Home Left

୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର, ୨୦-୯(ବ୍ୟୁରୋ):୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ ଆୟୋଜିତ ଏକ ସମୀକ୍ଷା ବୈଠକ ପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ…

ଅଯୋଗ୍ୟଙ୍କ ସଂଖ୍ୟା ୨୦ ଲକ୍ଷ ଟପିବ: ଭାଜପା

ଭୁବନେଶ୍ୱର,୨୦-୯(ବ୍ୟୁରୋ):ଶାସକ ବିଜେଡି ନିର୍ବାଚନ ଜିତିବା ଓ କ୍ଷମତା ଆପଣେଇବା ପାଇଁ କାଳିଆ ଯୋଜନା ଲାଗୁ କରିଥିଲା ା ଦଳୀୟ କର୍ମୀମାନଙ୍କୁ ହିତାଧିକାରୀ ଚିହ୍ନଟ କରି ଏହି ଯୋଜନା ମାଧ୍ୟମରେ ଟଙ୍କା ବଣ୍ଟାଯାଇଥିଲା ା ଆଉ ଏବେ ନିର୍ବାଚନ ସରିବା ପରେ ଅଯୋଗ୍ୟ…

ସୀତାରାମନ୍‌ଙ୍କୁ ମାରୁତି ଅଧ୍ୟକ୍ଷଙ୍କ ସମର୍ଥନ

ନୂଆଦିଲ୍ଲୀ,୨୦-୯: ଓଲା ଓ ଉବର କ୍ୟାବ୍‌ ଆଧାରିତ ଟ୍ୟାକ୍ସି ସୁବିଧା ଯୋଗୁ ଦେଶର ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଆସିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ବୟାନକୁ ଶେଷରେ ମାରୁତି ସୁଜୁକି ମଧ୍ୟ ସମର୍ଥନ କରିଛି। ମିଡିଆକୁ ଏକ ସାକ୍ଷତାକାର ଦେଇ କମ୍ପାନୀ…

ଚିଟିକାମାଲରେ ଦମ୍ପତିଙ୍କୁ ହତ୍ୟା ଘଟଣା:ଗୁଣିଗାରେଡ଼ିରୁ ହତ୍ୟା ସ୍ପଷ୍ଟ

ବଲାଙ୍ଗୀର ଅଫିସ/ ପାଟଣାଗଡ଼,୨୦-୯ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ଗତ ୧୬ ତାରିଖରେ ସଂଘଠିତ ଦମ୍ପତି ହତ୍ୟା ଘଟଣା ଗୁଣିଗାରେଡିରୁ ହୋଇଥିବା ପୋଲିସ ସ୍ପଷ୍ଟ କରିଛି। ଏସ୍‌ପି ମାଡକର ସନ୍ଦୀପ ସମ୍ପତ୍‌ ପାଟଣାଗଡ଼…

୪୦୦ ଜିଲାରେ ଆୟୋଜିତ ହେବ ଋଣମେଳା:୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏନ୍‌ପିଏ ଘୋଷିତ ହେବନି ଏମ୍‌ଏସ୍‌ଏମ୍‌ଇ ଋଣ

ନୂଆଦିଲ୍ଲୀ,୨୦-୯: ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂରକରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି। ବ୍ୟାଙ୍କଗୁଡ଼ିକ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏମ୍‌ଏସ୍‌ଏମ୍‌ଇଙ୍କ ଋଣକୁ ଅନାଦାୟ ଋଣ ବା ଏନ୍‌ପିଏ…

ପିଏଲ୍‌ଏଫ୍‌ଆଇ ଏରିଆ କମ୍ପାଣ୍ଡର ଗିରଫ

ରାଉରକେଲା ଅଫିସ,୨୦-୯:ରାଉରକେଲା ପୋଲିସ ସୀମାନ୍ତରେ ଆତଙ୍କ ଚଳାଇଥିବା ଆଉ ଜଣେ ପିଏଲ୍‌ଏଫ୍‌ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ) ଏରିଆ କମାଣ୍ଡରଙ୍କୁ ଗିରଫ କରିଛି। ତାଙ୍କ ନଁା ସୁଦାମ ସିଂ(୩୪)। ତାଙ୍କ ନିକଟରୁ ଏକ ଦେଶୀ ପିସ୍ତଲ ସହ ଗୁଳି ଜବତ…

ସୌଦି ତେଲ ମନ୍ତ୍ରୀଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା:ଭାରତକୁ ତୈଳ ଯୋଗାଣ ପ୍ରଭାବିତ ହେବନି

ନୂଆଦିଲ୍ଲୀ,୨୦-୯: ସୌଦି ଆରବ ତେଲ ଉତ୍ପାଦନ ପ୍ରଭାବିତ ହେବା ପରେ ଏହାର ପ୍ରଭାବ ଭାରତ ଉପରେ ପଡିଛି। ଆଗାମୀ ଦିନରେ ଏହି ସମସ୍ୟା ଲାଗି ରହିବା ନେଇ ଆଶଙ୍କା କରାଯାଇଛି। ଉକ୍ତ ସମସ୍ୟାର ଦୂରୀକରଣ ଲାଗି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର…

ପିଆଜ ଜ୍ୱାଳାରେ ଲୋକେ ଛଟପଟ:ଦର ଛୁଇଁଲାଣି ୪୫

ଭୁବନେଶ୍ୱର,୨୦-୯(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତିଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ ଏହାର ଖୁଚୁରା ଦର ୪୫ ଟଙ୍କା ଛୁଇଁଲାଣି। ଘରଖର୍ଚ୍ଚ ପାଇଁ କିଲୋ ଜାଗାରେ ଅଢ଼େଇଶ…

ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ,୨ମାସରେ ୪ଜଣଙ୍କୁ ଫାଶୀ

କଟକ ଅଫିସ/ନିଶ୍ଚିନ୍ତକୋଇଲି,(ଡି.ଏନ୍‌.ଏ.),୨୦-୯:ବହୁଚର୍ଚ୍ଚିତ ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍‌ସୋ ଅଦାଲତ ଦୋଷୀ ସାବ୍ୟସ୍ତ କରି ଗୁରୁବାର ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସ୍ବତନ୍ତ୍ର ପୋକ୍‌ସୋ…

ବୃଦ୍ଧା ମା’ ଉପରେ ପୁଅର ବୋଝ

ନୟାଗଡ଼ ଅଫିସ,୨୦ା୯- ପୁଅ ବଡ଼ ହୋଇ ଘର ଚଳାଇବ। ମା’ ବାପାଙ୍କ ଦାୟିତ୍ୱ ନେବ। ସବୁ ମା’ବାପାଙ୍କ ପରି ସ୍ବପ୍ନ ଦେଖିଥିଲେ ଜଣେ ମା’। ହେଲେ ଭାଗ୍ୟର ବିଡ଼ମ୍ବନା, ପୁଅ ଘର ଚଳାଇବା ପରିବର୍ତ୍ତେ ମା’ ଉପରେ ବୋଝ ପାଲଟିଛନ୍ତି। ଖାଲି…

ଅର୍ଥନୀତିକୁ ନେଇ ଟୁଇଟରରେ ଅର୍ଥମନ୍ତ୍ରୀ-ବାୟୋକନ ମୁଖ୍ୟ ମୁହାଁମୁହିଁ

ନୂଆଦିଲ୍ଲୀ,୨୦-୯: ଦେଶର ଆର୍ଥିକ ପରିସ୍ଥିତିକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏବଂ ବାୟୋକନ ଲିମିଟେଡ ମୁଖ୍ୟ କିରଣ ମଜୁମଦାର ସ’ ଗୁରୁବାର ଟୁଇଟରରେ ମୁହାଁମୁହିଁ ହୋଇଥିଲେ। ମିଡିଆ ଏହାକୁ ତର୍କ ବୋଲି ଉଲ୍ଲେଖ କରିଥିଲେ ସୁଦ୍ଧା କିରଣ ଏହାକୁ ଆଲୋଚନା ବୋଲି…

ମାନ୍ଦାବସ୍ଥାକୁ ନେଇ କ୍ରେଡିଟ୍‌ ସୁଇସ୍‌ ରିପୋର୍ଟ: ସାଂଘାତିକ ହେବ ଏଫ୍‌ଏମ୍‌ସିଜି ସେକ୍ଟର ପ୍ରଦର୍ଶନ

ନୂଆଦିଲ୍ଲୀ,୨୦-୯: ମାନ୍ଦାବସ୍ଥାର ପ୍ରଭାବ ଦେଶର ଅର୍ଥନୀତିକୁ ଏଭଳି ଘେରିଛି ଯେ, ଆର୍ଥିକ ଅଭିବୃଦ୍ଧିରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଫାଷ୍ଟ ମୁଭିଂ କଞ୍ଜ୍ୟୁମର ଗୁଡ଼୍ସ(ଏଫ୍‌ଏମ୍‌ସିଜି) ସେକ୍ଟରର ପ୍ରଦର୍ଶନ ସାଂଘାତିକ ହେବ। ଏହାର ଚଳିତବର୍ଷ ଏହାର ପ୍ରଦର୍ଶନ ୧୫ ବର୍ଷର ସର୍ବନିମ୍ନ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?