Home Left

ଅନ୍‌ୱାର ଖାନ୍‌ଙ୍କୁ ତଟରକ୍ଷକ ସାହସିକତା ପଦକ:ପ୍ରଥମ ଓଡ଼ିଆ ଭାବେ ମିଳିଲା ସମ୍ମାନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):କୋଷ୍ଟ ଗାର୍ଡର ଡିଆଇଜି ଅନ୍‌ୱାର ଖାନ୍‌ଙ୍କୁ ତଟରକ୍ଷକ ସାହସିକତା ପଦକ ପ୍ରଦାନ କରାଯାଇଛି। ଏହି ପଦକ ପାଇବାରେ ସେ ପ୍ରଥମ ଓଡ଼ିଆ ଅଫିସର। ମଙ୍ଗଳବାର ଚେନ୍ନାଇଠାରେ ଆୟୋଜିତ ଏକ ବଣ୍ଣର୍ର୍ାଢ଼୍ୟ ଉତ୍ସବରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ତାଙ୍କୁ…

ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର

ପୁରୀ ଅଫିସ, ୨୫-୯:ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ଆଗକୁ ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ବର୍ଗଦ୍ୱାରକୁ ଯୋଡିଛି ପ୍ରଶାସନ। ଏଥିପାଇଁ ପ୍ରକ୍ରିୟା ବି ଆରମ୍ଭ ହୋଇଯାଇଛି। ସ୍ବର୍ଗଦ୍ୱାର ପ୍ରତି ଆସ୍ଥା…

ଅନାଥ ଶିଶୁପୁତ୍ରକୁ ସହାୟତାର ହାତ ବଢ଼ାଇଲେ ଡାକ୍ତର:ବର୍ଷକ ପର୍ଯ୍ୟନ୍ତ ଖାଦ୍ୟ, ଔଷଧ ଯୋଗାଇବେ

ମାହାଙ୍ଗା,୨୫-୯(ସ୍ବ.ପ୍ର.):ମାହାଙ୍ଗା ଅଞ୍ଚଳର ଜଣେ ଶିଶୁପୁତ୍ର ମା’ଗର୍ଭରେ ଥିବାବେଳେ ତା’ର ବାପାଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହାର ୩ମାସ ପରେ ଶିଶୁପୁତ୍ର ଜନ୍ମ ହୋଇଥିଲା। ଶିଶୁପୁତ୍ର ଜନ୍ମ ହେବାର ୭ ଦିନ ମଧ୍ୟରେ ମା’ର ମୃତ୍ୟୁ ହୋଇ ଯାଇଥିଲା। ଫଳରେ ଏହି ଶିଶୁପୁତ୍ର…

‘ଅକ୍ଷରଧାମ’ରେ ବିରାଜିବେ ମା’

ଭୁବନେଶ୍ୱର, ୨୫-୯(ବ୍ୟୁରୋ):ଆସୁଛି ପାର୍ବଣ, ଆସୁଛନ୍ତି ମା’। ଆଉ ମା’ଙ୍କ ସ୍ବାଗତ ପାଇଁ ସଜେଇ ହେଉଛି ରାଜଧାନୀ। ଭିନ୍ନ ଭିନ୍ନ ଡିଜାଇନର୍‌ ତୋରଣ ସାଙ୍ଗକୁ ଆଖି ଝଲସା ସାଜସଜ୍ଜାକୁ ନେଇ ରାଜଧାନୀର ବିଭିନ୍ନ ମଣ୍ଡପଗୁଡ଼ିକ ମଧ୍ୟରେ ଚାଲିଛି ପ୍ରତିଦ୍ୱନ୍ଦ୍ୱିତା। ତେବେ ଏହି ପ୍ରତିଦ୍ୱନ୍ଦ୍ୱିତାରୁ…

ବିଧାନସଭା: ୪ ଯୁଗ୍ମ ସଚିବଙ୍କ ପାହ୍ୟା ହ୍ରାସ

ଭୁବନେଶ୍ୱର,୨୫-୯(ବ୍ୟୁରୋ)ଓଡ଼ିଶା ବିଧାନସଭା ସଚିବାଳୟରେ କାର୍ଯ୍ୟରତ ୪ ଯୁଗ୍ମ ସଚିବଙ୍କ ପାହ୍ୟା ହ୍ରାସ କରାଯାଇଛି। ଏହି ଅଧିକାରୀମାନେ ହେଉଛନ୍ତି-ଶିଶିରକାନ୍ତ ସ୍ବାଇଁ, ସୁଶୀଳା ମଲିକ, ବିଜୟ ସାହୁ ଏବଂ ଅନିଲ ଚନ୍ଦ୍ର ପଟ୍ଟନାୟକ। ଏମାନଙ୍କ ମଧ୍ୟରୁ ବିଜୟ ଏବଂ ଅନିଲ ସରକାରୀ ଚାକିରିରୁ ଅବସର…

ଭୁବନେଶ୍ୱରକୁ ନୂଆ ଅନ୍ତର୍ଜାତୀୟ ବିମାନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ): ପ୍ରଥମେ ଏୟାର ଇଣ୍ଡିଆ ଓ ପରେ ଏୟାର ଏସିଆ ଭୁବନେଶ୍ୱର ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ସେବା ପ୍ରତ୍ୟାହାର କରିସାରିଲେଣି। ହେଲେ ଏବେ ଖୁସି ଖବର ଆସିଛି। ‘ବ୍ୟାଙ୍ଗକକ୍‌ ଏୟାରଓ୍ବେଜ’ ନାମକ ଉଡାଣ ସଂସ୍ଥା ଭୁବନେଶ୍ୱର ସହ ଯୋଡ଼ି…

ପ୍ଲାଷ୍ଟିକ କଟକଣାକୁ ମାନୁ ନାହାନ୍ତି ସରକାରୀ କର୍ମଚାରୀ:ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ

ଭୁବନେଶ୍ୱର,୨୫-୯(ବ୍ୟୁରୋ): ଥରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକ କିମ୍ବା ୫୦ ମାଇକ୍ରନରୁ କମ ମୋଟେଇ ପଲିଥିନ ପରିବେଶ ପାଇଁ ମାରାତ୍ମକ । ଏହାର ବ୍ୟବହାରକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି। ୨୦୧୮ ଅକ୍ଟୋବର ୨ ତାରିଖରୁ…

ଜଙ୍ଗଲରେ ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା:ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଜୁନାଗଡ,୨୫-୯(ଡି.ଏନ.ଏ.):କଳାହାଣ୍ଡି ଜିଲାରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲକୁ ନେଇ ଗଣବଳାକତ୍ାର କରାଯିବା ଓ ଏହାର ଭିଡିଓ ଭାଇରାଲ କରାଯାଇଥିବା ନେଇ ଗତ ରବିବାର ବିଳମ୍ବିତ ରାତିରେ ଜୁନାଗଡ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଗୁରୁତର…

ଏଣିକି ମାସର ଶେଷ ଦିନରେ ଦରମା

ଭୁବନେଶ୍ୱର,୨୫-୯(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଏଣିକି ମାସର ଶେଷ କାର୍ଯ୍ୟ ଦିବସରେ କର୍ମଚାରୀଙ୍କୁ ଦରମା ମିଳିବ। ଏ ସମ୍ପର୍କିତ ଏକ ବିଜ୍ଞପ୍ତି ମଙ୍ଗଳବାର ଅର୍ଥ ବିଭାଗ ପକ୍ଷରୁ ଜାରି କରାଯାଇଛି। ପୂର୍ବରୁ ପରବର୍ତ୍ତୀ ମାସର ପ୍ରଥମ ଦିନରେ ଦରମା…

୭୦୦କୋଟିର କାର୍ଯ୍ୟ ଯୋଜନା ଅନୁମୋଦିତ

ଭୁବନେଶ୍ୱର,୨୫-୯(ବ୍ୟୁରୋ)ରାଜ୍ୟରେ ଚିହ୍ନଟ କରାଯାଇଥିବା ୯ଟି ରୁର୍ବାନ ଅଞ୍ଚଳ ପାଇଁ ସରକାର ୭୦୦ କୋଟି ଟଙ୍କାର କାର୍ଯ୍ୟ ଯୋଜନାକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କ୍ଷମତାସମ୍ପନ୍ନ କମିଟି ବୈଠକରେ ଏହି ଅନୁମୋଦନ ମିଳିଛି। ଲୋକସେବା…

‘ଡିସେମ୍ବର ୬ରୁ ରାମମନ୍ଦିର ନିର୍ମାଣ’

ଏଟା,୨୫ା୯(ଆଇଏଏନ୍‌ଏସ୍‌): ଅଯୋଧ୍ୟାରେ ଆସନ୍ତା ଡିସେମ୍ବର ୬ ତାରିଖରୁ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ ବୋଲି ମଙ୍ଗଳବାର ଭାଜପା ଏମ୍‌ପି ସାକ୍ଷୀ ମହାରାଜ କହିଛନ୍ତି। ଉତ୍ତରପ୍ରଦେଶର ଉନ୍ନାଓ ଆସନର ଭାଜପା ଏମ୍‌ପି ସାକ୍ଷୀ କହିଛନ୍ତି, ରାମମନ୍ଦିର ସମ୍ପର୍କିତ ମାମଲାର ଶୁଣାଣି ପ୍ରାୟ ଶେଷ…

ଚିନ୍ମୟାନନ୍ଦଙ୍କ ଜାମିନ ଆବେଦନ ଖାରଜ

ଶାହଜାହାନପୁର,୨୫ା୯(ପି.ଟି.): ଜଣେ ଆଇନ ଛାତ୍ରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଥିବା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ଜାମିନ ଆବେଦନକୁ ଉତ୍ତରପ୍ରଦେଶର ଶାହଜାହାନପୁର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଖାରଜ କରିଦେଇଛନ୍ତି। ସେସନ୍ସ କୋର୍ଟରେ ଏନେଇ ଆବେଦନ କରିବାକୁ କୋର୍ଟ ପରାମର୍ଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?