Home Left

ଗଁ। ପ୍ରେମରେ ଜଗା

ଜଲିଉଡ୍‌ ଅଭିନେତା ଜଗା ଏବେ ଗଁ। ପ୍ରେମରେ ପଡ଼ିଯାଇଛନ୍ତି। କାରଣ ଗଁ। ପରିବେଶରେ ସେ ବଢ଼ିଛନ୍ତି। ତେଣୁ ଜନ୍ମ ମାଟିର ବାସ୍ନାକୁ ସେ ବା କେମିତି ଭୁଲିଯିବେ ? ଏହାର ଅର୍ଥ ନୁହେଁ ଯେ ଜଗା ଅଭିନୟକୁ ଗୁଡବାୟ କହି ଗଁ।ରେ…

ଛେନାଝିଲ୍ଲି ପାଇଁ ଜିଆଇ ଟ୍ୟାଗ୍‌: ପ୍ରକ୍ରିୟା ଆରମ୍ଭ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡ଼ିଶାର ରସଗୋଲାକୁ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍‌ ମିଳିବା ପରେ ଏବେ ନିମାପଡ଼ା ପ୍ରସିଦ୍ଧ ଛେନାଝିଲ୍ଲିକୁ ଜିଆଇ ଟ୍ୟାଗ୍‌ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଆବେଦନ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଗତଥର ରସଗୋଲାର ଜିଆଇ…

ଓଡ଼ିଆ ଚଳଚ୍ଚିତ୍ରର ଅଡୁଆ ଅବସ୍ଥା

”ଓଡ଼ିଆ ଚଳଚ୍ଚିତ୍ରର ଅଣଓଡ଼ିିଆ ନାମକରଣ ସଂକ୍ରାମକ ରୋଗ ପରି ମାଡ଼ି ଚାଲିଛି। ତୁରନ୍ତ ଏହା ଉପରେ ଅଙ୍କୁଶ ଲଗାଯିବା ଉଚିତ। ହୋମ ବ୍ୟାନରରେ ଓଡ଼ିଆ ସିନେମାଟିଏ ନିର୍ମାଣ କରି ନିଜ ପୁଅ ହେଉ କି ସମ୍ପର୍କୀୟଙ୍କୁ ଲିଡ୍‌ ରୋଲ୍‌ରେ ନେବା ମଧ୍ୟ…

ସ୍ବଚ୍ଛ ବିଦ୍ୟାଳୟକୁ ମିଳିବ ପୁରସ୍କାର, ଷ୍ଟାର ର଼୍ୟାଙ୍କିଙ୍ଗ୍‌

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଏଣିକି ସ୍ବଚ୍ଛ ବିଦ୍ୟାଳୟକୁ ମିଳିବ ପୁରସ୍କାର। ପିଲାଙ୍କୁ ଛାତ୍ରଜୀବନରୁ ସ୍ବଚ୍ଛତା ପାଇଁ ସଚେତନ କରାଇବା ଏବଂ ବିଦ୍ୟାଳୟରେ ସ୍ବଚ୍ଛ ପରିବେଶ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରୟାସ ଆରମ୍ଭ କରିଛି। ଏନେଇ ସ୍ବଚ୍ଛ ବିଦ୍ୟାଳୟ ପୁରସ୍କାର ଦେବାକୁ…

ଆଶୀର୍ବାଦଙ୍କ ଜାମିନ ଆବେଦନ ପୁଣି ଖାରଜ: ଓସିଏ ନିର୍ବାଚନରେ ମତଦାନ ପାଇଁ ଚିଠି ଲେଖିଲେ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ଜେଲ୍‌ ହାଜତରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ଜିଲା ଦୌରା ଜଜ୍‌ ତାଙ୍କ ଜାମିନ…

ଦିନକୁ ତିନିଥର ଉଷୁମ ପାଣି ପିିଏ

ଶୋଭନା ମିଶ୍ର। ଟେଲି ଜଗତରେ ଜଣେ ସୁପରିଚିତ ନାଁ। ଟେଲିଭିଜନରେ ପ୍ରସାରିତ ବିଭିନ୍ନ କାର୍ଯ୍ୟକ୍ରମରେ ଆଙ୍କରିଂ କରନ୍ତି। ନିଜ କଥାର ଯାଦୁରେ ସେ ଦୀର୍ଘ ସମୟ ଧରି ଦର୍ଶକଙ୍କୁ କାର୍ଯ୍ୟକ୍ରମ ଦେଖିବା ପାଇଁ ବାଧ୍ୟ କରିଥାନ୍ତି। ସେ ଦେଖିବାକୁ ଯେମତି ଚୁଲବୁଲି…

ଆକ୍ସନ ଅବତାର

ଶ୍ରଦ୍ଧାଙ୍କ ଖୁସି ଏବେ କହିଲେ ନ ସରେ। କାରଣ ଖୁବ୍‌ ଶୀଘ୍ର ସେ ବଡ ପରଦାରେ ଆକ୍ସନ ଅବତାରରେ ଦେଖାଦେବେ। ତେଣୁ ଏ ନେଇ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରୋଲ୍‌ଟିକୁ ଫୁଲ୍‌ ଜଷ୍ଟିସ ଦେବାକୁ ସେ ଜୁଡୋ ଏବଂ ଏମଏମଏ…

ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘର ବନ୍ଦ ପାଳନ

ଦେବଗଡ଼,୨୬।୯(ଡି.ଏନ୍‌.ଏ.) : ଦେବଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ପଞ୍ଚିମ ଓଡ଼ିଶା ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଗୁରୁବାର ସମସ୍ତ ସରକାରୀ, ବେସରକାରୀ, କୋର୍ଟ କଚେରୀ, ବ୍ୟାଙ୍କ ପିକେଟିଂ କରି ବନ୍ଦ କରାଯାଇଛି। ଏହି ବନ୍ଦରେ ଶିକ୍ଷାନୁଷ୍ଠାନ,ସ୍ବାସ୍ଥ୍ୟ, ଗମନାଗମନ,ବ୍ୟବସାୟ…

ଓମଫେଡ୍‌ କ୍ଷୀର ଲିଟର ପିଛା ୪ଟଙ୍କା ବଢିଲା

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଓମଫେଡ୍‌ କ୍ଷୀର ଲିଟର ପିଛା ୪ ଟଙ୍କା ବୃଦ୍ଧି କରାଯାଇଛି। ଆସନ୍ତା ୨୭ରୁ ଏହି ଦର ଲାଗୁ ହେବ ବୋଲି ଓମଫେଡ ପକ୍ଷରୁ କୁହାଯାଇଛି। ଗୋପାଳନ ଏବଂ ଦୁଗ୍ଧ ଉତ୍ପାଦନରେ ଖର୍ଚ୍ଚ ବୃଦ୍ଧି ଯୋଗୁ ଦୁଗ୍ଧର ମୂଲ୍ୟ ବୃଦ୍ଧି…

ଜଣେ ରୋଗୀ ମୋତେ କନ୍ଦାଇ ଦେଇଥିଲେ

ମାନସିକ ରୋଗ ଚିକିତ୍ସା କ୍ଷେତ୍ରରେ ଯୁବ ବୟସରେ ବେଶ୍‌ ପ୍ରତିଷ୍ଠା ଲାଭ କରିଛନ୍ତି ଡା. ସମ୍ରାଟ କର। ଭାରତର ଆଗଧାଡ଼ିର ଡାକ୍ତରମାନଙ୍କ ମଧ୍ୟରେ ସେ ଅନ୍ୟତମ। କଟକ ନିବାସୀ ଡା. ସମ୍ରାଟ ମଧ୍ୟ ଜଣେ ସ୍ବେଚ୍ଛାସେବୀ। ଏଥର ତାଙ୍କ ଅନୁଭୂତିରୁ କିଛି..…

ଅପେକ୍ଷା ଡିସେମ୍ବରକୁ

କରୀନା ଏବେ ବେଶ୍‌ ଉତ୍ସୁକତାର ସହ ଡିସେମ୍ବରକୁ ଅପେକ୍ଷା କରିଛନ୍ତି। ହେଲେ କ’ଣ ପାଇଁ ଜାଣନ୍ତି ? ସେହି ମାସ ୨୭ରେ ପରଦା ଉପରକୁ ଆସୁଛି କରନ୍‌ ଜୋହରଙ୍କ ‘ଗୁଡ୍‌ ନ୍ୟୁଜ୍‌’। ଏହି ଫିଲ୍ମରେ କରୀନାଙ୍କ ନାୟକ ଭାବରେ ଅଭିନୟ କରିଛନ୍ତି…

ମୋଦିଙ୍କ ପରେ ଏହି ଖେଳାଳି ଦେଶରେ ସବୁଠୁ ଅଧିକ ଲୋକପ୍ରିୟ

ନୂଆଦିଲ୍ଲୀ,୨୬।୯: ଦେଶରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସକଙ୍କ ସଂଖ୍ୟା ସବୁଠୁ ଅଧିକ। ତାଙ୍କ ପଛକୁ ରହିଛନ୍ତି ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନି। କ୍ରିକେଟରୁ କିଛିଦିନ ଦୂରେଇ ରହିଥିବା ଧୋନିଙ୍କ ଲୋକପ୍ରିୟତା ପୂର୍ବଭଳି ଅତୁଟ ରହିଛି। ୟୁଗୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?