Home Left

ଝଡ଼ ବତାସ ନେଲା ଜୀବନ

ଚିତ୍ରକୋଣ୍ଡା,୩୦।୫: ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ନାକାମାମୁଡ଼ି ପଞ୍ଚାୟତ ବାମେରିଙ୍ଗ ଗଁାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ଉକ୍ତ ଗଁାରେ ଥିବା ଏକ ନଦୀକୁ ଡଙ୍ଗାରେ ମାଛ ଧରିବାକୁ ଯାଇଥିବା ବେଳେ ହଠାତ୍‌ ଝଡ଼ ତୋଫାନ ଆସିବାରୁ ଡଙ୍ଗା ଓଲଟିପଡ଼ି ବୁଡ଼ି…

ରାହୁଲ ଗାନ୍ଧୀଙ୍କ ପାଇଁ ବ୍ରତ ରଖୁଥିବା ଅଭିନେତ୍ରୀ ମୋଦିଙ୍କୁ ନେଇ ଏମିତି କହିଲେ

କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପାଇଁ ବ୍ରତ ରଖୁଥିବା ଟିଭି ଅଭିନେତ୍ରୀ ତଥା ମଡେଲ ମାହିକା ଶର୍ମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ବଡ କଥା କହିଛନ୍ତି। ସାଧାରଣ ନିର୍ବାଚନରେ ମୋଦିଙ୍କ ଜବରଦସ୍ତ ବିଜୟ ପରେ ମାହିକା କହିଛନ୍ତି, ଭାରତୀୟଙ୍କ…

ଏହି ମନ୍ଦିରରେ ଦେବୀ ରୂପରେ ପୂଜାପାଆନ୍ତି ମାଛର ହାଡ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭାରତରେ ଏପରି କିଛି ମନ୍ଦିର ଅଛି, ଯାହାର ସ୍ବତନ୍ତ୍ର ପରମ୍ପରା ରହିଛି। ଏହି ମନ୍ଦିରମାନଙ୍କୁ ନେଇ ଅନେକ କିମ୍ବଦନ୍ତୀ ମଧ୍ୟ ରହିଛି। ଆପଣ କ’ଣ ଏପରି ଏକ ମନ୍ଦିର ବିଷୟରେ ଶୁଣିଛନ୍ତି ଯେଉଁଠି ମାଛର ହାଡକୁ ପୂଜା କରାଯାଏ। ତେବେ ଏହା…

ଅର୍ବାନ କୋଅପରେଟିଭ୍‌ ବ୍ୟାଙ୍କ୍‌ ଋଣ ଠକେଇ: ୧୭ବର୍ଷ ପରେ ଆଉ ଜଣେ ଗିରଫ, ଜେଲ୍‌ ଗଲେ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଜାଲ୍‌ କାଗଜପତ୍ର ମାଧ୍ୟମରେ ବ୍ୟାଙ୍କରୁ ଋଣ ନେଇ ପରବର୍ତ୍ତୀ ସମୟରେ ଫେରାର ଥିବା ଅନ୍ୟତମ ଅଭିଯୁକ୍ତଙ୍କୁ ୧୭ବର୍ଷ ପରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବୁଧବାର ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗନ୍ଦିଆ ଥାନା…

୩୯ ବର୍ଷ ପରେ ଟିଟିଲାଗଡ଼କୁ ମନ୍ତ୍ରୀ ପଦ

ଟିଟିଲାଗଡ଼,୩୦ା୫ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ବୁଧବାର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ଟିଟିଲାଗଡ଼…

ଫନୀ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ନୂଆ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ) : ବୁଧବାର ଶପଥ ଗ୍ରହଣ ଉତ୍ସବ ପରେ ନୂତନ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶକ୍ତି ବିଭାଗ ପରିଦର୍ଶନ କରି ବାତ୍ୟା ‘ଫନୀ’ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ତାଙ୍କୁ ବିଭାଗୀୟ…

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ: ଉପଶାସ୍ତ୍ରୀ, ଶାସ୍ତ୍ରୀ ପରୀକ୍ଷା ଫଳ ପ୍ରକାଶ

ପୁରୀ ଅଫିସ,୩୦ା୫: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୧୯ ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ତୃତୀୟ ବର୍ଷ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। କୁଳପତି ପ୍ରଫେସର ରାଧାମାଧବ ଦାଶ ପରୀକ୍ଷା ଫଳ ପ୍ରକାଶ କରିଛନ୍ତି।…

ଦୂର ଯାତ୍ରା ସମୟରେ କରନ୍ତୁ ନାହିଁ ଏହି ୪ କାମ, ନଚେତ୍‌ ପଡ଼ିପାରନ୍ତି ହଇରାଣରେ

ଅନେକ ଲୋକଙ୍କୁ ଦୂର ଜାଗା ବୁଲିବା ପସନ୍ଦ ହୋଇଥିଲେ ମଧ୍ୟ ଏ ନେଇ ଉପୁଜିଥାଏ ଅନେକ ସମସ୍ୟା, ଯଥା ବାନ୍ତି, ମୁଣ୍ଡବିନ୍ଧା ଇତ୍ୟାଦି। ଏହି କାରଣ ଯୋଗୁ ସେମାନେ ବୁଲିଯିବାକୁ ପସନ୍ଦ କରି ନ ଥାଆନ୍ତି। ତେବେ ଆପଣ ଯଦି ଏହି…

ପୂର୍ବତନ ସେନା ଅଧିକାରୀ ବିଦେଶୀ ଘୋଷିତ

ଗୁଆହାଟୀ, ୩୦ା୫: ରାଷ୍ଟ୍ରପତି ମେଡାଲ୍‌ ପାଇଥିବା ଆସାମର ଜଣେ ପୂର୍ବତନ ସେନା ଅଧିକାରୀଙ୍କୁ ବୁଧବାର ଗିରଫ କରାଯାଇଛି। କାମରୂପସ୍ଥିତ ବୈଦେଶିକ ନ୍ୟାୟାଳୟରେ ତାଙ୍କୁ ଜଣେ ବିଦେଶୀ ବୋଲି ଘୋଷଣା କରାଯାଇଥିବା ପୋଲିସ କହିଛି। କାମରୂପ ଜିଲାର ବୋକୋ ପୋଲିସ ଷ୍ଟେଶନ ଅଧିନ…

ଭାରତ ସହ ଏକାଠି କାମ କରିବ ଆମେରିକା

ଓ୍ବାଶିଂଟନ,୩୦ା୫(ପି.ଟି.): ଭାରତ ଆମେରିକାର ବଡ ସହଯୋଗୀ ଓ ଭାଗୀଦାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିରେ ଅନେକ ପ୍ରସଙ୍ଗରେ ଟ୍ରମ୍ପ ପ୍ରଶାସନ ନୂଆଦିଲ୍ଲୀ ସହ ଘନିଷ୍ଠ ଭାବେ କାର୍ଯ୍ୟ କରିବ ବୋଲି ଏହାର ବହିର୍ବ୍ୟାପାର ବିଭାଗ ମୁଖପାତ୍ର ମୋର୍ଗାନ୍‌ ଓର୍ଟାଗୁସ୍‌ କହିଛନ୍ତି।…

ଥାନା ଛାତରୁ ଡେଇଁ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା: ରୁଜୁ ହେଲା ହାଜତ ମୃତ୍ୟୁ ମାମଲା

ବୀରମହାରାଜପୁର, ୩୦ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଆଦର୍ଶ ଥାନାରେ ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥିବାବେଳେ ଛାତ ଉପରୁ ଡେଇଁ ପ୍ରାଣ ହରାଇଥିବା ଘଟଣା ଏବେ ନୂଆ ମୋଡ ନେଇଛି। ମୃତକଙ୍କ ପରିବାର ଏହାର ନିରପେକ୍ଷ ତଦନ୍ତ ଦାବି କରିଥିଲେ। ପୋଲିସ…

ତାତି: ପଶ୍ଚିମରେ କମିଲା, ଉପକୂଳରେ ବଢ଼ିଲା

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଗତ କିଛିଦିନ ହେବ ଗରମରେ ଛଟପଟ ହେଉଥିବା ପଶ୍ଚିମ ଓଡ଼ିଶାବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଏଠାରେ ଲଗାତର ଭାବେ ତାପମାତ୍ରା ୪୨ରୁ ୪୫ଡିଗ୍ରୀ ମଧ୍ୟରେ ରହୁଥିଲା। କିନ୍ତୁ ବୁଧବାର ପଶ୍ଚିମ ଓଡ଼ିଶାର ସବୁ ସହରରେ ତାପମାତ୍ରା ହ୍ରାସ ପାଇଛି। ସମ୍ବଲପୁର,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri