Home Left

ଗ୍ୟାସ୍‌ ନିଆଁରେ ପୋଡ଼ିହୋଇ ମହିଳା ମୃତ

ଭଟ୍‌ଲି, ୨୪।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଜନୈକା ମହିଳାଙ୍କର ମଙ୍ଗଳବାର ସକାଳେ ଗ୍ୟାସ୍‌ ନିଆଁରେ ପୋଡ଼ିହୋଇ ମୃତ୍ୟୁ ଘଟିଛି। ସେ ହେଲେ ଡୋଳାବତୀ ଡନସନା(୫୭)। ପ୍ରକାଶ ଯେ, ଡୋଳାବତୀ ସବୁଦିନ ପରି ମଙ୍ଗଳବାର ସକାଳେ ରୋଷେଇ…

ମେଟାଲ ଜୁଏଲେରି

ଆଜିକାଲି ଅନେକ ଯୁବତୀଙ୍କ ପସନ୍ଦ ମେଟାଲ ଜୁଏଲେରି। ଏହା ଖୁବ୍‌ କମ୍‌ ଦାମ୍‌ରେ ମାର୍କେଟରେ ମିଳିବା ସହ ଆକର୍ଷଣୀୟ ବି ହୋଇଥାଏ। ବ୍ଲାକ୍‌ ମେଟାଲ ଏବଂ ସିଲ୍‌ଭର ମେଟାଲର ବି ଭେରାଇଟି ବାଛିପାରିବେ। ଏଥିମଧ୍ୟରେ ରହିଛି ଆର୍ମଲେଟ୍‌, ରିଷ୍ଟ୍‌ଲେଟ୍‌, ପାୟଲ ଇତ୍ୟାଦି।…

ଦିବ୍ୟାଙ୍ଗଙ୍କ ଭିଡିଓ ଶେୟାର୍‌ କରି କାନ୍ଦିପକାଇଲେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୨୪।୯: ଭାରତର ପ୍ରସିଦ୍ଧ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ସୋସିଆଲ୍‌ ମିଡିଆରେ ବେଶ୍‌ ସକ୍ରିୟ ଥା’ନ୍ତି। ଅନେକଥର ବିଭିନ୍ନ ସାମାଜିକ ଘଟଣାକୁ ନେଇ ସେ ଫଟୋ କିମ୍ବା ଭିଡିଓ ନିଜ ଟୁଇଟର ଶେୟାର କରୁଥିବା ଦେଖାଯାଏ। ନିକଟରେ ସେ ଏକ ଦିବ୍ୟାଙ୍ଗଙ୍କ ଭିଡିଓ…

ସୁନ୍ଦରତା ବଢ଼ାଏ ଜାଇଫଳ

କବଳ ଖାଦ୍ୟରେ ନୁହେଁ ବରଂ ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଜାଇଫଳଔଷଧ ଭଳି କାମ କରିଥାଏ। ଏଥିରେ ଥିବା ମ୍ୟାଗ୍ନେସିୟମ୍‌, ମାଙ୍ଗାନିଜ୍‌ ଭଳି ପୋଷକ ତତ୍ତ୍ୱ ତ୍ୱଚା ପାଇଁ ଲାଭଦାୟକ ହୋଇଥାଏ… ପିଗ୍‌ମେଣ୍ଟେଶନ କମ୍‌ କରିଥାଏ – ତ୍ୱଚାର ପିଗ୍‌ମେଣ୍ଟେଶନ ଏବଂ…

ସାଢ଼େ ୮ ଲକ୍ଷ ଟଙ୍କାର ପିଆଜ ଚୋରି

ପାଟନା,୨୪।୯: ଦିନକୁ ଦିନ ପିଆଜ ଦାମ ଆକାଶ ଛୁଆଁ ହେବାରେ ଲାଗିଛି। ଏବେ ଏହା ବଜାରରେ କିଲୋ ପିଛା ୮୦ ଟଙ୍କାରେ ପହଞ୍ଚିଛି। ପିଆଜ କାରବାରରେ ଲାଭ ହେଉଥିବା ଦେଖି ଚୋର ବିହାର ପାଟନାରେ ଏକ ଗୋଦାମରୁ ୩୨୮ ବସ୍ତା ପିଆଜ…

ଏଡିଏଚ୍‌ଡି

”ଆଟେନଶନ ଡିଫିସିଟ୍‌ ହାଇପରଆକ୍ଟିଭିଟି ଡିଜଅର୍ଡର (ଏଡିଏଚ୍‌ଡି) ଶିଶୁମାନଙ୍କର ଏକପ୍ରକାର ଜୀବନବ୍ୟାପୀ ବିକାଶାତ୍ମକ ଅସାମର୍ଥ୍ୟ ବ୍ୟାଧି। ପାଖାପାଖି ୩୬ ମାସ ପୂର୍ବରୁ ଏହାର ଲକ୍ଷଣ ଆରମ୍ଭ ହୋଇଥାଏ। କିନ୍ତୁ ଏକ ଶିଶୁର ୪ ବର୍ଷ ବୟସରେ ପ୍ରାୟତଃ ଏହାର ଲକ୍ଷଣ ସବୁ ଦେଖିବାକୁ…

ସାରସ୍ବତ ସାଧିକା ସଂଯୁକ୍ତା

ପେସା ଶିକ୍ଷକତା, ହେଲେ ଲେଖାଲେଖି ସତେ ଯେମିତି ତାଙ୍କ ପାଇଁ ନିଶା ପାଲଟିଯାଇଛି। ସେ ହେଲେ ସଂଯୁକ୍ତା ମହାପାତ୍ର। ଯାଜପୁର ଜିଲା ବଡ଼ ତ୍ରିଲୋଚନପୁର ଗ୍ରାମରେ ତାଙ୍କର ଜନ୍ମ। ଶଙ୍ଖଚିଲାସ୍ଥିତ ହିଙ୍ଗୁଳା ଉଚ୍ଚ ବିଦ୍ୟାଳୟରେ ଶିକ୍ଷାଦାନରେ ନିଜକୁ ନିୟୋଜିତ ରଖିଛନ୍ତି ସେ।…

କୋଇଲା ଉଦ୍ୟୋଗରୁ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବି: ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨୪।୯(ନି.ପ୍ର.): ଅନୁଗୋଳ ଜିଲା ବିଏମ୍‌ସି, ଆଇଏନ୍‌ଟିୟୁସି, ଏଆଇଟିୟୁସି ଶ୍ରମିକ ସଂଗଠନ ପକ୍ଷରୁ କୋଇଲା ଉଦ୍ୟୋଗରୁ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ମଙ୍ଗଳବାର ଖଣି ବନ୍ଦ ଆନ୍ଦୋଳନ କରାଯାଇଛି। ଫଳରେ ତାଳଚେର କୋଲ୍‌ ଫିଲ୍ଡସ୍‌ରେ ଥିବା ୯ଟି କୋଇଲା…

ସାପ କାମୁଡ଼ାରେ ମା’, ପୁଅ ମୃତ

କ.ନୂଆଗାଁ, ୨୪।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର କଞ୍ଜାମେଣ୍ଡି ପଞ୍ଚାୟତ ଡପର ଗାଁରେ ସାପ କାମୁଡ଼ାରେ ମଙ୍ଗଳବାର ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ୩ୟ ଶ୍ରେଣୀରେ ପଢ଼ୁଥିବା ପୁଅ ଆଦିତ୍ୟ ପ୍ରଧାନ ଓ ମା’ଅଙ୍ଗନଓ୍ବାଡି କର୍ମୀ ରାଜଲକ୍ଷ୍ମୀ…

ପଦାକୁ ଆସୁଛି ବ୍ରାଉନ୍‌ସୁଗାର ଡିଲରଙ୍କ କଳାସମ୍ପତ୍ତି: ରାଜାଙ୍କ ବିଳାସପୂର୍ଣ୍ଣ ଫ୍ଲାଟ୍‌ ସିଲ

ଭୁବନେଶ୍ୱର/ ବାଲେଶ୍ୱର ଅଫିସ, ୨୪।୯(ବ୍ୟୁରୋ): ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟର କିଙ୍ଗ୍‌ପିନ୍‌ ସେକ୍‌ ରାଜାଙ୍କ କଳାସାମ୍ରାଜ୍ୟର ଗୁମର ଧୀରେ ଧୀରେ ଖୋଲିବାରେ ଲାଗିଛି। ବ୍ରାଉନସୁଗାରରୁ କିପରି ବିପୁଳ ସମ୍ପତ୍ତିର ମାଲିକ ହେଲେ ତାହାକୁ ନେଇ ଖୋଳତାଡ଼ ଜାରି…

ଅଜଣା ଲୋକଙ୍କ ସହିତ ପ୍ରତିଦିନ କରନ୍ତି ବନ୍ଧୁତା: ୪ ବର୍ଷରେ ୨୮ଶହ ବନ୍ଧୁ

ଫିଲାଡ଼େଲଫିଆ,୨୪।୯: ଆମେରିକା ଫିଲାଡ଼େଲଫିଆରେ ଜଣେ ଯୁବକ ପ୍ରତିଦିନ ଅଜଣା ଲୋକଙ୍କୁ ଭେଟି ତାଙ୍କ ସହିତ ବନ୍ଧୁତା କରିଥାନ୍ତି। ସେ ହେଉଛନ୍ତି ୨୮ ବର୍ଷ ବୟସ୍କ ରୋବ୍‌ ଲୋଲେସ୍‌। ସେ ୨୦୧୫ଠାୁ ଏଭଳି କାର୍ଯ୍ୟ ଆରମ୍ଭ କରିଛନ୍ତି। ଗତ ୪ ବର୍ଷ ମଧ୍ୟରେ…

୨୦୯ ବର୍ଷ ପୁରୁଣା କବରସ୍ତାନରେ ହେବ ରେଳଷ୍ଟେଶନ: ବାହାର କରାଯିବ ୬ହଜାର ୫ଶହ ମଣିଷ କଙ୍କାଳ

ବର୍ମିଂହାମ୍‌,୨୪।୯: ବ୍ରିଟେନରେ ଏକ ୨୦୯ ବର୍ଷ ପୁରୁଣା କବରସ୍ତାନରେ ରେଳଷ୍ଟେଶନ କରାଯିବା ଳାଗି ଯୋଜନା ହୋଇଛି। ଏଠାରେ ଏଚଏସଟୁ ରେଳଷ୍ଟେଶନ ନିର୍ମାଣ କରାଯିବ। ଏଥିପାଇଁ ଏହି କବରସ୍ତାନରୁ ୬ ହଜାର ୫ ଶହ ମଣିଷ କଙ୍କାଳ ବାହାର କରାଯିବ ବୋଲି ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?