ମୋହନ ଭାଗବତଙ୍କ ସହ ସାକ୍ଷାତ କରିପାରନ୍ତି ମୋଦି
ନୂଆଦିଲ୍ଲୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆର୍ଏସ୍ଏସ୍ ମୁଖ୍ୟ ମୋହନ ଭାଗବତଙ୍କ ସହ ସାକ୍ଷାତ କରିପାରନ୍ତି ବୋଲି ସୂଚନା ମିଳିଛି। ମୋଦି ନାଗପୁର ସ୍ଥିତ ସଂଘ ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ସହ ବିଭିନ୍ନ ବିଷୟରେ ଆଲୋଚନା କରାଯିବ। ଆସନ୍ତା ୨୩ରେ ଲୋକ…
ମୋଦି ଧ୍ୟାନ କରୁଥିବା ଗୁମ୍ଫାରେ ରହିବାକୁ ଚାହିଁଲେ ଗୋଟିଏ ରାତି ପାଇଁ ଦେବାକୁ ପଡିବ ୯୯୦ଟଙ୍କା
ଡେରାଡୁନ,୨୦।୫: ଗେରୁଆ ବସ୍ତ୍ରପିନ୍ଧି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥର ଯେଉଁ ଗୁମ୍ଫାରେ ଧ୍ୟାନ କରୁଥିଲେ ତାହା ଏବେ ବେଶ୍ ଚର୍ଚ୍ଚିତ। ଶନିବାର ଏହି ଫଟୋଟି ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଥିଲା। ହେଲେ ଏହି ଗୁମ୍ଫାକୁ ଲାଗି ରହିଥିବା ଆଉ…
ପାନୀୟଜଳ, ପକ୍କାରାସ୍ତା, ବିଦ୍ୟୁତ୍ରୁ ବଞ୍ଚିତ
ଖଜୁରିପଡା,୨୦ା୫(ଡି.ଏନ.ଏ.)-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତର ମେଣିଆଁକୋଠି ଗାଁ। ଜଙ୍ଗଲ ଘେରା ଏହି ଗାଁରେ ୧୫ ପରିବାର ରହୁଥିବାବେଳେ ଜନସଂଖ୍ୟା ୬୦ରୁ ୭୦। ସ୍ବାଧୀନତାର ୭୨ବର୍ଷ ବିତିଥିଲେ ମଧ୍ୟ ଗାଁକୁ ପକ୍କାରାସ୍ତା, ପାନୀୟଜଳ ଓ ବିଦ୍ୟୁତ୍ ବ୍ୟବସ୍ଥା ନାହିଁ। ଭୋଟ…
୧୫ ଦିନ ହେଲା ଟ୍ରିଟ୍ମେଣ୍ଟ ପ୍ଲାଣ୍ଟ ଟ୍ରାନ୍ସଫର୍ମର ଅଚଳ: ବ୍ରାହ୍ମଣୀରେ ମିଶୁଛି ନର୍ଦ୍ଦମା ପାଣି
ତାଳଚେର,୨୦ା୫(ନି.ପ୍ର.) ତାଳଚେର ସ୍ବେରେଜ ବୋର୍ଡ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟର ଟ୍ରାନ୍ସଫର୍ମର ୧୫ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ସହରର ସମସ୍ତ ଡ୍ରେନ୍ ପାଣି ବିଶୋଧନ ହୋଇ ନ ପାରି ସିଧାସଳଖ ବ୍ରାହ୍ମଣୀ ନଦୀରେ ମିଶୁଛି। ଏହି ଦୂଷିତ ଜଳକୁ ସହରବାସୀ ପାନୀୟଜଳ…
ସିରିଜ୍ ପୋଛିଲା ଇଂଲଣ୍ଡ
ଲିଡ୍ସ,୨୦।୫- ଏଠାରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ୫ମ ତଥା ଅନ୍ତିମ ଦିନିକିଆ ମ୍ୟାଚ୍ରେ ଇଂଲଣ୍ଡ ୫୪ ରନ୍ରେ ବିଜୟ ହାସଲ କରିଛି। ଏଥିସହ ଇଂଲଣ୍ଡ ଏକମାତ୍ର ଟି୨୦ ପରେ ଦିନିକିଆ ସିରିଜ୍କୁ ୪-୦ ବ୍ୟବଧାନରେ ପୋଛିନେଇଛି। ସିରିଜ୍ର ପ୍ରଥମ ଦିନିକିଆ ମ୍ୟାଚ୍…
ଏନ୍ଡିଏକୁ ବହୁମତ
ନୂଆଦିଲ୍ଲୀ,୨୦।୫(ଆଇଏଏନ୍ଏସ୍): ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବାକୁ ଯାଉଛି। ଏହି କ୍ଷମତାସୀନ ମେଣ୍ଟକୁ ପ୍ରାୟ ୨୯୬ ଆସନରେ ସଫଳତା ମିଳିବ ଏବଂ କଂଗ୍ରେସ ନେତୃତ୍ୱାଧୀନ ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ…
ଗ୍ରୀଷ୍ମରେ ରକ୍ତ ଅଭାବ ଦୂର ପାଇଁ ପ୍ରୟାସ: ଷଷ୍ଠ ଶିବିରରେ ୨୪ ୟୁନିଟ୍ ରକ୍ତ ସଂଗ୍ରହ
ବ୍ରହ୍ମପୁର ଅଫିସ୍,୨୦ା୫-ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ମେଡ଼ିକାଲ୍ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖିବାକୁ ମିଳିଛି। ଆବଶ୍ୟକ ସ୍ଥଳେ ମଧ୍ୟ ରୋଗୀଙ୍କୁ ରକ୍ତ ମିଳୁନି। ଏହି ଅଭାବ ଦୂର କରିବା ପାଇଁ ଉଦ୍ୟମ କରୁଛି…
ସରିନି କମଳାଙ୍କ ଜୀବନ ଯୁଦ୍ଧ: ୨୧ବର୍ଷ ପରେ ଫେରିଲେ ପୁଅ
କାମାକ୍ଷାନଗର, ୨୦।୫(ଡି.ଏନ୍.ଏ.) କୁହାଯାଏ ନାରୀ ସର୍ବସଂହା। ଦୁନିଆର ଯେତେ ଦୁଃଖକୁ ସେ ହସି ହସି ସହିଯାଇପାରେ। ଏହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କାମାକ୍ଷାନଗର ଏନ୍ଏସି ୮ନଂ. ଓ୍ବାର୍ଡରେ ରହୁଥିବା କମଳା ରାଉଳ। ୨୧ବର୍ଷ ତଳେ ଚାକିରି ଖୋଜିବାକୁ ଯାଇ ନିଖୋଜ ହୋଇଗଲେ…
ଗ୍ରାମ୍ୟ କୃଷି କର୍ମଚାରୀଙ୍କ ପାଇଁ ନାହିଁ କାର୍ଯ୍ୟାଳୟ: ଚାଷୀଙ୍କୁ ମିଳୁନି ଚାଷ ସମ୍ପର୍କିତ ସୂଚନା
ବଅଁରପାଳ, ୨୦।୫ (ଡି.ଏନ୍.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୃଷି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଗ୍ରାମ୍ୟ କୃଷି କର୍ମଚାରୀମାନେ ନାନା ଅସୁବିଧା ଭୋଗୁଛନ୍ତି। କାର୍ଯ୍ୟ କରିବା ପାଇଁ କାର୍ଯ୍ୟାଳୟ ନ ଥିବା ବେଳେ ରହିବା ପାଇଁ ସେମାନଙ୍କୁ ସରକାରୀ କ୍ୱାର୍ଟର୍ସ…
ନିର୍ବାଚନ ବେଳେ ୩,୪୪୯ କୋଟି ଟଙ୍କା ଜବତ
ନୂଆଦିଲ୍ଲୀ,୨୦।୫(ପି.ଟି.): ଲୋକ ସଭା ନିର୍ବାଚନ ଲାଗି ତାରିଖ ଘୋଷଣା ହେବା ପରେ ଦେଶର ବିଭିନ୍ନ ସ୍ଥାନରୁ ମୋଟ ୩୪୪୯.୧୨ କୋଟି ଟଙ୍କା ମୂଲ୍ୟର ନଗଦ ଅର୍ଥ, ଡ୍ରଗ୍ସ, ମଦ ଓ ଅନ୍ୟାନ୍ୟ ଦାମୀ ସାମଗ୍ରୀ ଜବତ ହୋଇଥିବା ନିର୍ବାଚନ କମିଶନ (ଇସି)…
ଲୋକ ସଭା ନିର୍ବାଚନ ଲାଗି ଏକ୍ଜିଟ ପୋଲ୍ ଠିକ୍ ନୁହେଁ
ନୂଆଦିଲ୍ଲୀ,୨୦।୫(ଆଇଏଏନ୍ଏସ୍): ସାତ ପର୍ଯ୍ୟାୟ ବିଶିଷ୍ଟ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ଏକ୍ଜିଟ ପୋଲ୍ (ବୁଥ୍ଫେରନ୍ତା ଜନମତ ସର୍ଭେ) ରିପୋର୍ଟ ପ୍ରକାଶ ପାଇଛି। ଏହାକୁ ଯଦି ବିଶ୍ୱାସକୁ ନିଆଯାଏ ତେବେ ନରେନ୍ଦ୍ର ମୋଦି ସରକାର ପୂର୍ଣ୍ଣସଂଖ୍ୟାଗରିଷ୍ଠତା…
‘ସବୁ ଏକ୍ଜିଟ୍ ପୋଲ୍ ମିଛ ନୁହେଁ’
ଶ୍ରୀନଗର,୨୦।୫: ଏକ୍ଜିଟ୍ ପୋଲ୍ ରିପୋର୍ଟକୁ ଜାମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ, ସବୁ ଏକ୍ଜିଟ୍ ପୋଲ୍ ରିପୋର୍ଟ କେବେହେଲେ ମିଛ ହୋଇପାରିବ ନାହିଁ। ୨୩ ତାରିଖରେ କ’ଣ ଫଳାଫଳ ଆସୁଛି ତାକୁ ସମସ୍ତେ ଅପେକ୍ଷା…
Archives


