୫୦ ବର୍ଷ ପରେ ମିଳିଲା ବୋତଲରେ ବନ୍ଦ ଥିବା ଚିଠି
କାନବେରା,୧୮।୭: ପରସ୍ପର ମଧ୍ୟରେ ଚିଠି ଦିଆନିଆ ସାଧାରଣ କଥା। ମାତ୍ର ୫୦ ବର୍ଷ ପରେ ବୋତଲରେ ବନ୍ଦଥିବା ଚିଠି ମିଳିବା ଶୁଣିଲେ ଯେ କେହି ଚକିତ ହେବେ। ତେବେ ଝାୟା ଇଲିଅଟ୍ ନାମକ ଜଣେ ୯ ବର୍ଷ ବାଳକକୁ ଏଭଳି ଏକ…
ଦିନକୁ ଘଣ୍ଟାଏ ଶରୀରକୁ ଦିଅ
ସିରିଏଲ ଅଭିନେତା ରାକେଶ ଧଳ, ଯିଏକି ବହୁତ କମ ଦିନ ମଧ୍ୟରେ ଟେଲିଭିଜନ ଜଗତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଫିଟ୍ ରହିବା ସହ ଅଭିନୟରେ ନିଜର ନିପୁଣତା ଦେଖାଇ ଦର୍ଶକଙ୍କ ଭଲପାଇବା ପାଇ ପାରିଛନ୍ତି। ତରଙ୍ଗ, ସାର୍ଥକ…
ବାବୁ ଲାଲ ଗୌର ଅସୁସ୍ଥ: ସ୍ବତନ୍ତ୍ର ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ସ୍ଥାନାନ୍ତର
ଭୋପାଳ,୧୮।୭: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ବାବୁ ଲାଲ ଗୌରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବାରୁ ତାଙ୍କୁ ଏକ ସ୍ବତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ସ୍ଥାନାନ୍ତର କରାଯାଇଛି। ଏହାପରେ ତାଙ୍କୁ ଗୁଡଗାଁଓ ସ୍ଥିତ ମେଦାନ୍ତ ହସ୍ପିଟାଲରେ…
‘ମାଟିହାଣ୍ଡି ମଟନ’
ବର୍ତ୍ତମାନ ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟ ସ୍ଥାନୀୟ ଖାଦ୍ୟ ଓ ଗ୍ରାହକଙ୍କ ପସନ୍ଦ ଅନୁଯାୟୀ ଭିନ୍ନ ଭିନ୍ନ ଡିସ୍ ପରଷୁଛନ୍ତି। ତେବେ ମୟୂରଭଞ୍ଜ ଆସିଲେ ଲୋକେ ଖାସି ମାଂସ ଖାଇବାକୁ ଭଲ ପାଇଥାନ୍ତି। କାରଣ ଏଠାକାର ମଟନର ସ୍ବାଦ ନିଆରା। ପୁଣି…
କମ୍ପୋଜିଂରେ ବାପାଙ୍କୁ ସନ୍ତୁଷ୍ଟ କରିପାରିବି କି ନାହିଁ
ବାପାଙ୍କଠାରୁ ପ୍ରଥମ ଗୀତ କମ୍ପୋଜ କରିବାର ଦାୟିତ୍ୱ ନେଇଥିଲେ ଆସାଦ ନିଜାମ। ଭୟ ଲାଗୁଥିଲେ ବି ଗୀତର ମୁଖଡ଼ା କମ୍ପୋଜ କରି ବାପାଙ୍କ ମନ ଜିଣିନେଇଥିଲେ। ଏହାପରେ ସଙ୍ଗୀତ କ୍ଷେତ୍ରରେ ସାଉଁଟିଥିଲେ ସଫଳତା। ସପନର ପଥେ ପଥେ, ଟପ୍ପୋରୀ, ପରଦେଶୀ ଚଢ଼େଇ…
ସତ୍ତା ହରାଇବ ବୈତାଳ ମନ୍ଦିର
ପୁରୁଣା ଭୁବନେଶ୍ୱର, ୧୮ା୭ (ଡି.ଏନ.ଏ.): ବର୍ଷାଋତୁ ଆରମ୍ଭ ହୋଇଯାଇଛି। ହେଲେ ମନ୍ଦିରମାଳିନୀ ଭୁବନେଶ୍ୱର ସହରରେ ଥିବା ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ଚିନ୍ତା ବିଭାଗକୁ ଘାରିଛି। ତେବେ କେନ୍ଦ୍ରୀୟ ପତ୍ନତତ୍ତ୍ୱ ବିଭାଗ, ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ବିଏମ୍ସି ଅଧିକାରୀଙ୍କର ମୁଣ୍ଡବିନ୍ଧାର କାରଣ ପାଲଟିଛି।…
ପିଏସ୍ସି ପକ୍ଷରୁ ବିଭିନ୍ନ ରେଳଷ୍ଟେଶନ ପରିଦର୍ଶନ: ଅନୁଧ୍ୟାନ କଲେ ଯାତ୍ରୀଙ୍କ ସେବା
ଜଟଣୀ, ୧୮ା୭(ଡି.ଏନ.ଏ.):ରେଲୱେ ବୋର୍ଡର ପାସେଞ୍ଜର ସର୍ଭିସ କମିଟି(ପିଏସ୍ସି) ବୁଧବାର ଖୋର୍ଦ୍ଧାରୋଡ଼, ପୁରୀ, ଭୁବନେଶ୍ୱର ରେଳଷ୍ଟେଶନ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ଯାତ୍ରୀଙ୍କ ସହିତ କଥାବାର୍ତ୍ତା ହୋଇ ବିଭିନ୍ନ ସମସ୍ୟା ଉପରେ ବୁଝିଥିଲେ। ଏଥିସହ ଖାଦ୍ୟ ଷ୍ଟଲ, ଭୋଜନ ବ୍ୟବସ୍ଥା, ପାନୀୟ ଜଳର…
ବ୍ରାଉନସୁଗାର ବ୍ୟବସାୟ ବନ୍ଦ ପାଇଁ ଦାବି: ରାତିରେ ଆଦର୍ଶ ଥାନା ଘେରିଲେ ମହିଳା
ଖୋର୍ଦ୍ଧା ଅଫିସ, ୧୮ା୭: ବ୍ରାଉନସୁଗାର କାରବାର ବନ୍ଦ ଓ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ଯୋଗାଇବା ଦାବିରେ ଖୋର୍ଦ୍ଧା ଆଦର୍ଶ ଥାନାକୁ ସହରର ୬ ନଂ. ୱାର୍ଡ ସ୍ବପ୍ନେଶ୍ୱରସାହିର ମହିଳାମାନେ ବୁଧବାର ସନ୍ଧ୍ୟାରେ ଘେରାଉ କରିଥିଲେ। ବ୍ରାଉନସୁଗାର କାରବାର ବନ୍ଦ…
ବର୍ଷାଦିନିଆ ରୋଗକୁ ରୋକିବେ ପ୍ରଗତି ସାଥୀ
ଭୁବନେଶ୍ୱର, ୧୮ା୭(ବ୍ୟୁରୋ): ବର୍ଷାଦିନରେ ଜଳ ବାହିତ ରୋଗ ତଥା ପରିମଳ ଜନିତ ରୋଗରୁ ରାଜଧାନୀକୁ ରକ୍ଷା କରିବା ଲାଗି ‘ସୋସିଆଲି ସ୍ମାର୍ଟ ଭୁବନେଶ୍ୱର’ ଯୋଜନାରେ ‘ପ୍ରଗତି ସାଥୀ’ ନାମରେ ୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ବିଶେଷ ଟ୍ରେନିଂ ଦିଆଯାଇଛି। ଏମାନେ ସହର ଭିତରେ…
ଗଛରେ ପିଟି ହୋଇ ବାଇକ୍ ଚାଳକଙ୍କ ମୃତ୍ୟୁ: ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ, ରାସ୍ତାରୋକୋ
ନିମାପଡ଼ା,୧୮ା୭(ଡି.ଏନ୍.ଏ.): ଚଅଁରପଦା ପଞ୍ଚାୟତ ଅଫିସ ଛକ ନିକଟରେ ବୁଧବାର ଏକ ବାଇକ୍ ଗଛରେ ପିଟି ହେବା ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତ ବାଇକ୍ ଚାଳକ ହେଲେ ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ…
ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣା: ଜେଲ୍ ଗଲେ ୬ ଅଭିଯୁକ୍ତ
ସାକ୍ଷୀଗୋପାଳ,୧୮ା୭(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଏସ୍ଡିଜେଏମ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ପୁରୀ ଜେଲକୁ ପଠାଇ ଦିଆଯାଇଛି। ଏହି ଘଟଣାରେ…
ନିଶା କାରବାର ଲିଙ୍କରେ ୨ ମହିଳା ଏଜେଣ୍ଟ: ଏସ୍ଟିଏଫ୍ ଲିଷ୍ଟରେ ସଞ୍ଜୁ, ପାକୁ ଓ କାକା
ଖୋର୍ଦ୍ଧା ଅଫିସ,୧୮ା୭: କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟାର୍ଗେଟରେ ଏବେ ନିଶା ମାଫିଆ। ବ୍ରାଉନ୍ସୁଗାର କାରବାରର ମାଷ୍ଟରମାଇଣ୍ଡ୍ ତଥା ଖୋର୍ଦ୍ଧା ପଥରଖଣି ଉପତ୍ୟକାରେ ରାଜ୍ କରୁଥିବା ସୁଧାଂଶୁ ପରିଡ଼ା ଓରଫ ଛୋଟା ଆତ୍ମସମର୍ପଣ କରି ଏବେ ଜେଲ୍ରେ ଅଛନ୍ତି। ତାଙ୍କର ୩ ସହଯୋଗୀଙ୍କୁ ଏସ୍ଟିଏଫ୍…
Archives


