ନିର୍ବାଚନରେ ହାରିବି ଅଥବା ଜିତିବି ଜଣାନାହିଁ, ହେଲେ ଲୋକଙ୍କ ସେବା ଜାରି ରଖିବି: ଦାମ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ଗୁରୁବାର ଭୋଟ ଗଣତି। ଏହା ପରେ କିଏ ଜିତିବ, କିଏ ହାରିବ ତାହା ସ୍ପଷ୍ଟ ହୋଇଯିବ। ମାତ୍ର ଏବେଠାରୁ ଆରମ୍ଭ ହେଲାଣି ଅଙ୍କକଷା। ବିଭିନ୍ନ ଗଣମାଧ୍ୟମରେ ଏକଜିଟ୍ ପୋଲ ପ୍ରକାଶ ପାଇବା ପରେ ଚର୍ଚ୍ଚା ଆହୁରି ବଢ଼ିଯାଇଛି। ତେବେ ଏ…
ଭାରତର ନିର୍ବାଚନ ଫଳାଫଳକୁ ନେଇ ପାକିସ୍ତାନର ବଢୁଛି ଚିନ୍ତା
ନୂଆଦିଲ୍ଲୀ, ୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ମେ ୨୩ ଘୋଷଣା ହେବ। ଏହାକୁ ଦେଶରେ ଯେତିକି ଚର୍ଚ୍ଚା, ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ଚାଲିଛି ତର୍କ ବିତକର୍କ। କିଏ ହେବ ଭାରତର ପ୍ରଧାନମନ୍ତ୍ରୀ ଏନେଇ ପାକିସ୍ତାନ ଗଣମାଧ୍ୟମରେ ଚାଲିଛି ଆଲୋଚନା।…
୫୩ ବର୍ଷରେ ବାପା ହେବାକୁ ଇଚ୍ଛା: ହେଲେ ସ୍ତ୍ରୀ ଚାହୁଁ ନାହାନ୍ତି ସଲମାନ୍
ଦବଙ୍ଗ ଷ୍ଟାର ସଲମାନ୍ ଖାନ୍ ସରୋଗେସୀ ମାଧ୍ୟମରେ ବାପା ହେବାକୁ ଚାହୁଁଛନ୍ତି। ଗତ କିଛି ଦିନ ହେବ ଏହି ଖବର ଖୁବ୍ ଚର୍ଚ୍ଚାରେ ରହିଛି। ୫୩ ବର୍ଷିୟ ସଲମାନ୍ ଆଜି ପର୍ଯ୍ୟନ୍ତ ଅବିବାହିତ। ସେ କେବେ ବିବାହ କରିବେ ସେଥିପାଇଁଁ ପ୍ରଶଂସକମାନେ…
ମହଙ୍ଗା ପଡ଼ିଲା କିନ୍ନରଙ୍କ ସହ ବନ୍ଧୁତା: ଯୁବକଙ୍କୁ ହରାଇବାକୁ ପଡ଼ିଲା ନିଜର ଗୁପ୍ତାଙ୍ଗ
ସାହଜାହଁ।ପୁର,୨୨।୫: ଉତ୍ତରପ୍ରଦେଶ ସାହଜହଁ।ପୁରରେ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଲା କିନ୍ନରଙ୍କ ସହ ବନ୍ଧୁତା କରିବା। କିନ୍ନରମାନେ ତାଙ୍କର ଗୁପ୍ତାଙ୍ଗ କାଟି ଦେଇଥିବା ଜଣାପଡ଼ିଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଉକ୍ତ ସହରର ୨୦ ବର୍ଷୀୟ ଯୁବକ…
ଭାଜପା ଜିତିଲେ ହିଟ୍ ହେବ ବିବେକଙ୍କ ଫିଲ୍ମ ‘ପିଏମ୍ ନରେନ୍ଦ୍ର ମୋଦି’ !
ମୁମ୍ବାଇ: ଦୁଇ ଦିନ ପରେ ଅର୍ଥାତ ଶୁକ୍ରବାର ପରଦାକୁ ଆସିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୀବନ ଉପରେ ଆଧାରିତ ଫିଲ୍ମ ‘ପିଏମ୍ ନରେନ୍ଦ୍ର ମୋଦି’। ନିର୍ବାଚନ ପୂର୍ବରୁ ଏହାକୁ ରିଲିଜ୍ କରାଯିବା ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ଏବେ ନିର୍ବାଚନ ଫଳାଫଳ ପ୍ରକାଶ…
୭ ଗାଈଙ୍କୁ ବଳାତ୍କାର କରି ଜେଲରେ ଅଭିଯୁକ୍ତ
ଅଯୋଧ୍ୟା, ୨୨।୫: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଥିବା ଏକ ଗୋଶାଳାରେ ୭ ଗାଈଙ୍କୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, କରତାଲିଆ ଗୋଶାଳାରେ ରାଜ କୁମାର ନାମକ ଜଣେ ଯୁବକ…
୨୦୧୧ରେ କ୍ରିକେଟ ପଡ଼ିଆରେ ଘଟିଥିଲା ଏମିତି ଘଟଣା : ଯାହା ଦେଖି ଡରି ଯାଇଥିଲେ ଦର୍ଶକ
କାର୍ଲିଫର୍ନିଆ: ଆସନ୍ତା ୩୦ ତାରିଖରେ ଆରମ୍ଭ ହେବ ବିଶ୍ୱକପ୍ ୨୦୧୯। ବିଶ୍ୱକପ୍କୁ ନେଇ ସମସ୍ତ କ୍ରିକେଟପ୍ରେମୀ ବେଶ୍ ଉତ୍ସାହିତ ଅଛନ୍ତି। ଖାସ୍ ଏଥିପାଇଁ କ୍ରିକେଟ ସହିତ ଯୋଡ଼ା ହୋଇଥିବା କିଛି ଘଟଣାକୁ ମନେ ପକାଇବା। ୨୦୧୧ ରେ କାର୍ଲିଫର୍ନିଆ ରୋଜ୍ ବାଉଲରେ…
ଗ୍ରୀଷ୍ମରେ ରକ୍ତ ଅଭାବ ଦୂର ପାଇଁ ପ୍ରୟାସ: ୭ଟି ଶିବିରରେ ୧୩୨ ୟୁନିଟ ରକ୍ତ ସଂଗ୍ରହ
ବ୍ରହ୍ମପୁର ଅଫିସ, ୨୨।୫: ବ୍ରହ୍ମପୁର ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ (ଗୁଣ୍ଠବନ୍ଧ), ମାରଓ୍ବାଡି ମହିଳା ସମିତି, ନେଚର ଲଭର୍ସ ଓଡିଶା, ବକ୍ସିଂ ଓଡିଶାର ମିଳିତ ଆନୁକୂଲ୍ୟରେ ଏବଂ ରକ୍ ଷ୍ଟାର ଡ୍ୟାନ୍ସ ଏକାଡେମୀର ସହଯୋଗରେ ବୁଧବାର ବ୍ରହ୍ମପୁର ବଡ଼ ମେଡିକାଲ…
ଟେଲିଭିଜନ୍ରେ କାହିଁକି ବାରମ୍ବାର ପ୍ରସାରିତ ହୋଇଥାଏ ‘ସୂର୍ଯ୍ୟବଂଶମ’? ଅମିତାଭ ରଖିଲେ ଉତ୍ତର
ମୁମ୍ବାଇ: ବିଗ୍ ବି ଅମିତାଭଙ୍କ ସବୁଠାରୁ ଲୋକପ୍ରିୟ ଫିଲ୍ମ ମଧ୍ୟରୁ ଗୋଟିଏ ହେଉଛି ‘ସୂର୍ଯ୍ୟବଂଶମ’। ଏହାକୁ କିଛି ଟେଲିଭିଜନ ଚ୍ୟାନେଲରେ ବାରମ୍ବାର ପ୍ରସାରିତ କରାଯାଇଥାଏ। ତେବେ ଫିଲ୍ମଟିକୁ ଦର୍ଶକଙ୍କ ଭରପୂର ଭଲ ପାଇବା ମିଳୁଥିବାରୁ ଏପରି ହେଉଅଛି। ମାତ୍ର ଅନେକେ ଏହାକୁ…
ପୁରୁଣା ବ୍ରହ୍ମପୁରରେ ମାଙ୍କଡ଼ ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଆହତ, ମାରିଦେବାକୁ ଅଞ୍ଚଳବାସୀଙ୍କ ଦାବି
ବ୍ରହ୍ମପୁର ଅଫିସ,୨୨ା୫: ଗଞ୍ଜାମ ଜିଲା ପୁରୁଣା ବ୍ରହ୍ମପୁର ଅଞ୍ଚଳରେ ଗତ ଏକ ମାସ ହେଲା ଏକ ପାଗଳ ହନୁମାଙ୍କଡ଼ର ଆତଙ୍କ ଦେଖିବାକୁ ମିଳିଛି। ମାଙ୍କଡ଼ଟି ସ୍ଥାନୀୟ ଅଞ୍ଚଳର ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ କାମୁଡ଼ି ସାରିଲାଣି। ଭୟରେ ଲୋକମାନେ ଘରୁ ବାହାରକୁ ବାହାରୁ…
କଂଗ୍ରେସକର୍ମୀଙ୍କୁ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାହୁଲ
ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କର୍ମୀଙ୍କୁ ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ କହିଛନ୍ତି। ଏକ୍ଜିଟ୍ ପୋଲ୍ ଉପରେ ବିଶ୍ୱାସ ନ କରି ନିଜ ଉପରେ ଭରସା…
ଘରେ ୨୨ଟି ସିସିଟିଭି ଲଗାଇଲେ ସ୍ବାମୀ: ଏକଥା ଜାଣିବାରୁ ସ୍ତ୍ରୀ କଲେ ଏମିତି..
ବେଙ୍ଗାଲୁରୁ, ୨୨।୫: କର୍ନାଟକ ବେଙ୍ଗାଲୁରୁରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ଉପରେ ନଜର ରଖିବା ପାଇଁ ଘରେ ୨୨ଟି ସିସିଟିଭି କ୍ୟାମେରା ଲଗାଇଛନ୍ତି ସ୍ବାମୀ। ଏକଥା ଜାଣିବା ପରେ ସ୍ତ୍ରୀ ରାଗିଯାଇ ସ୍ବାମୀଙ୍କ ମୁଣ୍ଡକୁ କ୍ରିକେଟ ବ୍ୟାଟରେ ପିଟି…
Archives


