କଶ୍ମୀର ପ୍ରସଙ୍ଗର ଆନ୍ତର୍ଜାତିକୀକରଣ: ବିଫଳତା ସ୍ବୀକାର କଲେ ଇମ୍ରାନ୍
ନ୍ୟୁୟର୍କ,୨୬ା୯: କଶ୍ମୀର ପ୍ରସଙ୍ଗକୁ ଅନ୍ତର୍ଜାତିକୀକରଣ କରାଇବାରେ ପାକିସ୍ତାନ ବିଫଳ ହୋଇଥିବା ଏହାର ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ସ୍ବୀକାର କରିଛନ୍ତି। ଏଥିପାଇଁ ଅନ୍ତର୍ଜାତୀୟ ସମୁଦାୟ ପାଖରେ ସେ ଦୁଃଖିତ ବୋଲି ଇମ୍ରାନ୍ କହିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଲାଗି ଭାରତର ନିଷ୍ପତ୍ତିକୁ…
ଟ୍ରକ୍କୁ ପଛରୁ ପିଟିଲା ବାଇକ୍, ଚାଳକ ଗୁରୁତର
କୋରେଇ,୨୬।୯(ସ୍ବ.ପ୍ର.): କୋରେଇ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଧନେଶ୍ୱର-ଆଲିଆ ମଝିରେ ବୁଧବାର ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ଭାରସାମ୍ୟ ହରାଇ ବାଇକ ପିଟି ହୋଇଛି। ଫଳରେ ବାଇକ୍ ଚାଳକ ଗୁରୁତର ହୋଇଛନ୍ତି। ବାଇକ୍ ଚାଳକ…
ମହିନ୍ଦ୍ରାକୁ ସମ୍ପତ୍ତି ବିକି ଦେଶ ଛାଡ଼ିବ ଫୋର୍ଡ
ନୂଆଦିଲ୍ଲୀ,୨୬ା୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ତଥା ପ୍ରତିଯୋଗିତାର ସମ୍ମୁଖୀନ ହୋଇ ନ ପାରିବା କାରଣରୁ ଫୋର୍ଡ ମୋଟର କମ୍ପାନୀ ଭାରତ ଛାଡ଼ିବାକୁ ନିଷ୍ପତ୍ତି ନେଇଛି। ଏହା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ସହ ଆରମ୍ଭ ହେବାକୁ ଥିବା ଯୁଗ୍ମ କମ୍ପାନୀକୁ ନିଜର…
ନର୍ସିଂ ଛାତ୍ରୀ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୮ ଅଭିଯୁକ୍ତ ଗିରଫ, ଆଜି ହେବେ କୋର୍ଟ ଚାଲାଣ; ଜଣେ ନାବାଳକ ବି ସମ୍ପୃକ୍ତ
ଜୁନାଗଡ,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାକତ୍ାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଅନ୍ୟ ଜଣେ ନାବାଳକ ଏଥିରେ ସମ୍ପୃକ୍ତ ଥିବା ପୋଲିସ କହିଛି ।…
ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍: କୋହଲି, ଧାଓ୍ବନ ଟପ୍-୧୦ ନିକଟତର
ଦୁବାଇ,୨୬।୯(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗରେ ଭାରତୀୟ ତାରକା ଓପନର ରୋହିତ ଶର୍ମା ଗୋଟିଏ ସ୍ଥାନ ଉପରକୁ ଉଠି ବ୍ୟାଟିଂ ତାଲିକାର ଅଷ୍ଟମ ସ୍ଥାନରେ ରହିଛନ୍ତି। ଅନ୍ୟପଟେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଅଭିଜ୍ଞ ଓପନର ଶିଖର…
ଭାରତର ସମ୍ବିଧାନ ମୁଖବନ୍ଧରେ ଅହିଂସାକୁ ସ୍ଥାନ ଦିଆଯିବା ପ୍ରସଙ୍ଗ: ସଂଗ୍ରାମୀ ସ୍ମାରକୀ ସ୍ତମ୍ଭରୁ ଆରମ୍ଭ ହେଲା ଦସ୍ତଖତ ଅଭିଯାନ
ଚଣ୍ଡିଖୋଲ,୨୬।୯(ଡି.ଏନ୍.ଏ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଅହିଂସାକୁ ଭାରତର ସମ୍ବିଧାନ ମୁଖବନ୍ଧରେ ଅର୍ନ୍ତଭୁକ୍ତ କରିବା ପାଇଁ ଓଡ଼ିଶା ସରକାର ଯେଉଁ ପ୍ରସ୍ତାବ ଗ୍ରହଣ କରିଛନ୍ତି ସେହି ପ୍ରସ୍ତାବକୁ ପ୍ରତ୍ୟେକ ଓଡ଼ିଶାବାସୀ ସମ୍ମତି ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀ…
ଲଗାଣ ବର୍ଷାରେ ଚଣ୍ଡିଖୋଲ ଛକ ବେହାଲ: ପରିବା ମାର୍କେଟରେ ଆଣ୍ଠୁଏ ପାଣି
ଚଣ୍ଡିଖୋଲ,୨୬।୯(ଡି.ଏନ୍.ଏ.): ଗତ ଦୁଇଦିନ ଧରି ଲାଗିରହିଥିବା ଲଗାଣ ବର୍ଷାରେ ଚଣ୍ଡିଖୋଲ ଛକର ଅବସ୍ଥା ବେହାଲ ହୋଇଛି। ରାସ୍ତା ଉପରେ ପାଣି ଲହଡ଼ି ମାରୁଥିଲା ବେଳେ ପରିବା ମାର୍କେଟରେ ଆଣ୍ଠୁଏ ଲେଖା ପାଣି ଜମି ରହିଛି। ଫଳରେ ପରିବା ବ୍ୟବସାୟ ଏକ ରକମର…
ଭରତପୁର ଚୋରି ଘଟଣା: ୨ ଗିରଫ
ଆଳି, ୨୬।୯ (ଡି.ଏନ୍.ଏ.): ଆଳି ଥାନା ଅଧୀନ ଭରତପୁର ଗ୍ରମର ଦୁଇ ଜଣଙ୍କ ଘରୁ ହୋଇଥିବା ସଶସ୍ତ୍ର ଡକାୟତି ଘଟଣାରେ ପୋଲିସ ଆଉ ଦୁଇ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପଟ୍ଟାମୁଣ୍ଡାଇ ବଡମୂଳବସନ୍ତର ମୁନା…
ଅଭ୍ୟାସ ମ୍ୟାଚ୍ ଆଜିଠାରୁ; ଇନିଂସ ଓପନ୍ କରିବେ ରୋହିତ
ବିଜୟନଗରମ, ୨୬।୯(ପି.ଟି.)- ସ୍ଥାନୀୟ ଡ. ପିଭିଜି ରାଜୁ ଏସିଏ ସ୍ପୋଟର୍ସ କମ୍ପ୍ଲେକ୍ସରେ ଭାରତୀୟ ବୋର୍ଡ ସଭାପତି ଏକାଦଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ଦିନିଆ ଓ୍ବାର୍ମଅପ୍ ମ୍ୟାଚ୍ ଆରମ୍ଭ ହେବ। ଅକ୍ଟୋବର ୨ ତାରିଖରୁ ଟେଷ୍ଟ ସିରିଜ ଆରମ୍ଭ ହେବାକୁ…
ବିଦ୍ୟାଳୟ ଗୃହ ଉନ୍ନତୀକରଣ ଦାବି
କେନ୍ଦ୍ରାପଡା ଅଫିସ, ୨୬।୯: କେନ୍ଦ୍ରାପଡ଼ା ବ୍ଲକ କୁତରଙ୍ଗ ଉଚ୍ଚ ବିଦ୍ୟାଳୟ ଗୃହ ଉନ୍ନତୀକରଣ ଦାବି କରି ପଞ୍ଚାୟତବାସୀ ଜିଲାପାଳଙ୍କୁ ବୁଧବାର ଏକ ଦାବିପତ୍ର ଦେଇଛନ୍ତି। ଏ ସମ୍ପର୍କରେ ଗ୍ରାମର ନରୋତ୍ତମ ମଲ୍ଲିକ କହିଛନ୍ତି, ୧୯୮୦ ମସିହାରେ ଏହି ସ୍କୁଲ ପ୍ରତିଷ୍ଠ କରାଯାଇଥିଲା।…
ଫରେଷ୍ଟ ରେଞ୍ଜର୍ସ କଲେଜର ସମାବର୍ତ୍ତନ ସମାରୋହ ‘ଜଙ୍ଗଲ କ୍ଷେତ୍ରଫଳରେ ଚତୁର୍ଥ ସ୍ଥାନରେ ଓଡ଼ିଶା’
ଅନୁଗୋଳ ଅଫିସ, ୨୬।୯- ଓଡ଼ିଶା ଫରେଷ୍ଟ ରେଞ୍ଜର୍ସ କଲେଜ ଅନୁଗୋଳର ୧୬ତମ ସମାବର୍ତ୍ତନ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଜ୍ୟ ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ୍ ଯୋଗଦେଇ ୯୬…
୫୫ କେଜି ପଲିଥିନ , ପ୍ଲାଷ୍ଟିକ ଜବତ
ଓଡ଼ଗାଁ,୨୬ା୯(ସ୍ବ.ପ୍ର.): ଏକକ ବ୍ୟବହୃତ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ଉପରେ କେନ୍ଦ୍ର ଓ ରାଜ୍ୟ ସରକାର କଟକଣା ଲାଗୁ କରୁଥିବା ବେଳେ ଏନେଇ ବ୍ୟବସାୟୀ ଓ ଗ୍ରାହକମାନେ ବେଧଡକ ଏହାର ବ୍ୟବହାର କରୁଥିବା ଦେଖିବାକୁ ମିଳିଛି । ଏପରିସ୍ଥଳେ ଓଡ଼ଗାଁରେ ବିଜେ…

