ଜୈବ ଇନ୍ଧନ ସମ୍ମିଳନୀ – ୨୦୧୯ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ; ଅନ୍ନଦାତାଙ୍କୁ ଉର୍ଜାଦାତା କରିବା ଆମ ଲକ୍ଷ୍ୟ: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୪।୯ (ବ୍ୟୁରୋ): ସିଆଇଆଇ ପକ୍ଷରୁ ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ଜୈବ ଇନ୍ଧନ ଶକ୍ତି ସମ୍ମିଳନୀରେ ଉଦ୍ବୋଧନ ଦେଇ ଦେଶର ଅନ୍ନଦାତା ଚାଷୀ ଭାଇଙ୍କୁ ଉର୍ଜାଦାତା କରିବା ଭାରତ ସରକାରଙ୍କର ପ୍ରାଥମିକତା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ଏହି ଅବସରରେ…
ଅନ୍ଧାରରେ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମ ପରିସରରେ ଥିବା ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟର ଭବିଷ୍ୟତ ବର୍ତ୍ତମାନ ଅନ୍ଧାରକୁ ଠେଲି ହୋଇଯାଇଛି। ମହାବିଦ୍ୟାଳୟର ୩୮୦ ଛାତ୍ରୀଛାତ୍ର ବର୍ତ୍ତମାନ ରାଜରାସ୍ତାରେ। ସୁରକ୍ଷା ଦୃଷ୍ଟିରୁ କଳିଙ୍ଗ ଷ୍ଟାଡ଼ିୟମ ପରିସରରୁ ଏହି ଶିକ୍ଷାନୁଷ୍ଠାନକୁ ହଟାଇ ଦିଆଯିବା ପରେ…
ଦାରୁଠେଙ୍ଗ ଡମ୍ପିୟାର୍ଡ ପାଇଁ ନନ୍ଦନକାନନର ଜୀବ ମରୁଛନ୍ତି
ଭୁବନେଶ୍ୱର,୨୪।୯(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠସ୍ଥିତ ଡାରୁଠେଙ୍ଗ ଗ୍ରାମଠାରେ ସମଗ୍ର ଭୁବନେଶ୍ୱର ମହାନଗର ନିଗମର ଅଳିଆ ଓ ଆର୍ବଜନା ପାହାଡ଼ ପରି ଗଦା କରିଦିଆଯାଉଛି। ଏଥିପାଇଁ ସେହି ପାଖାପାଖି ଅଞ୍ଚଳ ଗୁଡିକର ପରିବେଶ ଅତ୍ୟନ୍ତ ପ୍ରଦୂଷିତ ହୋଇପଡ଼ିଛି ବୋଲି ଜଟଣୀ ବିଧାୟକ ସୁରେଶ କୁମାର…
ନନ୍ଦନକାନନକୁ ଚଡ଼କ: ଶେଷ ହେଲା ନୀଳଗିରି ବାନର ବଂଶ
ବାରଙ୍ଗ,୨୪।୯(ଡି.ଏନ.ଏ.): ଗତ କିଛିଦିନ ହେବ ନନ୍ଦନକାନନରେ ଦୁଃଖଦ ଘଟଣା ବଢ଼ିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ଜୀବଜନ୍ତୁ ଦିନକୁ ଦିନ କମିବାରେ ଲାଗିଛନ୍ତି। ରବିବାର ଗୋଟିଏ ବେଲେରା ମୂଷାର ମୃତ୍ୟୁ ହୋଇଥିବାବେଳେ ସୋମବାର ସକାଳେ ଏକ ମାଈ ନୀଳଗିରି ବାନରର ମୃତ୍ୟୁ…
ଅକ୍ଟୋବର ୧ରୁ ଲାଗୁ ହେବ ସଂଶୋଧିତ ପେନ୍ସନ ନିୟମ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ଯଦି କୌଣସି ସରକାରୀ କର୍ମଚାରୀଙ୍କର ମୃତ୍ୟୁ ହୁଏ ତେବେ ତାଙ୍କର ନିକଟ ସମ୍ପର୍କୀୟଙ୍କୁ ଶେଷ ଦରମାର ବର୍ଦ୍ଧିତ ୫୦ ପ୍ରତିଶତ ହାରରେ ୧୦ ବର୍ଷ ପର୍ଯ୍ୟନ୍ତ ପାରିବାରିକ ପେନସନ ଆକାରରେ ପ୍ରଦାନ…
୧୩ ଅଭିଯୁକ୍ତଙ୍କୁ ଅର୍ଦ୍ଧଉଲଗ୍ନ କରି ପରେଡ କରାଇଲା ପୋଲିସ
କୋଲକାତା,୨୪ା୯(ପି.ଟି.): ବେହରୋର ଥାନା ଉପରେ ଗତ ୬ ତାରିଖରେ ଗୁଳି ଚଳାଇ ହରିୟାଣାର ଗ୍ୟାଙ୍ଗଷ୍ଟର ବିକ୍ରମ ଓରଫ ପାପଲା ଗୁଜ୍ରାରଙ୍କୁ ଖସାଇନେବା ଅଭିଯୋଗରେ ଗିରଫ ହୋଇଥିବା ୧୩ ଜଣଙ୍କୁ ରାଜସ୍ଥାନ ପୋଲିସ ଅର୍ଦ୍ଧଉଲଗ୍ନ କରି ଅଲଓ୍ବରର ଜନଗହଳିପୂର୍ଣ୍ଣ ମାର୍କେଟ ଅଞ୍ଚଳରେ ୧…
ଆବେଦନ ପତ୍ର କମିଟିର ତୃତୀୟ ବୈଠକ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଧାନସଭା ଆବେଦନ ପତ୍ର କମିଟି(୨୦୧୯-୨୦)ର ତୃତୀୟ ବୈଠକ ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା ସଚିବାଳୟ କମିଟି ପ୍ରକୋଷ୍ଠ ନଂ ୫୫ରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ…
ବାବୁଲ ସୁପ୍ରିୟୋଙ୍କୁ ଆକ୍ରମଣର ପ୍ରତିବାଦ: ଏବିଭିପି ଶୋଭାଯାତ୍ରାକୁ ଅଟକାଇଲା ପୋଲିସ
କୋଲକାତା,୨୪ା୯(ପି.ଟି.): କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋଙ୍କୁ ଆକ୍ରମଣ ଘଟଣାକୁ ବିରୋଧ କରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ସୋମବାର ପ୍ରତିବାଦ ଶୋଭାଯାତ୍ରା ବାହାର କରାଯାଇଥିବାବେଳେ ଅଧାବାଟରେ ପୋଲିସ ଏହାକୁ ଅଟକାଇଥିଲା। ଫଳରେ ଏବିଭିପି କର୍ମୀମାନେ ପୋଲିସ ଉପରକୁ ଢେଲାମାଡ଼ କରିବା…
ବାଚସ୍ପତିଙ୍କ କାମ୍ପାଲା ଯାତ୍ରା
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ୬୪ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଉଗାଣ୍ଡାର ରାଜଧାନୀ କାମ୍ପାଲା ଅଭିମୁଖେ ଯାତ୍ରା କରିଛନ୍ତି । ଆସନ୍ତା ୨୪ରୁ ୨୯ତାରିଖ ପର୍ଯ୍ୟନ୍ତ ବାଚସ୍ପତି ପାତ୍ର ସେଠାରେ ଅବସ୍ଥାନ କରିବେ। ଏହାପରେ ସେ ଅଧ୍ୟୟନ…
କଟକ ସିରିଏଲ୍ ହତ୍ୟା ଘଟଣାରେ ଗୃହସଚିବଙ୍କୁ ନୋଟିସ:କ’ଣ ପଦକ୍ଷେପ ନେଇଛ ଜଣାଅ: ହାଇକୋର୍ଟ
କଟକ ଅଫିସ, ୨୪।୯: କଟକ ସିରିଏଲ୍ ହତ୍ୟା ଘଟଣାରେ ସୋମବାର ହାଇକୋର୍ଟ ରାଜ୍ୟ ଗୃହ ସଚିବଙ୍କୁ ନୋଟିସ୍ ଜାରି କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ନାରାୟଣ ସାହୁଙ୍କ ସ୍ତ୍ରୀ ଗୀତାଞ୍ଜଳିଙ୍କ ପକ୍ଷରୁ ସିସିଟିଭି ଫୁଟେଜ ଜବତ ପାଇଁ ଆବେଦନ…
ଏବେ କାମ କରିବା ସମୟ
ଜାତିସଂଘ,୨୪।୯: ନ୍ୟୁୟର୍କରେ ସୋମବାର ଅନୁଷ୍ଠିତ ଜାତିସଂଘ ଜଳବାୟୁ ସମିଟ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ପ୍ରଥମ ପର୍ଯ୍ୟାୟରେ ଉଦ୍ବୋଧନ ଦେଇଛନ୍ତି। ଜଳବାୟୁକୁ ନେଇ କଥା କହିବା ସମୟ ଅତିବାହିତ ହୋଇଯାଇଛି। ଏବେ କାମ କରିବା ସମୟ ଆସିଛି। ବିଶ୍ୱ ନେତାମାନେ ସେମାନଙ୍କ…
ବିଜେପୁର ଉପନିର୍ବାଚନ ପାଇଁ ଭିତିରି ରଣନୀତି
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ସବୁ ଦଳ ପାଇଁ ଚ୍ୟାଲେଞ୍ଜ। ବିଜେଡି କାହାକୁ ପ୍ରାର୍ଥୀ କରିବ ସେ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଦଳ ପକ୍ଷରୁ ୪ ବରିଷ୍ଠ ନେତାଙ୍କୁ ନେଇ ଗଠିତ ସମନ୍ବୟ କମିଟି ହାତରେ ବିଜେପୁରର…

