Home Left

ସାହସୀ ଶ୍ରଦ୍ଧା

ଶ୍ରଦ୍ଧା କପୁରଙ୍କୁ ନେଇ ଏବେ ବଲିଉଡ୍‌ରେ ଚର୍ଚ୍ଚା। କାହିଁକି ନା, ଆହତ ହେବା ସତ୍ତ୍ୱେ ସେ ମନକୁ ଦୃଢ଼ କରି ଯେମିତି ଶଟ୍‌ ଦେଲେ ତାହା ଦେଖି ସେଠାରେ ଉପସ୍ଥିତ ୟୁନିଟର ସଦସ୍ୟମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ନିକଟରେ ଏହି ଘଟଣା ଥ୍ରୀ-ଡି…

ରଣବୀରଙ୍କ ସହ ବ୍ରେକ୍‌ଅପ୍‌ ପରେ କେମିତି ରହୁଥିଲେ କ୍ୟାଟ୍ରିନା ଜାଣନ୍ତୁ

ବଲିଉଡ୍‌ ଷ୍ଟାର ରଣବୀର କପୁର-ଆଲିଆ ଭଟଙ୍କ ରିଲେସନଶିପ୍‌କୁ ନେଇ ଚର୍ଚ୍ଚା ଚାଲିଛି। ଦୁଇଜଣ ବହୁ ସମୟ ଏକାଠି ବିତାଇବା, ସାଥୀ ହୋଇ ଡିନର କରିବା ବିଷୟରେ ସମସ୍ତେ ଅଳ୍ପ ବହୁତ ଜାଣିଛନ୍ତି। କିନ୍ତୁ ରଣବୀରଙ୍କ ଜୀବନରେ ଆଲିଆ ପ୍ରଥମ ନୁହନ୍ତି। ତାଙ୍କ…

ଗଛ ଲଗାଇବା ବାଧ୍ୟତାମୂଳକ: ନ ହେଲେ ମିଳିବନି ଡିଗ୍ରୀ ସାର୍ଟିଫିକେଟ

ମାନିଲା, ୩୦।୫: ଫିଲିପାଇନ୍ସ ସରକାର ବିପର୍ଯ୍ୟସ୍ତ ପରିବେଶକୁ ସୁରକ୍ଷା ଦେବାକୁ ଅଣ୍ଟା ଭିଡ଼ିଛନ୍ତି। ଏହି ମର୍ମରେ ଦେଶରେ ନୂଆ ଆଇନ ପ୍ରଣୟନ କରାଯାଇଛି। ଛାତ୍ରୀଛାତ୍ର ୧୦ଟି ଗଛ ନ ଲଗାଇଲେ ସେମାନଙ୍କୁ ବିଶ୍ୱବିଦ୍ୟାଳୟ ଡିଗ୍ରୀ ସାର୍ଟିଫିକେଟ୍‌ ମିଳିବନି। ଇତିମଧ୍ୟରେ ଦେଶର ଜଙ୍ଗଲ…

ଲମ୍ବା ରେସ୍‌ର ଘୋଡ଼ା

ମନୋଜ କୁମାର ବରାଳ ଓରଫ ଗୁଲସନ୍‌। ସ୍କୁଲରେ ପଢ଼ିବା ବେଳେ ଏକକ ଅଭିନୟ ତାଙ୍କ ମନରେ ଅଭିନୟର ଆଶା ଜାଗ୍ରତ କରିଥିଲା। କଲେଜରେ ପଢ଼ିବା ସମୟରେ ଡ୍ରାମାରେ ଅଭିନୟ କରି ନିଜ ଲକ୍ଷ୍ୟ ପଥରେ ଅଗ୍ରସର ହୋଇଥିଲେ ସେ। ୨୦୧୫ରେ ତାଙ୍କ…

ନିର୍ବାଚନରେ ହାରିବା ପରେ ଟ୍ୟୁବଓ୍ବେଲ ଭାଙ୍ଗୁଛନ୍ତି ଟିଏମ୍‌ସି କର୍ମୀ: ଭାଜପା

କୋଲକାତା,୩୦।୫: ପଶ୍ଚିମବଙ୍ଗରେ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ର ପରାଜୟ ପରେ ବହୁ ନେତା ଟିଏମ୍‌ସି ଛାଡି ଭାଜପାରେ ଯୋଗ ଦେବା ପରେ ଏହା ଦଳ ପାଇଁ ଶକ୍ତ ଧକ୍କା ବୋଲି ଆଲୋଚନା ହେଉଛି। ହେଲେ ଏତିକି ବେଳେ ଭାଜପା ଟିଏସ୍‌ସି ଉପରେ ଆଉ ଏକ…

କେନ୍ଦ୍ର ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସୁଯୋଗ: ପ୍ରତାପ, ଅପରାଜିତା, ଜୁଏଲ, ଧର୍ମେନ୍ଦ୍ରଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ରାଜ୍ୟରୁ ୮ଜଣ ଭାଜପା ଏମ୍‌ପି ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ଗତ ଥର ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମଙ୍କୁ କେନ୍ଦ୍ର ମନ୍ତ୍ରୀ ହେବାର ସୁଯୋଗ ମିଳିଥିବା ବେଳେ ଚଳିତ ଥର କିଏ କେନ୍ଦ୍ର ମନ୍ତ୍ରିମଣ୍ଡଳରେ…

‘ମୋଦିଙ୍କ ସହ ଆଖି ମିଶାଇବାର ସାହସ ମମତାଙ୍କର ନାହିଁ’

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ଗୁରୁବାର ପୁଣି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ମୋଦିଙ୍କ ଶପଥଗ୍ରହଣ ସମାରୋହରେ ଦେଶ ବିଦେଶର ଅନେକ ନେତା, ଶିଳ୍ପପତି ଏବଂ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହି ଉତ୍ସବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

ସେଲ୍‌ଫି ନେବା ବାହାନାରେ ୧୦ ରାଜନେତାଙ୍କ ପକେଟ୍‌ମାର

ଜଳନ୍ଧର,୩୦।୫: ପଞ୍ଜାବ ଫତେହଗଡ଼ ସାହିବ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଏକ ସମ୍ବର୍ଦ୍ଧନା ସଭାରେ ଯୋଗଦେଇଥିବା ୧୦ ରାଜନେତାଙ୍କ ସହିତ ସେଲ୍‌ଫି ନେବା ବାହାନାରେ ସେମାନଙ୍କର ପକେଟ୍‌ମାର୍‌ କରିଯାଇଥିବା ଅଭିଯୋଗ ହୋଇଛି। ଏହି ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିବା…

କାହାକୁ ଡରନ୍ତି ଆଲିୟା

ମଣିଷ ମାତ୍ରକେ ମନରେ ଭୟ ରହିବା ସ୍ବାଭାବିକ। କେହି କେହି ଗୋଟିଏ ଜିନିଷକୁ ଭାରି ଭୟ କରନ୍ତି। ଠିକ୍‌ ସେମିତି ଆଲିୟା। ତାଙ୍କୁ ସବୁ କଥା କୁହନ୍ତୁ, ହେଲେ ଭୂତ କଥା ପଡ଼ିଲେ ତାଙ୍କ ମନରେ ଛନକା ପଶିଯାଏ। ହେଲେ କାହିଁକି…

ଶଗଡ ଗାଡିରେ ବିବାହ କରିବାକୁ ଗଲେ ବର

ଭୋପାଳ, ୩୦।୫: ବିବାହରେ ଅଯଥା ଖର୍ଚ୍ଚ ରୋକିବା ପାଇଁ ଜଣେ ଯୁବକ ଅଭିନବ ପ୍ରନ୍ଥା ଆପଣାଇଛନ୍ତି। ପୁରୁଣା ପ୍ରଥା ଏବଂ ପରମ୍ପରାକୁ ବଜାୟ ରଖି ଶଗଡ ଗାଡିରେ ବସି ବିବାହ ମଣ୍ଡପକୁ ଯାଇଥିଲେ। ମଧ୍ୟପ୍ରଦେଶର ଛପ୍ରା ଗାଁରେ ରହୁଥିବା ସୋନେବନ ନିଜ…

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଲାଗି ଦିଲ୍ଲୀ ପହଞ୍ଚିଲେ ମୃତ ୫୪ ଜଣ ଭାଜପା କର୍ମୀଙ୍କ ପରିବାର ସଦସ୍ୟ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନ ପ୍ରଚାର ହେଉ ଅବା ପ୍ରାର୍ଥିପତ୍ର ଦାଖଲ ସମୟରେ ଦେଶର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଥିଲା ରାଜନୈତିକ ହିଂସା। ତେବେ ସବୁଠାରୁ ଅଧିକ ହିଂସା ଉପୁଜିଥିଲା ପଶ୍ଚିମବଙ୍ଗରେ। ଏଠାରେ ପାଖାପାଖି ୫୪ ଜଣ ଭାଜପା କର୍ମୀଙ୍କୁ ରାଜନୈତିକ…

ଚିକେନ ମଷ୍ଟାର୍ଡ

ଚିକେନରେ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ପ୍ରତି ଏବେବି ଆଦର ବଢୁଛି। ଗ୍ରାହକଙ୍କ ଆଦର ଓ ରୁଚି ଅନୁଯାୟୀ ଏବେ ହୋଟେଲଗୁଡିକ ମଧ୍ୟ ଚିକେନରେ ବିଭିନ୍ନ ନୂଆ ନୂଆ ଡିସ୍‌ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି। ରେଷ୍ଟୁରାଣ୍ଟଗୁଡିକ ମଧ୍ୟରେ ଚିକେନରେ ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri