ଚିନ୍ତାରେ ପକାଉଛି ଭୋଟ ବିଭାଜନ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟର ୨୧ ଲୋକ ସଭା ଏବଂ ୧୪୬ ବିଧାନସଭା ଆସନର ଫଳାଫଳ ଆସିସାରିଛି। ଭାଜପା ଚଳିତ ନିର୍ବାଚନରେ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିବାରେ ସକ୍ଷମ ହୋଇଛି। ୨୩ ବିଧାନସଭା ଓ ୮ ଲୋକ ସଭା ଆସନରେ…
ଗେହଲଟଙ୍କ ମୁଣ୍ଡରେ ସବୁ ଦୋଷ
ନୂଆଦିଲ୍ଲୀ/ଜୟପୁର,୨୯ା୫: ୫ ମାସ ତଳେ ଯେଉଁ ୩ ହିନ୍ଦୀଭାଷୀ ରାଜ୍ୟରେ ଭାଜପାଠାରୁ କଂଗ୍ରେସ କ୍ଷମତା ଛଡ଼ାଇନେଇଥିଲା ତନ୍ମଧ୍ୟୁ ରାଜସ୍ଥାନ ଅନ୍ୟତମ। ୨୦୦ ଆସନ ବିଶିଷ୍ଟ ରାଜସ୍ଥାନ ବିଧାନସଭାର ୧୦୦ ଆସନ ଦଖଲ କରି ୬ ବିଏସ୍ପି ଓ ୧୨ ସ୍ବାଧୀନ ବିଧାୟକଙ୍କ…
କମଲନାଥଙ୍କୁ ଦଳବଦଳ ଭୟ
ଭୋପାଳ,୨୯ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସର ପରାଜୟ କେବଳ କେନ୍ଦ୍ରୀୟ ନେତୃତ୍ୱ ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି କରିନାହିଁ, ବରଂ ଏହାର ପ୍ରଭାବ ରାଜ୍ୟ ସ୍ତରରେ ମଧ୍ୟ ଦେଖିବାକୁ ମିଳିଛି। ୫ ମାସ ତଳେ ଭାଜପାଠାରୁ କ୍ଷମତା ଛଡ଼ାଇନେଇ ମଧ୍ୟପ୍ରଦେଶରେ ସରକାର ଗଠନ…
ଜୁନ୍ ପହିଲାରୁ କେରଳରେ ଲାଗୁହେବ ପ୍ରାକୃତିକ ବିପର୍ଯ୍ୟୟ ସେସ୍
ନୂଆଦିଲ୍ଲୀ,୨୯-୫: କେରଳ ସରକାର ଜୁନ୍ ପହିଲାରୁ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ସେସ୍ ଆଦାୟ କରିବେ। ଜିଏସ୍ଟି ଉପରେ ୧ ପ୍ରତିଶତ ସେସ୍ ଲାଗୁ କରାଯିବ। ଗତ ବର୍ଷ କେରଳରେ ଦେଖାଦେଇଥିବା ଭୟଙ୍କର ବନ୍ୟାରେ କ୍ଷତିଗ୍ରସ୍ତଙ୍କୁ ଆର୍ଥିକ ସହାୟତା ପ୍ରଦାନ ନିମିତ୍ତ ଜିଏସ୍ଟି…
କଳାଧନ ନେଇ ଏଚ୍ଏସ୍ବିସି ତାଲିକା;ଏନ୍ଆର୍ଆଇ ମାନ୍ୟତାକୁ ଢ଼ାଲ କରୁଛନ୍ତି ଭାରତୀୟ
ନୂଆଦିଲ୍ଲୀ,୨୯-୫: ଏଚ୍ଏସ୍ବିସିସ ତାଲିକାରେ ସାମିଲ ହୋଇଥିବା ଧନୀ ଭାରତୀୟ ଜରିମାନା ଏବଂ ସମ୍ଭବତଃ ମକଦ୍ଦମାରୁ ନିଜକୁ ରକ୍ଷା କରିବା ଲାଗି ଏବେ ନିଜର ଏନ୍ଆର୍ଆଇ ମାନ୍ୟତା(ପ୍ରବାସୀ ଭାରତୀୟ)କୁ ଢ଼ାଲ କରିବା ଆରମ୍ଭ କରିଛନ୍ତି। ଏଚ୍ଏସ୍ବିସିରେ ଆକାଉଣ୍ଟ ଖୋଲିବା ବେଳେ ସେମାନେ ଏନ୍ଆର୍ଆଇ…
ମୋଦି ୨.୦ର ପ୍ରସ୍ତୁତି; ଉଜ୍ଜ୍ୱଳାରେ ୫ କେଜିର ସିଲିଣ୍ଡର ହେବ ବାଧ୍ୟତାମୂଳକ
ନୂଆଦିଲ୍ଲୀ,୨୯-୫: ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଯୋଗୁ ଗ୍ରାମାଞ୍ଚଳର ମହିଳାମାନଙ୍କ ଭୋଟ୍ ହାତେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍ଡିଏ ସରକାର ଦ୍ୱିତୀୟ କାର୍ଯ୍ୟକାଳରେ ଆଉ ଏକ ଧମାକା କରିବାକୁ ଯାଉଛି। ଆଗାମୀ ଦିନରେ ଗରିବ ମହିଳାଙ୍କୁ ୫ କେଜିର ସିଲିଣ୍ଡର ନେବାକୁ…
ବଡନଦୀ ହିଡରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଆସିକା,୨୮।୫(ଡି.ଏନ୍.ଏ.)- ଆସିକା ସହର ଉପକଣ୍ଠ ମୁକୁନ୍ଦପୁର-ଆଲିପୁର ବଡନଦୀ ହିଡ ରାସ୍ତା କଡରୁ ମଙ୍ଗଳବାର ସନ୍ଧ୍ୟାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ପୋଲସରା ନିକଟସ୍ଥ ରାଣୀପଡା ଗ୍ରାମର ସଞ୍ଜୟ ବେହେରା (୪୫)। ସେ ପରିବାର ସହ ୧୦ବର୍ଷ ହେଲା…
ବାଚସ୍ପତି ହେବେ ସୂର୍ଯ୍ୟ ପାତ୍ର, ପ୍ରମିଳା ହେବେ ଶାସକ ଦଳର ମୁଖ୍ୟ ସଚେତକ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଡ଼ିଶାର ବରିଷ୍ଠ ବିଜେଡି ନେତା ତଥା ବହୁବାର ବିଧାୟକ ହୋଇଥିବା ସୂର୍ଯ୍ୟ ପାତ୍ର ପରବର୍ତ୍ତୀ ବିଧାନସଭାର ବାଚସ୍ପତି ହୋଇପାରନ୍ତି। ତାଙ୍କୁ ବାଚସ୍ପତି କରିବା ନେଇ ଦଳ ମଧ୍ୟରେ ସହମତି ହୋଇଛି। ଏଥିସହ ନବୀନ ନିବାସରୁ ତାଙ୍କୁ ଫୋନ୍ କଲ୍ ଯାଇଥିବା…
କେନ୍ଦୁଝରରେ ଝଡପବନ ସହ କୁଆପଥର ବର୍ଷା, ଲୋକେ ଆଶ୍ୱସ୍ତ
କେନ୍ଦୁଝର, ୨୮ା୫ (ସ୍ବ.ପ୍ର./ଡି.ଏନ.ଏ.)-ଗତ କିଛି ଦିନ ହେଲା କେନ୍ଦୁଝରର ପାରଦ ଆକାଶଛୁଆଁ ହେଉଥିବାରୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଏଭଳି ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ କୁଆପଥର ବର୍ଷା କେନ୍ଦୁଝର ବାସୀଙ୍କୁ କିଛିଟା ଆଶ୍ୱସ୍ତି କରିଛି। ଦିନବେଳା ତାପମାତ୍ରା ୪୦.୦ ଡିଗ୍ରୀ ସେଲସିୟସ…
ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ
ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପକ୍ଷେତ୍ର ନିର୍ଦ୍ଦେଶକ ଯଞ୍ଜଦତ୍ତ ପତି ଏହି ସୂଚନା…
‘ଧରିତ୍ରୀ’ ପ୍ରଭାବ: ଶୁଚିସ୍ମିତାଙ୍କୁ ମିଳିଲା ସରକାରୀ ସହାୟତା
ସିମୁଳିଆ, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଈଶ୍ୱରପୁର ପଞ୍ଚାୟତ ଅଧୀନ କଳାଶୁଣୀ ଅଞ୍ଚଳର ଊର୍ମିଳା ଓ ନରହରି ପଣ୍ଡାଙ୍କ ଦେଢ଼ବର୍ଷର ଶିଶୁକନ୍ୟା ଶୁୁଚିସ୍ମିତାଙ୍କୁ ସରକାରୀ ଓ ବେସରକାରୀ ସହାୟତା ମିଳିଛି। ଗତ ୩ମାସ ପୂର୍ବେ ତାଙ୍କ ପିଠିରେ ବାହାରିଥିବା ଟ୍ୟୁମର ଅସ୍ତ୍ରୋପଚାର…
୭ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ହେବ
ଭଞ୍ଜନଗର,୨୮।୫(ଡି.ଏନ.ଏ)- ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭଞ୍ଜନଗର ବେଲେଶ୍ୱେର ଶୈବପୀଠରେ ଆଜକୁ ୪ଦିନ ହେବ ୭ ମନ୍ଦିର ପ୍ରତିଷ୍ଠା ଉସତ୍ବ ଚାଲିଛି। ବୁଧବାର ଉଦ୍ଯାପିତ ହେବ। ବୁଧବାର ବିଡେକା ପକ୍ଷରୁ ମନ୍ଦିର ପରିସରରେ ଆମ୍ବୁଲାନ୍ସ ସେବା ଓ ଲେଜର ଶୋ ଆରମ୍ଭ ହେବ।…
Archives


