Home Left

ଭାରତ ପାନାସୋନିକର ଫୋକସ୍‌ ବଜାର

ଭାରତର ଅର୍ଥନୈତିକ ଢାଞ୍ଚା ମଜଭୁତ। ବିଭିନ୍ନ କାରଣ ଯୋଗୁ ଦେଶର ଅର୍ଥନୀତି ପ୍ରଭାବିତ ହୋଇଛି। ମାତ୍ର ଭାରତ ଏକ ଅଭିବୃଦ୍ଧିଶୀଳ ବଜାର । ଘରୋଇ ବଜାରର ଅଭିବୃଦ୍ଧି ଧାରା ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ପାନାସୋନିକର ଆସୋସିଏଟ ଡାଇରେକ୍ଟର…

ସିଙ୍ଗଲ୍ସ୍‌, ଡବଲ୍ସ ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍‌ଠାରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଓଡ଼ିଶାର ପ୍ରମୋଦ ଭଗତ ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ସିଙ୍ଗଲ୍ସ ସେମିଫାଇନାଲରେ ସେ ଜାପାନର ଦାଇସୁକେ ଫୁଜିହାରାଙ୍କୁ ୨୧-୧୮, ୧୫-୨୧,…

ଓସିଏ ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ ଶେଷ

କଟକ ଅଫିସ,୨୧ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କର୍ମକର୍ତ୍ତା ନିର୍ବାଚନର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶୁକ୍ରବାର ଶେଷ ହୋଇଛି। ୬ ପଦବୀ ପାଇଁ ଆବେଦନ କରିଛନ୍ତି ମୋଟ ୧୨ଜଣ ପ୍ରତିନିଧି। ସଭାପତି, ଉପସଭାପତି, ସମ୍ପାଦକ, କୋଷାଧ୍ୟକ୍ଷ ନିମନ୍ତେ ୨ଜଣ ଲେଖାଏ ଆଶାୟୀ ପ୍ରାର୍ଥୀ…

୫ ଜିନିଷ ଯୋଗୁ ମସ୍ତିଷ୍କ ହୁଏ ବିକଶିତ

ଶରୀର ସହ ମସ୍ତିଷ୍କ ମଧ୍ୟ ସୁସ୍ଥ ରହିବା ନିହାତି ଜରୁରୀ। ତେବେ ଏହାର ବିକାଶ ଲାଗି ୫ ଜିନିଷ ସବୁଠୁ ଦରକାରୀ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ… ବ୍ରୋକଲି: ସବୁ ପରିବା ମଧ୍ୟରୁ ବ୍ରୋକଲିରେ ଅଧିକ ପୋଷକତତ୍ତ୍ୱ ଥାଏ। ଏହା ସ୍ବାସ୍ଥ୍ୟ…

ରୋହିତ ଶର୍ମାଙ୍କ ପରେ ଏହି କ୍ରିକେଟରଙ୍କୁ ଦିଲ୍‌ ଦେଇଛନ୍ତି ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ୍‌

କ୍ରିକେଟ୍‌ ଏବଂ ବଲିଉଡ୍‌ ସମ୍ପର୍କ ବହୁ ପୁରୁଣା। କ୍ରିକେଟର୍‌ଙ୍କ ସହ ବଲିଉଡ ଅଭିନେତ୍ରୀଙ୍କ ସମ୍ପର୍କକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା ଲାଗିରହିଥାଏ। ଏବେ ସିଂଘମ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲଙ୍କୁ ଉଠିଛି ଚର୍ଚ୍ଚା। ଦିନ ଥିଲା ଭାରତୀୟ ଓପନର୍‌ ରୋହିତ୍‌ ଶର୍ମା ଏବଂ କାଜଲଙ୍କ…

ଦେଢ କି.ମି. ଚାଲି ଚାଲି ଗଲେ ଗର୍ଭବତୀ

ରାଇସୁଆଁ,୨୦।୯(ଡି.ଏନ.ଏ.)- ଗାଁକୁ ରାସ୍ତା ନ ଥିବାରୁ ଜଣେ ଗର୍ଭବତୀଙ୍କୁ ଘରଠାରୁ ଦେଢ କି.ମି. ରାସ୍ତା ଚଳାଇ ଚଲାଇ ଆମ୍ବୁଲାନ୍ସ ଯାଏ ଅଣାଯିବା ପରେ ସେଠାରୁ ଡାକ୍ତରଖାନା ପଠାଯିବା ଘଟଣା ପଦାକୁ ଆସିଛି। ଗର୍ଭବତୀ ଓ ପ୍ରସୂତିଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇବା ସକାଶେ…

ବିଶ୍ୱ ହୃତପିଣ୍ଡ ଦିବସ ଉପଲକ୍ଷେ ଗଡିଲା ସଚେତନତା ରଥ

ବାଲେଶ୍ୱର ଅଫିସ,୨୦।୯-‘ବିଶ୍ୱ ହୃତପିଣ୍ଡ ଦିବସ’ ପାଳନ ଅବ୍ୟବହିତ ପୂର୍ବର ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍‌ପିଟାଲ ପକ୍ଷରୁ ଆରମ୍ଭ ହୋଇଥିବା ହୃଦ୍‌ରୋଗ ସଚେତନତା ରଥ ସମଗ୍ର ଓଡିଶା ପରିକ୍ରମା କରୁଛି। ଏହି ପରିପ୍ରେକ୍ଷୀରେ ରଥ ଶୁକ୍ରବାର ବାଲେଶ୍ୱରରେ ପହଞ୍ଚତ୍ଛି। ବାଲେଶ୍ୱର ସହର ଗଡଗଡିଆ ଛକ…

କ୍ରିକେଟ୍‌ ପଡିଆରେ ୧୨୪ ବର୍ଷର ରେକର୍ଡ ଭାଙ୍ଗିଲେ ଏହି ଖେଳାଳି

ଲଣ୍ଡନ,୨୦।୯:ଇଂଲଣ୍ଡରେ ଚାଲିଥିବା କାଉଣ୍ଟିଂ ଚାମ୍ପିୟନ୍‌ସିପ୍‌ରେ କେଣ୍ଟ୍‌ ଦଳର ଖେଳାଳି ଡ୍ୟାରେନ୍‌ ଷ୍ଟିଭେନ୍ସ ଇତିହାସ ରଚିଛନ୍ତି। ସେ କ୍ରିକେଟର ୧୨୪ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ୟର୍କସାୟାର ବିପକ୍ଷ ମ୍ୟାଚ୍‌ରେ ପ୍ରଥମ ପାଳିରେ ୪୩ ବର୍ଷୀୟ ଷ୍ଟିଭେନ୍ସ ଦ୍ୱିଶତକ ହାସଲ କରିଥିବାବେଳେ ଦ୍ୱିତୀୟ ପାଳିରେ…

କ୍ରିକେଟ ରେଷ୍ଟୁରାଣ୍ଟ ଉଦ୍‌ଘାଟନ କଲେ ଗାଙ୍ଗୁଲି

କୋଲକାତା,୨୦।୯(ପିଟି): ଏଠାରେ କ୍ରିକେଟ ଉପରେ ଆଧାରିତ ରେଷ୍ଟୁରାଣ୍ଟକୁ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି। ରେଷ୍ଟୁରାଣ୍ଟରେ ରହିଛି ଭାରତୀୟ କ୍ରିକେଟର ୧୦୦ରୁ ଅଧିକ ସ୍ମାରକୀ। ‘ମୁଁ ଶ୍ରୀଲଙ୍କା, ଇଂଲଣ୍ଡ ଭଳି ଦେଶରେ କ୍ରିକେଟ ଉପରେ ଆଧାରିତ ରେଷ୍ଟୁରାଣ୍ଟ…

ପ୍ରଥମଥର ଲାଗି ଇଂଲଣ୍ଡ କେନ୍ଦ୍ରୀୟ ଚୁକ୍ତି ତାଲିକାରେ ଆର୍ଚର

ଲଣ୍ଡନ, ୨୦।୯ (ଏଏଫ୍‌ପି)- ଗତ ଆଇସିସି ବିଶ୍ୱକପ୍‌ ଓ ଆଶେସ ସିରିଜରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ଜୋଫ୍ରା ଆର୍ଚର ପ୍ରଥମଥର ଲାଗି ଇଂଲଣ୍ଡ କେନ୍ଦ୍ରୀୟ ଖେଳାଳି ଚୁକ୍ତି ତାଲିକାରେ ସ୍ଥାନ ପାଇଛନ୍ତି। ଇଂଲଣ୍ଡ ଆଣ୍ଡ୍‌ ଓ୍ବେଲ୍ସ କ୍ରିକେଟ୍‌…

ସୀମା ଟପିଲା ପୁଅ-ବୋହୂଙ୍କ ନିର୍ଯାତନା: ସବୁ ସମ୍ପତ୍ତି ଦାନ କରିବେ ଜାନକୀ

ପାରଳାଖେମୁଣ୍ଡି,୨୦ା୯(ସ୍ବ.ପ୍ର.)-ଏକମାତ୍ର ପୁଅ-ବୋହୂଙ୍କ ନିର୍ଯାତନା ଆଇ ସହ୍ୟ ହୋଇନାହିଁ। ବାଧ୍ୟହୋଇ ଜଣେ ୭୫ବର୍ଷୀୟ ବୃଦ୍ଧା ପୁଅକୁ ନିଜ ସମ୍ପତ୍ତିରୁ ବେଦଖଲ କରିବା ପାଇଁ ମନସ୍ଥ କରିଛନ୍ତି। ଏହି ସବୁ ସମ୍ପତ୍ତି ସେ ଦାନ କରିବା ସହ ନିଜ ଘରକୁ ବୃଦ୍ଧାଶ୍ରମ କରିବା ପାଇଁ…

ଆଦର୍ଶ ହୁଡ଼ିଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ

ପଟ୍ଟାଙ୍ଗି,୨୦ା୯(ଡି.ଏନ୍‌.ଏ.): ପଟ୍ଟାଙ୍ଗି ବ୍ଲକ ଶିଶାଗୁଡ଼ା ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଭିଭାବକ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଶୁକ୍ରବାର ବିଡିଓ କରୁଣାକର ପ୍ରଧାନଙ୍କୁ ଦାବିପତ୍ର ଦେଇଛି। ୧୫ ଦିନ ମଧ୍ୟରେ ଦାବି ପୂରଣ କରା ନ ଗଲେ ଅଭିଭାବକମାନେ ପିଲାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?