ନୂଆ ଟେକ୍ନୋଲୋଜିର ଫ୍ରିଜ ଆଣିବ ଭୋଲଟାସ୍
ଭୁବନେଶ୍ୱର,୨୨-୯: ଟାଟା ଗ୍ରୁପ କମ୍ପାନୀର ଫାର୍ମ ଭୋଲଟାସ ବେକୋ ପକ୍ଷରୁ ଶୀଘ୍ର ନୂଆ ଟେକ୍ନୋଲୋଜିଯୁକ୍ତ ଫ୍ରିଜ୍ ଡିସେମ୍ବରରେ ବଜାରକୁ ଆସିବ। ତୁର୍କୀ କମ୍ପାନୀ ଆର୍ସେଲିକ ସହ ମିଳିତ ହୋଇ କମ୍ପାନୀ ଏ ଦିଗରେ କାର୍ଯ୍ୟ କରୁଛି। ଏହା ଦ୍ୱାରା ସଦ୍ୟତମ ଡାଇରେକ୍ଟ…
କେବଳ ବାଣିଜ୍ୟ ନୁହେଁ ; ଗ୍ରାହକ ସମ୍ପର୍କକୁ ଦେଉ ପ୍ରାଥମିକତା
ଗ୍ରାହକଙ୍କ ରୁଚିରେ ଏବେ ପରିବର୍ତ୍ତନ ଆସଛି। ସେମାନେ ଏବେ ଗୁଣବତ୍ତା, ପ୍ରଡକ୍ଟ ସଲ୍ୟୁଶନ ଉପରେ ବିଶ୍ୱାସ କରୁଛନ୍ତି। ଇଲେକଟ୍ରୋନିକ୍ସ ପ୍ରଡକ୍ଟ ଯୋଗାଣ କ୍ଷେତ୍ରରେ ରାଜ୍ୟର ଏକ ଲୋକପ୍ରିୟ ବ୍ରାଣ୍ଡ ଭାବେ ପାତ୍ର ଇଲେକଟ୍ରୋନିକ୍ସ କାର୍ଯ୍ୟ କରୁଛି। ଏହାର ପ୍ରତିଷ୍ଠା ସହ ସଫଳ…
ଚିକିତ୍ସା ଲାଗି ଆସି ରୋଗୀ ହଇରାଣ: ଲମ୍ବାଧାଡ଼ିରେ ଦୀର୍ଘସମୟ ଠିଆ ହୋଇ ନିରାଶ ହେଲେ ରୋଗୀ
ବାରିପଦା ଅଫିସ,୨୨ା୯- ମୟୂରଭଞ୍ଜ ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପ୍ରତିଷ୍ଠା କରାଯାଇଛି। ବିଭିନ୍ନ ସମୟରେ ରୋଗୀଙ୍କ ଭିଡ ଜମୁଥିବାରୁ ନାନା ସମସ୍ୟା ସୃଷ୍ଟି ହେଉଛି। ଶନିବାର ରୋଗୀଙ୍କ ରେଜିଷ୍ଟ୍ରଶନ ପାଇଁ ଉଦ୍ଦିଷ୍ଟ…
ଜିଲାପାଳ ତରବୋଡ ନବୋଦୟ ସ୍କୁଲ ବୁଲି ଦେଖିଲେ:କର୍ମଚାରୀଙ୍କ ସହ ବୈଠକ କଲେ
ନୂଆପଡା ଅଫିସ/ତରବୋଡ,୨୨।୯(ଡି.ଏନ.ଏ.) ନୂଆପଡା ଜିଲାର ଏକମାତ୍ର ତରବୋଡସ୍ଥିତ ନବୋଦୟ ବିଦ୍ୟାଳୟରେ ଅନେକ ସମସ୍ୟା ରହିଛି। ଏ ନେଇ ବିଭିନ୍ନ ସମୟରେ ଛାତ୍ରୀଛାତ୍ର ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଶନିବାର ଖୋଦ ଜିଲାପାଳ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ନେଇ…
ଜିଲା ୪ର୍ଥ ଶ୍ରେଣୀ କର୍ମଚାରୀଙ୍କ ଜରୁରୀ ବୈଠକ : ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ
ଭବାନୀପାଟଣା,୨୨।୯(ଡି.ଏନ.ଏ.) ଭବାନୀପାଟଣାସ୍ଥିତ କର୍ମଚାରୀ ଭବନଠାରେ ଶନିବାର ସନ୍ଧ୍ୟାରେ ଭାବଗ୍ରାହୀ ନାୟକଙ୍କ ସଭାପତିତ୍ୱରେ ଜିଲା ୪ର୍ଥ କର୍ମଚାରୀ ସଂଘ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପଦେଷ୍ଟା ରୂପକେଶର ଦଳାଇ, ଅଶୋକ କୁମାର ନାଏକ, ଅମଲା ସଂଘ ସଭାପତି ସୁକାନ୍ତ ମହାପାତ୍ର, ୪ର୍ଥ…
ଏହା ଭାରତର ୪ ଦୂରସ୍ଥାନ ଯାତ୍ରା କରୁଥିବା ଟ୍ରେନ୍, ଯେଉଁଥିରେ ବସି ଦେଖିପାରିବେ ପୂରା ଭାରତର ଦୃଶ୍ୟ
ବିଭିନ୍ନତା ମଧ୍ୟରେ ଏକତା ପରିଲକ୍ଷିତ ହେଉଥିବା ଆମ ଭାରତ ଏକ ବିରାଟ ଦେଶ। ଏହାର ସଭ୍ୟତା ଓ ସଂସ୍କୃତି ମଧ୍ୟ ଅଲଗା। ତେବେ ଯଦି ଆପଣଙ୍କୁ ଭାରତର ଏହି ଭିନ୍ନଭିନ୍ନ ସଭ୍ୟତା ଓ ସଂସ୍କୃତିକୁ ଦେଖିବା ଲାଗି ଇଚ୍ଛା ହେଉଛି, ଏଥିଲାଗି…
ରାତି ଅନିଦ୍ରା ବଢ଼ାଇଥାଏ ବିଷାଦ
ଦିନସାରା ମନ ଅଶାନ୍ତ ରହୁଛି କି? ସାମାନ୍ୟ କଥାରେ ରାଗି ଯାଉଛନ୍ତି କି? ତେବେ ସାବଧାନ ହୋଇଯାଆନ୍ତୁ। କାରଣ ଏହା ଶୋଇବା ସମୟ ବ୍ୟତିକ୍ରମ ପାଇଁ ହୋଇଥାଇପାରେ। କାରଣ ଅନେକ ସମୟରେ ଶୋଇବା ଓ ଉଠିବା ସମୟରେ ବ୍ୟତିକ୍ରମ ହେଲେ ଶାରୀରିକ…
ସକାଳେ ପିଇଲେ ମଲ୍ଲୀ ପତ୍ର ରସ ମିଳିବ ଏସବୁ ଫାଇଦା…
ନିୟମିତ ମଲ୍ଲୀ ପତ୍ର ରସ ଚାମୁଚେ ପିଇଲେ ଅନେକ ଉପକାର ମିଳିଥାଏ। ଏହା କୃମି ନାଶ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଚର୍ମ ରୋଗରେ ଏହାକୁ ଦେହରେ ମାଲିସ କଲେ ସୁଫଳ ମିଳିଥାଏ। ପାଟି ଘା’କୁ ଏହା ଭଲ କରିଥାଏ।…
କନ୍ଧୁଣୀଦେବୀ ମହୋତ୍ସବ ଉଦ୍ଯାପିତ
ସୋରଡା,୨୧ା୯(ଡି.ଏନ୍.ଏ.)- ଗଞ୍ଜାମ ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀ ମହୋତ୍ସବ ଶନିବାର ଉଦ୍ଯାପିତ ହୋଇଯାଇଛି। ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା ଯୋଗଦେଇ କହିଥିଲେ, ଏହି ଅଞ୍ଚଳ ହେଉଛି କଳା ଓ ସଂସ୍କୃତିର ଅଞ୍ଚଳ। ଏଠାରେ ପର୍ଯ୍ୟଟନର ବିକାଶ…
ଜାତୀୟ ରାଲି ଚାମ୍ପିୟନଶିପ:ଗୌରବଙ୍କ କାର୍ ଦୁର୍ଘଟଣାରେ ୩ ମୃତ
ବାରମେର(ରାଜସ୍ଥାନ),୨୧।୯(ପି.ଟି.)- ଏକ ଅଭାବନୀୟ ଘଟଣାକ୍ରମେରେ ଭାରତୀୟ ରାଲି ଡ୍ରାଇଭର ଗୌରବ ଗିଲ୍ଙ୍କ କାର୍ ଏକ ମୋଟରସାଇକେଲଙ୍କୁ ଧକ୍କା ଦେବା ଫଳରେ ୩ଜଣ ମୃତ୍ୟୁ ବରଣ କରିଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ଗୌରବ ଦେଶର ପ୍ରଥମ ମୋଟରସ୍ପୋଟର୍ସ ଡ୍ରାଇଭର ହିସାବରେ ଅର୍ଜୁନ ପୁରସ୍କାର…
ସିରିଜ ବିଜୟ ଲକ୍ଷ୍ୟରେ ଭାରତ
ବେଙ୍ଗାଲୁରୁ,୨୧।୯ (ପି.ଟି.)- ସ୍ଥାନୀୟ ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ରବିବାର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ପରସ୍ପରକୁ ଭେଟିବେ। ଧର୍ମଶାଳାରେ ଖେଳାଯିବାକୁ ଥିବା ପ୍ରଥମ ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହେବା ପରେ ଭାରତ…
ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ
ବାଲେଶ୍ୱର ଅଫିସ,୨୧।୯: ଆୟ ବହିର୍ଭୂତ ଠୁଳ ଅଭିଯୋଗରେ ବାଲେଶ୍ୱର ମ୍ୟୁନିସିପାଲଟି ଅଧୀନ କାଞ୍ଜନବାଗ ପ୍ରାଥମିକ ବିଦ୍ୟାଳୟର ଜିଲାପରିଷଦ ଶିକ୍ଷୟିତ୍ରୀ ମଞ୍ଜୁଶ୍ରୀ ନାୟକଙ୍କ ଘରେ ଶନିବାର ଭିଜିଲାନ୍ସ ଚଢାଉ କରାଯାଇଛି। ଏଥିରେ ଭିଜିଲାନ୍ସର ୫ଟି ଟିମ୍ ସାମିଲ ହୋଇଛନ୍ତି। ଟିମ୍ ଅଧିକାରୀମାନେ ଟାଉନ…

