ହ୍ବାଇଟ୍ ହାଉସ୍ ନିକଟରେ ବିସ୍ଫୋରଣ: ଜଣେ ମୃତ, ୫ ଆହତ
ଓ୍ବାଶିଂଟନ୍, ୨୦।୯: ଆମେରିକାର ହ୍ବାଇଟ୍ ହାଉସ୍ ନିକଟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ୫ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ସମୟ ରାତି ୧୦ଟାବେଳେ ଏଭଳି ଘଟଣା ଘଟିଛି। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…
ପାର୍ଟି କାର୍ଯ୍ୟାଳୟରେ ସ୍ତ୍ରୀଙ୍କୁ ଚାପୁଡା ମାରିଲେ ଭାଜପା ନେତା
ନୂଆଦିଲ୍ଲୀ, ୨୦।୯: ମେହରୌଲି ଜିଲା ଭାଜପା ପ୍ରମୁଖ ଆଜାଦ ସିଂ ନିଜ ସ୍ତ୍ରୀ ସରିତା ଚୌଧୁରୀଙ୍କୁ ଦକ୍ଷିଣ ଦିଲ୍ଲୀରେ ଥିବା ଭାଜପା କାର୍ଯ୍ୟାଳୟରେ ଚାପୁଡା ମାରିଛନ୍ତି। କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭେଡକର ଡକାଇ ଥିବା ଏକ ବୈଠକ ଅବସରରେ ଏଭଳି ଘଟଣା…
ମହାରାଷ୍ଟ୍ର ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି: ୫ ବରିଷ୍ଠ ନେତାଙ୍କୁ ମିଳିଲା ଦାୟିତ୍ୱ
ପୁନେ,୨୦।୯: ଆସନ୍ତା ମାସରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ବିଭିନ୍ନ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗତ ଲୋକ ସଭା ନିର୍ବାଚନ ପରାଜୟକୁ ଭୁଲି ମହାରାଷ୍ଟ୍ର ଗଡ ଜିଣିବାକୁ ଉଦ୍ୟମ ଆରମ୍ଭ କରିଛି କଂଗ୍ରେସ। ଦଳର ୫ ଜଣ…
ପାଉଣା ପାଇ ନ ଥିବାରୁ ସେବାୟତ କ୍ଷୁବ୍ଧ:ଶ୍ରୀଜୀଉଙ୍କ ନୀତିକାନ୍ତି ୨ ଘଣ୍ଟା ବିଳମ୍ବ
ପୁରୀ ଅଫିସ,୨୦-୯ :ସେବାୟତଙ୍କ ପ୍ରାପ୍ୟ ପାଉଣାକୁ ନେଇ ଗୁରୁବାର ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଛି। ଜଣେ ସେବାୟତଙ୍କୁ ୩ମାସର ପାଉଣା ମିଳି ନ ଥିବାରୁ ସେ କ୍ଷୁବ୍ଧ ହୋଇ ସେବା କରି ନ ଥିଲେ। ଫଳରେ ଗୋପାଳବଲ୍ଲଭ ନୀତିରେ ପ୍ରାୟ ୨ଘଣ୍ଟା…
ଭାରତରେ ପ୍ରଥମଥର ପାଇଁ ଆରମ୍ଭ ହେବ ମସଲା କ୍ଲଷ୍ଟର
କଟକ ଅଫିସ, ୧୯ା୯:ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିକାଶ ପ୍ରତିଷ୍ଠାନ ପକ୍ଷରୁ କଲେଜଛକସ୍ଥିତ ଏମ୍ଏସ୍ଏମ୍ଇ ବିକାଶଭବନରେ ଗୁରୁବାର ମସଲା ଉଦ୍ୟୋଗପତିମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍ଏସ୍ଏମ୍ଇ ସହନିର୍ଦ୍ଦେଶକ ପି.କେ. ମିଶ୍ର ଯୋଗଦେଇ ଭାରତରେ ପ୍ରଥମଥର ପାଇଁ…
୭ଥର ଜେରା ହୋଇଥିଲେ ଆଶୀର୍ବାଦ
ଭୁବନେଶ୍ୱର, ୨୦-୯ (ବ୍ୟୁରୋ):ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ୍ ସଂସ୍ଥା (ଏଟି ଗ୍ରୁପ୍) ମହାଠକେଇ ମାମଲାରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗୁରୁବାର ଗିରଫ କରିଛି। ତେବେ ଓସିଏ ନିର୍ବାଚନ ପୂର୍ବରୁ ଏହି ଗିରଫଦାରିକୁ ନେଇ ଚର୍ଚ୍ଚା ଜୋର୍ ଧରିଛି।…
ନନ୍ଦନକାନନରେ ହାତୀ ମଡ଼କ:ଆଖି ବୁଜିଲା କମଳା,୨୫ ଦିନରେ ୩ ହାତୀଙ୍କ ମୃତ୍ୟୁ
ବାରଙ୍ଗ,୨୦-୯(ଡି.ଏନ୍.ଏ.):ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗୁରୁବାର ସନ୍ଧ୍ୟାରେ ୭ବର୍ଷର ମାଈ ହାତୀ କମଳାର ମୃତ୍ୟୁ ଘଟିଛି। ହର୍ପିସ ଭୂତାଣୁଜନିତ ସଂକ୍ରମଣ ରୋଗରେ ଆକ୍ରାନ୍ତ ହୋଇ କମଳାର ମୃତ୍ୟୁ ଘଟିଛି ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ କହିଛନ୍ତି। ଏହି ଭୂତାଣୁ ଜନିତ…
ବ୍ରାଣ୍ଡ୍ ଓଡ଼ିଶାର ପ୍ରସାର ପାଇଁ ନୂଆ ଅଭିଯାନ:ଓଡ଼ିଶା ନୁହେଁ…ଓଡ଼ିଶା ଆଃ
ଭୁବନେଶ୍ୱର,୨୦-୯(ବ୍ୟୁରୋ):ପ୍ରଥମେ ‘ଓଡ଼ିଶା ବାଇ ମର୍ର୍ନିଂ, ହକି ବାଇ ଇଭିନିଂ’। ଆଉ ଏବେ ‘ଓଡ଼ିଶା ଆଃ’। ରାଜ୍ୟ ଏବଂ ଦେଶ ବାହାରେ ବ୍ରାଣ୍ଡ୍ ଓଡ଼ିଶାର ପ୍ରମୋଶନ ପାଇଁ ଜୋରଦାର ଉଦ୍ୟମ ଚଳାଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ଓଡ଼ିଶାକୁ ଭାରତର ଏକ ପ୍ରମୁଖ ପର୍ଯ୍ୟଟନ…
ଷ୍ଟ୍ରେଚର ଅଭାବ, କାନ୍ଧରେ ବୁହା ହେଉଛନ୍ତି ରୋଗୀ
କଟକ ଅଫିସ, ୨୦-୯:କଟକ ଏସ୍ସିବି ମେଡିକାଲରେ ଦିନକୁ ଦିନ ରୋଗୀ ସଂଖ୍ୟା ବଢିବାରେ ଲାଗିଛି। ପ୍ରତିଦିନ ୫ହଜାରରୁ ଊର୍ଦ୍ଧ୍ୱ ରୋଗୀ ଚିକିତ୍ସା ପାଇଁ ଆସିଥାନ୍ତି। ସେମାନଙ୍କ ମଧ୍ୟରୁ ୫୦୦ରୁ ଊର୍ଦ୍ଧ୍ୱ ରୋଗୀ ହସ୍ପିଟାଲରେ ଆଡମିଶନ ହୋଇଥାନ୍ତି। ପ୍ରତିଦିନ ରୋଗୀ ସଂଖ୍ୟା ବଢୁଥିବାବେଳେ…
ପଶ୍ଚିମ ପାର୍ଶ୍ୱରେ ମାପଚୁପକୁ ବିରୋଧ:ଅଧାରେ ଅଟକିଲା ସର୍ଭେ
ପୁରୀ ଅଫିସ, ୨୦-୯:ଶ୍ରୀମନ୍ଦିର ଚୌହଦି ଉଚ୍ଛେଦର ମାପଚୁପ ଚାଲିଛି। ସୋମବାରଠାରୁ ଡିଜିପିଏସ୍ (ଡିଫରେନ୍ସିଆଲ ଗ୍ଲୋବାଲ ପୋଜିସନିଂ ସିଷ୍ଟମ) ପଦ୍ଧତିରେ ସର୍ଭେ କରାଯାଉଛି। ଏହି କାର୍ଯ୍ୟ ଆଉ ଦୁଇଦିନ ବାକି ଥିବାବେଳେ ଗୁରୁବାର ପ୍ରଶାସନକୁ ତୀବ୍ର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳରେ…
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଉତ୍କଳ ବିଶ୍ୱବିଦ୍ୟାଳୟ ଗସ୍ତ,ଭିତ୍ତିଭୂମି ପରଖିବା ପରେ ସମାଧାନର ପ୍ରତିଶ୍ରୁତି
ଭୁବନେଶ୍ୱର, ୨୦-୯(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟର ବିକାଶ ପାଇଁ କୋଟି କୋଟି ଟଙ୍କା ଆସୁଛି ହେଲେ ତାର ଉଚିତ୍ ବ୍ୟବହାର ହେଉଥିବା ପରିଲକ୍ଷିତ ହେଉନି। ବିଶ୍ୱବିଦ୍ୟାଳୟର ବିକାଶରେ ସେ ଅର୍ଥ ଲାଗି ପାରୁନାହିଁ। ତୁରନ୍ତ ସେ ପାଣ୍ଠିକୁ ବିଶ୍ୱବିଦ୍ୟାଳୟର ବିକାଶ ପାଇଁ ବିନିଯୋଗ କର…
ମହାରାଷ୍ଟ୍ରରେ ନିର୍ବାଚନୀ ବିଗୁଲ୍ ବଜାଇଲେ ମୋଦି
ନାଶିକ୍,୨୦-୯(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଆସନ୍ତା ମାସରେ ହେବାକୁ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସେଠାରେ ଭାଜପା ପାଇଁ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ଏନ୍ସିପି ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ ପାକିସ୍ତାନ ସପକ୍ଷବାଦୀ ମନ୍ତବ୍ୟ ପାଇଁ ମୋଦି ତାଙ୍କ ଉପରେ ବର୍ଷିଛନ୍ତି।…

