ଲିଭ୍ ଇନ୍ରେ ରହୁଥିବା ମହିଳା ଅଧିକ ଦୁଃଖି: ସର୍ଭେ ରିପୋର୍ଟ ଲୋକାର୍ପଣ କରିବେ ଆର୍ଏସ୍ଏସ୍ ପ୍ରମୁଖ
ନୂଆଦିଲ୍ଲୀ,୨୨।୯: ସମ୍ପ୍ରତି ଦେଶରେ ଲିଭ୍ ଇନ୍ରେ ରହିବା ମହିଳା ପୁରୁଷଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଏଭଳି ସମ୍ପର୍କରେ ରହୁଥିବା ମହିଳା ଅଧିକ ଦୁଃଖୀ। ଏନେଇ ଆର୍ଏସ୍ଏସ୍ ପ୍ରମୁଖ ମୋହନ ଭାଗଓ୍ବତ୍ ମଙ୍ଗଳବାର ଏକ ସର୍ଭେ ରିପୋର୍ଟ ଲୋକାର୍ପଣ କରିବେ। ବିବାହିତା…
ନନ୍ଦନକାନନରେ ନୀଳଗିରି ବାନର ଅସୁସ୍ଥ, ଚିନ୍ତାରେ କର୍ତ୍ତୃପକ୍ଷ
ବାରଙ୍ଗ,୨୨।୯(ଡି.ଏନ୍.ଏ.): ନନ୍ଦନକାନନରେ ଗତ ସପ୍ତାହ ମଧ୍ୟରେ ହର୍ପିସ ଭାଇରସ ଯୋଗୁ ହାତୀଙ୍କ ମୃତ୍ୟୁ ଖବରକୁ ନେଇ କର୍ତ୍ତୃପକ୍ଷ ଚିନ୍ତାରେ ଥିବାବେଳେ ଶନିବାର ଅନ୍ୟତମ ଆକର୍ଷକ ନୀଳଗିରି ବାନର ଅସୁସ୍ଥ ହୋଇପଡିବା ଚିନ୍ତା ଆହୁରି ବଢ଼ାଇ ଦେଇଛି। ନନ୍ଦନକାନନକୁ ଆସିବାପରଠାରୁ ନୀଳଗିରିଟି ଚର୍ଚ୍ଚାରେ…
ଓସ୍କାର ଦୌଡ଼ ପାଇଁ ‘ଗଲିବୟ’ ମନୋନୀତ: ଭାରତର ଶ୍ରେଷ୍ଠ ୨୮ ଚଳଚ୍ଚିତ୍ର ତାଲିକାରେ ‘କଣ୍ଠୋ’
ଭୁବନେଶ୍ୱର, ୨୨।୯ (ବ୍ୟୁରୋ): ଚଳିତବର୍ଷ ଓସ୍କାର ପୁରସ୍କାର ଦୌଡ଼ରେ ସାମିଲ୍ ହେବାକୁ ପ୍ରଥମ ପର୍ଯ୍ୟାୟରେ ଭାରତର ୨୮ ଚଳଚ୍ଚିତ୍ରକୁ ବଛାଯାଇଥିଲା। ଏଥିମଧ୍ୟରେ ଅକ୍ଷୟ ପରିଜାଙ୍କ ବେଙ୍ଗଲୀ ଫିଲ୍ମ ‘କଣ୍ଠୋ’ ସ୍ଥାନ ପାଇଥିଲାବେଳେ ବଲିଉଡ୍ ଫିଲ୍ମ ‘ଗଲିବୟ’ ଚଳଚ୍ଚିତ୍ର ଓସ୍କାର ପାଇଁ ଚୟନ…
ମୋଦିଙ୍କ ପାଇଁ ହ୍ୟୁଷ୍ଟନରେ ସ୍ବତନ୍ତ୍ର ‘ନମୋ ଥାଳି’
ଓ୍ବାଶିଂଟନ,୨୨।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହ୍ୟୁଷ୍ଟନରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ୫୦ ହଜାର ଭାରତୀୟଙ୍କୁ ସମ୍ବୋଧିତ କରିବେ। ମୋଦିଙ୍କ ରହଣୀ ସମୟରେ ମୂଳ ଭାରତୀୟ ରାନ୍ଧୁଣିଆ କିରଣ ବର୍ମା ମୋଦିଙ୍କ ପାଇଁ ସ୍ବତନ୍ତ୍ର ନମୋ ଥାଳି ପ୍ରସ୍ତୁତ କରିବେ। ସକାଳ…
ଆଜିଠୁ ଷୋଡ଼ଶ ଉପଚାର ପୂଜା: ଚମକୁଛି ଚଣ୍ଡୀ ମନ୍ଦିର, ଦଶହରାରେ ଫଳରେ ସଜାଯିବ
କଟକ ଅଫିସ,୨୨।୯: କେବଳ କଟକରେ ସୀମିତ ନାହିଁ। ଏବେ କଟକଚଣ୍ଡୀ ମନ୍ଦିରକୁ ନେଇ ଚର୍ଚ୍ଚା ବିଦେଶ ପର୍ଯ୍ୟନ୍ତ ପହଞ୍ଚିଲାଣି। ବିଭିନ୍ନ ଟୁଇଟ୍ରେ ମନ୍ଦିରର ସାଜସଜ୍ଜାକୁ ସ୍ଥାନ ମିଳିଛି। ଦଶହରା ପୂର୍ବରୁ କଟକ ଚଣ୍ଡୀ ମନ୍ଦିର ଫୁଲରେ ସଜେଇ ହୋଇ ଚମକୁ ଥିବାବେଳେ…
ବିଜେପୁର: ପ୍ରାର୍ଥୀ ଚୟନ ଉପରେ ନଜର, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ, ଅସ୍ତିତ୍ୱ ପାଇଁ କଂଗ୍ରେସର ସଂଘର୍ଷ
ଭୁବନେଶ୍ୱର,୨୨।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜନୈତିକ ଦଳଗୁଡିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଏହି ଆସନକୁ ଶେଷ ୨ ନିର୍ବାଚନରେ ଜିତିଥିବା ବିଜେଡି ପକ୍ଷରୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି। ଅନୁରୂପ ଭାବେ ଭାଜପା ମଧ୍ୟ ଉପନିର୍ବାଚନ ପାଇଁ…
ସାଲେପୁର ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଘଟଣା: ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ
କଟକ ଅଫିସ, ୨୨।୯: ସାଲେପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କଟକ ଜିଲା ପୋକ୍ସୋ ଅଦାଲତ ଗୁରୁବାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ମୁସ୍ତାକଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ସାଲେପୁର ଥାନା…
ସାର ପାଇଁ ଆଧାର: ଚାଷୀଙ୍କ ଆକାଉଣ୍ଟକୁ ଯିବ ସବ୍ସିଡି ଟଙ୍କା; ଆସନ୍ତାବର୍ଷରୁ କାର୍ଯ୍ୟକାରୀ ହେବ ଡିବିଟି
ଭୁବନେଶ୍ୱର,୨୨। ୯(ବ୍ୟୁରୋ): ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥାରେ ଖାଦ୍ୟ ସାମଗ୍ରୀ ନେବା ଏବଂ ଧାନ ବିକିବା ପାଇଁ ଆଧାର କାର୍ଡ ସଂଯୋଗକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ ଏବେ ଚାଷୀମାନେ କିଣୁଥିବା ସାର ରିହାତି ଲାଗି ଆଧାର ସଂଯୋଗ କରାଯିବ। ରାଜ୍ୟରେ ଆସନ୍ତାବର୍ଷରୁ…
ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ନୋଟିସ
ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ ଭାଙ୍ଗି ଖାଲି କରିବାକୁ ନୋଟିସ ଦିଆଯାଇଛି। ବେଆଇନ ନିର୍ମାଣକୁ ୭ ଦିନ ମଧ୍ୟରେ ଭାଙ୍ଗିବା…
ବାଣ ବିସ୍ଫୋରଣରେ ୬ ମୃତ
ଏଟା, ୨୨ା୯(ପି.ଟି.): ଉତ୍ତରପ୍ରଦେଶର ଏଟାସ୍ଥିତ ମିରହାଚି ପୋଲିସଷ୍ଟେଶନ ଅଞ୍ଚଳରେ ବାଣ ବିସ୍ଫୋରଣ ହେବାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୯ ଜଣ ଆହତ ମଧ୍ୟ ହୋଇଛନ୍ତି। ଏକ ଘରେ ବେଆଇନ ବାଣ ତିଆରି ଚାଲିଥିବାବେଳେ ଅସାବଧାନତା କାରଣରୁ ଏହା ବିସ୍ଫୋରଣ…
‘ଚାଇନାର ଶକ୍ତିବୃଦ୍ଧି ବିଶ୍ୱକୁ ବିପଦ’
ଓ୍ବାଶିଂଟନ,୨୨ା୯(ପି.ଟି.): ଚାଇନାର ସାମରିକ ଶକ୍ତିବୃଦ୍ଧିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚିନ୍ତାବ୍ୟକ୍ତ କରିବା ସହ ଏହା ସାରା ବିଶ୍ୱ ପାଇଁ ବିପଦ ବୋଲି କହିଛନ୍ତି। ଏହି କମ୍ୟୁନିଷ୍ଟ ରାଷ୍ଟ୍ର ଆମେରିକାର ବୌଦ୍ଧିକ ସମ୍ପତ୍ତି ଚୋରି କରି ଏହାର ପ୍ରତିରକ୍ଷା ସାମର୍ଥ୍ୟ…
ପିଲାଙ୍କୁ ଆକୃଷ୍ଟ କରୁଛି ଖେଳ ଉପକରଣ, ଉପସ୍ଥାନ ହାର ବଢୁଛି
ନୟାଗଡ଼ ଅଫିସ,୨୨।୯-ବିଦ୍ୟାଳୟ ପରିସରରେ ଥିବା ଖେଳପଡ଼ିଆରେ ବିଭିନ୍ନ ଖେଳ ଉପକରଣରେ ପିଲାମାନେ ମନଭରି ଖେଳିବା ଦୃଶ୍ୟ କିଛିଦିନ ହେଲା ଦେଖିବାକୁ ମିଳୁଛି। ଏବେ ଆମ ସରକାରୀ ପ୍ରାଥମିକ ବିଦ୍ୟାଳୟ ଖେଳପଡିଆରେ ଦୋଳି, ଟାୟାରରେ ଉପରକୁ ଚଢ଼ିବା, ଉଠାପକା, ଡିଆଡେଇଁ , ହାତୀ…

