Home Left

ଟିଭିରେ ଦେଖିଲେ ମୋଦିଙ୍କ ମା’

ଅହମଦାବାଦ,୩୧।୫ :ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାବେଳେ ତାଙ୍କ ମା’ ହୀରାବେନ୍‌ ନୂଆଦିଲ୍ଲୀରୁ ୯୦୦ କିଲୋମିଟର ଦୂର ଅହମଦାବାଦର ରାଇସାନ୍‌ସ୍ଥିତ ଘରେ ବସି ଟିଭିରୁ ଶପଥ ଗ୍ରହଣ ଉତ୍ସବ ଦେଖିଥିଲେ। ଲୋକ ସଭା ନିର୍ବାଚନରେ ଭାଜପାର…

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ୧୧ ନୂଆ ମୁହଁ:ବାଦ୍‌ ପଡ଼ିଲେ ୧୧ ମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫:ନରେନ୍ଦ୍ର ମୋଦିଙ୍କ ପୂର୍ବ ସରକାରରେ ମନ୍ତ୍ରୀ ଥିବା କେତେଜଣ ନେତା ଏଥର ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡିଛନ୍ତି। ଏଥିସହିତ କେତେଜଣ ନୂଆ ମୁହଁକୁ ଦ୍ୱିତୀୟ ପାଳି ସରକାରରେ ସାମିଲ କରାଯାଇଛି। ବାଦ୍‌ ପଡିଥିବା ୧୦ ଜଣ ପୂର୍ବତନ ମନ୍ତ୍ରୀଙ୍କ ମଧ୍ୟରେ ଅଛନ୍ତି ଅରୁଣ…

୧୩ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ରାଜ୍ୟରେ ତାତିର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇଛି। ତଥାପି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାର ୧୦ ସହରରେ ପାରଦ ୪୧ ଡିଗ୍ରୀ ସେଲସିୟସ ଉପରେ ରହିଛି। ପୂର୍ବ ଭଳି ଆଉ ଗ୍ରୀଷ୍ମ ପ୍ରବାହ ନାହିଁ। ଆଞ୍ଚଳିକ…

ମାଟି କାମୁଡ଼ିଛି ଶାଳଘର

ପୁରୀ ଅଫିସ, ୩୧।୫ : ବାତ୍ୟାରେ କୁମ୍ଭକାର ସମ୍ପ୍ରଦାୟଙ୍କ ଶାଳଘର ମାଟିରେ ମିଶିଯାଇଛି। ହଜାର ହଜାର କୁଡୁଆ ଭାଙ୍ଗିପଡ଼ିଛି। ଶ୍ରୀପଞ୍ଚମୀଠାରୁ ତିଆରି ଆରମ୍ଭ କରିଥିବା ଅଧରହାଣ୍ଡି ବି ଚୂର୍‌ମାର ହୋଇଯାଇଛି। ଆଗକୁ ମହାପ୍ରଭୁଙ୍କ ଅଧରପଣା। ତେବେ ଏଭଳି ପରିସ୍ଥିତିରେ ଅଧରହାଣ୍ଡି ତିଆରି…

କତାଶିଳ୍ପକୁ ଅଣଦେଖା

ପୁରୀ ଅଫିସ, ୩୧।୫: ବାତ୍ୟା ଫନୀ ସମଗ୍ର ପୁରୀ ଜିଲାକୁ ଧ୍ୱଂସବିଧ୍ୱଂସ୍ତ କରିଦେଇଛି। ଭାଙ୍ଗି ପକାଇଛି ଅନେକ ଘରଦ୍ୱାର, ବିଦ୍ୟୁତ୍‌ ଖୁଣ୍ଟ ଏବଂ ଟାୱାର। ଧରାଶାୟୀ ହୋଇଛି ଲକ୍ଷ ଲକ୍ଷ ଗଛ। ସରକାର ଘର, ଗୃହପାଳିତ ପଶୁ ପ୍ରଭୃତିଙ୍କ କ୍ଷୟକ୍ଷତି ପାଇଁ…

ଏସ୍‌ସିବିକୁ ମିଳିଲା ସୋଟୋ ସ୍ବୀକୃତି

କଟକ ଅଫିସ, ୩୧।୫ : ଏସ୍‌ସିବିକୁ ଷ୍ଟେଟ ଅର୍ଗାନ ଅଫ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେଶନ (ସୋଟୋ) ସ୍ବୀକୃତି ମିଳିଛି। ନ୍ୟାଶନାଲ ଅର୍ଗାନ ଅଫ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେଶନ (ନୋଟୋ) ପକ୍ଷରୁ ଏସ୍‌ସିବିକୁ ଏହି ସ୍ବୀକୃତି ମିଳିବା ପରେ ଏଠାରେ ଖୁବ୍‌ଶୀଘ୍ର କାଡାଭରିକ…

ଦୁବାଇରେ ୧୦ ଓଡ଼ିଆ ଶ୍ରମିକ ନିର୍ଯାତିତ : ଫସିଛନ୍ତି ଦାଦା, ପୁତୁରା

ନୟାଗଡ଼ ଅଫିସ,୩୧।୫-ଦୁବାଇକୁ କାମ କରିବାକୁ ଯାଇଥିବା ୧୦ ଜଣ ଓଡିଆ ଶ୍ରମିକଙ୍କୁ ସେଠାରେ ନିର୍ଯାତନା ଦିଆଯାଉଛି । ସେମାନଙ୍କ ମଧ୍ୟରେ ନୟାଗଡର ୨ଜଣ ଅଛନ୍ତି। ସେଠାରେ ସେମାନେ ନଜରବନ୍ଦୀ ରହିଥିବା ଓ ପାଖରେ ଅର୍ଥ ନ ଥିବାରୁ ଫେରି ଆସି ପାରୁନାହାନ୍ତି।…

ଆଗକୁ ବର୍ଷା ଋତୁ : ସରିନିି ରାସ୍ତା ମରାମତି

ବୋଲଗଡ଼,୩୧ା୫(ଡି.ଏନ.ଏ.)-ଆଗକୁ ବର୍ଷା ଋତୁ। ଜୁନ୍‌ ୩ୟ ସପ୍ତାହରେ ମୌସୁମୀ ଆସିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ ବର୍ଷା ପୂର୍ବରୁ ବୋଲଗଡ଼ ବ୍ଲକ ଅଞ୍ଚଳରେ ରାସ୍ତା ମରାମତି କାର୍ଯ୍ୟ ସରିନି କିମ୍ବା ନୂତନ ଭାବେ ନିର୍ମିତ ୨ଟି ସେତୁର ଆପ୍ରୋଚ…

ଚାଇନାଠାରୁ ପଛଉଛି ଅର୍ଥନୀତି

ନୂଆଦିଲ୍ଲୀ,୩୧-୫: ଜାନୁୟାରୀ-ମାର୍ଚ୍ଚ ତ୍ରୈମାସିକ ଆର୍ଥିକ ଅଭିବୃଦ୍ଧିକୁ ହିସାବକୁ ନେଲେ ଚାଇନାଠାରୁ ଭାରତର ଅର୍ଥନୀତି ପଛଉଛି। ଘରୋଇ ଓ ବିଶ୍ୱ ସ୍ତରରେ ଚାହିଦା କମୁଥିବାରୁ ଏହାର ପ୍ରତ୍ୟକ୍ଷ ପ୍ରଭାବ ଉତ୍ପାଦନକାରୀ ଓ ସେବାଯୋଗାଣକାରୀଙ୍କ ଉପରେ ପହୁଛି। ଦେଶର ଅର୍ଥନୀତି ଧୀମା ହେଉଥିବା ବେଳେ…

ଜୁଲାଇ ପ୍ରଥମ ସପ୍ତାହରେ ଆସିପାରେ ବଜେଟ

ନୂଆଦିଲ୍ଲୀ,୩୧-୫: ମୋଦି ସରକାର ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳରେ ଚଳିତ ଆର୍ଥିକ ବର୍ଷ ପାଇଁ ଜୁଲାଇ ପ୍ରଥମ ସପ୍ତାହରେ ପୂର୍ଣ୍ଣାଙ୍ଗ ବଜେଟ ଆଣିପାରନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ଚଳିତ ବର୍ଷ ଫେବୃୟାରୀରେ ଅନ୍ତରୀଣ ବଜେଟ ଉପସ୍ଥାପନ କରାଯାଇଥିଲା। ଏଥିରେ ନିଆଯାଇଥିବା କେତେକ ନିଷ୍ପତ୍ତିକୁ…

ଭାରତକୁ ଲଣ୍ଡନ କୋର୍ଟଙ୍କ ପ୍ରଶ୍ନ;ନୀରବଙ୍କୁ କେଉଁ ଜେଲ୍‌ରେ ରଖିବ

ଲଣ୍ଡନ,୩୧-୫: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ରୁ ବାହାରିବା ଉଦ୍ୟମ ପୁନର୍ବାର ବେକାର ହୋଇଯାଇଛି। ଲଣ୍ଡନର ଓ୍ବେଷ୍ଟମିନିଷ୍ଟର କୋର୍ଟ ତାଙ୍କର ହାଜତ ମିଆଦକୁ ଜୁନ୍‌ ୨୭ ତାରିଖ ଯାଏ ବୃଦ୍ଧି କରିଛନ୍ତି। ତେବେ ତାଙ୍କୁ ପ୍ରତ୍ୟର୍ପଣ କରାଗଲେ କେଉଁ ଜେଲ୍‌ରେ…

ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି…

ଜୁଆଣି ପାଣି ପିଇଲେ ଅନେକ ଉପକାର ହୋଇଥାଏ। ଏହା ପେଟକୁ ଥଣ୍ଡା ରଖିବା ସହିତ ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ଏହା ହରମୋନସ୍ତରକୁ ନିୟନ୍ତ୍ରିତ କରିଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ ଏକ ଚାମୁଚ ଜୁଆଣି ପକାଇ ଏହାକୁ ସକାଳୁ ପିଇଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri