ମନ୍ତ୍ରୀ ହେବାପରେ ଦିବ୍ୟଶଙ୍କରଙ୍କ ପ୍ରଥମ କଳାହାଣ୍ଡି ଗସ୍ତ
ଭବାନୀପାଟଣା, ୩।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ର ମନ୍ତ୍ରୀ ହେବା ପରେ ରବିବାର ସନ୍ଧ୍ୟାରେ ପ୍ରଥମ ଥର ପାଇଁ…
ଆନନ୍ଦପୁର ବିଧାୟକଙ୍କୁ ସ୍ବାଗତ: ହାଟଡିହୀ ଅଞ୍ଚଳର ସମସ୍ୟା, ବିକାଶ ସମ୍ପର୍କରେ ଗୁରୁତ୍ୱ ପାଇଁ ଆଲୋଚନା
ହାଟଡିହୀ, ୩।୬(ସ୍ବ.ପ୍ର.): ହାଟଡିହୀ ବିକାଶ ମଞ୍ଚ ତରଫରୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀଙ୍କୁ ସ୍ବାଗତ କରାଯାଇଛି। ରବିବାର ସନ୍ଧ୍ୟାରେ ମଞ୍ଚ ସଭାପତି ନିତ୍ୟାନନ୍ଦ ପହୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିଧାୟକଙ୍କ ବାସଭବନରେ ପହଞ୍ଚି ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।…
୩ହଜାରରୁ ୧୦ ହଜାର ଟଙ୍କା ହେଲା ଆଶା କର୍ମୀଙ୍କ ପାରିଶ୍ରମିକ
ଅମରାବତୀ,୩।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଓ୍ବାଇଏସ୍ ଜଗନ ମୋନହ ରେଡ୍ଡି ପ୍ରଥମ ପର୍ଯ୍ୟାୟରେ ଆଶା କର୍ମୀଙ୍କୁ ଦେଇଛନ୍ତି ଆଶନୁରୂପ ଭେଟି। ମେଡିକାଲ ଓ ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବା ଆଶାକର୍ମୀଙ୍କ ଦରମା ୩ହଜାର ଟଙ୍କାରୁ…
ରାସନ କାର୍ଡଧାରୀଙ୍କୁ ମିଳିପାରେ ଆଉ ୧ କିଲୋ ଅଧିକ ଗହମ, ଚିନି, ଚାଉଳ
ନୂଆଦିଲ୍ଲୀ,୩।୬: ଖୁବ୍ଶୀଘ୍ର ରାସନ କାର୍ଡଧାରୀଙ୍କୁ ଅଧିକ ୧ କିଲୋ ଚାଉଳ, ଚିନି ଓ ଗହମ କେନ୍ଦ୍ର ସରକାର ଦେଇପାରନ୍ତି ବୋଲି କୁହାଯାଉଛି। ଏହାମଧ୍ୟ ସବ୍ସିଡି ଦରରେ ମିଳିବ। ଯଦି ଏହା ଲାଗୁ କରାଗଲା ତେବେ ଏହାଦ୍ୱାରା ୧୬.୩ କୋଟି ଲୋକ ଉପକୃତ…
ଅକ୍ସିଜେନ୍ ସିଲିଣ୍ଡର ସହ ୟୁପିଏସ୍ସି ପରୀକ୍ଷା ହଲ୍ରେ ବସିଲେ ଛାତ୍ରୀ
ନୂଆଦିଲ୍ଲୀ,୩।୬: ଗମ୍ଭୀର ହାଡ଼ ଜନିତ ସମସ୍ୟା ଓ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେଉଥିଲେ ମଧ୍ୟ ନିଜର ମନୋବଳକୁ ଦୃଢ ରଖିଛନ୍ତି କେରଳର ୨୪ ବର୍ଷୀୟା ଛାତ୍ରୀ ଲତିଶା ଅଂସାରୀ। ରବିବାର ସେ ଏକ ହ୍ବିଲ ଚେୟାର୍ରେ ବସି ଅକ୍ସିଜେନ୍ ସିଲିଣ୍ଡର…
ଜାଣନ୍ତୁ କିପରି ଆରମ୍ଭ ହୋଇଥିଲା ଜୟା-ଅମିତାଭଙ୍କ ଲଭ୍ଷ୍ଟୋରି
ଜୟା ଏବଂ ଅମିତାଭ ବଚ୍ଚନଙ୍କର ଆଜି ହେଉଛି ୪୬ ତମ ବିବାହ ବାର୍ଷିକୀ। ବିବାହ ସମୟର କିଛି ପୂରୁଣା ଫଟୋକୁ ସୋସିଆଲ ମିଡିଆରେ ଅମିତାଭ ଶେୟାର କରି ସ୍ମୃତିକୁ ତାଜା କରିଛନ୍ତି। ଏହି ଫଟୋରେ ଅଭିଷେକ କ୍ୟାପସନ୍ ବି ଲେଖିଛନ୍ତି, ‘ହାପି…
କିଶୋର କୁମାରଙ୍କ ପ୍ରଥମ ପତ୍ନୀଙ୍କ ଦେହାନ୍ତ: ଶୋକ ପ୍ରକାଶ କଲେ ମମତା
ମୁମ୍ବାଇ,୩।୬: ବଲିଉଡ୍ ଜଗତର ଭେଟେରାନ ଗାୟକ କିଶୋର କୁମାରଙ୍କ ପତ୍ନୀ ଓ ଅଭିନେତ୍ରୀ ରୁମା ଗୁହା ଠାକୁରତାଙ୍କ ସୋମବାର ଦେହାନ୍ତ ହୋଇଛି। କୋଲକାତା ସ୍ଥିତ ନିଜର ବାସଭବନ ବାଲିଗଙ୍ଗେ ପ୍ୟାଲେସରେ ତାଙ୍କର ନିଧନ ହୋଇଛି। ସୋମବାର ସନ୍ଧ୍ୟାରେ ତାଙ୍କର ଅନ୍ତିମ ସଂସ୍କାର…
ପୁଣିଥରେ କେରଳକୁ ନିପା ଭାଇରସ୍ ଭୟ
ଥିରୁଭାନନ୍ତପୁରମ,୩।୬: କେରଳର ଜଣେ ୨୩ ବର୍ଷୀୟ ବ୍ୟକ୍ତି ନିପା ଭାଇରସ୍ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ପ୍ରାଥମିକ ଅବସ୍ଥାରେ ତାଙ୍କ ଦେହରେ ନିପା ଭାଇରସ୍ର ଲକ୍ଷଣ ଦେଖାଯାଇଥିବା କୁହାଯାଉଛି। ସୋମବାର କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଏହି ସୂଚନା ଦେଇଛନ୍ତି। ଏହାକୁ…
ଇମ୍ରାନ୍ଙ୍କ ପାଇଁ ସାପ ଚମଡାରେ ତିଆରି ହୋଇଥିବା ଚପଲକୁ ଜବତ କଲା ବନ୍ୟଜୀବ ବିଭାଗ
ଇସଲାମାବାଦ,୩।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ଏବେ ସାପ ଚମଡାରେ ତିଆରି ପେଶାଓ୍ବରି ଚପଲ ପିନ୍ଧିବାର ସୁଯୋଗ ପାଇବେ ନାହିଁ। କାରଣ ଖେବର ପଖତୁନଓ୍ବା ଅଞ୍ଚଳରେ ବନ୍ୟଜୀବ ବିଭାଗର ଚଢଉ ସମୟରେ ଏକ ଜୋତା ତିଆରି ଦୋକାନରୁ ସାପ ଚମଡାରେ ତିଆରି…
କାରଗିଲ୍ ଯୋଦ୍ଧା ବିଦେଶୀ ଘୋଷିତ ମାମଲା: ଯାଞ୍ଚ୍ ଅଧିକାରୀଙ୍କ ଉପରେ ଉଠିଲା ଅଙ୍ଗୁଳି
ନୂଆଦିଲ୍ଲୀ,୩।୬: କାରଗୀଲ୍ ଯୋଦ୍ଧା ମହମ୍ମଦ ସନାଉଲ୍ଲାହଙ୍କୁ ଏନଆର୍ସି ଆଇନ ଅନ୍ତର୍ଗତ ବିଦେଶୀ ଘୋଷଣା ମାମଲାରେ ନୂଆ ମୋଡ଼ ଆସିଛି। ଯାଞ୍ଚ୍ ଅଧିକାରୀଙ୍କ ଉପରେ ଏନେଇ ଅଙ୍ଗୁଳି ଉଠିଛି। ଅଧିକାରୀମାନେ ସାକ୍ଷୀଙ୍କ ବୟାନ ନ ନେଇ ଯାଞ୍ଚ୍ କରିଥିବା ସନାଉଲ୍ଲ୍ଲାହଙ୍କ ସମ୍ପର୍କୀୟ ପଜୁଲୁଲ୍…
ପଶ୍ଚିମ, ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି: ୧୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ରାଜ୍ୟର ୧୩ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ,…
ସାପ କାମୁଡ଼ାରେ ନାବାଳିକାଙ୍କ ମୃତ୍ୟୁ
ଭଣ୍ଡାରିପୋଖରୀ, ୩।୬(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅକ୍ଷିଣବାଡ଼ ପଞ୍ଚାୟତ ହାଟଡ଼ିହି ଉତ୍ତରବାଡ଼ ଗ୍ରାମର ଜଣେ ନାବାଳିକାଙ୍କର ସୋମବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ପ୍ରଫୁଲ୍ଲ ଜେନାଙ୍କ ଝିଅ ବେବିରାଣୀ(୧୧)। ବେବିରାଣୀ ରାତିରେ ଖାଇସାରି ଶୋଇଥିଲେ। ଭୋର ପ୍ରାୟ…
Archives


