ମାର୍ଚ୍ଚରେ ମିଳିଛି ୮.୧୪ ଲକ୍ଷ ନୂଆ ଚାକିରି: ଇପିଏଫ୍ଓ
ନୂଆଦିଲ୍ଲୀ,୨୨-୫: କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍ଓ)ର ସଦ୍ୟତମ ପରିସଂଖ୍ୟାନ ଅନୁଯାୟୀ, ସଂଗଠିତ ଏବଂ ଅଣସଙ୍ଗଠିତ କ୍ଷେତ୍ରରେ ଚଳିତ ବର୍ଷ ମାର୍ଚ୍ଚରେ ୮.୧୪ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହୋଇଛି। ଫେବୃୟାରୀରେ ଏହା ୭.୮୮ ଲକ୍ଷ ଥିଲା। ବର୍ଷ ୨୦୧୮-୧୯ରେ ମୋଟ ୬୭.୫୯ ଲକ୍ଷ…
ନିର୍ବାଚନ ଫଳାଫଳ ଉପରେ ଆମେରିକା କମ୍ପାନୀଙ୍କ ନଜର;ଚାଇନା ଛାଡି ଭାରତରେ କରିବେ ନିବେଶ
ନୂଆଦିଲ୍ଲୀ,୨୨-୫: ଦେଶର ସାଧାରଣ ନିର୍ବାଚନ ଫଳାଫଳକୁ ନେଇ ଲୋକଙ୍କ ମନରେ ଉତ୍କଣ୍ଠା ବଢି ଚାଲିଥିବା ବେଳେ ଏହା ଉପରେ ଆମେରିକା କମ୍ପାନୀଙ୍କ ନଜରରେ ରହିଛି। କେନ୍ଦ୍ରରେ ଏନ୍ଡିଏ ସରକାର ଶାସନ କ୍ଷମତାକୁ ଫେରିଲେ ଆମେରିକା କମ୍ପାନୀଗୁଡିକ ଚାଇନା ପରିବର୍ତ୍ତେ ଭାରତ ବଜାରକୁ…
ସକାଳ ଚା’ ସହ ଖାଆନ୍ତୁ ୨ଟି ବିସ୍କୁଟ
ଚା’ରେ ସାଧାରଣତଃ ଏସିଡିଟିର ମାତ୍ର ଯଥେଷ୍ଟ ଅଧିକ ରହିଥାଏ। ତେଣୁ ସକାଳୁ ଯେଉଁମାନଙ୍କର ବେଡ୍ ଟି ପିଇବାର ଅଭ୍ୟାସ ରହିଛି ସେମାନେ ଖାଲି ପେଟରେ ଚା’ ପିଇବା ଆଦୌ ଉଚିତ୍ ନୁହେଁ। କାରଣ ଏହା ଶରୀରରେ ଏସିଡ୍ର ମାତ୍ରାକୁ ବଢାଇ ଦେଇଥାଏ।…
ସ୍ଥିତି ଦେଖି ନିଷ୍ପତ୍ତି ନେବ ବିଜେଡି : ପ୍ରତାପଦେବ
ଭୁବନେଶ୍ୱର,୨୧।୫(ବ୍ୟୁରୋ)- ଦିନକ ପରେ ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଅଧିକାଂଶ ଏକଜିଟ୍ ପୋଲ ଏନ୍ଡିଏ ସପକ୍ଷରେ ମତ ଦେଇଛନ୍ତି। କେତେକ ଏକ୍ଜିଟ୍ ପୋଲ ଏନ୍ଡିଏ ସଂଖ୍ୟା ଗରିଷ୍ଠତାରୁ ସାମନ୍ୟ କମ୍ ଆସନ ପାଇବ ବୋଲି ଆକଳନ କରିଛନ୍ତି। ଏହି…
୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ, ଆଞ୍ଚଳିକ ଦଳ ମଧ୍ୟରେ ସର୍ବାଧିକ;ଦ୍ୱିତୀୟରେ ଜେଡି(ୟୁ), ୱାଇଏସ୍ଆର ତୃତୀୟ
ଭୁବନେଶ୍ୱର,୨୧।୫(ବ୍ୟୁରୋ)- ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଏହା ଦେଶର ଏହି ସମୟରେ ମିଳିଥିବା ସମସ୍ତ ଆଞ୍ଚଳିକ ଦଳଠାରୁ ଅଧିକ। ବିଜେଡି ପଛକୁ ବିହାରରେ କ୍ଷମତାସୀନ ଜେଡି(ୟୁ) ରହିଛି। ଭାରତୀୟ…
ଚିଙ୍ଗୁଡି ମାଫିଆଙ୍କ କବଳରେ ଶତାଧିକ ଏକର ସରକାରୀ ଜମି
ବାଲିଆପାଳ, ୨୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ତହସିଲ ଅନ୍ତର୍ଗତ ଜମ୍ଭୀରାଇ, ପଞ୍ଚୁପାଲି ଓ ବୋଳଂ ଆଦି ପଞ୍ଚାୟତର ଶହ ଶହ ଏକର ସରକାରୀ ଗୋଚର ଚାରଣ ଜମି, ଜଙ୍ଗଲଜମି ଏବେ ଚିଙ୍ଗୁଡି ମାଫିଆଙ୍କ କବଳରେ ରହିଛି। ପ୍ରଶାସନ ସବୁ ଜାଣି ମଧ୍ୟ ମାଫିଆଙ୍କ…
ବିଶ୍ୱକପ୍ରେ ଶ୍ରୀଲଙ୍କାର ନୂଆ ଅଧିନାୟକ
ଗୁଆହାଟୀ,୨୧ା୫(ପି.ଟି.)- ଦଳର ନେତୃତ୍ୱ ଭାର ବିଫଳତାଠାରୁ ଆରମ୍ଭ କରି ପ୍ରଶାସନିକ ବିବାଦ ଯୋଗୁ ପୂର୍ବତନ ଚାମ୍ପିୟନ ଶ୍ରୀଲଙ୍କା ଦଳକୁ ବିଶ୍ୱକପ୍ରେ କେବଳ ଚମତ୍କାର ହିଁ ବଞ୍ଚାଇପାରିବ। ଡାର୍କ ହର୍ସ ଭାବେ ବିବେଚିତ ହେଉଥିବା ଦଳ ସର୍ବଦା ବିଶ୍ୱ ସ୍ତରୀୟ ଇଭେଣ୍ଟରେ ଭଲ…
ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା : ପ୍ରତିବାଦରେ ଧାରଣା ଦେଲେ ସିହା ପଞ୍ଚାୟତବାସୀ
ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ବଡ଼ଚଣା ବ୍ଲକ ଅନ୍ତର୍ଗତ ସିହା ପଞ୍ଚାୟତରେ ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ପଞ୍ଚାୟତବାସୀ ମଙ୍ଗଳବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଦୀର୍ଘଦିନ ଧରି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଆସୁ ନ ଥିବାରୁ ରିଲିଫ ଚାଉଳ ବଣ୍ଟନରେ ଘୋର…
ଚାନ୍ଦପୁର ଗଡ଼ା ନିକଟରେ ଦୁର୍ଘଟଣା: ଅଟୋକୁ ଧକ୍କା ଦେଲା ସଫାରି; ୨ ମୃତ, ୪ ଗୁରୁତର
ରାହାମା,୨୧ା୫(ଡି.ଏନ.ଏ.): କଟକ-ପାରାଦୀପ ରୋଡ୍ର କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ପଞ୍ଚାୟତ ଚାନ୍ଦପୁର ଗଡ଼ାଠାରେ ମଙ୍ଗଳବାର ଅପରାହ୍ନ ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ପଛପଟୁ ଦ୍ରୁତଗତିରେ ଏକ ସଫାରି ଧକ୍କା ଦେବା ଫଳରେ ୨ଜଣଙ୍କ ମୃତ୍ୟୁ…
ଏହି ହୋଟେଲରେ ଗ୍ରାହକଙ୍କୁ ମିଳେ ସୁନା ବାଥ୍ଟବ୍ର ସୁବିଧା
ଜାପାନର ଏକ ହୋଟେଲରେ ଗ୍ରାହକଙ୍କ ପାଇଁ ରହିଛି ସୁନାର ବାଥ୍ଟବ୍। ୧୩୦ ସେଣ୍ଟିମିଟର ଚଉଡା ଓ ୫୫ ସେଣ୍ଟିମିଟର ଗଭୀର ଏହି ବାଥ୍ଟବ୍ର ମଜା ନେବାକୁ ଏବେ ଏଠାରେ ଗ୍ରାହକଙ୍କ ଭିଡ ଲାଗୁଥିବା କହିଛନ୍ତି ହୋଟେଲ ମାଲିକ। ଜଣେ ଗ୍ରାହକ ଏହାକୁ…
ସୁଦିରମାନ କପ୍:ପରାଜୟରୁ ଭାରତର ଅଭିଯାନ ଆରମ୍ଭ
ନାନ୍ନିଂ,୨୧ା୫(ପି.ଟି.)- ଏଠାରେ ଚାଲିଥିବା ସୁଦିରମାନ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ଭାରତୀୟ ଦଳ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍ ଡି’ର ପ୍ରଥମ ମ୍ୟାଚ୍ରେ ଭାରତ ୨-୩ ବ୍ୟବଧାନରେ ମାଲେସିଆଠାରୁ ପରାସ୍ତ ହୋଇଛି। ମିକ୍ସଡ୍ ଡବଲ୍ସ ବର୍ଗରେ ସାତ୍ତ୍ୱିକସାଇରାଜ ରାନ୍କିରେଡ୍ଡୀ ଓ…
ଏବେ ପୁରା ଦେଶରେ ଚାଲିବ ଗୋଟିଏ ସମୟ, ଶୀଘ୍ର ଆସିବ ନିୟମ
ନୂଆଦିଲ୍ଲୀ,୨୧।୫: ଯେଉଁଭଳି ଭାବେ ଜର୍ମାନୀରେ ଜର୍ମାନ ସମୟ ନିର୍ଦ୍ଧାରିତ ହୋଇଛି, ସେହିଭଳି ଭାରତରେ ମଧ୍ୟ ନିର୍ଦ୍ଧାରିତ ସମୟର ବ୍ୟବହାର କରାଯିବ। ଦେଶରେ ଭାରତୀୟ ସମୟକୁ ବ୍ୟବହାର କରିବାକୁ ଏକ ଆଇନ ପ୍ରସ୍ତୃତ କରାଯିବ। ଏହାପରେ ଦେଶର ଏକ ସ୍ବତନ୍ତ୍ର ସମୟ ହେବ…
Archives


