Home Left

ଇଂଲଣ୍ଡ-ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ, ୨୯।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ। ଦୀର୍ଘ ଦେଢ଼ା ମାସଧରି ଏବେ ଦେଖିବାକୁ ମିଳିବ ବ୍ୟାଟ୍‌, ବଲ୍‌ର…

ଭାରତୀୟ ମହିଳା ହକି ଦଳରେ ୩ ଓଡ଼ିଆ

ନୂଆଦିଲ୍ଲୀ,୨୯।୫(ପିଟି): ଆସନ୍ତା ୧୫ ତାରିଖରୁ ଜାପାନର ହିରୋଶିମାଠାରେ ଏଫ୍‌ଆଇଏଚ୍‌ ମହିଳା ସିରିଜ୍‌ ଫାଇନାଲ୍ସ ହକି ଟୁର୍ନାମେଣ୍ଟ ଖେଳାଯିବ। ଏଥିଲାଗି ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ବୁଧବାର ରାଣୀ ରାମ୍‌ପାଲଙ୍କ ନେତୃତ୍ୱରେ ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ରାଣୀଙ୍କୁ ଗୋଲକିପର…

ବାତ୍ୟା ପ୍ରଭାବିତଙ୍କୁ ଟୟୋଟା କର୍ମଚାରୀଙ୍କ ପକ୍ଷରୁ ସହାୟତା

ଭୁବନେଶ୍ୱର,୨୯।୫: ଟୟୋଟା କିର୍ଲୋସ୍କାର ମୋଟର୍ସ ପକ୍ଷରୁ ଫନୀ ପ୍ରଭାବିତ ଲୋକଙ୍କ ଲାଗି ରିଲିଫ ପ୍ରଦାନ କରାଯାଇଛି। ପ୍ରଭାବିତ ୮୦୦ ପରିବାରକୁ ଖାଦ୍ୟ ସାମଗ୍ରୀ ଏବଂ ୧୫୦ ସୋଲାର ଲ୍ୟାମ୍ପ ପ୍ରଦାନ କରାଯାଇଛି। ଏହା ଦ୍ୱାରା ମୋଟ ୩୨ ହଜାର ଲୋକଙ୍କ ନିକଟରେ…

ବିଓଆଇ ଅଫିସର୍ସ ଆସୋସିଏଶନ ପକ୍ଷରୁ ରିଲିଫ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୯।୫: ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ ପକ୍ଷରୁ ବାତ୍ୟା ପ୍ରଭାବିତ ଲୋକଙ୍କ ଲାଗି ରିଲିଫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଷତିଗ୍ରସ୍ତଙ୍କୁ ତାର୍ପୋଲିନ, ମଶାରୀ, ସୋଲାର ଲାଇଟ, ଖାଦ୍ୟ ପ୍ୟାକେଟ ଏବଂ ପାନୀୟ ଜଳ ବଣ୍ଟନ କରାଯାଇଥିଲା। ଆଳସାରଙ୍ଗ, ନିମସାହି, ଚାଷଖଣ୍ଡ,…

ଏସ୍‌ବିିଏସ୍‌ ବାୟୋଟେକ- ପିଏମ୍‌ ନରେନ୍ଦ୍ର ମୋଦି ଫିଲ୍ମ ଚୁକ୍ତି

ଭୁବନେଶ୍ୱର,୨୯।୫: ପିଏମ୍‌ ନରେନ୍ଦ୍ର ମୋଦି ଫିଲ୍ମର ପ୍ରମୋଶନ ଲାଗି ଡଃ ଅର୍ଥୋ ଆୟୁର୍ବେଦିକ ଅଏଲ ଉକ୍ତ ସିନେମା ନିର୍ମାଣକାରୀ ସଂସ୍ଥା ସହ ଚୁକ୍ତିରେ ସାମିଲ ହୋଇଛି। ଡଃ ଅର୍ଥୋ ଅଏଲ ଏସ୍‌ବିଏସ୍‌ ବାୟୋଟେକ୍‌ କମ୍ପାନୀର ପ୍ରମୁଖ ଲୋକପ୍ରିୟ ପ୍ରଡକ୍ଟ । ସିନେମାର…

ଓ୍ବାର୍ଲଡ କପ୍‌ ଅଫରରେ ଗିଫ୍ଟ ପାଇଲେ ଏଲ୍‌ଜି ଗ୍ରାହକ

ଭୁବନେଶ୍ୱର,୨୯।୫: ପ୍ରମୁଖ କମ୍ପାନୀ ଏଲ୍‌ଜି ପକ୍ଷରୁ ଏହାର ‘ଓ୍ବାର୍ଲଡ କପ୍‌ ଅଫର’ ଅନ୍ତର୍ଗତ ଓ୍ବିନ ଇଭ୍ରି ଆଓ୍ବାର ଉଇଥ ଏଲ୍‌ଜି ଅଫର ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଏଲ୍‌ଇଡି କ୍ରୟ ଉପରେ ସାରା ଦେଶରେ ପ୍ରତି ଘଣ୍ଟା ଏବଂ ସାପ୍ତାହିକ ଲକି…

ଓଡ଼ିଶା ବଜାରରେ ନୂଆ ରିୟଲମି ୩ ପ୍ରୋ

ଭୁବନେଶ୍ୱର,୨୯-୫(ବ୍ୟୁରୋ): ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ରିୟଲମି ପକ୍ଷରୁ ନୂଆ ‘ରିୟଲମି ୩ ପ୍ରୋ’ ମଡେଲ ଓଡ଼ିଶା ବଜାରରେ ପ୍ରବେଶ କରିଛି। ଏହା କମ୍ପାନୀର ଅଧିକୃତ ଷ୍ଟୋର ସମେତ ରିଟେଲ ଷ୍ଟୋରଗୁଡିକରେ ଉପଲବ୍ଧ ହେବ। ସ୍ଥାନୀୟ ଡମଣାଛକସ୍ଥିତ ମିରାକିଲ ମୋବାଇଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

କାଳ ବୈଶାଖୀରେ ଭାଙ୍ଗିଲା ଘର

ଚମ୍ପୁଆ,୨୯ା୫(ଡି.ଏନ.ଏ.): କାଳ ବୈଶାଖୀ ତାଣ୍ଡବ ଯୋଗୁଁ ବାସୁଦେବପୁର ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି। ବର୍ଷା ସହ ପ୍ରବଳ ବେଗରେ ପବନ ହେବାରୁ ଗ୍ରାମର ତ୍ରିବନ ମୁଣ୍ଡା, ଗୀତା ତିହୁ, ଦାଶରଥି କାରୁଆଙ୍କର ଘର ଭାଙ୍ଗି ଯାଇଛି। ଏପରିକି ବଡ ବଡ…

ଦୁର୍ଘଟଣାରେ ନାବାଳକଙ୍କ ଜୀବନ ଗଲା

ବାସୁଦେବପୁର, ୨୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା-ବାସୁଦେବପୁର ରାସ୍ତାର କଇଥଖୋଲା ନିକଟ ସିଙ୍ଗାପୁର ଛକଠାରେ ବୁଧବାର ମଧ୍ୟାହ୍ନରେ ଏକ ବାଇକ୍‌ ଧକ୍କାରେ ଅଶୋକ କୁମାର କର ନାମକ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତ ଅଶୋକ ହେଲେ କନକପ୍ରସାଦ ଗ୍ରାମର ଝାଡ଼େଶ୍ୱର କରଙ୍କ…

ଦାରିଙ୍ଗବାଡିରେ ୪୯ ମି.ମି. ବର୍ଷା: ୩୫କୁ ଖସିଲା ପାରଦ

ଦାରିଙ୍ଗବାଡି,୨୯।୫(ଡି.ଏନ୍‌.ଏ.)- ଦାରିଙ୍ଗବାଡ ବ୍ଲକ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ କାଳବୈଶାଖୀ ପ୍ରଭାବରେ ପବନ ସହ ବର୍ଷା ହୋଇଛି। ୪୯ ମି.ମି. ବର୍ଷା ହୋଇଥିବା ବ୍ଲକ ପ୍ରଶାସନ ସୂତ୍ରରୁ ଜଣାପଡିଛି। ବର୍ଷା ଯୋଗୁ ଗରମରୁ ଆଶ୍ୱସ୍ଥ ମିଳିଥିବାବେଳେ ପାରଦ ୩୫ ଡିଗ୍ରୀକୁ ଖସିଆସିଛି।…

ଦାରିଙ୍ଗବାଡିରେ ୧୫ ସିଆରସିସି ନିଯୁକ୍ତି

ଦାରିଙ୍ଗବାଡି,୨୯।୫(ଡି.ଏନ.ଏ)- ଦାରିଙ୍ଗବାଡି ବ୍ଲକର ୨୫ ପଞ୍ଚାୟତ ଅଞ୍ଚଳରେ ୧୫ ସିଆରସିସି ପଦବୀ ଦୀର୍ଘଦିନ ହେଲା ଖାଲି ପଡିଥିଲା। ଚଳିତବର୍ଷ ଶିକ୍ଷାବର୍ଷ ଆରମ୍ଭରୁ ଏହା ପୂରଣ କରାଯାଇ ୧୫ ଜଣ ସିଆରସିସିଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ଦାରିଙ୍ଗବାଡି ବିଆର୍‌ସିସି ତଥା ଅତିରିକ୍ତ ଗୋଷ୍ଠୀ…

ମୋଦି ଅତିଥିଙ୍କ ପାଇଁ ‘ଶାହୀ ଦାଓ୍ବତ’

ନୂଆଦିଲ୍ଲୀ,୨୯।୫: ନରେନ୍ଦ୍ର ମୋଦି ଔପଚାରିକତା ଭାବେ ଦ୍ୱିତୀୟ ଥର ପାଇଁ ଗୁରୁବାର ପ୍ରଧାନମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିବେ। ମୋଦିଙ୍କ ଶପଥ ଗ୍ରହଣ ସମାରୋହ ଲାଗି ନୂଆଦିଲ୍ଲୀର ରାଇସିନା ହିଲ ସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ବ୍ୟାପକ ଆୟୋଜନ ଓ ପ୍ରସ୍ତୁତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri