ପୁଣି ଘାରିଲା ପୋଲିସର ପୁରୁଣା ଚୌକି ମୋହ : ନେତା, ବରିଷ୍ଠ ଅଧିକାରୀଙ୍କ ନିକଟରେ ଚାଲିଲାଣି ଲବି
ଭୁବନେଶ୍ୱର, ୨୭।୫(ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁହେବା ପୂର୍ବରୁ ରାଜଧାନୀରେ ଦୀର୍ଘଦିନ ଧରି ରହିଥିବା ଏକାଧିକ ପୋଲିସ ଅଧିକାରୀଙ୍କ ବଦଳି ହୋଇଥିଲା। ଅନେକଙ୍କୁ ଜିଲାପାର ବଦଳି କରାଯାଇଥିବାବେଳେ ଅଧିକାଂଶ ଏସିପି ଓ ଇନ୍ସପେକ୍ଟରଙ୍କୁ ଭୁବନେଶ୍ୱର ଓ କଟକ ମଧ୍ୟରେ…
ମୌସୁମୀ ପୂର୍ବରୁ ସଫା ହେବ ସମସ୍ତ ଡ୍ରେନ୍ : ୨୩୦ ଶ୍ରମିକ ନିୟୋଜିତ, ୬୭ ଓ୍ବାର୍ଡରେ ବିଏମ୍ସି ପକ୍ଷରୁ ୨୫ ଘରୋଇ ଠିକା ସଂସ୍ଥାକୁ ଦାୟିତ୍ୱ
ଭୁବନେଶ୍ୱର,୨୭।୫(ବ୍ୟୁରୋ) : ଚଳିତବର୍ଷ ମୌସୁମୀ ଆସିବା ପୂର୍ବରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ମୁଖ୍ୟ ଓ ସବ୍ ଡ୍ରେନ୍ ସଫା କରାଯିବ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗତ ୨୪ତାରିଖରୁ ମୁଖ୍ୟ ୧୦ ଡ୍ରେନ୍ର ସଫେଇ…
ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା ଘଟଣା: ୮ ଗିରଫ
ଧରାକୋଟ,୨୬ା୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଅଲେଖ ନାହାକଙ୍କୁ ଘରୁ ଡାକିନେଇ ହତ୍ୟା କରାଯାଇଥିଲା। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ ଥାନାରେ ଏତଲା ଦେବାପରେ ପୋଲିସ ନଂ. ୭୨/୧୯ରେ ମାମଲା ରୁଜୁ…
ପେଟ୍ରୋଲ୍ପମ୍ପରୁ ୨ଲକ୍ଷ ୭୦ହଜାର ଟଙ୍କା ଲୁଟ
ପୁରୁଷୋତ୍ତମପୁର,୨୬।୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଲୁଟେରାମାନେ ଦିନକୁ ଦିନ ସକ୍ରିୟ ହୋଇ ଗୋଟିଏ ପରେ ଗୋଟିଏ ଲୁଟ୍ପାଟ ଚଳାଇଛନ୍ତି। ସହର ଉପକଣ୍ଠରେ ଥିବା ରଘୁନାଥ ସାହୁ ପେଟ୍ରୋଲ ପମ୍ପରୁ ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଶଟର୍ ତାଡି ୨ଲକ୍ଷ…
କୂଅ ଖୋଳୁଥିବାବେଳେ ଖସିପଡି ଜଣେ ମୃତ
ଖଜୁରିପଡା,୨୬।୫(ଡି.ଏନ୍.ଏ.)- କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ କଟ୍ରିଙ୍ଗୀଆ ପଞ୍ଚାୟତର ଶ୍ରାକି ଗ୍ରାମରେ ଶନିବାର ଏମ୍ଜିଏନ୍ଆର୍ଇଜିଏସ୍ ଯୋଜନାରେ କାର୍ଯ୍ୟାଦେଶ ପାଇ କୂଅ ଖୋଳୁଥିବାବେଳେ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସନ୍ୟାସୀ କହଁର (୫୪)। ଏନେଇ ଲୋଚାପଡା ଥାନାରେ ନଂ.୨/୧୯ରେ…
ଯେଉଁ ମନ୍ଦିରରେ ବଦଳୁଛି କ୍ଷୀରର ରଙ୍ଗ
ହିନ୍ଦୁ ଧର୍ମରେ ତେତିଶ କୋଟି ଦେବଦେବୀଙ୍କ ପୂଜାର୍ଚ୍ଚନା ସାଙ୍ଗକୁ ଏହାର ଭିନ୍ନ ଭିନ୍ନ ମହତ୍ତ୍ୱ ମଧ୍ୟ ରହିଛି। ସେହିପରି ଧର୍ମ ଅନୁସାରେ ନବଗ୍ରହଙ୍କ ପୂଜା ମଧ୍ୟ କରାଯାଏ। ଏଥିରେ ରାହୁ ଓ କେତୁଙ୍କର ଥାଏ ଭିନ୍ନ ମହତ୍ତ୍ୱ। ପ୍ରତ୍ୟେକ ଗ୍ରହଙ୍କ ଭଳି…
ଗୁଜୁରାଟ ଗସ୍ତରେ ମୋଦି: ରାସ୍ତା ପାଲଟିଲା ଜନସମୁଦ୍ର
ନୂଆଦିଲ୍ଲୀ,୨୬।୫: ଲୋକ ସଭା ନିର୍ବାଚନରେ ଐତିହାସିକ ବିଜୟ ହାସଲ କରିବା ପରେ ପ୍ରଥମଥର ପାଇଁ ଗୁଜୁରାଟ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅହମଦାବାଦ୍ରେ ପହଞ୍ଚିବା ପରେ ମୋଦିଙ୍କ ଜୋରଦାର ସ୍ବାଗତ କରାଯାଇଥିଲା। ଏୟାରପୋର୍ଟରୁ ଭାଜପା ଅଫିସ୍ ଯିବା ପର୍ଯ୍ୟନ୍ତ ରାସ୍ତାର…
ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ୧୮ ଆହତ
ସୋନପୁର/ମନମୁଣ୍ଡା,୨୬।୫(ନି.ପ୍ର./ଡି.ଏନ.ଏ.):ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ବୌଦ୍ଧ ଜିଲା ମନମୁଣ୍ଡା ପୂର୍ତ୍ତ ବିଭାଗ ଡାକବଙ୍ଗଳା ସମ୍ମୁଖରେ ସୁଜନ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍ ଭୁବନେଶ୍ୱରରୁ ବଲାଙ୍ଗୀର ଯାଉଥିଲା। ଡ୍ରାଇଭରଙ୍କ ଅସାବଧାନତା ଯୋଗୁଁ ବସ୍…
ମହେଶଙ୍କୁ ସେକିସୁଇ ଓପନ୍ ସ୍କ୍ବାଶ ଟାଇଟଲ
କ୍ରିନ୍ସ (ସୁଇଜରଲାଣ୍ଡ), ୨୬।୫(ପିଟି)-ଭାରତୀୟ ସ୍କ୍ବାଶ ଖେଳାଳି ମହେଶ ମନ୍ଗଁାକାର ଦ୍ୱିତୀୟ ଥର ପାଇଁ ପିଏସ୍ଏ ଚ୍ୟାଲେଞ୍ଜର ଟୁର୍ ଇଭେଣ୍ଟ ସେକିସୁଇ ଓପନ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ମନ୍ଗଁାକାର ୧୧-୯, ୩-୧୧, ୧୧-୫, ୧୧-୫ ଗେମ୍ରେ ସ୍ପାନିଶ ଖେଳାଳି ବର୍ନାଟ ଜେଉମ୍ଙ୍କୁ ହରାଇ…
ଭାଜପା ନେତାଙ୍କ ଘରେ କଂଗ୍ରେସ ବିଧାୟକ: କର୍ନାଟକ ରାଜନୀତିରେ ହଲ୍ଚଲ୍
ବେଙ୍ଗାଲୁରୁ, ୨୬।୫: ପୁଣି ଥରେ କର୍ନାଟକ ରାଜନୀତି ସରଗରମ ହୋଇଛି। କଂଗ୍ରେସର ଦୁଇ ବିଧାୟକ ଭାଜପା ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ ଏମ କ୍ରିଷ୍ଣାଙ୍କୁ ରବିବାର ତାଙ୍କ ବାସଭବନରେ ଭେଟିବା ପରେ କର୍ନାଟକ ରାଜନୀତି ହଲ୍ଚଲ୍ ହୋଇଯାଇଛି। ତେବେ…
ରାଜୀବ କୁମାରଙ୍କ ବିରୋଧରେ ଲୁକ ଆଉଟ ନୋଟିସ ଜାରି କଲା ସିବିଆଇ
ନୂଆଦିଲ୍ଲୀ, ୨୬।୫: ଶାରଦା ଚିଟଫଣ୍ଡ ଘୋଟାଲାର ତଦନ୍ତ ଅଧିକାରୀ ତଥା କୋଲକାତାର ପୂର୍ବତନ ପୋଲିସ କମିଶନର ତଥା ରାଜୀବ କୁମାରଙ୍କ ନାମରେ ଲୁକ ଆଉଟ ନୋଟିସ ଜାରି କରିଛି ସିବିଆଇ। ତାଙ୍କ ଗିରଫଦାରୀ ଉପରେ ରହିତାଦେଶର ଅବଧି ବଢ଼ାଇବାକୁ ସୁପ୍ରିମକୋର୍ଟ ମନା…
ମୋଦିଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୨୬।୫: ସାଧାରଣ ନିର୍ବାଚନରେ ଭାଜପାର ଐତିହାସିକ ବିଜୟର ତିଦିଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମଥର ପାଇଁ ଉଭୟ ଫୋନରେ କଥା ହୋଇଛନ୍ତି।…
Archives


