Home Left

ଭାରତକୁ ପ୍ରଥମ ବିଶ୍ୱ ଚାମ୍ପିଅନ୍‌ କରାଇବାରେ ଥିଲା ଏହି ଖେଳାଳିଙ୍କ ବଡ ହାତ

ଭାରତର ପ୍ରସିଦ୍ଧ ଅଲରାଉଣ୍ଡ ତଥା ୧୯୮୩ ବିଶ୍ୱକପର ହିରୋ ମହିନ୍ଦର ଅମରନାଥଙ୍କ ଆଜି ୬୯ତମ ଜନ୍ମଦିନ। ସେପ୍ଟେମ୍ବର ୨୪ ୧୯୫୦ ପଟିଆଲାରେ ଜନ୍ମଗ୍ରହଣ କରିଥିବା ଅମରନାଥଙ୍କ ପିତା ଲାଲା ଅମରନାଥ ମଧ୍ୟ ଜଣେ ଲୋକପ୍ରିୟ କ୍ରିକେଟର୍‌ ଥିଲେ। ତାଙ୍କ ପିଢିକୁ ଆଗକୁ…

ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ

କଟକ ଅଫିସ, ୨୪।୯: ଗତ ସାଧାରଣ ନିର୍ବାଚନରେ ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ପ୍ରଭୁ ଜାନି ବିଜୟୀ ହୋଇଛନ୍ତି। ତେବେ ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରଭୁ ଜାନିଙ୍କ ସହ ସିପିଆଇ(ଏମ୍‌/ଏଲ୍‌)ର ପୂର୍ଣ୍ଣ ମାଣ୍ଡାଙ୍ଗି, ବିଏସ୍‌ପିର ଅନୀତା ସଗରିଆ, ଭାଜପାର…

ରାନୁ ମଣ୍ଡଳଙ୍କୁ ଫ୍ଲାଟ୍‌ ଉପହାର ଦେବା ଖବର ଏକ ଗୁଜବ: ସଲମାନ୍‌ ଖାଁ

ମୁମ୍ବାଇ,୨୪।୯: ରେଳଷ୍ଟେଶନରେ ଗୀତ ଗାଇ ପରେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିବା ରାନୁ ମଣ୍ଡଳଙ୍କୁ ସଲମାନ୍‌ ଖାଁ ୫୫ ଲକ୍ଷ ଟଙ୍କାର ଏକ ଫ୍ଲାଟ୍‌ ଉପହାର ଦେଇଥିବା ଖବର କିଛିଦିନ ତଳେ ପ୍ରଚାରିତ ହୋଇଥିଲା। ତେବେ ଏହା ଏକ ଗୁଜବ ବୋଲି…

ରାଜଧାନୀ ଏକ୍ସପ୍ରେସ୍‌ରେ ପ୍ରଦର୍ଶିତ ହେବ କଳା, ସଂସ୍କୃତି

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜଧାନୀ ଏକ୍ସପ୍ରେସ୍‌ରେ ସ୍ଥାନ ପାଇବ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟ। ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ବହିର୍ବିଭାଗରେ ଉଚ୍ଚ ମାନର ଭିନାଇଲ ବ୍ୟବହାର କରାଯାଇ ଓଡ଼ିଶାର ସୌନ୍ଦର୍ଯ୍ୟକୁ ପ୍ରଦର୍ଶିତ କରାଯିବ। ରାଜଧାନୀ ଏକ୍ସପ୍ରେସର ୩ଟି ଯାକ ରେକ୍‌ରେ ନାଲ୍‌କୋ…

ଭୁବନେଶ୍ୱରରେ ବଢ଼ିଚାଲିଛି ମୋଟର ଯାନ: କାର୍ଯ୍ୟକାରୀ ହେବ ଲୋ କାର୍ବନ ମୋବିଲିଟି ପ୍ଲାନ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଭୁବନେଶ୍ୱର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଅନୁଯାୟୀ ୨୦୧୯ରେ ପଞ୍ଜୀକୃତ ଗାଡ଼ି ସଂଖ୍ୟା ହେଉଛି ୧୪ ଲକ୍ଷ, ଯାହା ସହରର ଜନସଂଖ୍ୟା(ପ୍ରାୟ ୧୦ ଲକ୍ଷ)ଠାରୁ ଯଥେଷ୍ଟ ଅଧିକ। ୮୦%ରୁ ଊର୍ଦ୍ଧ୍ୱ ଲୋକ ଗମନାଗମନ ପାଇଁ ନିଜସ୍ବ ଗାଡ଼ି ଉପରେ ନିର୍ଭର…

ପୋଲିସ ନାଁରେ ଟଙ୍କା ମାଗି ଯୁବକ ଗିରଫ

ପୁରୀ ଅଫିସ,୨୩।୯: ପୋଲିସ ପରିଚୟ ଦେଇ ଟଙ୍କା ଦାବି କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ସୋମବାର କୁମ୍ଭାରପଡ଼ା ପୋଲିସ ସମ୍ପୃକ୍ତ ଯୁବକ ଆଶିଷ କୁମାର ଦାଶଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ଦଫା ୪୧୯, ୪୨୦, ୩୯୨ ଏବଂ…

ସାମୁଦ୍ରିକ ମାଛ ସୁରକ୍ଷା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ସମୁଦ୍ର ଉପକୂଳରେ ଟ୍ରଲର ଦ୍ବାରା ମାଛ ବାସସ୍ଥାନ ପ୍ରଭାବିତ ହେବା ସହ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଅରୁଣ କୁମାର…

ମାନବ ସେବା ଆଧ୍ୟାତ୍ମିକତାର ପ୍ରସାରିତ ରୂପ: ରାଜ୍ୟପାଳ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସେବାର ସୀମା ସରହଦ୍‌ ନାହିଁ। ଏହା କୌଣସି ମନୁଷ୍ୟକୃତ ବିଭେଦକୁ ସ୍ବୀକାର କରେ ନାହିଁ। ମାନବ ସେବା ହେଉଛି ଆଧ୍ୟାତ୍ମିକତାର ପ୍ରସାରିତ ରୂପ। ଏହା ହିଁ ରେଡକ୍ରସ୍‌ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବୋଲି ରାଜ୍ୟପାଳ ତଥା ଭାରତୀୟ ରେଡକ୍ରସ୍‌…

କୋରିଆ କାର୍‌ଭାନ୍‌

ଭୁବନେଶ୍ୱର, ୨୪।୯(ବ୍ୟୁରୋ): କୋରିଆ ରିପ୍ଲବିକ୍‌ ରାଷ୍ଟ୍ରଦୂତଙ୍କ ଦ୍ୱାରା ପ୍ରତିବର୍ଷ ଭାରତର ଦୁଇଟି କିମ୍ବା ତିନୋଟି ରାଜ୍ୟରେ ଆୟୋଜିତ ହେଉଥିବା ‘କୋରିଆ କାରଭାନ୍‌’ କାର୍ଯ୍ୟକ୍ରମ ଚଳିତବର୍ଷ ମନ୍ଦିରମାଳିନୀ ସହର ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି। ସୋମବାର ରବୀନ୍ଦ୍ରମଣ୍ଡପଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଥିଲା…

ବସ୍ତି ଯୁବତୀଙ୍କ ପରିବେଶ ଚିନ୍ତା: ଆତ୍ମନିର୍ଭରଶୀଳ ସହ ପ୍ରଦୂଷଣମୁକ୍ତ କରିଛି କପଡ଼ା ବ୍ୟାଗ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସମଗ୍ର ବିଶ୍ୱକୁ ଘାରିଛି ପ୍ଲାଷ୍ଟିକ୍‌ ପ୍ରଦୂଷଣ ଚିନ୍ତା। ଜଳବାୟୁ ପରିବର୍ତ୍ତନରେ ୯୯% ଭୂମିକା ପ୍ଲାଷ୍ଟିକ୍‌ର। ତେବେ ସାମୁଦ୍ରିକ ଜୀବଙ୍କୁ ଏହା ସର୍ବାଧିକ କ୍ଷତି ପହଞ୍ଚାଉଥିବାବେଳେ ମଣିଷଙ୍କ ଉପରେ ଏହାର କୁପ୍ରଭାବକୁ ମଧ୍ୟ ଏଡ଼ାଇ ଦିଆଯାଇ ନ ପାରେ। ପ୍ଲାଷ୍ଟିକ୍‌…

ମହାପ୍ରଭୁଙ୍କ ପାଇଁ ମାମୁଘରୁ ଆସିବ ପୋଢୁଆଁ ବସ୍ତ୍ର

ପୁରୀ ଅଫିସ, ୨୪।୯: କଟକ ଜିଲା ନିଆଳିର ମାଧବାନନ୍ଦ ଜୀଉ ମନ୍ଦିର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମାମୁଁଘର ବୋଲି ଲୋକମୁଖରେ ପରିଚିତ। ତେଣୁ ପ୍ରଥମାଷ୍ଟମୀରେ ପୋଢୁଆଁ ବସ୍ତ୍ର ଓ ସାମଗ୍ରୀ ଗ୍ରହଣ କରିବା ପାଇଁ ଜଗତ୍‌ସିଂହପୁରସ୍ଥିତ ଶ୍ରୀଜଗନ୍ନାଥ ଚେତନା ସୁରକ୍ଷା ଅଭିଯାନ ଏବଂ…

ଆଶୀର୍ବାଦ ବେହେରା ଅସୁସ୍ଥ: କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ଗିରଫ ହୋଇ ବିଚାରବିଭାଗୀୟ ଜେଲ୍‌ ହାଜତରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଗୁରୁତର ଅସୁସ୍ଥ ହୋଇଛନ୍ତି। ପୂର୍ବରୁ ସେ ଅସୁସ୍ଥ ଥିବାରୁ ଝାରପଡ଼ା ଜେଲ୍‌ ମେଡିକାଲରେ ତାଙ୍କର ଚିକିତ୍ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?