Home Left

ରାୟଗଡ଼ାରେ ବିଜେଡିର ହିମିରିକା ଆଗୁଆ

ରାୟଗଡ଼ା ଅଫିସ୍‌, ୨୩।୫: ରାୟଗଡା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରାର୍ଥୀ ଲାଲ୍‌ ବିହାରୀ ହିମିରିକା ୩୫୯ ଭୋଟରେ ଆଗୁଆ ରହିଛନ୍ତି। ହିମିରିକାଙ୍କୁ ୧୫୪୬ ଭୋଟ ମିଳିଥିବାବେଳେ କଂଗ୍ରେସର ଆପ୍ପଲୁ ସ୍ବାମୀ କାଡ୍ରାକାଙ୍କୁ…

ସୁନ୍ଦରଗଡ଼ ବିଧାନସଭା: ଯୋଗେଶ ସିଂ ପଛୁଆ

ସୁନ୍ଦରଗଡ଼,୨୩।୫: ସୁନ୍ଦରଗଡ଼ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ କୁସୁମ ଟେଟେ ଆଗୁଆ ଅଛନ୍ତି। ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା କୁସୁମ ୭୮୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଯୋଗେଶ ସିଂ ୬୮୫୦ ଭୋଟ ପାଇଛନ୍ତି। କଂଗ୍ରେସର ଅନୀତା…

୭ମ ରାଉଣ୍ଡ ସୁଦ୍ଧା ନୂଆପଡ଼ାରେ ବିଜେଡି ଆଗୁଆ

ନୂଆପଡ଼ା,୨୩।୫: ୭ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୧୪୫୯୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝି ୧୧୮୮୫ ଭୋଟ ପାଇଛନ୍ତି।

୩ୟ ରାଉଣ୍ଡ: ତାଳଚେରରେ ବ୍ରଜକିଶୋର ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୩ୟ ରାଉଣ୍ଡରେ ବିଜେଡିର ବ୍ରଜକିଶୋର ପ୍ରଧାନ ଆଗୁଆ ଅଛନ୍ତି। ତୃତୀୟ ରାଉଣ୍ଡରେ ବ୍ରଜ ୧୪୦୬ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର କାଳନ୍ଦୀ ସାମଲ ୮୩୦ ଖଣ୍ଡ ଭୋଟ ପାଇ ପଛରେ ଅଛନ୍ତି।

ଜଗତ୍‌ସିଂହପୁରରେ ପ୍ରଶାନ୍ତ ମୁଦୁଲି ଆଗୁଆ

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ଆଗରେ ଅଛନ୍ତି। ସେ ୩୯୯୬ ଭୋଟ୍‌ ପାଇଛନ୍ତି। ତାଙ୍କ ପଛକୁ କଂଗ୍ରେସ ପ୍ରାର୍ଥୀ ଚିରଞ୍ଜୀବ ବଶ୍ୱାଳ ୨୪୬୬ ଭୋଟ୍‌ ପାଇ…

ଖଡ଼ିଆଳରେ କଂଗ୍ରେସ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଖଡ଼ିଆଳ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଅଧିରାଜ ପାଣିଗ୍ରାହୀ ଆଗରେ ରହିଛନ୍ତି। ଅଧିରାଜ ୧୮୩୦୭ ଭୋଟ ପାଇଥିବାବେଳେ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ୧୫୪୨୧ ଭୋଟ ପାଇଛନ୍ତି।

ସେନ୍‌ସେକ୍ସ ୪୦,ନିଫ୍ଟି ୧୨ ହଜାର ଟପିଲା

ମୁମ୍ବାଇ,୨୩-୫: ସାତଟି ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ଶେଷ ହେବା ପରେ ଗୁରୁବାର ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଏନ୍‌ଡିଏ ସଂଖ୍ୟାଗରିଷ୍ଠତା ହାସଲ କରିିବାକୁ ଯାଉଥିବା ମନେହେଉଛି। ଏହାର ପ୍ରଭାବ ମୁମ୍ବାଇ ଷ୍ଟକ୍‌ ଏକ୍ସଚେଞ୍ଜରେ ଦେଖିବାକୁ ମିଳିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)…

୬ଷ୍ଠ ରାଉଣ୍ଡରେ ରମେଶ ଚନ୍ଦ୍ର ସାଏ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୬ଷ୍ଠ ରାଉଣ୍ଡରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୧୨୮୨୧ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୬୭୭୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଜୟାନନ୍ଦ ଚାଉଳିଆ…

ମାଲକାନଗିରି: ତୃତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ତୃତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ତୃତୀୟ ରାଉଣ୍ଡ ସୁଦ୍ଧା ଆଦିତ୍ୟ ମାଢ଼ି ୪୦୯୬ ଭୋଟ୍‌ ପାଇଥିବା ବେଳେ ବିଜେଡିର ମୁକୁନ୍ଦ ସୋଢ଼ି ୩୧୨୧ ଏବଂ କଂଗ୍ରେସର ମାଲା…

ଜି.ଉଦୟଗିରିରେ ସାଲୁଗା, ବାଲିଗୁଡାରେ ଚକ୍ରମଣି, ଫୁଲବାଣୀରେ ଅଙ୍ଗଦ ଆଗରେ

ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୫୯୮୫ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୩୯୭୭ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି ପ୍ରାର୍ଥୀ ଚକ୍ରମଣୀ କହଁର ୨୫୦୫ ଭୋଟ ପାଇଥିବା ବେଳେ…

ପାରାଦୀପରେ ସମ୍ବିତ ଆଗରେ

ଜଗତ୍‌ସିଂହପୁର ଅଫିସ,୨୩ା୫ : ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ସମ୍ବିତ ରାଉତରାୟ ୩୧୫୨ ଭୋଟ୍‌ ପାଇ ଆଗରେ ଅଛନ୍ତି। ତାଙ୍କ ପଛକୁ କଂଗ୍ରେସ ପ୍ରାର୍ଥୀ ଅରିନ୍ଦମ ସର୍ଖେଲ ୨୩୭୪ ଭୋଟ୍‌ ପାଇ ଦ୍ୱିତୀୟ…

ଗଣ ମାଧ୍ୟମକୁ ଶୁଭେଚ୍ଛା ଜଣାଇଲେ ହିରାବେନ୍‌ ମୋଦି

ଗାନ୍ଧିନଗର,୨୩।୫: ଗୋଟିଏ ପଟେ ଭାଜପା ପ୍ରାୟ ୨୯୫ ଆସନରେ ଆଗୁଆ ଥିବା ବେଳେ ବିଭିନ୍ନ ସ୍ଥାନରେ ଭାଜପା ପକ୍ଷରୁ ଉତ୍ସବ ପାଳନ ଆରମ୍ଭ ହୋଇଯାଇଛି। ଏତିକି ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ମା’ ହିରାବେନ୍‌ ମୋଦି ଗୁଜରାଟର ଗାନ୍ଧିନଗରରେ ଥିବା ବାସଗୃହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri