Home Left

କ୍ଷତିଗ୍ରସ୍ତଙ୍କ ପାଖରେ ପହଞ୍ଚିନାହାନ୍ତି ସରକାର: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ଫନୀକୁ ୧୮ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କ ପାଖରେ ”ଜିରୋ କାଜୁଆଲିଟିର“ ନାରା ଦେଉଥିବା ସରକାର ପହଞ୍ଚିପାରି ନାହାନ୍ତି। ରାଜ୍ୟରେ ହଜାର ହଜାର ଲୋକ ବିଶେଷ କରି ପୁରୀ, ଖୋର୍ଦ୍ଧା,ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା ଜିଲାରେ ବିପନ୍ନ ହୋଇଥିଲେ ମଧ୍ୟ…

ଅରୁଣାଚଳରେ ଉଗ୍ରପନ୍ଥୀ ଆକ୍ରମଣ: ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା

ଇଟାନଗର,୨୨ା୫(ପି.ଟି./ଆଇଏନ୍‌ଏସ୍‌): ଅରୁଣାଚଳ ପ୍ରଦେଶରେ ନାଗା ଉଗ୍ରପନ୍ଥୀମାନେ ମଙ୍ଗଳବାର ଜଣେ ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା କରିଛନ୍ତି। ବିଧାୟକ ତଥା ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନ୍‌ପିପି) ପ୍ରାର୍ଥୀ ତିରୋଙ୍ଗ ଓ ଅନ୍ୟମାନେ ୩ଟି କାର୍‌ରେ ଆବୋହ ଆସାମରୁ ଫେରୁଥିବାବେଳେ ଅରୁଣାଚଳର ତିରାପ…

କେନ୍ଦ୍ର ଅର୍ଥ ଲୁଟିବାକୁ ଯୋଜନା: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଦୁଇଦିନ ତଳେ ରାଜ୍ୟ କ୍ୟାବିନେଟ୍‌ରେ ପୂର୍ତ୍ତ ବିଭାଗରେ ବିନା ଟେଣ୍ଡରରେ ୫ ଲକ୍ଷ ଟଙ୍କାର କାମ ପାଇଁ କାର୍ଯ୍ୟାଦେଶ ଦିଆଯାଇ ପାରିବ ବୋଲି ନିଷ୍ପତ୍ତି ହୋଇଛି। ଏହାସହ ବାତ୍ୟା ‘ଫନୀ’ର ପୁନଃ ଉଦ୍ଧାର ପାଇଁ ହୋଇଥିବା ୨୦ଲକ୍ଷ ଟଙ୍କାର କାର୍ଯ୍ୟ…

ବିଭିନ୍ନ ବିଦ୍ୟାଳୟର ପରୀକ୍ଷା ଫଳ

ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୮ ବିଦ୍ୟାଳୟର ମୋଟ ୧୮୬ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଜଣ ଏ୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ୧୪ଜଣ ଏ୨, ୮ଜଣ ବି୧, ୨୭ଜଣ ବି୨, ୩୮ଜଣ ସି, ୩୭ଜଣ…

ଆଜିଠୁ ସ୍ବାଭାବିକ ହେବ ପାର୍କ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ‘ଫନୀ’ ଦ୍ୱାରା ବିଶେଷ କ୍ଷତିଗ୍ରସ୍ତ ହୋଇଥିବା ଭୁବନେଶ୍ୱରର ପାର୍କଗୁଡ଼ିକ ସ୍ବାଭାବିକ ହେବ। ବିଡିଏ ଦ୍ୱାରା ରକ୍ଷଣାବେକ୍ଷଣା କରାଯାଉଥିବା ପାର୍କଗୁଡ଼ିକ ବୁଧବାରଠାରୁ ସକାଳେ ଏବଂ ସନ୍ଧ୍ୟାରେ ଜନସାଧାରଣଙ୍କ ଲାଗି ଖୋଲା ରହିବ। ପୂର୍ବରୁ ବିଡିଏ ଦ୍ୱାରା ପରିଚାଳିତ ମୁଖ୍ୟ ପାର୍କଗୁଡ଼ିକ…

ଜୁନ୍‌ ୧ରୁ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି(ଓର୍‌ମାସ) ଏବଂ ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ-୨୦୧୯ ‘ଆମ ଆମ୍ବ ବଜାର’ ଆସନ୍ତା ଜୁନ୍‌ ୧ରୁ ଅନୁଷ୍ଠିତ ହେବ।…

୭ ବର୍ଷୀୟା ବାଳିକାଙ୍କୁ ବିଏମ୍‌ସିର ସହାୟତା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ୭ବର୍ଷୀୟା ଜଣେ ବାଳିକାଙ୍କୁ ସହାୟତା ପ୍ରଦାନ କରିଛି। ଭିଏସ୍‌ଏସ୍‌ ନଗର ତାରିଣୀ ବସ୍ତିରେ ରହୁଥିବା ଶ୍ରେୟା ପାତ୍ରଙ୍କୁ ଏହି ସହାୟତା ମିଳିଛି। ମା’ବାପା ଛେଉଣ୍ଡ ଶ୍ରେୟା ଜେଜେ ମା’ ଓ…

ଖୋର୍ଦ୍ଧା ଜିଲା: ପାସ୍‌ହାର ୭୮.୬୭%ଭୁବନେଶ୍ୱରରେ ୮୨%

ଖୋର୍ଦ୍ଧା ଅଫିସ୍‌/ଭୁବନେଶ୍ୱର,୨୨।୫(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ୨୦୧୯ ମାଟ୍ରିକ୍‌ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲାରେ ୭୮.୬୭ପ୍ରତିଶତ ପାସ୍‌ହାର ରହିଛି। ଜିଲାର ୩୩୮ ସ୍କୁଲର ୨୮,୨୫୯ ଛାତ୍ରୀଛାତ୍ର ଦଶମ ଶ୍ରେଣୀ ପରୀକ୍ଷା ଦେବା ପାଇଁ ଫର୍ମ…

କାନ୍ସ ରେଡ୍‌ କାର୍ପେଟରେ ସମ୍ବଲପୁରୀ ପୋଷାକ‘ଦି ଲାଷ୍ଟ୍‌ କଲର୍‌’ର ପ୍ରମୋଶନ କଲେ ଜିତେନ୍ଦ୍ର

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଡ୍ୟୁସର ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ପୁଣିଥରେ କାନ୍ସ ଫିଲ୍ମ ଫେଷ୍ଟିଭାଲର ରେଡ୍‌ କାର୍ପେଟ୍‌ରେ ଚାଲିବାର ସୌଭାଗ୍ୟ ଅର୍ଜନ କରିଛନ୍ତି। କାନ୍ସରେ ସ୍ମାଇଲ୍‌ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଫର୍‌ ଚିଲ୍‌ଡ୍ରେନ୍‌…

ବିମାନ ଯାତ୍ରା ବେଳେ ମୁହଁ ହେବ ବୋର୍ଡିଂ ପାସ୍‌;ଡିଜି ଯାତ୍ରା ନାମରେ ଆରମ୍ଭ ହେବ ପ୍ରକଳ୍ପ

ନୂଆଦିଲ୍ଲୀ,୨୨-୫: ଏଣିକି ଦେଶର ସମସ୍ତ ବିମାନ ବନ୍ଦରରେ ଖୁବ୍‌ଶୀଘ୍ର ଯାତ୍ରୀଙ୍କୁ ବୋର୍ଡିଂ ପାସ୍‌ ଓ ଲମ୍ବା ଲାଇନରୁ ମୁକ୍ତି ମିଳିବାକୁ ଯାଉଛି। ବେଙ୍ଗାଲୁରୁ ବିମାନ ବନ୍ଦରରୁ ନୂତନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ଇଲେକ୍ଟ୍ରୋନିକ ମାଧ୍ୟମରେ ଯାତ୍ରୀମାନେ ମୁହଁକୁ ଯାଞ୍ଚ କରି…

ପିଏନ୍‌ବି ସହ ମିଶିପାରେ ୩ ବ୍ୟାଙ୍କ

ନୂଆଦିଲ୍ଲୀ,୨୨-୫: କେନ୍ଦ୍ର ସରକାର ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସହ କ୍ଷୁଦ୍ର ବ୍ୟାଙ୍କଗୁଡ଼ିକୁ ମିଶାଇ ଏକ ବଡ଼ ବ୍ୟାଙ୍କ ଗଠନ କରିବା ପ୍ରୟାସ ଜାରି ରଖିଛନ୍ତି। ଇତିମଧ୍ୟରେ ଏସ୍‌ବିଆଇ ସହ ୫ ସହାୟକ ବ୍ୟାଙ୍କ ଏବଂ ମହିଳା ବ୍ୟାଙ୍କର ମିଶ୍ରଣ ହେବା ପରେ…

ନୂଆ ସରକାରଙ୍କୁ ପାନଗାରିଆଙ୍କ ପରାମର୍ଶ;ବିତ୍ତୀୟ ଶୃଙ୍ଖଳା ଉପରେ ଧ୍ୟାନ ଦେବା ଜରୁରୀ

ନୂଆଦିଲ୍ଲୀ,୨୨-୫: ଦେଶର ବିତ୍ତୀୟ ଶୃଙ୍ଖଳା ଦୃଢୀକରଣ ଦିଗରେ ପ୍ରତିବଦ୍ଧତା ଦେଖାଇବା ସହ ଏହା ଉପରେ ଧ୍ୟାନଦେବା ଜରୁରୀ । ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ତଥା ଅର୍ଥନୀତିଜ୍ଞ ଅରବିନ୍ଦ ପାନଗାରିଆ ନୂଆ ସରକାରଙ୍କ ଲାଗି ଏଭଳି ପରାମର୍ଶ ଦେଇଛନ୍ତି। ସେହିଭଳି କେନ୍ଦ୍ରୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri