ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍…
କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ ଡରି ଯାଇଥାଉ। ପ୍ରଚଳିତ ମାନ୍ୟତା ଓ ରୀତିନୀତି ଅନୁସାରେ, ଗ୍ରହଣ ସମୟରେ ମନ୍ଦିର…
ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ
ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ ଡ଼. ରବୀନ୍ଦ୍ର ନାରାୟଣ ବେହେରା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି।…
୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ
ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୮ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜବତ…
ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…
୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଏ। ଏହି ଗୋଚର ପରେ କିଛି ରାଶିର ପ୍ରେମ ଜୀବନରେ ଚାଲିଥିବା…
ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା
ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ଏବଂ ଆତ୍ମସମର୍ପଣ ପ୍ରମାଣପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…
ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ
ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବଳରାମ ଗୌଡ (୩୫) । ସୂଚନା ଅନୁସାରେ, ବଳରାମ ତାଙ୍କର ଘର…
ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ
ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଶୁଭେଚ୍ଛା ଜଣାଇଥିଲେ। କ୍ରେମଲିନ ପକ୍ଷରୁ ଜାରି ବୟାନ…
୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…
କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ ଥାନା ଗୋଡିସାହି ଗ୍ରାମର ପ୍ରଦୀପ ନାୟକ ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ,…
ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….
ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ ରହିଛନ୍ତି । ଏହି ଗ୍ରହସ୍ଥିତି କିଛି ରାଶି ପାଇଁ ଶୁଭ ଫଳ ଆଣିପାରେ…
ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ
ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ ପ୍ରବଳ ବର୍ଷା ହେଉଛି ଯେ ବନ୍ୟା ଏବଂ ଭୂସ୍ଖଳନ ଭଳି ପରିସ୍ଥିତି ସୃଷ୍ଟି…
୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ
ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ ରାଜ୍ୟରେ ପିଆଜର ହାରାହାରି ଖୁଚୁରା ଦର କିଲୋ ପିଛା ୫୦ ଟଙ୍କାରୁ ଅଧିକ…
ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….
ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ସୂଚନା ଅନୁଯାୟୀ, ତିଲେଇମାଳ…

