Home Left

ବିଭତ୍ସ ହତ୍ୟା: ବାଇକ୍‌ ପଛରେ ଯୁବକଙ୍କୁ ବାନ୍ଧି ୧୫ କିଲୋମିଟର ଘୋଷାଡି ମାରିଲେ ଦୃର୍ବୃତ୍ତ

ଲକ୍ଷ୍ନୌ,୨୫।୯:ଉତ୍ତରପ୍ରଦେଶର ମିରଟରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କ ବେକରେ ରଶି ବାନ୍ଧି ବାଇକ୍‌ ପଛରେ ୧୫କିମି ଘୋଷାଡି ଘୋଷାଡି ହତ୍ୟା କରାଯାଇଛି। ତେବେ କେଉଁ କାରଣରୁ ଯୁବକଙ୍କୁ ଏଭଳି ହତ୍ୟା କରାଯାଇଛି ତାହା ସ୍ପଷ୍ଟ ଜଣାପଡିନାହିଁ। ସୂଚନାଯୋଗ୍ୟ, ମିରଟର…

ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ

ଓ୍ବାଶିଂଟନ,୨୫।୯: ବିଦେଶରୁ ସହାୟତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ନିର୍ବାଚନ ଜିତିଥିବା ଅଭିଯୋଗ ହୋଇଛି। ଏନେଇ କଂଗ୍ରେସ ପକ୍ଷରୁ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ କରାଯାଇଛି। ତେବେ ଟ୍ରମ୍ପ୍‌ ତାଙ୍କ ଉପରେ ଲାଗିଥିବା ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଟ୍ରମ୍ପ୍‌ ନିଜର…

ରାନୁଙ୍କ ଉପରେ ନିର୍ମାଣ ହେବ ବାୟୋପିକ୍‌, ଫେବୃୟାରୀରେ ପରଦାକୁ ଆସିବ

ମୁମ୍ବାଇ: ରେଳଷ୍ଟେଶନରେ ଗୀତ ଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ମଣ୍ଡଳରୁ ସୋସିଆଲ ମିଡିଆ ସେନ୍‌ସେଶନ। ରାତାରାତି ବଦଳିଯାଇଥିଲା ରାନୁ ଭାଗ୍ୟ। ଲତା ମଙ୍ଗେସକରଙ୍କ ଗୀତ ‘ଏକ ପ୍ୟାର୍‌ କା ନଗମା ହୈ’ ଗାଇବା ବେଳର ଏକ ଭିଡିଓ ଭାଇରାଲ ହେବା ପରେ…

ସ୍କୁଲଦିନର ସ୍ମୃତିକୁ ମନେ ପକାଇଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ଦୂରେଇ ଯାଇଛି। ନିଜ ସହର ରାଞ୍ଚିରେ ପରିବାର ସହ ସେ ସମୟ ବିତାଉଛନ୍ତି। ନିକଟରେ ଧୋନୀ ନିଜ ଇନଷ୍ଟାଗ୍ରାମରେ ଏକ ମଜାଦାର ଭିଡିଓ ଶେୟାର କରି…

ନନ୍ଦନକାନନ ସୁରକ୍ଷା କମିଟି ପକ୍ଷରୁ ମୁଖ୍ୟ ଫାଟକ ବନ୍ଦ: ଉପନିର୍ଦ୍ଦେଶକଙ୍କୁ ଦାବିପତ୍ର ପ୍ରଦାନ

ବାରଙ୍ଗ, ୨୫।୯(ଡି.ଏନ୍‌.ଏ.): ନନ୍ଦନକାନନ ପଶୁପକ୍ଷୀ ସୁରକ୍ଷା କମିଟି ପକ୍ଷରୁ ବୁଧବାର ସକାଳେ ନନ୍ଦନକାନନ ମୁଖ୍ୟ ପ୍ରବେଶପଥ ଫାଟକକୁ ବନ୍ଦ କରାଯାଇଥିଲା। ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଓ ତପନ କୁମାର ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ କମିଟିର ସଦସ୍ୟମାନେ ଗେଟ କମ୍ପ୍ଲେକ୍ସ ଫାଟକ…

ଜନ୍ମଦିନରେ ଷ୍ଟ୍ରବେରି ଖାଇ ମେଡିକାଲରେ ଭର୍ତ୍ତି ହେଲେ ମହିଳା: ଗଳା ଯାଞ୍ଚ ସମୟରେ ଡାକ୍ତର ଚକିତ

ଅଷ୍ଟ୍ରେଲିଆ ମେଲବୋର୍ନରେ ଏକ ଆଶ୍ଚର୍ଯ୍ୟ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଜଣେ ମହିଳା ନିଜ ଜନ୍ମଦିନରେ ଷ୍ଟ୍ରବେରି ଖାଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏପରିକି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଗଳା ଯାଞ୍ଚ ସମୟରେ ଆଶ୍ଚର୍ଯ୍ୟ ହୋଇଛନ୍ତି। ମହିଳାଙ୍କ ବାପାଙ୍କ…

ଶିବାଜୀ ସ୍ମାରକରେ ୧୩ ଶହ କୋଟି ଦୁର୍ନୀତି: କଂଗ୍ରେସ-ଏନ୍‌ସିପି କଲେ ଅଭିଯୋଗ

ମୁମ୍ବାଇ,୨୫।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ଏବଂ ଏନ୍‌ସିପି ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ କରାଯାଇଛି। ଆରବ ସାଗରରେ ମୁମ୍ବାଇ ସମୁଦ୍ର କୂଳରେ ନିର୍ମିତ ହୋଇଥିବା ଶିବାଜୀ ସ୍ମାରକରେ ୧୩ ଶହ କୋଟି ଟଙ୍କାର…

କୋଇଲା ଉଦ୍ୟୋଗରୁ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବି ପ୍ରସଙ୍ଗ: ଆନ୍ଦୋଳନକାରୀଙ୍କୁ ଅଟକ ରଖିଛି ପୋଲିସ

ତାଳଚେର,୨୫।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେରରେ କୋଇଲା ଉଦ୍ୟୋଗରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ଭାରତୀୟ ମଜଦୁର ସଙ୍ଘ ପକ୍ଷରୁ ୩ ଦିନ ଲାଗି ଖଣିବନ୍ଦ ଆନ୍ଦୋଳନ ଜାରି ରହିଥିଲା। ଏ ନେଇ କୋଲ୍‌ ଫିଲ୍ଡସ୍‌ରେ ଥିବା କୋଇଲା…

ପରିତ୍ୟକ୍ତା ହିନ୍ଦୁ ମହିଳାଙ୍କୁ ନ୍ୟାୟ ମିଳିବା ପାଇଁ ଅଣାଯିବ ଆଇନ: ଯୋଗୀ

ନୂଆଦିଲ୍ଲୀ,୨୫।୯: ପରିତ୍ୟକ୍ତା ହିନ୍ଦୁ ମହିଳାଙ୍କୁ ନ୍ୟାୟ ମିଳିବା ପାଇଁ ଆଇନ ଅଣାଯିବ। ବୁଧବାର ତିନି ତଲାକ୍‌ ପୀଡ଼ିତା ମହିଳାଙ୍କୁ ଭେଟି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏଭଳି ସୂଚନା ଦେଇଛନ୍ତି। ହିନ୍ଦୁ ସମାଜରେ ବିବାହ କରି ଅନ୍ୟ ଜଣେ ମହିଳାଙ୍କୁ ପାଖରେ…

ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ମିଳିସାରିଛି ଏହିସବୁ ପୁରସ୍କାର

ହିନ୍ଦୀ ସିନେମା ଜଗତର ବିଗ ବି ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ମିଳିବ ଭାରତର ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ଦାଦା ସାହେବ ଫାଲକେ। ଜୀବନବ୍ୟାପୀ ସାଧନା ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ଏନେଇ ସିନେ ଜଗତ ତାଙ୍କୁ ଅଭିନନ୍ଦନ ଜଣାଇଛି।…

କାଦୁଅ ଗୋଡ଼ ଧୋଇବାକୁ ଚୁଆକୁଯାଇ ପାଣିରେ ବୁଡ଼ିଗଲେ, ୫ ବର୍ଷର ଶିଶୁ ମୃତ

ଦାରିଙ୍ଗବାଡ଼ି,୨୫।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ କାକାମାହା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କାଦୁଅ ଗୋଡ଼ ଧୋଇବାକୁ ଚୁଆକୁଯାଇ ଜଣେ ୫ ବର୍ଷର ଶିଶୁର ଅକାଳରେ ମୃତ୍ୟୁ ଘଟିଛି। ସେ ହେଲେ କାକାମାହା ଗ୍ରାମର ରସାନ୍ତ…

ପିଆଜ-ପେଟ୍ରୋଲ ଦାମ୍‌ ବୃଦ୍ଧିରେ ଖାଉଟିଙ୍କ ଅବସ୍ଥା ଶୋଚନୀୟ: ସେଓଠାରୁ ୨ଗୁଣା ଅଧିକ ଦାମ୍‌ରେ ବିକ୍ରି ହେଉଛି ପିଆଜ

ନୂଆଦିଲ୍ଲୀ,୨୫।୯: ଦେଶରେ ଦିନକୁ ଦିନ ପିଆଜ ଦାମ ଆକାଶ ଛୁଆଁ ହେବାରେ ଲାଗିଛି। ଏବେ ଏହା ବଜାରରେ କିଲୋ ପିଛା ୮୦ ଟଙ୍କାରେ ପହଞ୍ଚିଛି। ସେହିପରି ପେଟ୍ରୋଲ ଦାମ୍‌ ମଧ୍ୟ ଲୋକଙ୍କୁ ବ୍ୟତିବ୍ୟସ୍ତ କରୁଛି। ପେଟ୍ରୋଲ ଓ ପିଆଜ ଦାମ୍‌ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?