Home Left

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପାଟଣାଗଡ଼,୨୪।୯(ଡି.ଏନ୍‌.ଏ.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ପାତ୍ରଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପାଟଣାଗଡ଼ର ସ୍ଥାୟୀ ବାସିନ୍ଦା କିଶୋରଙ୍କ ନିଜ ଘର, ଭାଇଙ୍କ ଘର…

ଲାଞ୍ଚ ନେଇ ଆର୍‌ଆଇ ଗିରଫ

କଟକ ଅଫିସ/ନିଶ୍ଚିନ୍ତକୋଇଲି (ସ୍ବ.ପ୍ର.), ୨୪।୯: ଲାଞ୍ଚ ନେବାବେଳେ ନିଶ୍ଚିନ୍ତକୋଇଲି ତହସିଲ ଅଧୀନ ଜିଗ୍ନୀପୁର ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ଅଚ୍ୟୁତାନନ୍ଦ ସେଠୀ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। କଟକ ଭିଜିଲାନ୍ସ ସେଲ୍‌ ଶାଖା ଆର୍‌ଆଇ ସେଠୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା…

ବ୍ୟକ୍ତିଗତ ହାଜର ପାଇଁ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୨୪।୯: ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ବ୍ୟକ୍ତିଗତ ହାଜର ପାଇଁ ହାଇକୋର୍ଟ ସୋମବାର ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଅଦାଲତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ…

୬ ପ୍ରତିଭାଧାରୀ ପାଇଲେ ଧନେଶ୍ୱର ରଥ ସ୍ମୃତି ସମ୍ମାନ

କଟକ ଅଫିସ, ୨୪।୯: ପୂଜ୍ୟପୂଜା ପରମ୍ପରାର ଭୂମିକା ଏବେ ବି ବଞ୍ଚିଛି। ପୂଜ୍ୟଙ୍କୁ ପୂଜା କରିବା ଏକ ମହତ୍‌ କାର୍ଯ୍ୟ। ଯିଏ ଜ୍ୟେଷ୍ଠ, ବରିଷ୍ଠ ଓ ଶ୍ରେଷ୍ଠ ସିଏ ସମାଜରେ ପୂଜ୍ୟ। ଯିଏ ପୂଜ୍ୟଙ୍କୁ ସମ୍ମାନ କରିବା ଶିଖିନାହିଁ ସେ ଅନ୍ୟମାନଙ୍କ…

ଚପିଯାଉଛି ସିଏମ୍‌ସିର ଦୁର୍ନୀତି

କଟକ ଅଫିସ, ୨୪।୯: କଟକ ମହାନଗର ନିଗମ(ସିଏମ୍‌ସି)ରେ ବହୁ ଦୁର୍ନୀତି ଲୋକଲୋଚନକୁ ଆସିଛି। ସେନେଇ ତଦନ୍ତ ହେବା ସହ ମାମଲା ବି ରୁଜୁ ହୋଇଛି। ହେଲେ ଅନେକ ଦୁର୍ନୀତି ଘଟଣାର ତଦନ୍ତ ବାଟବଣା ହୋଇଥିବାବେଳେ କେତେକ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇପାରୁନାହିଁ। ସହରର…

କ୍ରିକେଟ ପାଇଁ ଐତିହାସିକ ଦିନ, ଆଜିର ଦିନରେ ହିଁ ଭାରତ ପାକିସ୍ତାନକୁ ଧୂଳି ଚଟାଇଥିଲା

ଭାରତୀୟ କ୍ରିକେଟ ପାଇଁ ଆଜି ଏକ ଐତିହାସିକ ଦିନ। ଆଜିର ଦିନରେ ହିଁ ଭାରତ ପାକିସ୍ତାକୁ ଧୂଳି ଚଟାଇଥିଲା। ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଆଜିକୁ ଠିକ୍‌ ୧୨ ବର୍ଷ ପୂର୍ବେ ଅର୍ଥାତ୍‌ ସେପ୍ଟେମ୍ବର ୨୪, ୨୦୦୭ରେ ପାକିସ୍ତାନକୁ…

ନୋବେଲ ପୁରସ୍କାର ନ ମିଳିବାରୁ ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

ନ୍ୟୁୟର୍କ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ନ ମିଳିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି। ଏଥିସହ ନୋବେଲ ଶାନ୍ତି ପୁରସ୍କାରର ଚୟନ ଉପରେ ମଧ୍ୟ ସେ ପ୍ରଶ୍ନ ଉଠାଇଛନ୍ତି। ଯଦି ନିରପେକ୍ଷ ଭାବରେ ବିଚାର କରାଯାଇ ଏହି…

ଛାତ୍ରୀଛାତ୍ରଙ୍କୁ ଜୀବନଗାଥା ଶୁଣାଇଲେ ଦିଲ୍ଲୀ ଶିଳ୍ପୀ

ପୁରୁଣା ଭୁବନେଶ୍ୱର,୨୪।୯(ଡି.ଏନ୍‌.ଏ): କଳାକୁ ଜୀବନ ଓ ଜୀବିକା କରି ଆଗକୁ ବଢିବା ପାଇଁ କେତେଜଣ ଶିଳ୍ପୀ ହିଁ ବ୍ରତ ବୋଲି ଭାବିଥାନ୍ତି। ସେହିପରି ଦିଲ୍ଲୀର ଶିଳ୍ପୀ ଶ୍ରବଣ ଚୌଧୁରୀ ସୋମବାର ଧଉଳି ଚାରୁକଳା ମହାବିଦ୍ୟାଳୟକୁ ଆସି ଛାତ୍ରୀଛାତ୍ର ଓ ଅଧ୍ୟାପିକା ଅଧ୍ୟାପକମାନଙ୍କ…

ନିର୍ମାଣାଧୀନ ହବିଷିଆଳି ଆଶ୍ରୟସ୍ଥଳ ବୁଲିଲେ ଜିଲାପାଳ

ପୁରୀ ଅଫିସ, ୨୪।୯: ଆସୁଛି ଧର୍ମ ମାସ କାର୍ତ୍ତିକ। ଆଉ ୨୦ଦିନ ପରେ ହବିଷ ବ୍ରତ ପାଳନ କରିବାକୁ ପୁରୀକୁ ଆସିବେ ହଜାର ହଜାର ହବିଷିଆଳି। ପ୍ରାୟ ମାସେ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ରହି ବ୍ରତ ପାଳିବେ। ତେବେ ବିଗତ କିଛିବର୍ଷ ହେବ…

ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକ

ଭୁବନେଶ୍ୱର,୨୪।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ଦୟନୀୟ ହୋଇପଡ଼ିଛି। ଅସଜଡ଼ା ଅର୍ଥନୀତି ଯୋଗୁ ଦେଶର ଜିଡିପି ଅଭିବୃଦ୍ଧି ୫%କୁ ଖସି ଆସିଛି। ଗୋଟିଏ ପଟେ ରୋଜଗାର କମିଥିବାବେଳେ ଅନ୍ୟପଟେ ଶିକ୍ଷା, ସ୍ବାସ୍ଥ୍ୟ, ଗୃହ ନିର୍ମାଣ…

ୟୁନାଇଟେଡ୍‌ ବ୍ୟାଙ୍କରୁ ଚୋରି ଉଦ୍ୟମ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ଶିଳ୍ପାଞ୍ଚଳରେ ଥିବା ୟୁନାଇଟେଡ ବ୍ୟାଙ୍କରୁ ରବିବାର ରାତିରେ ଏକ ବଡ ଧରଣର ଚୋରି ଉଦ୍ୟମ ହୋଇଛି। ଦୁର୍ବୃତ୍ତମାନେ ମୁହଁରେ କଳା କପଡ଼ା ବାନ୍ଧି ବ୍ୟାଙ୍କର ଝରକା ତାଡ଼ିି ବ୍ରାଞ୍ଚ ମ୍ୟାନେଜରଙ୍କ ରୁମ୍‌ରେ ପଶିଥିଲେ। ସେଠାରେ କେତେକ…

ଓଡ଼ିଶାରେ ପ୍ରଥମ ବ୍ୟବସ୍ଥା: କଏଦୀ ବ୍ୟବହାର କରିବେ ସ୍ମାର୍ଟ କାର୍ଡ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ ପ୍ରାୟ ୧୮ ହଜାର କଏଦୀ ରହୁଛନ୍ତି। ସେମାନେ ଯେପରି ଜେଲ ଭିତରେ ସୁବିଧାରେ ରହିବେ ସେଥିଲାଗି ଜେଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନୂଆ ନୂଆ ପଦକ୍ଷେପ ନିଆଯାଉଛି। ଏଣିକି କଏଦୀମାନେ ଜେଲ୍‌ ଭିତରେ ସ୍ମାର୍ଟ କାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?