Home Left

ସନ୍ତୋଷ ଟ୍ରଫି: ଓଡ଼ିଶାର ବିଜୟ ଅଭିଯାନ

କଟକ ଅଫିସ,୨୩ା୯- ପଶ୍ଚିମବଙ୍ଗର କଲ୍ୟାଣୀଠାରେ ୭୪ତମ ଜାତୀୟ ଫୁଟବଲ ଚାମ୍ପିୟନଶିପ ସନ୍ତୋଷ ଟ୍ରଫିର ପୂର୍ବାଞ୍ଚଳ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡର ପ୍ରଥମ ମ୍ୟାଚ୍‌ରେ ଓଡ଼ିଶା ବିଜୟୀ ହୋଇଛି । ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ୬-୧ ଗୋଲରେ ବିହାରକୁ ହରାଇ ଟୁର୍ନାମେଣ୍ଟରେ ଅଭିଯାନ…

ପୁଅ ବିଶ୍ୱର ଜଣେ ସର୍ବଶ୍ରେଷ୍ଠ କ୍ରିକେଟର, କୋଟି କୋଟି ଟଙ୍କା ରୋଜଗାର: ବାପା ଏବେ ବି ରେଳ ଷ୍ଟେଶନରେ ବିକୁଛନ୍ତି ବିସ୍କୁଟ

କୁହାଯାଏ, ପୁଅ କିମ୍ବା ଝିଅଟିଏ ଯଦି ରୋଜଗାରକ୍ଷମ ହୋଇ ନିଜ ଆୟରେ ଚଳିବା ସହ ପରିବାର ଚଳାଇଥାନ୍ତି ସେତେବେଳେ ମାବାପାଙ୍କ ଦୁଃଖ ଦୂର ହୁଏ। କିନ୍ତୁ ସିନ୍ନାସ୍ବାମୀଙ୍କ କ୍ଷେତ୍ରରେ ଏହା ବିପରୀତ ଘଟିଛି। ରେଳ ଷ୍ଟେଶନରେ ବିସ୍କୁଟ ବିକି ପୁଅକୁ ବିଶ୍ୱର…

କିଡ୍‌ନୀ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ମଞ୍ଜୁଆତି ପତ୍ର ପାଣି…

ପ୍ରତିଦିନ ସକାଳେ ଅଧାକପ୍‌ ମଞ୍ଜୁଆତି ପତ୍ର ପାଣି ପିଇଲେ ଅନେକ ଉପକାର ମିଳିଥାଏ। ମଞ୍ଜୁଆତି ପତ୍ରକୁ ରାତିରେ ସିଝାଇ ସକାଳେ ଏହାକୁ ଛାଣି ପିଇବାକୁ ପଡ଼ିଥାଏ। ଏହା ଦ୍ୱାରା ଡାଇବେଟିସ୍‌ରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଇନସୁଲିନ୍‌…

ଧୋନୀ କିଣିଲେ ନୂଆ ଜିପ୍‌: ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ଦିନ ଦୂରେଇ ଯାଇଛନ୍ତି। ଏବେ ସେ ନିଜ ପରିବାରକୁ ସମୟ ଦେଉଛନ୍ତି। ସମସ୍ତେ ଜାଣନ୍ତି ଧୋନୀ ଗାଡି ପ୍ରିୟ। ବାଇକ୍‌ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ…

ଟି୨୦ ସିରିଜ ଅମୀମାଂସିତ

ବେଙ୍ଗାଲୁରୁ,୨୨।୯(ପି.ଟି.)- ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଓ ଅଧିନାୟକ କ୍ୱିଣ୍ଟନ ଡିକକ୍‌ଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତକୁ ୧୯ଟି ବଲ୍‌ ବାକିଥାଇ ୯ ଉଇକେଟରେ ଅତି ସହଜରେ ପରାସ୍ତ କରିଛି। ଫଳରେ…

ପାକିସ୍ତାନ ପ୍ରଧାନମନ୍ତ୍ରୀ ହେଲେ ହଟହଟା: ଅନ୍ୟ ଦେଶର ବିମାନରେ ଆମେରିକା ଗଲେ, ସ୍ବାଗତ କରିବାକୁ ବି କେହି ଆସିଲେନି

ଓ୍ବାଶିଂଟନ, ୨୨।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜାତିସଂଘର ସାଧାରଣ ଅଧିବେଶନରେ ଯୋଗଦେବା ଆମେରିକାରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ତାଙ୍କୁ ହଟହଟା ହେବାକୁ ପଡିଛି। ଆମେରିକାର କୌଣସି ବରିଷ୍ଠ ଅଧିକାରୀ ତାଙ୍କୁ ସ୍ବାଗତ କରିବାକୁ ବିମାନବନ୍ଦର ଆସି ନ ଥିଲେ।…

ମୋତେ ଦରକାର ନାହିଁ, ମୋ କୋଚ୍‌ଙ୍କୁ ସମ୍ମାନ ଦିଅ: ଅମିତ୍‌ ପଙ୍ଘାଲ

ନୂଅଦିଲ୍ଲୀ,୨୨।୯(ପି.ଟି.): ମୋତେ କୌଣସି ବ୍ୟକ୍ତିଗତ ସମ୍ମାନ କିମ୍ବା ପୁରସ୍କାର ଦରକାର ନାହିଁ। କିନ୍ତୁ ମୋ କୋଚ୍‌ ଅନିଲ ଧାଙ୍କରଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାରରେ ସମ୍ମାନିତ କରାଯାଉ ବୋଲି ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଅମିତ୍‌ ପଙ୍ଘାଲ କହିଛନ୍ତି। ନିକଟରେ ରୁଷିଆର…

ଧୋନୀଙ୍କ ସହ ସମକକ୍ଷ ରୋହିତ

ବାଙ୍ଗାଲୋର,୨୨।୯: ଭାରତୀୟ ଓପନର ରୋହିତ ଶର୍ମା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସମକକ୍ଷ ହୋଇଛନ୍ତି। ଉଭୟେ ଏପର୍ଯ୍ୟନ୍ତ ଟି୨୦ ଫର୍ମାଟରେ ଦେଶ ପାଇଁ ସର୍ବାଧିକ ୯୮ ମ୍ୟାଚ୍‌ ଖେଳି ସାରିଛନ୍ତି। ଏହି ତାଲିକାରେ ୭୮ ମ୍ୟାଚ୍‌ ଖେଳିଥିବା ସୁରେଶ ରାଇନା…

ବିଦେଶରେ ସମ୍ମାନ ପାଇବାକୁ ମୋଦି ହକ୍‌ଦାର: ଶଶି ଥରୁର୍‌

ନୂଆଦିଲ୍ଲୀ, ୨୨।୯:ବିଦେଶରେ ସମ୍ମାନ ପାଇବାକୁ ମୋଦି ହକ୍‌ଦାର ବୋଲି କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର କହିଛନ୍ତି। ଯେତେବେଳେ ମୋଦି ଭାରତର ପ୍ରତିନିଧି ହିସାବରେ ବିଦେଶ ଗସ୍ତ କରୁଛନ୍ତି ସେତେବେଳେ ସେଠାରେ ତାଙ୍କୁ ସମ୍ମାନ ମିଳିବା ଉଚିତ୍‌। କିନ୍ତୁ ଯେତେବେଳେ ସେ…

ତୃତୀୟ ଟି-୨୦: ଟସ୍‌ ଜିଣି ଭାରତର ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି

ବେଙ୍ଗାଲୁରୁ, ୨୨।୯: ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜର ଅନ୍ତିମ ମ୍ୟାଚ ଖେଳାଯାଉଛି। ଭାରତୀୟ ଅଧିନାୟକ ବିରାଟ କୋହଲି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ ପାଇଁ ଭାରତୀୟ…

କଶ୍ମୀର ପଣ୍ଡିତଙ୍କୁ ଭେଟି କହିଲେ ମୋଦି: ତୁମେମାନେ ବହୁତ ସହିଛ, ଏବେ ମିଶିକି ନୂଆ କଶ୍ମୀର ଗଠନ କରିବା

ହ୍ୟୁଷ୍ଟନ,୨୨।୯: ‘ହାଓଡି ମୋଦି’ କାର୍ଯ୍ୟକ୍ରମ ପାଇଁ ଆମେରିକାର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ପ୍ରବାସୀ ଭାରତୀୟ କଶ୍ମୀର ପଣ୍ଡିତମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଛନ୍ତି। ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ଖୁସିରେ ସେମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ମସ୍ତିଷ୍କର କ୍ରିୟାଶୀଳତା କମାଏ କ୍ଷୀଣ ଆଲୋକ…

କ୍ଷୀଣ ଆଲୋକ ମସ୍ତିଷ୍କ ଉପରେ ଖରାପ ପ୍ରଭାବ ପକାଏ। ଏହାଦ୍ୱାରା ସ୍ମତିଶକ୍ତି କମିବା ସହିତ ଚିନ୍ତାଶକ୍ତି ମଧ୍ୟ ହ୍ରାସ ପାଏ। ଅପରପକ୍ଷରେ ଉଜ୍ଜଳ ଆଲୋକ ମସ୍ତିଷ୍କ କୋଷିକାର କ୍ରିୟାଶୀଳତାକୁ ବୃଦ୍ଧି କରି ନୂତନ ଚିନ୍ତାଧାରା ଉଦ୍ରେକ କରିଥାଏ। ଏନେଇ ମିସିଗାନ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?