Home Left

ଅରୁଣାଚଳରେ ପୁଣି ଖଣ୍ଡୁ ସରକାର

ଇଟାନଗର, ୩୦ା୫(ପି.ଟି.): ଅରୁଣାଚଳ ପ୍ରଦେଶର ଦଶମ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ଭାଜପା ନେତା ପେମା ଖଣ୍ଡୁ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଦୋର୍ଜି ଖଣ୍ଡୁ କନ୍‌ଭେନଶନ ସେଣ୍ଟରରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟପାଳ ବ୍ରିଗେଡିୟର (ଅବସରପ୍ରାପ୍ତ) ବି.ଡି. ମିଶ୍ର ତାଙ୍କୁ ପଦ ଓ…

କୌଳିକ ବୃତ୍ତି ବଞ୍ଚାଇ ରଖିବାକୁ ମିଳୁନି ପ୍ରୋତ୍ସାହନ: ଦୁର୍ଦ୍ଦିନରେ କୁମ୍ଭକାର ପରିବାର

(ରାମକୃଷ୍ଣ ସାହୁ) କନିଷି,୩୦ା୫(ଡି.ଏନ.ଏ.)- ବର୍ତ୍ତମାନ ସମୟରେ ମାଟିପାତ୍ରର ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ ହେବାକୁ ବସିଲାଣି। ଏହାର ସ୍ଥାନ ନେଇଛି ଷ୍ଟିଲ ଓ ପ୍ଲାଷ୍ଟିକ ବାସନକୁଶନ। ଏଭଳି ପ୍ରତିକୂଳ ପରିସ୍ଥିତିରେ ମଧ୍ୟ କେତେକ କୁମ୍ଭକାର ପରିବାର ନିଜ କୌଳିକ ବୃତ୍ତିକୁ ଛାଡ଼ି ପାରୁନାହାନ୍ତି।…

ଆସିକା ବିଧାୟକ ପ୍ରାର୍ଥୀ ମନୋଜ ହତ୍ୟା ଘଟଣା: ପରିବାର ସଦସ୍ୟଙ୍କୁ ଭେଟିଲେ କଂଗ୍ରେସ ପଦାଧିକାରୀ

ଆସିକା,୩୦ା୫(ଡି.ଏନ୍‌.ଏ.): ପିସିସିର ଅନ୍ୟତମ ସମ୍ପାଦକ ତଥା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତଥର କଂଗ୍ରେସ ପ୍ରାର୍ଥୀ ହୋଇଥିବା ମନୋଜ କୁମାର ଜେନାଙ୍କୁ ଗତ୨୨ ତାରିଖ ରାତିରେ ଗୁଳିମାଡ ହୋଇଥିଲା। ୨୩ ତାରିଖ ରାତିରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମୃତ୍ୟୁ ଘଟିଥିଲା।…

ନଡ୍ଡା ହେବେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୦ା୫(ଆଇଏଏନ୍‌ଏସ୍‌): ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମୋଦିଙ୍କ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ଗ୍ରହଣ କରିବାକୁ ଯାଉଥିବାବେଳେ ଦଳର ସାଙ୍ଗଠନିକ ଦାୟିତ୍ୱ ବରିଷ୍ଠ ଭାଜପା ନେତା ଜେ. ପି. ନଡ୍ଡାଙ୍କ ଉପରେ ନ୍ୟସ୍ତ କରାଯିବ ବୋଲି ଜଣାପଡ଼ିଛି। ୫୫ ବର୍ଷୀୟ ନଡ୍ଡା…

ଓଡ଼ିଶା ବିଧାନସଭାରେ ରେକର୍ଡ: ସୂର୍ଯ୍ୟ ଗଞ୍ଜାମ ଜିଲାରୁ ପଞ୍ଚମ ବାଚସ୍ପତି

ବ୍ରହ୍ମପୁର ଅଫିସ,୩୦ା୫-ବିଜେଡିର ବରିଷ୍ଠ ନେତା ତଥା ଅତୀତର ମୋହନା ଓ ବର୍ତ୍ତମାନର ଦିଗପହଣ୍ଡି ସେଗ୍‌ମେଣ୍ଟରୁ ଲଗାତର ଭାବେ ସାତ ଥର ବିଧାୟକ ଏବଂ ବିଜୁ ପଟ୍ଟନାୟକ ଓ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ୫ ଥର ମନ୍ତ୍ରୀ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗ…

ଅଭିଜ୍ଞଙ୍କ ଭିତରେ ଅନେକ ନୂଆ ମୁହଁ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୧୧୨ ବିଧାନସଭା ଆସନରେ ବିଜୟୀ ହୋଇ ପଞ୍ଚମଥର ଲାଗି ରାଜ୍ୟରେ ସରକାର ଗଠନ କରିଛି। ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରିମଣ୍ଡଳର ୧୧ କ୍ୟାବିନେଟ୍‌ ମନ୍ତ୍ରୀ ଓ…

କୌଳିକ ବୃତ୍ତିକୁ ମିଳୁନି ପ୍ରୋତ୍ସାହନ

ହାଟଡିହୀ, ୩୦।୫(ସ୍ବ.ପ୍ର.)-ହାଟଡିହୀ ବ୍ଲକର ବହୁ ଗାଁରେ କାରିଗର ମାନେ ନିଜର ବାପଗୋସାପ କରିଆସୁଥିବା କୌଳିକ ବୃତ୍ତିକୁ ପେଷାକରି ଚଳିଆସୁଥିଲେ। ପୂର୍ବରୁ ହାତ ତିଆରି ଜିନିଷର ଆଦର ଥିଲା। ମେଳା ମଉଛ ବାହାଘର ବ୍ରତଘର ଆଦି ପର୍ବପର୍ବାଣୀରେ ଭଲ କାରବାର ହେଉଥିଲା ଏସବୁ…

ପିତ୍ତଳହଣ୍ଡା କାରିଗରଙ୍କ ମୃତ୍ୟୁ ଘଟଣା: ଚିକିତ୍ସାରେ ଅବହେଳା ଅଭିଯୋଗ

ଖଣ୍ଡପଡ଼ା,୩୦ା୫(ସ୍ବ.ପ୍ର.): ଭୁବନେଶ୍ୱରସ୍ଥିତ କିମ୍‌ସରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କ ଗତ କିଛିଦିନ ତଳେ ହୋଇଥିବା ମୃତ୍ୟୁକୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ। ସେ ହେଉଛନ୍ତି ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତସ୍ଥ ମାଧବଚୌଧୁରୀ ପାଟଣାର ବିଶିଷ୍ଟ ପିତ୍ତଳହଣ୍ଡା କାରିଗର ଗଙ୍ଗାଧର ମହାରଣା(୮୦)।…

ସିଙ୍ଗପୁରରେ କାଳବୈଶାଖୀର ତାଣ୍ଡବ: ସରକାରୀ ସହାୟତା ଦାବି

ନୂଆଗାଁ,୩୦।୫ (ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତସ୍ଥ ସିଙ୍ଗପୁର ଗ୍ରାମରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଲୀଳା ଘଟିଛି। ଏହା ଏକ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଓ ୩୦ ପରିବାର ରହୁଛନ୍ତି। ଅଧିକାଂଶ ଲୋକ ଦିନ ମଜୁରିଆ ଭାବେ…

ମନ୍ଦୋରଧରଙ୍କ ମନ ଦହି ପଖାଳରେ: ଗାଁକୁ ବିପଦ ଆସିଲେ ଶୁଭେ ବଂଶୀ ସୁର

ବଅଁରପାଳ, ୩୦।୫: ଗଡ଼ଦୁର୍ଗ ଭାବେ ପରିଚିତ ବଅଁରପାଳ ବ୍ଲକ ବଳରାମପ୍ରସାଦର ପାଟଣା ଠାରେ ରହିଛି ଅନେକ ଦେବଦେବୀ ପୀଠ। ହେଲେ ପ୍ରଭୁ ମନ୍ଦୋରଧର ସେଥିରୁ ଅନ୍ୟତମ। ବିଷ୍ଣୁଙ୍କ ଅବତାର ଭାବେ ରାଜାରାଜୁଡ଼ା ଅମଳରୁ ଠାକୁର ଏଠାରେ ପୂଜା ପାଇ ଆସୁଛନ୍ତି। ପ୍ରତ୍ୟେକ୍ଷ…

କାନ୍‌ସରେ ସ୍ବପ୍ନା ପତିଙ୍କ ‘ଅନ୍ତର୍ଧ୍ୱନି’ : ରେଡ୍‌ କାର୍ପେଟରେ ପୁଣି ଝଲସିଲା ସମ୍ବଲପୁରୀ ଶାଢ଼ି

ଭୁବନେଶ୍ୱର,୩୦ା୫(ବ୍ୟୁରୋ)- ଚଳିତବର୍ଷର କାନ୍‌ସ ଫିଲ୍ମ ଫେଷ୍ଟିଭାଲ ସହ ଯୋଡ଼ି ହୋଇଯାଇଛି ଆଉ ଏକ ଓଡ଼ିଆ ଲିଙ୍କ୍‌। ଓଡ଼ିଶା ଜନ୍ମିତ ଅଭିନେତ୍ରୀ ତଥା ମଡେଲ ସ୍ବପ୍ନା ପତିଙ୍କ ଅଭିନୀତ ଏବଂ ରାଜେଶ କୁମାର ମହାନ୍ତିଙ୍କ ପ୍ରଯୋଜିତ ହିନ୍ଦୀ ଫିଲ୍ମ ‘ଅନ୍ତର୍ଧ୍ୱନି’ ସମ୍ମାନଜନକ କାନ୍‌ସ…

ପ୍ରସ୍ତୁତ ହେବ ବିକାଶମୂଳକ ଯୋଜନା:ବଦଳିବ ସହରାଞ୍ଚଳ କଳେବର

ଢେଙ୍କାନାଳ ଅଫିସ,୩୦।୫: ବଦଳିବ ଢେଙ୍କାନାଳ ଜିଲାର ପ୍ରମୁଖ ସହରାଞ୍ଚଳର କଳେବର। ସହରବାସୀ ଅତ୍ୟାଧୁନିକ ସୁବିଧା ହାତପାହାନ୍ତାରେ ପାଇବେ। ଏଥିପାଇଁ ଆବଶ୍ୟକ ଭିତ୍ତିଭୂମିର ବିକାଶ କରାଯିବ। ଏ ନେଇ ଖୁବ୍‌ଶୀଘ୍ର ଯୋଜନା ପ୍ରସ୍ତୁତ କରାଯିବ ବୋଲି ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ କହିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri