Home Left

ଏସ୍‌ପି-ବିଏସ୍‌ପି ମେଣ୍ଟ ଭାଙ୍ଗିଲା

ଲକ୍ଷ୍ନୌ,୪ା୬: ଭାଜପାକୁ କ୍ଷମତାଠାରୁ ଦୂରେଇ ରଖିବା ପାଇଁ ୫ ମାସ ତଳେ ଉତ୍ତରପ୍ରଦେଶରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ଏସ୍‌ପି-ମାୟାବତୀଙ୍କ ବିଏସ୍‌ପିକୁ ନେଇ ଗଠନ ହୋଇଥିବା ମେଣ୍ଟ ଆପାତତଃ ଭାଙ୍ଗିଯାଇଛି। ଆଗାମୀ ଉପନିର୍ବାଚନ ବିଏସ୍‌ପି ଏକାକୀ ଲଢ଼ିବ ବୋଲି ଏହାର ସୁପ୍ରିମୋ ମାୟାବତୀ…

ରଣପୁର ରଥ ଯାତ୍ରା ପାଇଁ ପ୍ରସ୍ତୁତି: ରଣପୁର ଜଙ୍ଗଲରେ ମିଳୁନି ରଥ କାଠ

ରଣପୁର,୪ା୬(ସ୍ବ.ପ୍ର.)-ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥଯାତ୍ରା ପାଇଁ ଦେବୋତ୍ତର ବିଭାଗ ତରଫରୁ ସୋମବାର ରଣପୁର ବ୍ଲକ ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ରଥଯାତ୍ରା ପାଇଁ ନିର୍ମାଣ ହେବାକୁ ଥିବା ୩ ରଥ…

ତହସିଲ ପକ୍ଷରୁ ଚଢାଉ: ୭ଟି ଗାଡ଼ି ଜବତ

ଧର୍ମଶାଳା,୪।୬(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲଦାର ଓ ଅତିରିକ୍ତ ତହସିଲଦାର ରବିବାର ଓ ସୋମବାର ରାସ୍ତାକାମ ପାଇଁ ବେଆଇନଭାବେ ମାଟି ଆଣୁଥିବା ୬ଟି ହାଇୱା, ଗୋଟିଏ ଟ୍ରାକ୍ଟର ଓ ଗୋଟିଏ ଡ୍ରିଲିଂ ମେଶିନ୍‌ ଜବତ କରିଛନ୍ତି। ୧୬ନଂ ଜାତୀୟ ରାଜପଥ ପ୍ରସସ୍ଥୀକରଣ ପାଇଁ କାମନେଇଥିବା…

ଜୀବନ୍ତ ହେବ ଆଦିବାସୀ ସଂସ୍କୃତି

(ଉପେନ୍ଦ୍ର ରାଉତ) ବଅଁରପାଳ,୪।୬ ନାଲ୍‌କୋ କଲୋନୀର ପରିବେଶ ହେବ ଆହୁରି ଶାନ୍ତ, ଆହୁରି ସୁନ୍ଦର। ସେଥିପାଇଁ ଏକାଧିକ ପାର୍କ ଥିଲେ ବି କର୍ତ୍ତୃପକ୍ଷ କଲୋନୀ ମଧ୍ୟରେ ଆଉ ଏକ ଇକୋ ପାର୍କ ନିର୍ମାଣ କରୁଛନ୍ତି। ୧୦ ଲକ୍ଷ ଟଙ୍କା ବ୍ୟୟରେ ହେଉଥିବା…

ସ୍କାଏଲାଇଟ୍‌ ଭାଙ୍ଗି ଡ୍ରେସ୍‌ ଦୋକାନରୁ ଲୁଟ୍‌ ଅଭିଯୋଗ

ବିଞ୍ଝାରପୁର ,୩ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ମଇଁନ୍ଦା ଛକରେ ଥିବା ଏକ ଡ୍ରେସ୍‌ ଦୋକାନରୁ ରବିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୋକାନର ପଛପଟେଥିବା ସ୍କାଏଲାଇଟ୍‌ ଭାଙ୍ଗି ଲୁଟେରାମାନେ ଲକ୍ଷାଧିକ ଟଙ୍କାର ଡ୍ରେସ୍‌ ଚୋରିକରି ନେଇଥିବା ସୋମବାର ମାଲିକ…

ହାସ୍ୟ ଅଭିନେତା ସଲିଲ ମିତ୍ରଙ୍କ ପରଲୋକ

ଭୁବନେଶ୍ୱର ବ୍ୟୁରୋ, ୪।୬: ଜଣାଶୁଣା ହାସ୍ୟ ଅଭିନେତା ସଲିଲ ମିତ୍ରଙ୍କ ସୋମବାର ରାତି ୧୨ଟା୧୫ ମିନିଟରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଗତ ମେ ୧୨ରେ ସଲିଲ ମୟୂରଭଞ୍ଜର କରଞ୍ଜିଆ ଯାଉଥିବାବେଳେ କେନ୍ଦୁଝର ଜିଲା ଘଟଗଁା…

ଇସ୍ରୋ ଗଲେ ନବରଙ୍ଗପୁରର ୨ ଛାତ୍ରୀ

ନବରଙ୍ଗପୁର,୪ା୬(ବି.ପ୍ର.)- ନବରଙ୍ଗପୁର ଜିଲାର ୨ ଜଣ ୧୦ମ ଶ୍ରେଣୀ ଛାତ୍ରୀ ଇସ୍ରୋ ଯିବା ପାଇଁ ମନୋନୀତ ହୋଇ ସୋମବାର ଅହମ୍ମଦାବାଦ ଗସ୍ତ କରିଛନ୍ତି। ଛାତ୍ରୀ ୨ ଜଣ ହେଲେ ଇପସିତା ଦାଶ ଓ ମିତା ହରିଜନ। ଟାଟାଷ୍ଟିଲ ପକ୍ଷରୁ ହୋଇଥିବା ୟଙ୍ଗ…

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାକପ୍‌…

କଫି ଓ ଚା’ ହୃଦ୍‌ଘାତରୁ ମନୁଷ୍ୟକୁ ସୁରକ୍ଷା ଦେଇଥାଏ। କଫିରେ ଥିବା କାଫିନ୍‌ ଓ ଚା’ରେ ଥିବା ନିକୋଟାଇନ୍‌ ରକ୍ତରେ ମିଶିବା ଦ୍ୱାରା ରେଡ୍‌ ବ୍ଲଡ୍‌ କୋଷିକା ଉତ୍ତେଜିତ ହୋଇଥାଏ। ଫଳରେ ହାର୍ଟର ସାଧାରଣ କାର୍ଯ୍ୟକାରିତା ବୃଦ୍ଧି ପାଏ। ଏହାଯୋଗୁ ହାର୍ଟ…

ଭାରତ-ଏ’ର ସିରିଜ କ୍ଲିନ୍‌ସୁଇପ୍‌

ବେଙ୍ଗାଲୁରୁ, ୩।୬- ହୁବ୍‌ଲୀସ୍ଥିତ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ୧୫୨ ରନରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ’କୁ ପରାସ୍ତ କରିଛି। ଏଥିସହ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ ଭାରତ-ଏ ଦୁଇ ମ୍ୟାଚ୍‌ବିଶିଷ୍ଟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌କୁ ୨-୦ରେ କ୍ଲିନ୍‌ସୁଇପ୍‌ କରିଛି।…

ଫ୍ରେଞ୍ଚ୍‌ ଓପନ୍‌ ଟେନିସ୍‌ଜୋକୋଭିଚ୍‌, ନିଶିକୋରି ବିଜୟୀ

ପ୍ୟାରିସ,୩ା୬-ଟପ୍‌ ସିଡ୍‌ ତଥା ନୋଭାକ୍‌ ଜୋକୋଭିଚ୍‌, ଜାପାନର କେଇ ନିଶିକୋରି ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ସେ ଜର୍ମାନୀର ଜାନ୍‌-ଲେନାର୍ଡ ଷ୍ଟ୍ରଫ୍‌ଙ୍କୁ ୬-୩, ୬-୨, ୬-୨ ସେଟ୍‌ରେ ହରାଇ ଦେଇଛନ୍ତି। ୩୨ ବର୍ଷୀୟ…

ବ୍ଲକଗ୍ରାଣ୍ଟ ସ୍କୁଲ ମରାମତି ପାଇଁ ପ୍ରତିଶ୍ରୁତି ଦେଲେ ମନ୍ତ୍ରୀ

ଗୋପ, ୩।୬(ଡି.ଏନ୍‌.ଏ.)-ଫନୀରେ କ୍ଷୟକ୍ଷତି ହୋଇଥିବା ଗୋପ ବ୍ଲକର ସମସ୍ତ ବ୍ଲକଗ୍ରାଣ୍ଟ ସ୍କୁଲ ଗୁଡ଼ିକୁ ଶିକ୍ଷାବର୍ଷ ପୂର୍ବରୁ ମରାମତି କରାଯିବ ବୋଲି ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଓଷ୍ଟା ପକ୍ଷରୁ ଗୋପଠାରେ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ମନ୍ତ୍ରୀ…

ଫନୀକୁ ବିତିଲା ମାସେ ଏବେବି ହୋଇନି ଘରଭଙ୍ଗା ତଦନ୍ତ

ଗୋପ, ୩।୬(ଡି.ଏନ୍‌.ଏ.)-ସାମୁଦ୍ରିକ ଝଡ଼ ଫନୀକୁ ମାସେ ବିତିଛି। ଏଥିରେ କ୍ଷତିଗ୍ରସ୍ତ ହୋଇଥିବା ଲୋକମାନେ ଧୀରେ ଧୀରେ ମୁଖ୍ୟଧାରାକୁ ଫେରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ଘରଭଙ୍ଗା ତଦନ୍ତ ହୋଇନାହିଁ। ଏଭଳି ଘଟଣା ସାମ୍ନାକୁ ଆସିଛି ଗୋପ ବ୍ଲକରେ। ସବୁଠୁ ବେଶି ଆଶ୍ଚର୍ଯ୍ୟର କଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri