୭।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ତହସିଲ ଅର୍ନ୍ତଗତ ଗଣ୍ଡତୁରୁମସ୍ଥିତ ରାଜସ୍ବ ଡାକବଙ୍ଗଳା ପରିସରରୁ ଗୁରୁବାର ବିଳମ୍ବିତ ରାତିରେ ଶାଗୁଆନ ଗଛ ଚୋରି ଉଦ୍ୟମ ବିଫଳ ହୋଇଛି। ଅଭିଯୁକ୍ତ ଭୟରେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସେ ହେଲେ ଗ୍ରାମର ପ୍ରଫୁଲ୍ଲ ରାଉତିଆ। ପ୍ରକାଶ…

ପରିବହନ କାର୍ଯ୍ୟାଳୟ, ଜିଲା ମୁଖ୍ୟ ଚିକିତ୍ସାଳୟରୁ ୭ ଦଲାଲ ଗିରଫ

ଅନୁଗୋଳ ଅଫିସ,୨୭।୯: ଅନୁଗୋଳ ଜିଲା ପରିବହନ କାର୍ଯ୍ୟାଳୟ ଓ ଜିଲା ମୁଖ୍ୟ ଚିକିତ୍ସାଳୟରୁ ମୋଟ ୭ ଜଣ ଦଲାଲଙ୍କୁ ଅନୁଗୋଳ ପୋଲିସ ଶୁକ୍ରବାର ଗିରଫ କରିଛି। ମେଡିକାଲର ୪ ଦଲାଲ ଗରିବ ଲୋକଙ୍କୁ ଶୋଷଣ କରିବା ସହ ଡାକ୍ତରମାନଙ୍କୁ ବିଭିନ୍ନ ସମୟରେ…

ଋଣ ଭାରରେ ବୁଡିଥିବା ପାକିସ୍ତାନକୁ ସହାୟତାର ହାତ ବଢାଇଲେ ବିଲ୍‌ ଗେଟ୍‌ସ

ନ୍ୟୁୟର୍କ,୨୭।୯: ଋଣ ଭାରରେ ଡୁବିଥିବା ପାକିସ୍ତାନକୁ ସହାୟତାର ହାତ ବଢାଇଛନ୍ତି ବିଶ୍ୱର ଅନ୍ୟତମ ଧନୀ ବିଲ୍‌ ଗେଟ୍‌ସ। ବିଲ୍‌ ଏବଂ ମେଲିଣ୍ଡା ଗେଟ୍‌ସ ଫାଉଣ୍ଡେସନ୍‌ ପକ୍ଷରୁ ପାକିସ୍ତାନକୁ ୨୦୦ ମିଲିୟନ ଡଲାର ସହାୟତା ଦିଆଯିବ ବୋଲି ଘୋଷଣା କରାଯାଇଛି। ପାକିସ୍ତାନରେ ଗରିବ…

ଡାକ୍ତରଙ୍କ ଅବହେଳାରୁ ସେବାଶ୍ରମ ଛାତ୍ରୀଙ୍କ ମୃତ୍ୟୁ : ଅଭିଯୋଗ ଆଣିଲେ ପରିବାର ଲୋକେ

କୋରାପୁଟ/ନାରାୟଣପାଟଣା,୨୭।୯(ସ୍ବ.ପ୍ର/ଡି.ଏନ୍‌.ଏ.): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ଓଡିଆପେଣ୍ଠ ସେବାଶ୍ରମର ଜଣେ ତୃତୀୟ ଶ୍ରେଣୀ ଛାତ୍ରୀ ଜ୍ୱରରେ ପୀଡିତ ହୋଇ ନାରାୟଣପାଟଣା ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିଲେ। ତେବେ ଶୁକ୍ରବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଲସି ମିନିଆକା(୮)। ଡାକ୍ତରଙ୍କ ଅବହେଳା…

୬୫ବର୍ଷୀୟ ହାତୀକୁ ଭିଭିଆଇପି ସୁରକ୍ଷା: ଜଗିବେ ଯବାନ

କଲମ୍ବୋ,୨୭।୯:ସାଧାରଣତଃ ନେତା କିମ୍ବା କୌଣସି ଗୁରୁତ୍ୱପୂର୍ଣ୍ଣ ପାହ୍ୟାରେ ଥିବା ଲୋକଙ୍କ ସୁରକ୍ଷା ପାଇଁ ଯବାନଙ୍କୁ ନିୟୋଜିତ କରାଯାଇଥାଏ। କିନ୍ତୁ କୌଣସି ପଶୁର ସୁରକ୍ଷା ପାଇଁ ଯବାନ ନିୟୋଜିତ ହେବା ନିଶ୍ଚିତ ଭାବେ ଏକ ଆଶ୍ଚର୍ଯ୍ୟକର ଘଟଣା। ଶ୍ରୀଲଙ୍କା ସରକାର ଏକ ୬୫ବର୍ଷୀୟ…

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଦ୍ୱିତୀୟ ଦିନରେ ଜିଲା ଓକିଲ ସଂଘର ବନ୍ଦ ପାଳନ

ଦେବଗଡ଼ ୨୭।୯: ଦେବଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ପଞ୍ଚିମ ଓଡ଼ିଶା ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଲାଗି ଚାଲିଥିବା ବନ୍ଦ ପାଳନ ଶୁକ୍ରବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏଥିରେ ସମସ୍ତ ସରକାରୀ ବେସରକାରୀ କୋର୍ଟ କଚେରୀ, ପୋଷ୍ଟ ଅଫିସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?