ପୁରୀ ଜିଲା: ଭୋଟରଙ୍କ ପସନ୍ଦଯୋଗ୍ୟ ନ ଥିଲେ ପ୍ରାର୍ଥୀ, ନୋଟାକୁ ଯାଇଛି ୪,୯୮୩ ଭୋଟ
ପୁରୀ ଅଫିସ, ୨୬ା୫: ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରତ୍ୟେକ ନାଗରିକଙ୍କ ଭୋଟ ଦେବାର ଅଧିକାର ରହିଛି। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ଯଦି ଭୋଟରଙ୍କ ପସନ୍ଦଯୋଗ୍ୟ ନୁହନ୍ତି ତାହେଲେ ତାଙ୍କ ପାଇଁ ନୋଟା (ନନ୍ ଅଫ୍ ଦ ଏବଭ)ବଟନ ଅପ୍ସନ ରଖିଛନ୍ତି…
ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ: ବିନା ବ୍ୟାଟେରି, ବିଦ୍ୟୁତ୍ରେ ବାଜୁଛି ରେଡିଓ
ପୁରୀ ଅଫିସ,୨୬ା୫: ବର୍ତ୍ତମାନ ରେଡିଓର ଆଉ ଚାହିଦା ନାହିଁ। ଟିଭି, ମୋବାଇଲ ଯୁଗରେ ରେଡିିଓ ଏକପ୍ରକାର ଅଦରକାରୀ ହୋଇପଡ଼ିଛି। ହେଲେ ଏମିତି ଅଲୋଡ଼ା ପଡିଥିବା ଏକ ରେଡ଼ିଓରେ ଦେଖିବାକୁ ମିଳିଛି ଚମତ୍କାରିତା। ବିନା ବ୍ୟାଟେରି ଏବଂ ବିଦ୍ୟୁତ୍ରେ ବାଜୁଛି ରେଡିିଓ ।…
ଭୂସ୍ଖଳନରୁ ଜମ୍ମୁ-ଶ୍ରୀନଗର ରାଜପଥ ବନ୍ଦ
ଜମ୍ମୁ,୨୬ା୫(ପି.ଟି.): ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଭୂସ୍ଖଳନ ଯୋଗୁ ରମ୍ବାନା ଜିଲା ଅନ୍ତର୍ଗତ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥ ଅବରୋଧ ହୋଇଛି। କଶ୍ମୀର ସହ ଦେଶର ଅନ୍ୟାନ୍ୟ ଭାଗକୁ ସଂଯୋଗ କରୁଥିବା ଏହି ଏକମାତ୍ର ସଡକପଥ ବନ୍ଦ ହୋଇଯିବାରୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି।…
ମୋଦିଙ୍କ ନିର୍ବାଚନୀ ପ୍ରତିଶ୍ରୁତି; ଅର୍ଥନୀତିକୁ ମିଳିବ ୧୦୦ ଲକ୍ଷ କୋଟି
ନୂଆଦିଲ୍ଲୀ,୨୬-୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍ଡିଏ ସରକାର ଖୁବଶୀଘ୍ର ଦ୍ୱିତୀୟ କାର୍ଯ୍ୟକାଳ ସମ୍ଭାଳିବାକୁ ଯାଉଛିି। ନୂଆ ସରକାର ଗଠନ ପରେ ଭାଜପାର ନିର୍ବାଚନୀ ପ୍ରତିଶ୍ରୁତି ପାଳନ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହେବ। ବିଶେଷଜ୍ଞଙ୍କ ମତରେ ମୋଦି…
ଜୁନ୍ରେ ମୋଦି-ଟ୍ରମ୍ପ ଭେଟ
ଓ୍ବାଶିଂଟନ,୨୬ା୫(ପି.ଟି.): ଜୁନ୍ରେ ଜି-୨୦ ସମିଟ୍ ଜାପାନରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ଲାଗି ଉଭୟ ନେତା ରାଜି ହୋଇଛନ୍ତି। ଭାରତ-ଆମେରିକା ରଣନୀତିକ ସମ୍ପର୍କକୁ ଆହୁରି…
୧ ଲକ୍ଷ ଗ୍ରାହକଙ୍କ ଅଭିଯୋଗ ଶୁଣିବ ଏସ୍ବିଆଇ
ନୂଆଦିଲ୍ଲୀ,୨୬-୫: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ) ଏହାର ୧ ଲକ୍ଷ ଗ୍ରାହକଙ୍କର ଅଭିଯୋଗ ଶୁଣିବ। ଆସନ୍ତା ୨୮ରେ ବ୍ୟାଙ୍କ ପକ୍ଷରୁ ସାରା ଦେଶରେ ଗ୍ରାହକ ସମ୍ମିଳନୀ ଆୟୋଜନ କରି ଏସ୍ବିଆଇ ଅଭିଯୋଗ ଶୁଣିବା ସହ ଏହାର ସମାଧାନ ମଧ୍ୟ କରିବ। ଗ୍ରାହକଙ୍କ ଅଭିଯୋଗ…
ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାମାଫୋସା
ଜୋହାନ୍ସବର୍ଗ,୨୬ା୫(ପି.ଟି.): ଆଫ୍ରିକୀୟ ଜାତୀୟ କଂଗ୍ରେସ (ଏଏନ୍ସି) ମୁଖ୍ୟ ସିରିଲ୍ ରାମାଫୋସା ଶନିବାର ଦେଶର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଷଷ୍ଠ ସାଧାରଣ ନିର୍ବାଚନ ପରେ ପାର୍ଲାମେଣ୍ଟ ତାଙ୍କୁ ନିର୍ଦ୍ୱନ୍ଦ୍ୱରେ ରାଷ୍ଟ୍ରପତି ନିର୍ବାଚିତ କରିଥିଲା। ରାଜଧାନୀ ପ୍ରେଟୋରିଆର ଲୋଫଟସ୍ ଭର୍ସଫେଲ୍ଡ ଷ୍ଟାଡିୟମ୍ରେ…
ଇଏମ୍ସିଏଲ୍+ ସ୍କଲାରଶିପ୍ ପାଇଲେ ଓଡ଼ିଶା ଛାତ୍ରୀ ସ୍ବସ୍ତିକା
ଭୁବନେଶ୍ୱର,୨୬।୫(ବ୍ୟୁରୋ)- ୟୁନିଭର୍ସିଟି ଅଫ୍ ଗ୍ରନିଙ୍ଗ୍ଜେନ୍ ତରଫରୁ ପ୍ରଦାନ କରାଯାଉଥିବା ୟୁରୋପିଆନ୍ ମାଷ୍ଟର୍ସ ଇନ୍ କ୍ଲିନିକାଲ୍ ଲିଙ୍ଗୁଇଷ୍ଟିକ୍(ଇଏମ୍ସିଏଲ୍+) ପ୍ରୋଗ୍ରାମ ସ୍କଲାରଶିପ୍ ପାଇବାକୁ ମନୋନୀତ ହୋଇଛନ୍ତି ଓଡ଼ିଶାର ସ୍ବସ୍ତିକା ଭଟ୍ଟାଚାର୍ଯ୍ୟ। କ୍ଲିନିକାଲ ଲିଙ୍ଗୁଇଷ୍ଟିକ୍ କ୍ଷେତ୍ରରେ ଦିଆଯାଉଥିବା ଏହି ଦୁଇବର୍ଷିଆ ଇଣ୍ଟରନ୍ୟାଶନାଲ ରିସର୍ଚ୍ଚ ସ୍କଲାରଶିପ୍ ପାଇବା…
ସରକାର ଗଠନ ଦାବି ଜଣାଇଲେ ଜଗନ୍ମୋହନ
ହାଇଦ୍ରାବାଦ,୨୬ା୫(ପି.ଟି.): ଓ୍ବାଇଏସ୍ଆର୍ କଂଗ୍ରେସ ପାର୍ଟି ଅଧ୍ୟକ୍ଷ ଓ୍ବାଇ.ଏସ୍. ଜଗନ୍ମୋହନ ରେଡ୍ଡୀ ଶନିବାର ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାର ରାଜ୍ୟପାଳ ଇଏସ୍ଏଲ୍ ନରସିଂହଙ୍କୁ ଭେଟି ଆନ୍ଧ୍ରରେ ସରକାର ଗଠନ ଲାଗି ଦାବି ଜଣାଇଛନ୍ତି। ଏହା ପୂର୍ବରୁ ବିଜୟଓ୍ବାଡାରେ ନବନିର୍ବାଚିତ ଓ୍ବାଇଏସ୍ଆର୍ସି (ଯୁବଜନ ଶ୍ରମିକ ରିଥୁ…
ବଜେଟ ପ୍ରସ୍ତୁତି ନେଇ ଜେଟ୍ଲୀଙ୍କ ବୈଠକ
ନୂଆଦିଲ୍ଲୀ,୨୬-୫: ଏନ୍ଡିଏ ସରକାର କ୍ଷମତାକୁ ଫେରିବା ପରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ। ଏଥିଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା ସତ୍ତ୍ୱେ ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲୀ ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ…
ସିକିମ୍ରେ ସରକାର ଗଠନ ଲାଗି ଏସ୍କେଏମ୍ର ଦାବି
ଗାଙ୍ଗଟକ୍,୨୬ା୫(ପି.ଟି.): ସିକିମ୍ କ୍ରାନ୍ତିକାରୀ ମୋର୍ଚ୍ଚା (ଏସ୍କେଏମ୍)ର ଏକ ପ୍ରତିନିଧି ଦଳ ଏହାର ଅଧ୍ୟକ୍ଷ ପି.ଏସ୍. ଗୋଲେଙ୍କ ନେତୃତ୍ୱରେ ଶନିବାର ରାଜ୍ୟପାଳ ଗଙ୍ଗାପ୍ରସାଦଙ୍କୁ ଭେଟି ପରବର୍ତ୍ତୀ ସରକାର ଗଠନ ନେଇ ଦାବି ଉପସ୍ଥାପନ କରିଛନ୍ତି। ତେବେ ନବନିର୍ବାଚିତ ବିଧାୟକ ଦଳ ନେତା କିଏ…
ଖରାଦିନେ ଘିମିରିରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ଖରାଦିନେ ପ୍ରବଳ ଗରମ ଯୋଗୁ କେତେକଙ୍କଠାରେ ଘିମରି ସମସ୍ୟା ଦେଖାଦେଇଥାଏ। ତେବେ କେତେକ ଘରୋଇ ଉପାୟ ଦ୍ୱାରା ଏଥିରୁ ସହଜରେ ମୁକ୍ତି ମିଳିପାରେ। ଖରାଦିନେ ଦେହରେ ଲେମ୍ବୁ ରସ ଲଗାଇଲେ ଚର୍ମର ଉପର ଅଂଶ ଥଣ୍ଡା ହୋଇ ଘିମିରିରୁ ରକ୍ଷା ମିଳେ।…
Archives


