Home Left

ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ବ୍ୟବସାୟୀ ଗିରଫ

ସୋର, ୨୮ା୫(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ କମରପୁର ଗ୍ରାମର ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ସୋର ପୋଲିସ ରବିବାର ଜଣେ ବ୍ୟବସାୟୀ ଭଦ୍ରକରୁ ଗିରଫ କରିଛି। ଏହି ଗ୍ରାମର ସୁରେଶ ଗାୟନ୍‌ ଉକ୍ତ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ସଂପୃକ୍ତ ମହିଳା ସୋର ଥାନାରେ…

କନିଅଆଁ ଟୁସୁଙ୍କ ନୌବିହାର ମନମୋହିଲା

ବାଲେଶ୍ୱର ଅଫିସ, ୨୮।୫-ବାହାଘର ପାଇଁ ସରିଛି ଲଗ୍ନଧରା ଓ ଗୁଆମଙ୍ଗଳା। ଆସନ୍ତା ୩୦ତାରିଖରେ ଶୁଭ ପରିଣୟ। ବଧୂ ବେଶ ସାଜି ଝଲସି ଉଠିବେ ଟୁସୁ। ବାଜା, ରୋଷଣିରେ ଚାରିଦିଗ ଦୁଲୁକାଇ ବର ବେଶ ହୋଇ ଆସିବେ ଶଙ୍କର। ଏହି ବିବାହ ଉତ୍ସବ…

କୁକୁଡ଼ା ସକାଳୁ ବୋବାଇ ନିଦ ଭାଙ୍ଗୁଥିବାରୁ ପୋଲିସ ନିକଟରେ ଅଭିଯୋଗ କଲେ ମହିଳା: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବେଳେବେଳେ ଅଦ୍ଭୁତ ପ୍ରକାରର ମାମଲା ଥାନାରେ ପହଞ୍ଚେ, ଯାହାକି ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଥାଏ। ସେହିପରି ଏକ ମାମଲା ଥାନାରେ ରୁଜୁ ହୋଇଛି, ଏହା ଯେତିକି ହାସ୍ୟାସ୍ପଦ ସେତିକି ଗୁରୁତ୍ୱପୂର୍ଣ୍ଣ। ମଧ୍ୟ ନିଦ ଭାଙ୍ଗୁଥିବା ଏକ କୁକୁଡ଼ା ରାବରେ ନିଦ୍ରାରେ…

ପାତ୍ରପଡାରେ ଶ୍ରୀ ଦୁର୍ଗାର ନୂଆ ଶୋ’ରୁମ

ଭୁବନେଶ୍ୱର,୨୭-୫: ଦକ୍ଷିଣ ଓଡିଶାର ପ୍ରମୁଖ ଶାଢି ଏବଂ ଗାର୍ମେଣ୍ଟ ରିଟେଲର ଶ୍ରୀ ଦୁର୍ଗା ସ୍ଥାନୀୟ ପାତ୍ରପଡାରେ ନୂଆ ଶୋ’ରୁମ ଶୁଭାରମ୍ଭ କରିଛି। ବ୍ରହ୍ମପୁରରେ ଏହା ପ୍ରଥମ ଶୋ’ରୁମ ଖୋଲିଥିବା ବେଳେ ଭୁବନେଶ୍ୱରର ରାଜମହଲ ପରେ ଏହା ତୃତୀୟ ଶୋ’ରୁମ । ନୂଆ…

ହୋଣ୍ଡା ଆକ୍ଟିଭ ଇଣ୍ଡିଆ କ୍ୟାମ୍ପେନରେ ୬୨ ଲକ୍ଷ ସାମିଲ

ଭୁବନେଶ୍ୱର,୨୭-୫: ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ମତଦାନ ସଚେନତତା ଲାଗି ଗ୍ରହଣ କରାଯାଇଥିବା ଆକ୍ଟିଭ ଇଣ୍ଡିଆ କ୍ୟାମ୍ପେନରେ ୬୨ ଲକ୍ଷରୁ ଉର୍ଦ୍ଧ୍ୱ ଲୋକ ସାମିଲ ହୋଇଛନ୍ତି। ଆକ୍ଟିଭ ଇଣ୍ଡିଆନ ଭାବେ ‘କୋଇ ସିଟ୍‌ ନ ଯାଏ…

ଏସ୍‌ବିଆଇ ୟୁନୋ ଶ୍ରୀତତ୍ତ୍ୱ ସହଭାଗିତା

ଭୁବନେଶ୍ୱର,୨୭ -୫: ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ(ଏସ୍‌ବିଆଇ) ୟୁନୋ ଏବଂ ଆର୍ଟ ଅଫ୍‌ ଲିଭିଙ୍ଗର ଏଫ୍‌ଏମ୍‌ସିଜି ଶାଖା ଶ୍ରୀତତ୍ତ୍ୱ ଷ୍ଟ୍ରାଟେଜିକ ସହଭାଗିତାରେ ସାମିଲ ହୋଇଛନ୍ତି। ଏହା ଦ୍ୱାରା ଶ୍ରୀତତ୍ତ୍ୱର ଖାଦ୍ୟ, ସ୍ବାସ୍ଥ୍ୟ ସାମଗ୍ରୀ, ପର୍ସନାଲ କେୟାର ପ୍ରଡକ୍ଟ, ଘରୋଇ ଉପକରଣ ଭଳି…

ମ୍ୟୁଚୁଆଲ ଫଣ୍ଡ ଶିଳ୍ପରେ ଉଲ୍ଲେଖନୀୟ ଅଭିବୃଦ୍ଧିି

ନୂଆଦିଲ୍ଲୀ,୨୭-୫: ୨୦୦୪ ପରଠାରୁ ଦେଶରେ ମ୍ୟୁଚୁଆଲ ଫଣ୍ଡ ଶିଳ୍ପରେ ଅଭିବୃଦ୍ଧି ଉଲ୍ଲେଖନୀୟ ରହିଛି। ନିର୍ବାଚନର ପ୍ରଭାବ ବର୍ତ୍ତମାନ ଶେୟାର ବଜାର ଉପରେ ପରିଲକ୍ଷିତ ହୋଇଛି। ଏଥିଯୋଗୁ ବଜାର କିଛି ମାସ ଧରି ଅସ୍ଥିର ରହିଛି। ତେବେ ସମ୍ପତ୍ତି ସୃଷ୍ଟି ଲାଗି ଆଗ୍ରହୀ…

୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍‌ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ

ପୁରୀ ଅଫିସ, ୨୭ା୫: ବାତ୍ୟାରେ ପୁରୀ ଜିଲାରେ ବିଦ୍ୟୁତ୍‌ ବିଭାଗର ସବୁଠୁ ଅଧିକ କ୍ଷତି ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାମ ଚାଲୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଜିଲାର ଅନେକ ଅଞ୍ଚଳ ଅନ୍ଧାର ରହିଛି। ତଥାପି ୨,୦୦୦ରୁ ଊର୍ଦ୍ଧ୍ୱ ଲୋକ ବିଦ୍ୟୁତ୍‌…

ଗଙ୍ଗାଧର ମେହେର ଜୁନିୟର କଲେଜ ସ୍ଥାନାନ୍ତର, ବିଭାଜନକକୁ ବିରୋଧ

ସମ୍ବଲପୁର, ୨୭।୫ (ବ୍ୟୁରୋ): ଗଙ୍ଗାଧର ମେହେର ଜୁନିୟର କଲେଜକୁ ଅନ୍ୟତ୍ର ସ୍ଥାନାନ୍ତର ଓ ବିଭାଜନକୁ ବିରୋଧ କରାଯାଇଛି । ସୋମବାର ଏ ନେଇ କଲେଜ ଛାତ୍ରୀଛାତ୍ର ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସେମାନେ…

ସମ୍ବଲପୁରରେ ୩୦ରୁ ୩ ଶିକ୍ଷାନୁଷ୍ଠାନକୁ ଅଗ୍ନିଶମ ବିଭାଗର ନୋଟିସ୍‌

ସମ୍ବଲପୁର,୨୭ା୫ (ବ୍ୟୁରୋ): ଗୁଜରାଟ ସୁରଟରେ ଏକ କୋଚିଂ ସେଣ୍ଟରରେ ନିଆଁ ଲାଗି ୨୦ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଦେଶ ଓ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପ୍ରତି ସରକାରୀ ଓ ପ୍ରଶାସନିକ ସ୍ତରରେ ଦୃଷ୍ଟି ପଡିଛି। ଏଭଳି…

୬ ଖେଳାଳିଙ୍କୁ ରିଲିଜ କଲେ ଷ୍ଟିମାକ୍‌

ନୂଆଦିଲ୍ଲୀ, ୨୭ା୫ (ପି.ଟି.)-ଜାତୀୟ ଫୁଟ୍‌ବଲ ପ୍ରସ୍ତୁତି କ୍ୟାମ୍ପରେ ଯୋଗ ଦେଇଥିବା ୩୭ ଜଣ ଫୁଟ୍‌ବଲ ଖେଳାଳିଙ୍କ ମଧ୍ୟରୁ ସୋମବାର ୬ଜଣଙ୍କୁ ରିଲିଜ କରିଛନ୍ତି କୋଚ୍‌ ଇଗୋର ଷ୍ଟିମାକ୍‌। ଜୁନ୍‌ ୫ରୁ ୮ ପର୍ଯ୍ୟନ୍ତ ଥାଇଲାଣ୍ଡର ବୁରିରାମଠାରେ କିଙ୍ଗ୍ସ କପ୍‌ ଖେଳାଯିବ। ଏହି…

‘ଏଥର ଇଂଲଣ୍ଡ ଫେଭରାଇଟ୍‌’

ନୂଆଦିଲ୍ଲୀ, ୨୭ା୫ (ପି.ଟି.)-ଆସନ୍ତା ଆଇସିସି ଦିନିକିଆ ବିଶ୍ୱକପ୍‌ରେ ଇଂଲଣ୍ଡ ଫେଭରାଇଟ୍‌ ଦଳ। କିନ୍ତୁ ଟାଇଟଲ ଦୌଡ଼ରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ରହିଛନ୍ତି ବୋଲି ଅଷ୍ଟ୍ରେଲୀୟ ପେସ୍‌ କିମ୍ବଦନ୍ତୀ ଗ୍ଲେନ ମ୍ୟାକ୍‌ଗ୍ରା ପ୍ରକାଶ କରିଛନ୍ତି। ମ୍ୟାକ୍‌ ଗ୍ରା ୨୦୦୭ ବିଶ୍ୱକପ୍‌ ବିଜୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri