Home Left

ପୁରୁଣା ବ୍ରହ୍ମପୁରରେ ମାଙ୍କଡ଼ ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଆହତ, ମାରିଦେବାକୁ ଅଞ୍ଚଳବାସୀଙ୍କ ଦାବି

ବ୍ରହ୍ମପୁର ଅଫିସ,୨୨ା୫: ଗଞ୍ଜାମ ଜିଲା ପୁରୁଣା ବ୍ରହ୍ମପୁର ଅଞ୍ଚଳରେ ଗତ ଏକ ମାସ ହେଲା ଏକ ପାଗଳ ହନୁମାଙ୍କଡ଼ର ଆତଙ୍କ ଦେଖିବାକୁ ମିଳିଛି। ମାଙ୍କଡ଼ଟି ସ୍ଥାନୀୟ ଅଞ୍ଚଳର ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ କାମୁଡ଼ି ସାରିଲାଣି। ଭୟରେ ଲୋକମାନେ ଘରୁ ବାହାରକୁ ବାହାରୁ…

କଂଗ୍ରେସକର୍ମୀଙ୍କୁ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କର୍ମୀଙ୍କୁ ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ କହିଛନ୍ତି। ଏକ୍‌ଜିଟ୍‌ ପୋଲ୍‌ ଉପରେ ବିଶ୍ୱାସ ନ କରି ନିଜ ଉପରେ ଭରସା…

ଘରେ ୨୨ଟି ସିସିଟିଭି ଲଗାଇଲେ ସ୍ବାମୀ: ଏକଥା ଜାଣିବାରୁ ସ୍ତ୍ରୀ କଲେ ଏମିତି..

ବେଙ୍ଗାଲୁରୁ, ୨୨।୫: କର୍ନାଟକ ବେଙ୍ଗାଲୁରୁରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ଉପରେ ନଜର ରଖିବା ପାଇଁ ଘରେ ୨୨ଟି ସିସିଟିଭି କ୍ୟାମେରା ଲଗାଇଛନ୍ତି ସ୍ବାମୀ। ଏକଥା ଜାଣିବା ପରେ ସ୍ତ୍ରୀ ରାଗିଯାଇ ସ୍ବାମୀଙ୍କ ମୁଣ୍ଡକୁ କ୍ରିକେଟ ବ୍ୟାଟରେ ପିଟି…

ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା

କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼. ଓମ ପ୍ରକାଶଙ୍କ ଉପସ୍ଥିତରେ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ…

ପୋଲିସକୁ ଦେଖି ଅପହରଣକାରୀ ନିଜକୁ ମାରିଲେ ଗୁଳି

ପ୍ରୟାଗରାଜ, ୨୨।୫: ଉତ୍ତର ପ୍ରଦେଶର ପ୍ରୟାଗରାଜ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ମଙ୍ଗଳବାର ଜଣେ ଠିକାଦାରଙ୍କୁ ପୁଅକୁ ଅପହରଣ କରିନେଇଥିବା ଜଣେ ଅପହରଣକାରୀ ପୋଲିସକୁ ଦେଖି ଭୟରେ ନିଜକୁ ଗୁଳି ମାରିଛନ୍ତି। ସୂଚନାଯୋଗ୍ୟ, ଅଲ୍ଲାପୁରରେ ରହୁଥିବା ରଣବୀର ସିଂହଙ୍କ ଜଣେ ଠିକାଦାର।…

ପାନୀୟ ଜଳ ପାଇଁ ବ୍ଲକ ଘେରାଉ କଲେ ମହିଳା

ମାଲକାନଗିରି,୨୨ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ସଦର ପଞ୍ଚାୟତର ଉପରପୁଟ ଝରିଆଗୁଡ଼ା ଗ୍ରାମର ଶତାଧିକ ମହିଳା ବୁଧବାର ସକାଳୁ ଖଇରପୁଟ ବ୍ଲକ ଘେରାଉ କରିବା ସହିତ ତାଲା ପକାଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ପ୍ରକାଶ ଯେ,ଦୀର୍ଘଦିନ ଦିନ ହେବ ଉପରପୁଟ ଓ…

ଅନୁଗୋଳରେ ମୋବାଇଲ ଅବକାରୀ ବିଭାଗର ଚଢ଼ାଉ: ୯ଶହ ଲିଟର ଦେଶୀ ମହୁଲି ଜବତ, ୨ ଗିରଫ

ଅନୁଗୋଳ ଅଫିସ,୨୨।୫: ଅନୁଗୋଳ ମୋବାଇଲ ଅବକାରୀ ବିଭାଗ ବୁଧବାର ଚଢ଼ାଉ କରି ୯ଶହ ଲିଟର ଦେଶୀ ମହୁଲି ଜବତ କରିଛି। ଜରାସିଂହାରୁ ଚୋରାରେ ଏହି ଦେଶୀ ମଦ ଚାଲାଣ ହେଉଥିବା ଜଣାପଡ଼ିଛି। ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯାଇଥିବା ଜିଲା ମୋବାଇଲ ଅବକାରୀ…

ଏମିତି ମନ୍ଦିର ଯେଉଁଠି ଭଗବାନ ଶିବଙ୍କ ପୂର୍ବରୁ ରାବଣଙ୍କୁ କରାଯାଏ ପୂଜା

ଦୁନିଆରେ ଏମିତି ଅନେକ ମନ୍ଦିର ରହିଛି, ଯାହାର ଭିନ୍ନ ଭିନ୍ନ ବିଶେଷତ୍ୱ ରହିଛି। ହେଲେ ଏମିତି ଏକ ମନ୍ଦିର ରହିଛି ଯେଉଁଠି ଭଗବାନ ଶିବଙ୍କ ପୂର୍ବରୁ ଲଙ୍କେଶ୍ୱର ରାବଣଙ୍କ ପୂଜା ହୋଇଥାଏ। ଏହା ପଛରେ ଏକ କାହାଣୀ ରହିଛି। ଉଦୟପୁରଠାରୁ ୮୦…

ବର୍ଗରରୁ ବାହାରିଲା କାଚ ଖଣ୍ଡ: ମେଡିକାଲରେ ପହଞ୍ଚିଲେ ଯୁବକ

ଆଜିକାଲିର ଯୁବପିଢ଼ି ଫାଷ୍ଟ ଫୁଡ୍‌ ଖାଇବାକୁ ବେଶ୍‌ ପସନ୍ଦ କରୁଛନ୍ତି। ପ୍ରତିଦିନ ଏହାକୁ ଖାଇବା ପାଇଁ ପିଜା ହଟ୍‌ ଅବା କୌଣସି ଫାଷ୍ଟ ଫୁଡ୍‌, ବର୍ଗର ଦୋକାନ ଆଗରେ ଲୋକଙ୍କ ଲମ୍ବା ଲାଇନ୍‌ ଲାଗିଥାଏ। ମାତ୍ର ପୁନେର ଜଣେ ବ୍ୟକ୍ତିଙ୍କ ପାଇଁ…

ଅଂଶୁଘାତରେ ବୃଦ୍ଧାଙ୍କ ଜୀବନଗଲା

ହାଟଡ଼ିହୀ, ୨୨।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଜମ୍ଭରା ଶାଳବଣୀ ସାହିର ଜଣେ ବୃଦ୍ଧାଙ୍କର ବୁଧବାର ଅଂଶୁଘାତରେ ମୃତ୍ୟୁ ଘଟିଛି। ସେ ହେଲେ ହଳଧର ନାୟକଙ୍କ ସ୍ତ୍ରୀ ସୁକାନ୍ତି(୬୫)। ସୁକାନ୍ତି ନିଜ ବଗିଚାରେ କାମ କରୁଥିବା ବେଳେ ହଠାତ୍‌ ଚେତାଶୂନ୍ୟ ହୋଇପଡ଼ିଥିଲେ।…

ଏକସଙ୍ଗରେ ୬ଟି ସନ୍ତାନ ଜନ୍ମଦେଲେ ମହିଳା: ରାଷ୍ଟ୍ରପତି ଜଣାଇଲେ ଶୁଭେଚ୍ଛା

ଓ୍ବାର୍‌ଶ, ୨୨।୫: ୟୁରୋପୀୟ ଦେଶ ପୋଲାଣ୍ଡରେ ଜଣେ ମହିଳା ପ୍ରଥମଥର ପାଇଁ ୬ଟି ସନ୍ତାନ ଜନ୍ମ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏହାକୁ ନେଇ ପୋଲାଣ୍ଡରେ ଏକ ଖୁସିର ମାହୋଲ ସୃଷ୍ଟି ହୋଇଛି। ସେଠାକାର ରାଷ୍ଟ୍ରପତି ଆନ୍ଦ୍ରଜେଜ ଡୁଡା ଉକ୍ତ ମାତାପିତାଙ୍କୁ ଟୁଇଟରରେ…

ମାଟ୍ରିକ ପରୀକ୍ଷା ଫଳ: ସରକାରୀ ଅପେକ୍ଷା ବେସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ର ଆଗରେ

ପାଟଣା,୨୨।୫(ସ୍ବ.ପ୍ର.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ପାଟଣା ବ୍ଲକ ସରକାରୀ ବିଦ୍ୟାଳୟର ପରୀକ୍ଷା ଫଳ ଖରାପ ରହିଥିବା ବେଳେ ବେସରକାରୀ ବିଦ୍ୟାଳୟର ଫଳ ଭଲ ହୋଇଛି। ପାଟଣାସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ଜୟନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri