ଦକ୍ଷିଣ ଆଫ୍ରିକାକୁ ହରାଇଲା ବାଂଲାଦେଶ
ଲଣ୍ଡନ,୩।୬(ଏଏଫପି)- ଚଳିତ ବିଶ୍ୱକପ୍ରେ ବାଂଲାଦେଶ ପ୍ରଥମ ବିପର୍ଯ୍ୟୟ ଘଟାଇଛି। ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଟୁର୍ନାମେଣ୍ଟର ପଞ୍ଚମ ମ୍ୟାଚ୍ରେ ବାଂଲାଦେଶ ୨୧ ରନରେ ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଛି। ଟସ୍ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା…
ବୋପାନ୍ନା ଆଉଟ୍
ପ୍ୟାରିସ, ୩ା୬ (ପି.ଟି.)- ଭାରତର ରୋହନ ବୋପାନ୍ନା ଏବଂ ତାଙ୍କ ରେମାନିଆନ ପାର୍ଟନର ମାରିଅସ୍ କୋପିଲ୍ ଫ୍ରେଞ୍ଚ ଓପନ୍ ଟେନିସ୍ରୁ ବିଦାୟ ନେଇଛନ୍ତି। ରବିବାର ପୁରୁଷ ଡବଲ୍ସର ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ସର୍ବୀୟ ଯୋଡ଼ି ଡୁସାନ ଲାଜୋଭିକ୍ ଏବଂ ଜାଙ୍କୋ…
ଅନ୍ଧାରରେ ରୋଗୀ, ପ୍ରତିକାର ନାହିଁ
ଚମ୍ପୁଆ,୩ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଡିଜି ଓ ଇନ୍ଭର୍ଟର ଥିଲେ ମଧ୍ୟ ବିଦ୍ୟୁତ୍ କାଟ୍ ସମୟରେ ରୋଗୀମାନେ ଅନ୍ଧାରରେ ରହୁଛନ୍ତି। ଅସହ୍ୟ ଗରମ ସହିବାକୁ ପଡୁଛି। ବିଭିନ୍ନ ସମୟରେ ଲୋ- ଭୋଲଟେଜ୍ ସମସ୍ୟା ଯୋଗୁ ୱାର୍ଡଗୁଡିକରେ ବଲ୍ବ ଜଳୁଥିଲେ…
ମରାମତି ହେଉନି ଯାତ୍ରୀ ବିଶ୍ରାମାଗାର
ବଅଁରପାଳ, ୩ା୬(ଡି.ଏନ.ଏ.) ବଅଁରପାଳ ବ୍ଲକ ବଳରାମପ୍ରସାଦ ଠାରେ ଥିବା ଯାତ୍ରୀ ବିଶ୍ରାମାଗାରଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏହାର ମରାମତି କରାଯାଉ ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦୀର୍ଘ ଦିନ ହେଲା ବିଶ୍ରାମାଗାରଟି ଶୋଚନୀୟ ଅବସ୍ଥାରେ ଥିଲେ ମଧ୍ୟ ଏଥିପ୍ରତି କେହି…
ଆର୍ଆଇଙ୍କୁ ମାଡ଼ ମାରି ଜଣେ ଗିରଫ
ଢେଙ୍କିକୋଟ, ୩ା୬(ଡି.ଏନ୍.ଏ.) -ଘଟଗାଁ ତହସିଲ ଅଧୀନ ପିପିଳିଆ ରାଜସ୍ବ ନିରୀକ୍ଷକଙ୍କୁ ମାଡ଼ ମାରି ଜଣେ ଗିରଫ ହୋଇଥିବାବେଳେ ଅନ୍ୟ ଜଣେ ଫେରାର ଥିବା ଜଣାପଡ଼ିଛି। ପୋଲିସ ସୂଚନା ଅନୁଯାୟୀ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପିପିଳିଆ ପଞ୍ଚାୟତ ମଣ୍ଡାଟାଙ୍ଗର ଗ୍ରାମରେ ଜଣେ ବ୍ୟକ୍ତି…
ଜୀବନ ନେବାକୁ ଚାହିଁଛି ଲୁହାଛଡ଼
ବ୍ରହ୍ମପୁର ଅଫିସ୍,୩ା୬-ରାମଲିଙ୍ଗମ୍ ପୋଖରୀର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମନ୍ଥରଗତିରେ ଚାଲିଛି। ଫଳରେ ଏହି ପୋଖରୀର ତିନି ପାଖରେ ଥିବା ରାସ୍ତାରେ ଯାତାୟାତରେ ଅସୁବିଧା ହେଉଛି। ରାସ୍ତା କାର୍ଯ୍ୟ ଅଧାପନ୍ତରିଆ ରହିବା ଫଳରେ ଲୁହା ଛଡ଼ ପଦାକୁ ବାହାରିଛି। ଅନେକ ସ୍ଥାନରେ ଲମ୍ବା ଲୁହା…
ସିଙ୍ଗାପୁରରେ ଚାକିରି ଦେବା ନାଁରେ ଠକେଇ- କ୍ରାଇମ୍ ଡିଏସ୍ପିଙ୍କୁ ମିଳିଲା ତଦନ୍ତ ଦାୟିତ୍ୱ
ବ୍ରହ୍ମପୁର ଅଫିସ,୩ା୬-ସିଙ୍ଗାପୁରରେ ଚାକିରି ଦେବା କହି ଆନ୍ଧ୍ରପ୍ରଦେଶର ଇଚ୍ଛାପୁର ଓ ବିଶାଖାପାଟଣା ସମେତ ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ପାଠୁଆ ବେକାରି ଯୁବକଙ୍କଠାରୁ କୋଟିଏ ଟଙ୍କା ଠକେଇ ହୋଇଛି। ଏନେଇ ଶତାଧିକ ଯୁବକ ବ୍ରହ୍ମପୁର ଏସ୍ପି ପିନାକ…
ବିଶ୍ୱ ହେଭିଓ୍ବେଟ୍ ଟାଇଟଲ ଜିତିଲେ ରୁଇଜ୍
ନ୍ୟୁୟର୍କ, ୩ା୬(ଏଏଫ୍ପି)-ହେଭିଓ୍ବେଟ୍ ବକ୍ସିଂ ଇତିହାସରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି ଆମେରିକାର ଆଣ୍ଡି ରୁଇଜ୍ ଜୁନିୟର। ସ୍ଥାନୀୟ ମାଡିସନ ସ୍କୋୟାର ଗାର୍ଡେନରେ ଅନୁଷ୍ଠିତ ଏକ ଲଢେଇରେ ଆନ୍ଥୋନୀ ଜୋଶୁଆଙ୍କୁ ପରାସ୍ତ କରି ତାଙ୍କଠାରୁ ଆଇବିଏଫ୍, ଡବ୍ଲ୍ୟୁବିଓ ଏବଂ ଡବ୍ଲ୍ୟୁବିଏ ଓ୍ବାଲର୍ଡ ହେଭିଓ୍ବେଟ୍ ଟାଇଟଲ…
ଅନେକଙ୍କୁ ଦେଇଛି ରୋଜଗାର: ଭୋଗରାଇ ଆଳୁଦମ୍
ଭୋଗରାଇ, ୩।୬(ପ୍ରଦୀପ ଦାସ)-ବାଲେଶ୍ୱର ଜିଲାରେ ଆଳୁଦମ୍ ଓ ଆଳୁକଷାର ପ୍ରସିଦ୍ଧି ରହିଛି। ସକାଳ ଓ ସନ୍ଧ୍ୟାରେ ଲୋକେ ମୁଢ଼ି ସହିତ ଆଳୁକଷା ବା ଆଳୁଦମ୍ ଖାଇବାକୁ ଅଧିକ ପସନ୍ଦ କରନ୍ତି। ଏହା ଅଞ୍ଚଳରେ ଏକ ସ୍ବତନ୍ତ୍ର ଖାଦ୍ୟ ରୁଚିର ପରିଚୟ ସୃଷ୍ଟି…
ସାବିତ୍ରୀ ବଜାର: ଦରଦାମ୍ ଅନିୟନ୍ତ୍ରିତ
ଭଦ୍ରକ ଅଫିସ, ୩।୬ – ଆଜି ସାବିତ୍ରୀ ବ୍ରତ। ବ୍ରତଧାରୀମାନେ ସାବିତ୍ରୀଙ୍କୁ ପୂଜା କରି ନିଜ ସ୍ବାମୀଙ୍କ ମଙ୍ଗଳ କାମନା କରିଥାନ୍ତି। ଏଥିଲାଗି ସେମାନେ ସାବିତ୍ରୀଙ୍କୁ ପୂଜାର୍ଚ୍ଚନା କରି ବିଭିନ୍ନ ଫଳ ସମର୍ପଣ କରିଥାନ୍ତି। ଏବର୍ଷ ସାବିତ୍ରୀ ପୂଜା ବାଜାରରେ ବିଭିନ୍ନ…
ବୋରିଂ ହେବାର ବର୍ଷେ ବିତିଲାଣି: ଅଧାରେ ଅଟକିଛି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ
ବାହାନଗା, ୩।୬(ଅରୂପ କୁମାର ଦାସ)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କରଞ୍ଜାବିନ୍ଧା ଗ୍ରାମରେ ଶୁଦ୍ଧ ପାନୀୟଜଳ ଯୋଗାଇ ଦେବା ଲାଗି ପ୍ରଶାସନ ତରଫରୁ ଏକ ବୋରିଂ କରାଯାଇଥିଲା। ତାହା ହେବାର ବର୍ଷେ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇନାହିଁ। ଫଳରେ…
ବିଜୟ ଦ୍ୱାରରେ ଭାରତ-ଏ
ବେଙ୍ଗାଲୁରୁ, ୩।୬- ହୁବ୍ଲୀସ୍ଥିତ ନେହେରୁ ଷ୍ଟାଡିୟମ୍ରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ ବିପକ୍ଷରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍ଅଫିସିଆଲ ଟେଷ୍ଟ ମ୍ୟାଚ୍ରେ ଭାରତ-ଏ ବିଜୟ ଦ୍ୱାରଦେଶରେ ପହଞ୍ଚତ୍ଛି। ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ ଭାରତ-ଏ ପକ୍ଷରୁ ଧାର୍ଯ୍ୟ ୪୩୦ ରନ୍ର ଟାର୍ଗେଟ୍କୁ ପିଛାକରି ଶ୍ରୀଲଙ୍କା-ଏ…
Archives


