Home Left

ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି: ବିଷ୍ଣୁ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିବାଦୀୟ ମନ୍ତବ୍ୟ। ମଙ୍ଗଳବାର ଭାଜପା ସହ ବୁଝାମଣା ପାଇଁ ସମସ୍ତେ ଆଗ୍ରହୀ କି ପ୍ରଶ୍ନରେ ବିଷ୍ଣୁ କହିଛନ୍ତି, ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି। ମମତା ବାନାର୍ଜୀଙ୍କୁ…

ବିଗ୍‌ ବି ପାଇବେ ଦାଦା ସାହେବ୍‌ ଫାଲ୍‌କେ ପୁରସ୍କାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନ ପାଇବେ ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ଦାଦା ସାହେବ ଫାଲ୍‌କେ ପୁରସ୍କାର। ସିନେମା ଜଗତକୁ ଜୀବନ ବ୍ୟାପି ଅବଦାନ ଲାଗି ତାଙ୍କୁ ଏହି ପୁରସ୍କାର ମିଳିବ। କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ…

କଂଗ୍ରେସକୁ ଝଟକା: ତ୍ରିପୁରା କଂଗ୍ରେସ ଅଧ୍ୟକ୍ଷ ଦେଲେ ଇସ୍ତଫା

ଅଗରତାଲା,୨୪।୯: କଂଗ୍ରେସକୁ ତ୍ରିପୁରାରେ ଏକ ଶକ୍ତ ଝଟକା ଲାଗିଛି। ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପ୍ରଦ୍ୟୋତ ଦେବ ବର୍ମନ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଟୁଇଟର ଜରିଆରେ ବର୍ମନ ନିଜ ଇସ୍ତଫା ଘୋଷଣା କରିଛନ୍ତି। ଏଥିସହ ଦଳ ଭ୍ରଷ୍ଟାଚାରୀଙ୍କୁ ଉଚ୍ଚ ପଦରେ…

କାଶ ସମସ୍ୟା ଦୂର କରେ ଡାର୍କ ଚକୋଲେଟ୍‌

କାଶ ଏକ ସାଧାରଣ ସମସ୍ୟା। ଅନେକ ସମୟରେ କାଶ ସମସ୍ୟା ଏଭଳି ବଢ଼ିଯାଏ ଯେ, ନିଃଶ୍ୱାସ ନେବାରେ ମଧ୍ୟ କଷ୍ଟ ଅନୁଭୂତ ହୁଏ। ଏଥିପାଇଁ କେହି କେହି ଘରୋଇ ଉପଚାର ନଚେତ୍‌ ଡାକ୍ତରୀ ପରାମର୍ଶ ଦ୍ୱାରା ଔଷଧ ସେବନ କରିଥାନ୍ତି। କିନ୍ତୁ…

ଯେଉଁଠି ବର କନ୍ୟାଙ୍କ ଗୋଡ଼ ଛୁଇଁ କରନ୍ତି ତ୍ରିବାର ସତ୍ୟ…

ବିବାହକୁ ନେଇ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ରୀତିନୀତି ରହିଆସିଛି। ବେଳେବେଳେ ଯାହାକୁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଇଣ୍ଡୋନେସିଆ ଦାନି ଜନଜାତି ସମ୍ପ୍ରଦାୟରେ ବିବାହ ସମୟରେ କନ୍ୟା ପାଦ ଆଙ୍ଗୁଳିର ନଖ ଛୁଇଁ ବରକୁ ତ୍ରିବାର ସତ୍ୟ କରିବାକୁ ହୁଏ। ବିବାହପରେ…

ଶରୀର ପାଇଁ କ୍ଷତିକାରକ ଥର୍ମୋକୋଲ ଓ ପ୍ଲାଷ୍ଟିକ କପ୍‌

କିଛିବର୍ଷ ପୂର୍ବରୁ ଲୋକମାନେ ମାଟି ବା କାଚ ପାତ୍ରରେ ଚା’ ପିଉଥିଲେ। ହେଲେ ଆଧୁନିକ ଯୁଗରେ ମାଟି ବା କାଚ ପାତ୍ରର ସ୍ଥାନ ନେଇଛି ଥର୍ମୋକୋଲ ଓ ପ୍ଲାଷ୍ଟିକ କପ୍‌। ଏହା ଆଖିକୁ ସୁନ୍ଦର ଦେଖାଯିବା ସହ ବ୍ୟବହାରରେ ସହଜ ହେଉଥିବାରୁ…

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ଟ୍ରେଡ୍‌ ୟୁନିୟନ୍‌ର ବିରୋଧ: କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ କୋଇଲା ପରିବହନ ବାଧାପ୍ରାପ୍ତ

ଲଖନପୁର, ୨୪।୯(ଡି.ଏନ.ଏ.)- କେନ୍ଦ୍ର ସରକାର କୋଲ୍‌ ଇଣ୍ଡିଆରେ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରିବାପାଇଁ କ୍ୟାବିନେଟରେ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଏଆଇଟିୟୁସି, ଆଇଏନ୍‌ଟିୟୁସି, ସିଆଇଟିୟୁ, ଏଚ୍‌ଏମ୍‌ଏସ୍‌ ଆଦି ଟ୍ରେଡ ୟୁନିୟନ୍‌ମାନେ ବିରୋଧ କରିଛନ୍ତି। ଏହି ସବୁ ଯୁନିଅନଗୁଡ଼ିକର ନେତୃବୃନ୍ଦ ଓ କର୍ମଚାରୀମାନେ…

ନାବାଳିକା ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର ଅଫିସ,୨୪।୯: ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌- ୨ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ଜଗଦୀଶ ପ୍ରସାଦ ମହାନ୍ତି ଏକ ବଳାତ୍କାର ମାମଲାର ମଙ୍ଗଳବାର ଶୁଣାଣି କରିଛନ୍ତି। ପ୍ରମାଣ ଅଭାବରୁ ଅଭିଯୁକ୍ତ ବାବୁ ରାଉଳଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ପ୍ରକାଶ…

ଗୋଟିଏ ଦିନ ଘୁଞ୍ଚିଲା ବିସିସିଆଇ ନିର୍ବାଚନ: ବିନୋଦ

ନୂଆଦିଲ୍ଳୀ,୨୪।୯(ପି.ଟି.)- ବହୁ ପ୍ରତିକ୍ଷୀତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ବାଚନ ତାରିଖରେ ଗୋଟିଏ ଦିନ ଅଦଳବଦଳ ହୋଇଛି। ପୂର୍ବରୁ ଏହି ନିର୍ବାଚନ ଅକ୍ଟୋବର ୨୨ ତାରିଖରେ ହେବାର ଥିଲା। ତେବେ ବର୍ତ୍ତମାନ ଏହାକୁ ୨୩ ତାରିଖରେ ଆୟୋଜନ କରାଯିବ ବୋଳି…

ନୀତୀଶ କୁମାରଙ୍କ ଗାଡି ଉପରକୁ କାଳିମାଡ

ପାଟନା,୨୪।୯: ବିହାର ମୁଜଫରନଗରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଗାଡି ଉପରକୁ ମଙ୍ଗଳବାର ଗରିବ ଜନକ୍ରାନ୍ତି ଦଳର କର୍ମକର୍ତ୍ତମାନେ କାଳି ମାଡ କରିବା ସହ କଳା ପତାକା ପ୍ରଦର୍ଶନ କରିଛନ୍ତି। ଏଥିସହ କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ କରିବା ସହ ନାରା ଲଗାଇଥିଲେ। ସୂଚନାଯୋଗ୍ୟ,…

ମାଡିଆସୁଛି ବାତ୍ୟା ‘ହିକ୍କା’: ଏହିସବୁ ଜାଗାରେ ରଚିବ ତାଣ୍ଡବ

ନୂଆଦିଲ୍ଲୀ,୨୪।୯: ଆରବ ସାଗର ଉପରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇ ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା ‘ହିକ୍କା’ରେ ପରିଣତ ହୋଇଛି। ଫଳରେ ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ଓମାନ ଉପକୂଳରେ ଲ୍ୟାଣ୍ଡଫଲ କରିବ। ଏହାଦ୍ୱାରା ଓମାନ…

ଆଜମଙ୍କ ଘର ଗେଟ୍‌ରେ ଲାଗିଛି ୮୦ରୁ ଊର୍ଦ୍ଧ୍ୱ ମାମଲାର ନୋଟିସ

ରାମପୁର,୨୪।୯: ଉତ୍ତରପ୍ରଦେଶ ରାମପୁରସ୍ଥିତ ସମାଜବାଦୀ ପାର୍ଟି(ଏସ୍‌ପି)ର ଏମ୍‌ପି ଆଜମ ଖାନଙ୍କ ବାସଭବନର ମୁଖ୍ୟ ଗେଟ ସମ୍ମୁଖରେ ୮୦ରୁ ଊର୍ଦ୍ଧ୍ୱ ମାମଲାରେ କୋର୍ଟଙ୍କ ନୋଟିସ ଲାଗିଥିବା ଦେଖିବାକୁ ମିଳିଛି। ଏହି ନୋଟିସ ଏତେ ମାତ୍ରାରେ ଲାଗିଛି ଯେ ତାଙ୍କ କବାଟ ସମ୍ପୂର୍ଣ୍ଣ ଘୋଡେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?