ଟିମ୍ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି
ଲଣ୍ଡନ,୨୫।୫- ଭାରତୀୟ ଦଳକୁ ଶନିବାର ବଡ଼ ଆଶ୍ୱସ୍ତି ମିଳିଛି। ଭାରତୀୟ ଅଲ୍ରାଉଣ୍ଡର ବିଜୟ ଶଙ୍କରଙ୍କ ଆହତ ସମସ୍ୟା ଗୁରୁତର ନୁହେଁ। ତାଙ୍କ ରିଷ୍ଟର ସ୍କାନ କରାଯିବା ପରେ ଫ୍ୟାକ୍ଚର ହୋଇ ନ ଥିବା ଜଣାପଡ଼ିଛି। ହେଲେ ଆହତ ସମସ୍ୟା ଯୋଗୁ ନ୍ୟୁଜିଲାଣ୍ଡ…
ଯୌତୁକ ନ ନେବାକୁ ସର୍ତ୍ତ ରଖିଲେ ଶିକ୍ଷକ ଜ୍ୱାଇଁ: ଲକ୍ଷେ ଟଙ୍କାର ପୁସ୍ତକ ଉପହାର ଦେଲେ ଶ୍ୱଶୁର
ଆଇନ ଅନୁଯାୟୀ ଯୌତୁକ ମାଗିବା ଏକ ଅପରାଧ। ମାତ୍ର ଆମ ସମାଜରେ ଯୌତୁକ ମାଗିବା ଯେପରି ଏକ ପ୍ରଥା ପାଲଟିଛି। ଭାରତରେ ବୋଧହୁଏ ଏମିତି କୌଣସି ଜାଗା ନ ଥିବ ଯେଉଁଠାରେ ଯୌତୁକ ନିଆଯାଉ ନ ଥିବ। ମାତ୍ର ସମାଜରେ ଏମିତି…
ନିରାଶ ହେଲେ ଭାଜପା ଏମ୍ପି ଅନନ୍ତ ନାୟକଙ୍କ ସମର୍ଥକ
ଆନନ୍ଦପୁର,୨୫ା୫(ସ୍ବ.ପ୍ର.): ମୋଦି ଲହର ସାଙ୍ଗକୁ ବିଜୟୀ ହେବାର ଆଶା କେନ୍ଦୁଝର ଜିଲା ଭାଜପା ଏମ୍ପି ପ୍ରାର୍ଥୀ ଅନନ୍ତ ନାୟକଙ୍କ ସପକ୍ଷରେ ରହି ଆସିଥିବାବେଳେ ଭୋଟଗଣତି ପରେ ତାଙ୍କ ପରାଜୟକୁ ସହଜରେ ଗ୍ରହଣ କରିପାରିନାହାନ୍ତି ଆନନ୍ଦପୁରର ଭାଜପା ସମର୍ଥକ ଓ ଦଳୀୟ ନେତା।…
ରାସ୍ତାରେ ଛିଡ଼ା ହୋଇଥିବା ଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ୍: ୨ ମୃତ, ୧ ଗୁରୁତର
ଭୁବନେଶ୍ୱର,୨୫।୫(ବ୍ୟୁରୋ): ନୟାପଲ୍ଲୀ ଥାନା ଫାୟାର ଷ୍ଟେଶନ ଛକରେ ଶନିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ ରାସ୍ତାରେ ଛିଡ଼ା ହୋଇଯାଇଥିବା ତିନିଜଣ ଯାତ୍ରୀଙ୍କ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇ କ୍ୟାପିଟାଲ…
‘ତ୍ରିଭଙ୍ଗ’ରେ ନଜର ଆସିବେ କାଜଲ, ନିର୍ଦ୍ଦେଶନା ଦେବେ ସଲମାନ୍ଙ୍କ ଭାଉଜ
ଲମ୍ବା ବ୍ୟବଧାନ ପରେ ଫିଲ୍ମ ‘ତାନାଜୀ ଦି ଅନ୍ସଙ୍ଗ୍ ଓ୍ବାରିୟର’ରେ ସ୍ବାମୀ ଅଜୟ ଦେବ୍ଗନ୍ଙ୍କ ସହ ନଜର ଆସିବେ ଅଭିନେତ୍ରୀ କାଜଲ। ଏହା ବ୍ୟତିତ କାଜଲ ଆଉ ଏକ ସିନେମାରେ ମଧ୍ୟ କାମ କରିବେ ବୋଲି ଜଣାପଡ଼ିଛି। ଯାହାର ନାମ ରହିଛି…
ଦାଦନ ଖଟିବାକୁ ଯାଇ ଜୁଆଙ୍ଗ ଯୁବକଙ୍କ ଜୀବନ ଗଲା : ପ୍ରଶାସନର ସହାୟତା ଲୋଡ଼ିଲେ ପରିବାର ଲୋକେ
କେନ୍ଦୁଝର,୨୫ା୫(ସ୍ବ.ପ୍ର.): ଜିଲାରେ କାମଧନ୍ଦା ମିଳୁ ନ ଥିବାରୁ ଜୁଆଙ୍ଗ ଓ ଭୂୟାଁ ପୀଢ଼ ଅଞ୍ଚଳର ବହୁ ଲୋକ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ନାନା ହଇରାଣ ହରକତ ହେଉଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ଉଚିତ୍ ପଦକ୍ଷେପ ନିଆଯାଉ ନ ଥିବାରୁ…
ଝିଅ ପାଇଁ ଏକାଠି ହେଲେ ଜୁହି-ସଚିନ !
ମୁମ୍ବାଇ: ଧାରାବାହିକ ‘କୁମ୍କୁମ୍’ ଯୋଗେ ଘରେ ଘରେ ଲୋକପ୍ରିୟ ହୋଇଥିବା ଜୁହି ପରମାରଙ୍କ ଜୀବନକୁ ପୁଣି ଫେରିପାରନ୍ତି ସ୍ବାମୀ ସଚିନ ଶ୍ରଫ୍। ନିକଟରେ ଅଲାଦିନର ସ୍ପେଶାଲ୍ ସ୍କ୍ରିନିଂ ଅବସରରେ ଉଭୟଙ୍କୁ ଏକା ସାଙ୍ଗରେ ଦେଖାଯାଇଥିଲା। ଫଳରେ ଅଲଗା ହେବା ପରେ ଆଉ…
ଗଞ୍ଜେଇ ଜବତ: ୬ ଗିରଫ, ୩ ଫେରାର
ଜୟପୁର, ୨୫।୫(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ଉପଖଣ୍ଡ ପୋଲିସ, ଜୟପୁର ଟାଉନ, ସଦର ଏବଂ ବୈପାରିଗୁଡ଼ା ଥାନା ପକ୍ଷରୁ ଶନିବାର ପୃଥକ ପୃଥକ ଭାବେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୧୫୦୦ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ…
୯ ବର୍ଷ ପରେ ପୁଣି ନଜର ଆସିବେ କ୍ୟାଟ୍ରିନା-ଅକ୍ଷୟ
ବଲିଉଡ୍ର ହିଟ୍ ଯୋଡ଼ି କ୍ୟାଟ୍ରିନା-ଅକ୍ଷୟ କୁମାର ପୁଣି ବଡ଼ପରଦାରେ ନଜର ଆସିବେ। ‘ନମସ୍ତେ ଲଣ୍ଡନ’, ‘ଓ୍ବେଲ୍କମ୍’, ‘ହମ୍କୋ ଦିବାନା କର୍ ଗୟେ’, ‘ସିଙ୍ଗ୍ ଇଜ୍ କିଙ୍ଗ୍’ ପରି ସୁପରହିଟ୍ ଫିଲ୍ମ ଦେଇଥିବା ଏହି ଯୋଡ଼ି ୯ ବର୍ଷ ପରେ ପୁଣି ଏକାଠି…
ପରିତ୍ୟକ୍ତ ନାଳରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
ବଲାଙ୍ଗୀର ଅଫିସ, ୨୫।୫: ବଲାଙ୍ଗୀର ସହର ଲକ୍ଷ୍ମୀଯୋର ନିକଟରେ ଥିବା ଏକ ପରିତ୍ୟକ୍ତ ନାଳରୁ ଶୁକ୍ରବାର ସନ୍ଧ୍ୟାରେ ଏକ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀନଗରପଡ଼ା ନିବାସୀ ଜଗନୁ ସ୍ବାଇଁଙ୍କ ୫ବର୍ଷର ପୁଅ ଜିତୁ। ପ୍ରକାଶ ଯେ, ଶୁକ୍ରବାର…
ଲୁହାସ୍କ୍ରାପ ଚୋରାଚାଲାଣ : ୩ ଗିରଫ, ଟେମ୍ପୋ ଓ ବନ୍ଧୁକ ଜବତ
ବଡ଼ବିଲ,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ଝାଡ଼ଖଣ୍ଡକୁ ଚୋରାଚାଲାଣ ହେଉଥିବା ଏକ ଲୁହାସ୍କ୍ରାପ ବୋଝେଇ ଟେମ୍ପୋକୁ ରାଜ୍ୟ ସୀମାନ୍ତରୁ ଜବତ କରିବା ସହ ଘଟଣାରେ ସଂପୃକ୍ତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଟେମ୍ପୋ ଡ୍ରାଇଭର ବଡ଼ବିଲ…
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହେବ ଅଧିକ ସଶକ୍ତ: ମୋଦି
ନୂଆଦିଲ୍ଲୀ,୨୫।୫: ଏଣିକି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧିକ ସକ୍ରିୟ ଭାବେ କାର୍ଯ୍ୟ କରିବ। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ସୂଚନା ଦେଇଛନ୍ତି। ମୋଦି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧିକାରୀଙ୍କ ସହିତ ସାକ୍ଷାତ୍ କରି ଏପରି କହିଛନ୍ତି। ନିଜ କାର୍ଯ୍ୟକାଳ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ…
Archives


