Home Left

ବିଶ୍ୱ ତମାଖୁ ନିିରୋଧ ଦିବସ

ମେ ୩୧ରେ ବିଶ୍ୱ ତମାଖୁ ନିିରୋଧ ଦିବସ ପାଳନ କରାଯାଉଛି। ତମାଖୁ ସେବନ କରି ବିଶେଷକରି ଫୁସଫୁସ ଜନିତ ରୋଗ ଏବଂ କ୍ୟାନସର ପରି ମହାମାରୀର ଶିକାର ହେଉଛନ୍ତି ଲୋକେ। ପ୍ରତିବର୍ଷ ଦେଶରେ ଧୂମପାନ ଯୋଗୁ ଲକ୍ଷାଧିକ ଲୋକ ମୃତ୍ୟୁମୁଖରେ ପଡ଼ୁଛନ୍ତି।…

ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୩୧।୫: ଜାମ୍ମୁ-କାଶ୍ମୀର ସୋପିଆନରେ ଶୁକ୍ରବାର ଏନକାଉଣ୍ଟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଦ୍ରାଗତ ସୁଗାନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିବା ପରେ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା। ଭାରତୀୟ…

ଖାଦ୍ୟରୁଚିରୁ ଜାଣନ୍ତୁ ଝିଅଙ୍କ ଲଭ୍‌ ଲାଇଫ୍‌ ସମ୍ପର୍କିତ କିଛି ରହସ୍ୟପୂର୍ଣ୍ଣ କଥା

ଖାଦ୍ୟପେୟରେ ସମସ୍ତଙ୍କ ରୁଚି ଭିନ୍ନ ଭିନ୍ନ ହୋଇଥାଏ। କାହାକୁ ଖଟା ଖାଇବାକୁ ଭଲ ଲାଗୁ ଥିବାବେଳେ କାହାକୁ ମିଠା ଅଧିକ ପସନ୍ଦ ହୋଇଥାଏ। ତେବେ ଆପଣ ଜଣକର ଖାଦ୍ୟ ପସନ୍ଦ ଶୈଳୀରୁ ତାଙ୍କ ଲଭ୍‌ ଲାଇଫ୍‌ ସମ୍ପର୍କରେ ଜାଣିପାରିବେ। ତେବେ ଜାଣନ୍ତୁ…

ଚାଇନାରେ ଏସ ଜୟଶଙ୍କରଙ୍କୁ ଭେଟିଥିଲେ ମୋଦି: ଏବେ କ୍ୟାବିନେଟରେ ଦେଲେ ଯାଗା

ନୂଆଦିଲ୍ଲୀ, ୩୧।୫: ୫୭ ମନ୍ତ୍ରୀଙ୍କ ସହ ଗୁରୁବାର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ମନ୍ତ୍ରୀମଣ୍ଡଳରେ ବହୁ ପୁରୁଣାଙ୍କୁ ନୂଆ ନେତାଙ୍କୁ ସାମିଲ କରାଯାଇଛି। ଏଥର ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିବା ପୂର୍ବତନ ବୈଦେଶିକ ସଚିବ ଏସ ଜୟଶଙ୍କରଙ୍କୁ ନେଇ…

ଲୋକ ସଭାର ଅସ୍ଥାୟୀ ବାଚସ୍ପତି ନିଯୁକ୍ତ ହେଲେ ମାନେକା ଗାନ୍ଧୀ

ନୂଆଦିଲ୍ଲୀ, ୩୧।୫: ୧୭ତମ ଲୋକସଭାରେ ଅସ୍ଥାୟୀ ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି ଏମ୍‌ପି ମାନେକା ଗାନ୍ଧୀ। ମୋଦି ଦ୍ୱିତୀୟ ପାଳି ସରକାରରେ ମନ୍ତ୍ରୀ ପଦ ପାଇ ନ ଥିବା ମାନେକା ସଂସଦର ନୂଆ ବାଚସ୍ପତି ନିଯୁକ୍ତ ହେବା ଯାଏ ଏହି ଦାୟିତ୍ୱ…

ମୋଦିଙ୍କ ଟିମ୍‌ରେ କମିଗଲେ ମହିଳା: ଥିଲେ ୧୦, ହେଲେ ୬

ନୂଆଦିଲ୍ଲୀ, ୩୧।୫: ନରେନ୍ଦ୍ର ମୋଦି ଲଗାତାର ଦ୍ୱିତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋଦିଙ୍କ ମନ୍ତ୍ରିମଣ୍ଡଳରେ ୫୭ ଜଣ ସଦସ୍ୟ ସ୍ଥାନ ପାଇଥିଲାବେଳେ ଏମାନଙ୍କ ମଧ୍ୟରେ ୨୪ ଜଣ କ୍ୟାବିନେଟ ପାହ୍ୟା, ୨୪ ରାଷ୍ଟ୍ର ପାହ୍ୟା ଏବଂ ୯ଜଣଙ୍କୁ ରାଷ୍ଟମନ୍ତ୍ରୀ(ସ୍ବାଧୀନ)…

ଇଂଲଣ୍ଡ ଫେଭରାଇଟ୍‌, ଭାରତ ଦୃଢ଼ ଦାବିଦାର

ଘରୋଇ ପରିବେଶ, ପିଚ୍‌ ଏବଂ ଟିମ୍‌ କମ୍ବିନେଶନ ଦୃଷ୍ଟିରୁ କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣରେ ଇଂଲଣ୍ଡ ହଟ୍‌ ଫେଭରାଇଟ ଭାବେ ଉଭା ହେବ। ତେବେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ମଧ୍ୟ ଦୃଢ଼ ଦାବିଦାର। ଷ୍ଟିଭ୍‌ ସ୍ମିଥ ଓ ଡେଭିଡ…

ଭାଜପା ପ୍ରସ୍ତାବକୁ ନୀତୀଶଙ୍କ ପ୍ରତ୍ୟାଖ୍ୟାନ:ସରକାରରେ ସାମିଲ ହେଲାନି ଜେଡିୟୁ

ନୂଆଦିଲ୍ଲୀ, ୩୧।୫ : କେନ୍ଦ୍ର ସରକାରରେ ସାମିଲ ହେବା ପ୍ରସ୍ତାବକୁ ଜେଡିୟୁ ନେତା ନୀତୀଶ କୁମାର ପ୍ରତ୍ୟାଖ୍ୟାନ କରିଛନ୍ତି। ଏଥର ନରେନ୍ଦ୍ର ମୋଦି ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ ଦଳର କୌଣସି ନେତା ସାମିଲ ହେଉ ନ ଥିବା ସେ ପ୍ରକାଶ କରିଛନ୍ତି। ତେବେ…

ଉତ୍ତରପ୍ରଦେଶରେ ପୁଣି ମଦମୃତ୍ୟୁ:୩ ଜଣଙ୍କ ମୁଣ୍ଡ ଗଡ଼ିଲା, ୪ ଗୁରୁତର

ଲକ୍ଷ୍ନୌ, ୩୧।୫:ଉତ୍ତର ପ୍ରଦେଶର ସୀତାପୁରରେ ବିଷାକ୍ତ ମଦ ପିଇ ୩ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବାବେଳେ ୪ ଗୁୁରୁତର ହୋଇ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ମହମୁଦାବାଦରେ ଗତ ରବିବାର ରାତିରେ ଏମାନେ ମଦ ପିଇବା ପରେ ବାନ୍ତି, ମୁଣ୍ଡବିନ୍ଧା ସହ ଆଖିର…

ଷ୍ଟାର୍ଟ ଅପ୍‌ ପାଇଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା : ସହରରେ ଷ୍ଟାର୍ଟ ହବ୍‌ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ଷ୍ଟାର୍ଟ ଅପ୍‌ କ୍ଷେତ୍ରରେ ଓଡିଶାକୁ ସମଗ୍ର ଦେଶରେ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ମିଳିଛି। ୩୮ ପାରାମିଟର ଆଧାରରେ ରାଜ୍ୟକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ଗୁରୁବାର ସଚିବାଳୟଠାରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ…

ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ଖାଲି ପେଟରେ ଖାଆନ୍ତୁ ଦୁଇ କୋଲା ରସୁଣ

ରସୁଣ ଖାଇବାର ଫାଇଦା ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ୍‌ ପ୍ଲାନ୍‌ରେ ସାମିଲ କରିବା ଉଚିତ୍‌। କିନ୍ତୁ ସକାଳ ଓ ସନ୍ଧ୍ୟାରେ ଖାଲିପେଟରେ ରସୁଣ ଖାଇବା ଦ୍ୱାରା ବିଶେଷ…

୧୦% ସଂରକ୍ଷଣ ମହାରାଷ୍ଟ୍ରର ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ ହୋଇପାରିବନି

ନୂଆଦିଲ୍ଲୀ,୩୧।୫ :(ପି.ଟି.):ସାଧାରଣ ବର୍ଗ ଗରିବ (ଇଡବ୍ଲ୍ୟୁଏସ୍‌)ଙ୍କ ଲାଗି ଉଦ୍ଦିଷ୍ଟ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ସୁବିଧା ୨୦୧୯-୨୦ ଶିକ୍ଷାବର୍ଷ ଲାଗି ମହାରାଷ୍ଟ୍ରରେ ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିନ୍ତି। କାରଣ କୋଟା ବ୍ୟବସ୍ଥା କାର୍ଯ୍ୟକାରୀ ହେବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri