Home Left

ପ୍ରି-ଲିଟିଗେଶନ୍‌ ଡେସ୍କ ଉଦ୍‌ଘାଟିତ: ମାମଲା ହ୍ରାସ ସହ କମିବ ଅଭିଯୋଗକାରୀଙ୍କ ଖର୍ଚ୍ଚ

ଅନୁଗୋଳ ଅଫିସ, ୧।୬: ଅନୁଗୋଳ ଜିଲା ଆଇନ ସେବା ପ୍ରାଧିକରଣ କାର୍ଯ୍ୟାଳୟରେ ପ୍ରାକ୍‌ ବିବାଦ ସମାଧାନ କେନ୍ଦ୍ର ବା ପ୍ରି-ଲିଟିଗେଶନ୍‌ ଡେସ୍କ ଶୁକ୍ରବାର ପୂର୍ବାହ୍ନରେ ଉଦ୍‌ଘାଟିତ ହୋଇଛି। ରାଜ୍ୟ ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଉଚ୍ଚ ନ୍ୟାୟାଳୟର ନ୍ୟାୟମୂର୍ତ୍ତି ଜଷ୍ଟିସ୍‌…

ଗୋପାଳ ସାହିରେ ଉତ୍କଟ ଜଳ ସଙ୍କଟ: ବଇଣ୍ଡା-ଆଠମଲ୍ଲିକ ରାସ୍ତା ଅବରୋଧ

ବଇଣ୍ଡା,୧।୬(ଡି.ଏନ.ଏ.): କିଶୋରନଗର ବ୍ଲକ ଗାଁ ବଇଣ୍ଡା ପଞ୍ଚାୟତଠାରୁ ୧୦୦ ମିଟର ଦୂରରେ ଥିବା ଗୋପାଳ ସାହିରେ ଉତ୍କଟ ଜଳସଙ୍କଟ ଦେଖାଦେଇଛି। ଲୋକେ ପାନୀୟଜଳ ପାଇଁ ସମସ୍ୟା ଭୋଗୁଥିଲେ ମଧ୍ୟ ଟ୍ୟାଙ୍କର ଯୋଗେ ସେମାଙ୍କୁ ପାଣି ଯୋଗାଇ ଦିଆଯାଉ ନ ଥିବାରୁ ଅସନ୍ତୋଷ…

ସାୟାନୀଙ୍କ ଭିନ୍ନ ଅବତାର

ମୁମ୍ବାଇ: ଅଭିନେତ୍ରୀ ସାୟାନୀ ଗୁପ୍ତା ଅନୁଭବ ସିହ୍ନାଙ୍କ ‘ଆର୍ଟିକିଲ୍‌ ୧୫’ରେ ଏକ ଭିନ୍ନ ଅବତାରରେ ଦେଖିବାକୁ ମିଳିବେ। ଏହି ଭୂମିକା ତାଙ୍କ ପାଇଁ ନୂଆ ହୋଇଥିଲେ ହେଁ ଏହାକୁ ଚ୍ୟାଲେଞ୍ଜ୍‌ ରୂପେ ଗ୍ରହଣ କରିବେ ବୋଲି ସେ କହିଛନ୍ତି। ସାଧାରଣ ସାଲଓ୍ବାର-ସୁଟ୍‌…

ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ: ଘରେ ପଶିଲା ପାଉଁଶ, କୋଇଲା ଗୁଣ୍ଡ

ବଅଁରପାଳ/କଣିହାଁ/ଛେଣ୍ଡିପଦା/ପବିତ୍ରନଗର/ପାଲଲହଡ଼ା, ୧ା୬(ଡି.ଏନ.ଏ.): ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଜୋରଦାର ପବନ ଯୋଗୁ ଦୀର୍ଘ ସମୟ ଧରି ନାଲ୍‌କୋ, ଏନ୍‌ଟିପିସି ପାଉଁଶ ପୋଖରୀରୁ ପାଉଁଶ ଓ ଖଣି ଅଞ୍ଚଳରୁ କୋଇଲା ଗୁଣ୍ଡ ଉଡି ଅଞ୍ଚଳକୁ ପ୍ରଦୂଷିତ…

କୌଣସି ବ୍ୟକ୍ତିଙ୍କ ନାମରେ ମିଳିିନି ଭୋଟ: ନୀତୀଶ

ନୂଆଦିଲ୍ଲୀ, ୧ା୬ : କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡ଼ିୟୁ ସାମିଲ ହୋଇ ନ ଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାଜପାକୁ ଟାର୍ଗେଟ କରି ବିଷ ଓକାଳିଛନ୍ତି। ସାରା ଦେଶରେ ମୋଦି ହାଓ୍ବା ଏନ୍‌ଡିଏକୁ ବିପୁଳ ବିଜୟ ଆଣିଦେଇଥିବା କୁହାଯାଉଥିବାବେଳେ ବିହାରରେ…

ଏନ୍‌ଡିଏ ୨: ଆରମ୍ଭରୁ ଫାଟ

ନୂଆଦିଲ୍ଲୀ,୧ା୬: ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୂର୍ଣ୍ଣ ବହୁମତ ପାଇ କେନ୍ଦ୍ରରେ ପୁଣିଥରେ କ୍ଷମତାସୀନ ହୋଇଛି। ସାଧାରଣ ନିର୍ବାଚନରେ ଲୋକ ସଭାର ୫୪୨ ସିଟ୍‌ରୁ ଭାଜପାକୁ ୩୦୩ଟିରେ ସଫଳତା ମିଳିଥିବାବେଳେ ଏନ୍‌ଡିଏ ୩୫୩ ଆସନ ଦଖଲ କରିଛି। ସଂଖ୍ୟାବଳରେ…

୧୨୦ ଟଙ୍କାରେ କରିଥିଲି ଦୋକାନ

ଆର୍ଥିକ ଦୁରବସ୍ଥା ଯୋଗୁ ଅଧାରୁ ଛାଡ଼ିବାକୁ ପଡ଼ିଲା ପାଠ। ପରିବାରକୁ ସହଯୋଗ କରିବାକୁ ପାନ ଦୋକାନଟିଏ କଲି। ପାଖରେ ଥିଲା ୭୦ ଟଙ୍କା। ବାପା ଆଉ ୫୦ ଟଙ୍କା ଦେବା ପରେ ୧୨୦ ଟଙ୍କାରେ ଗଁା ଛକରେ ଦୋକାନ ଖୋଲିଲି। ସେହି…

କୃଷକ, ବ୍ୟବସାୟୀଙ୍କୁ ମିଳିବ ପେନ୍‌ସନ

ନୂଆଦିଲ୍ଲୀ,୧ା୬(ପି.ଟି.): ଦ୍ୱିତୀୟ ପାଳି ଏନ୍‌ଡିଏ ସରକାରର ପ୍ରଥମ କ୍ୟାବିନେଟ ବୈଠକ ଶୁକ୍ରବାର ବସି ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ସମସ୍ତ ଚାଷୀଙ୍କୁ ସାମିଲ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ଦେଶର ଚାଷୀ, କ୍ଷୁଦ୍ର ବ୍ୟବସାୟୀମାନଙ୍କୁ ପେନ୍‌ସନ ଯୋଗାଇଦେବା ପ୍ରସ୍ତାବକୁ ମଧ୍ୟ…

ବଦଳିବ ଜିଲା ମୁଖ୍ୟ ଚିକିତ୍ସାଳୟ ରୂପରେଖ: ନିର୍ମାଣ ହେବ ଅତ୍ୟାଧୁନିକ ଆଉଟଡୋର

ଅନୁଗୋଳ ଅଫିସ, ୧।୬: ଜିଲା ମୁଖ୍ୟ ଚିକିତ୍ସାଳୟର ରୂପରେଖ ବଦଳିବ। ମେଡିକାଲରେ ଥିବା ମେଡିଶିନ୍‌ ୱାର୍ଡ ଭଙ୍ଗାଯାଇ ସେଠାରେ ଅତ୍ୟାଧୁନିକ ଆଉଟଡୋର ବ୍ୟବସ୍ଥା କରାଯିବ। ପୁରୁଣା ଆଉଟଡୋର ନିକଟରେ ରୋଗୀ ଓ ସମ୍ପର୍କୀୟଙ୍କ ବସିବା ପାଇଁ ଏକ ପ୍ରତୀକ୍ଷା କକ୍ଷ ଖୋଲାଯିବାର…

ଏମ୍‌ପି, ବିଧାୟକଙ୍କୁ ସମ୍ବର୍ଦ୍ଧନା

ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ଏବଂ ଅନୁଗୋଳ ଜିଲାର ନବନିର୍ବାଚିତ ଏମ୍‌ପି ଏବଂ ବିଧାୟକଙ୍କୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି। ଏ ନେଇ ଢେଙ୍କାନାଳ ଜିଲା ବିଜେଡି ପକ୍ଷରୁ ସ୍ଥାନୀୟ ମିନିଷ୍ଟାଡିୟମ ପରିସରରେ ସମ୍ବର୍ଦ୍ଧନା ସମାରୋହ ଆୟୋଜିତ ହୋଇଥିଲା। ଖଣି, ଇସ୍ପାତ ଏବଂ…

ଫନୀ ବିପନ୍ନଙ୍କୁ ସହାୟତା: ଶିକ୍ଷକ ସଂଘ ଦେଲା ୮୨,୨୦୦ ଟଙ୍କା

ଭୁବନ, ୧।୬(ଡି.ଏନ.ଏ.): ଭୁବନ ଶିକ୍ଷକ ସଂଘ ପକ୍ଷରୁ ‘ଫନୀ’ ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍‌ ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଆପତ୍‌କାଳୀନ ପାଣ୍ଠିଙ୍କୁ ପଠାଯାଇଇଛି।ଏହି ଅବସରରେ ଆଗାମୀ ଶିକ୍ଷାବର୍ଷରେ କାର୍ଯ୍ୟକାରୀ ହେବାକୁ ଥିବା…

ଝୁଣ୍ଟିଛି ବାଜି ରାଉତ ସମନ୍ବିତ ସାମାଜିକ ଗୃହ ନିର୍ମାଣ ଯୋଜନା: ଆବଣ୍ଟନଗ୍ରାହୀଙ୍କୁ ମିଳୁନି ଘର

ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ମହିଷାପାଟ ନିକଟରେ ରାଜ୍ୟ ହାଉସିଂ ବୋର୍ଡ ପକ୍ଷରୁ ବାଜି ରାଉତ ସମନ୍ବିତ ସାମାଜିକ ଗୃହ ନିର୍ମାଣ ଯୋଜନାରେ ଘର ନିର୍ମାଣ କରାଯାଉଛି। ହେଲେ ପ୍ରଥମ ପର୍ଯ୍ୟାୟ ଆବଣ୍ଟନଗ୍ରାହୀଙ୍କୁ ବର୍ତ୍ତମାନ ସୁଦ୍ଧା ସେମାନଙ୍କ ଘର ହସ୍ତାନ୍ତର କରାଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri