ଚାଷ ପାଇଁ ଚାଷୀ ଚିନ୍ତିତ
ପୁରୁଣା ଭୁବନେଶ୍ୱର,୨୧ା୯(ଡି.ଏନ.ଏ.): ରାଜଧାନୀର ବିଭିନ୍ନ ମଠ ମନ୍ଦିର, ଆଦି ସରକାରୀ ଜାଗାକୁ ଜବରଦଖଲ କରିସାରିବା ପରେ ଏବେ ରାଜଧାନୀର ଉପକଣ୍ଠରେ ଜବରଦଖଲକାରୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ଗ୍ରୀନ୍କୁ ୟଲୋ ଜୋନରେ ବିଡିଏରୁ ମିଛ ପ୍ରମାଣପତ୍ର ଦାଖଲ କରାଇ ଏସବୁ ଅଞ୍ଚଳରେ ୟଲୋ…
ଚନ୍ଦକା-ଡମପଡ଼ା ଅଭୟାରଣ୍ୟ: ବର୍ଷସାରା ନାଇଟ୍, ଫୁଟ୍ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ଅଭୟାରଣ୍ୟରେ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ତତ୍ପର ହୋଇଛି ବନ ବିଭାଗ। ବର୍ଷ ସାରା ଏହି ଅଭୟାରଣ୍ୟରେ ନାଇଟ୍ ପାଟ୍ରୋଲିଂ ଏବଂ ଫୁଟ୍ ପାଟ୍ରୋଲିଂ ନିୟମିତ ଭାବେ କରିବାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ନିର୍ଦ୍ଦେଶ…
ଜାମିନ ଆବେଦନର ଶୁଣାଣି କରିବେ ଜଣିକିଆ ଖଣ୍ଡପୀଠ
ନୂଆଦିଲ୍ଲୀ,୨୧ା୯(ଆଇଏଏନ୍ଏସ୍): ନ୍ୟାୟପାଳିକାରେ ମାମଲା ବୋଝ କମାଇବା ପାଇଁ ଜଣିକିଆ ଖଣ୍ଡପୀଠ ଗଠନ ଲାଗି ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି। ଏହି ଖଣ୍ଡପୀଠଗୁଡ଼ିକରେ ଜାମିନ, ମାମଲା ସ୍ଥାନାନ୍ତର ଏବଂ ଅନ୍ୟ କମ୍ ଗୁରୁତ୍ୱପୂର୍ଣ୍ଣ ମାମଲାର ବିଚାର କରାଯିବ। ରିପୋର୍ଟ ଅନୁଯାୟୀ ଜୁନ୍ ୧ ସୁଦ୍ଧା…
ଏଥର ପ୍ରଦୂଷଣମୁକ୍ତ ଦଶହରା
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଭୁବନେଶ୍ୱରରେ ଏଥର ଦେଖିବାକୁ ମିଳିବ ପ୍ଲାଷ୍ଟିକ୍ ଓ ଶବ୍ଦ ପ୍ରଦୂଷଣମୁକ୍ତ ଦଶହରା। ସହରରେ ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ପୂଜାକୁ ଶବ୍ଦ, ବାୟୁ ଓ ପରିବେଶ ପ୍ରଦୂଷଣରୁ ମୁକ୍ତ ରଖିବାକୁ ପ୍ରଚେଷ୍ଟା କରାଯିବ। ଗତବର୍ଷ ଭଳି ଏଥର ମଧ୍ୟ…
ଗ୍ରାହାମ ଷ୍ଟେନ୍ସ ପୋଡ଼ି ଘଟଣା: ଦାରା ସିଂଙ୍କ ସହଯୋଗୀଙ୍କୁ ଗିରଫ କଲା ସିବିଆଇ
ଠାକୁରମୁଣ୍ଡା,୨୧ା୯(ଡି.ଏନ୍.ଏ.): ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁତ୍ରଙ୍କୁ ପୋଡ଼ି ହତ୍ୟା କରିଥିବା ଘଟଣାରେ ଫେରାର ଥିବା ଦାରା ସିଂଙ୍କ ଜଣେ ସହଯୋଗୀଙ୍କୁ ଗୁରୁବାର ବିଳମ୍ବିତ ରାତିରେ କୋଲ୍କାତାର ସି.ବି.ଆଇ. ଟିମ୍ ଗିରଫ କରିଛି। ଗିରଫ ଅଭିଯୁକ୍ତ…
କମଳା ପରେ ଗୌରୀ ଆଖିବୁଜିଲା
ଭୁବନେଶ୍ୱର, (ବ୍ୟୁରୋ)/ବାରଙ୍ଗ,୨୧ା୯(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଘାତକ ସାଜିଛି ହର୍ପିସ୍ ଭୂତାଣୁ। ଏଥିରୁ ହାତୀମାନଙ୍କୁ ବଞ୍ଚାଇ ଯାଇପାରୁନାହିଁ। ଫଳରେ କ୍ରମାଗତ ହାତୀ ମୃତ୍ୟୁ ଜାରି ରହିଛି। ଗୁରୁବାର ସନ୍ଧ୍ୟାରେ ୭ବର୍ଷର ମାଈହାତୀ କମଳାର ମୃତ୍ୟୁ ଘଟିଥିବାବେଳେ ଏହାର ଦିନକ ପରେ ଆଉ ଏକ…
କାଗଜ ବଣ୍ଡଲ ଧରାଇ ୫ ଲକ୍ଷ ଠକେଇ ଘଟଣା: ଆଉ ଜଣେ ଗିରଫ
କଟକ ରୋଡ, ୨୧ା୯(ଡି.ଏନ୍.ଏ): କାଗଜ ବଣ୍ଡଲ ଧରାଇ ରାଜ୍ୟ ବାହାରର ଜଣେ ବ୍ୟବସାୟୀଙ୍କୁ ୫ଲକ୍ଷ ଟଙ୍କା ଠକିଥିବା ଘଟଣାରେ ସମ୍ପୃକ୍ତ ଥିବା ଆଉ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ଶୁକ୍ରବାର ଗିରଫ କରିଛି। ସେ ହେଲେ ଜଗତ୍ସିହପୁର ଜିଲା କୁଜଙ୍ଗ ଅଞ୍ଚଳର…
କୁଆଖାଇ ନଦୀବନ୍ଧ ସଂଲଗ୍ନ ରାସ୍ତା ଜବରଦଖଲକୁ ବିରୋଧ: ହାଇକୋର୍ଟରେ ଜନସ୍ବାର୍ଥ ମାମଲ
କଟକ ଅଫିସ, ୨୧ା୯: କୁଆଖାଇ ନଦୀବନ୍ଧ ସଂଲଗ୍ନ ମଞ୍ଚେଶ୍ୱରଠାରୁ କାନପୁର ରାସ୍ତାର ଦକ୍ଷିଣ ପାର୍ଶ୍ୱକୁ ବେଆଇନ ଭାବେ ଜବରଦଖଲ କରାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଆବେଦନକାରୀ ତଥା ଆଇନଜୀବୀ ଅନ୍ତର୍ଯାମୀ ସ୍ବାଇଁଙ୍କ ପକ୍ଷରୁ…
ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍: ନିୟମ ମାନୁନାହାନ୍ତି ଅନେକ ଶୋ’ରୁମ୍ ମାଲିକ
ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଆତଙ୍କବାଦ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ସବୁ ରାଜ୍ୟକୁ ପରାମର୍ଶ ଦେଇଛନ୍ତି। ଓଡ଼ିଶାରେ ଗତ ମେ ୧ରୁ ନୂତନ ଗାଡ଼ିରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ନିୟମ ଲାଗୁ…
କୁନି ପ୍ରଧାନ ହତ୍ୟା ମାମଲା: ନାତି ବଳରାମଙ୍କୁ ଆଜୀବନ ଜେଲ୍ ଦଣ୍ଡ
ଜଗତ୍ସିଂହପୁର ଅଫିସ,୨୧।୯: ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ପ୍ରସନ୍ନପୁରର କୁନି ପ୍ରଧାନ(୮୩)ଙ୍କୁ ୨୦୧୪ ମସିହାରେ ତାଙ୍କ ନାତି ବଳରାମ ସ୍ବାଇଁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍ସିଂହପୁର…
ଜାତୀୟ ରାଜପଥ ସମ୍ପ୍ରସାରଣ ବେଳେ ଭୁଶୁଡ଼ିଲା କାନ୍ଥ: ୮ ଆହତ, ୩ ଗୁରୁତର
କାମାକ୍ଷାନଗର, ୨୧।୯(ଡି.ଏନ୍.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଅଁାଳ ଗ୍ରାମ ନିକଟ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣବେଳେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଜେସିବି ସହାୟତାରେ ଉଚ୍ଛେଦ କାର୍ଯ୍ୟ ଚାଲିଥିବାବେଳେ କାନ୍ଥ ଭୁଶୁଡ଼ି ଦୁଇ ପରିବାରର ୮ଜଣ…
ନୀହାରିକା ହତ୍ୟା ମାମଲା : ଆତ୍ମସମର୍ପଣ କଲେ ପ୍ରେମିକ କିଶୋର
ଜଗତ୍ସିଂହପୁର ଅଫିସ/ବିରିଡ଼ି (ଡି.ଏନ୍.ଏ.),୨୧ା୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ଏବେ ଭିନ୍ନ ମୋଡ଼ ନେଇଛି। ନୀହାରିକାଙ୍କ ମୃତଦେହ ବିରିଡ଼ି ଥାନା ଅଧୀନ ବିଲୁଆଖାଇ ନଦୀପଠାରୁ ଉଦ୍ଧାର ହେବାର ୩ ଦିନ ପର୍ଯ୍ୟନ୍ତ ପୋଲିସକୁ ଧରାଛୁଅଁ। ଦେଉ ନ ଥିବା ମୁଖ୍ୟ…

