ଓୟୁଏଟି ପ୍ରବେଶିକା ପରୀକ୍ଷାରେ ଅବହେଳା ଅଭିଯୋଗ: ଖରାରେ ଛିଡ଼ା ହେବାରୁ ଅଭିଭାବକ-କର୍ତ୍ତୃପକ୍ଷ ମୁହାଁମୁହିିଁ
ବ୍ରହ୍ମପୁର ଅଫିସ,୨୦ା୫-ଗୋପାଳପୁର ରୋଡ ତଥା ଡୁରା ନିକଟସ୍ଥ ବ୍ରହ୍ମପୁର ସ୍କୁଲ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ବିଏସ୍ଇଟି)ରେ ରବିବାର ଉତ୍ତେଜନା ଦେଖାଦେଇଛି। ବିଏସ୍ଇଟିରେ ଓୟୁଏଟି ପରୀକ୍ଷା ପାଇଁ ଆସିଥିବା ପରୀକ୍ଷାର୍ଥୀଙ୍କୁ ଦୀର୍ଘ ସମୟ ଧରି ଖରାରେ ଛିଡା କରାଯିବାକୁ ନେଇ ଅଭିଭାବକ ଓ…
ଆଜିଠାରୁ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦର
ନୂଆଦିଲ୍ଲୀ,୨୦-୫: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ଯଥେଷ୍ଟ ବୃଦ୍ଧି ପାଇଥିଲେ ମଧ୍ୟ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ି ନ ଥିଲା। ତେବେ ରବିବାର ନିର୍ବାଚନ ଶେଷ ହୋଇଛି।…
ବଜାରରୁ ୬୩୯୯ କୋଟି କାଢ଼ି ନେଲେ ଏଫ୍ପିଆଇ
ନୂଆଦିଲ୍ଲୀ,୨୦-୫: ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍ପିଆଇ) ମେ’ରେ ଅଦ୍ୟାବଧି ଭାରତୀୟ ପୁଞ୍ଜି ବଜାରରୁ ୬୩୯୯ କୋଟି ଟଙ୍କା କାଢ଼ି ନେଇଛନ୍ତି। ସାଧାରଣ ନିର୍ବାଚନ ଫଳାଫଳରେ ଅନିଶ୍ଚିତତା ଏବଂ ଆମେରିକା-ଚାଇନା ବାଣିଜ୍ୟ ଯୁଦ୍ଧ ବିବାଦକୁ ନେଇ ଏଫ୍ପିଆଇ ନିରାଶ ଥିବା ଜଣାପଡିଛି। ଏହି କାରଣରୁ…
ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନା ଦିଗହରା
ହାଟଡିହୀ, ୨୦। ୫(ଡି.ଏନ୍.ଏ.)- ଦିନକୁ ଦିନ ଖରା ତାତି ବଢ଼ୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି । ଏପରିସ୍ଥଳେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳାଭାବ କଦେଖାଦେଇଛି। ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ଥାଇ ନ ଥିଲା ପରି…
ଅନ୍ୟ ଜାତିରେ ବିବାହରୁ ସାମାଜିକ ବାସନ୍ଦ ଘଟଣା: ମେଡିକାଲରେ ବାପାଙ୍କୁ ଜଗିଛି ଝିଅ
କେନ୍ଦୁଝର, ୨୦ା୫(ସ୍ବ.ପ୍ର.)- ଅନ୍ୟ ଜାତିରେ ବିବାହ କରିଥିବାରୁ ବାଇଧର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ସାମଜିକ ବାସନ୍ଦ କରାଯାଇଥିଲା। ଏନେଇ ବାପ, ଝିଅ ଗଛ ତଳେ ଆଶ୍ରୟ ନେଇଥିଲେ। ସ୍ଥାନୀୟ ସାମାଜିକ କର୍ମୀ ପୋଲିସକୁ ସୂଚନା ଦେବା ପରେ ପୋଲିସ ସ୍ଥାନୀୟ…
ଭଙ୍ଗା ଘରେ ଚାଲିଛି ବିଏସଏନଏଲ କାର୍ଯ୍ୟାଳୟ: ଅଫିସ କାର୍ଯ୍ୟ ବାଧାପ୍ରାପ୍ତ
ତେଲକୋଇ, ୨୦।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ଠାରେ ଥିବା ବିଏସଏନଏଲ ସେବା ଦୀର୍ଘ ୨ମାସରୁ ଊର୍ଦ୍ଧ୍ୱ ହେଲାଣି ବନ୍ଦ ଅବସ୍ଥାରେ ରହିଛି । ଏଥିଯୋଗୁଁ ବିଭିନ୍ନ କାର୍ଯ୍ୟାଳୟରେ ଥିବା ବ୍ରଡବ୍ୟାଣ୍ଡ ସେବା ଅଚଳ ହେବା ଯୋଗୁଁ ଉନ୍ନୟନ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି…
୧୯ ଦିନ ବିତିଲା, ମଦମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ
ଭଦ୍ରକ ଅଫିସ, ୨୦।୫ – ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣାକୁ ୧୯ ଦିନ ବିତିଲାଣି। ନିର୍ବାଚନ ସମୟରେ ଭୋଟରଙ୍କୁ ହାତେଇବା ପାଇଁ ଏକ ନିର୍ଦ୍ଦିଷ୍ଟ ଦଳ ପକ୍ଷରୁ ବଣ୍ଟାଯାଇଥିବା ନକଲି ମଦ ପିଇ ୧୦ ଜଣ ମୃତ୍ୟୁବରଣ କରିଥିବା ବେଳେ ଶତାଧିକ…
ଭାଟିପଡ଼ାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ କାମଭଙ୍ଗା କଲଭର୍ଟ ଦେଖି ଯନ୍ତ୍ରୀ କହିଲେ ‘ଚଲେଗା’
ବୈପାରୀଗୁଡ଼ା,୨୦ା୫(ଡି.ଏନ୍.ଏ.) ବୈପାରୀଗୁଡ଼ା ବ୍ଲକ ମାଝିଗୁଡ଼ା ପଞ୍ଚାୟତ ଭାଟିପଡ଼ା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାକୁ ଏବେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ନିର୍ମାଣ କରାଯାଉଛି। ଏନ୍ବିସିସି ସଂସ୍ଥା ଏହାକୁ ନିର୍ମାଣ କରୁଥିବା ବେଳେ ଅଣଓଡ଼ିଆ କର୍ମଚାରୀ ଦାୟିତ୍ବ ବୁଝୁଛନ୍ତି। ରାସ୍ତା ଅତି ନିମ୍ନମାନର ହେଉଥିବା…
ଉଦ୍ଘାଟନର ୯ ମାସ ବିତିଲା, ଜିଲା ସଂସ୍କୃତି ଭବନ କାର୍ଯ୍ୟକ୍ଷମ ହେଲାନି
ସୋନପୁର,୨୦।୫(ନି.ପ୍ର.) ପ୍ରକଳ୍ପ ଉଦ୍ଘାଟନ ହୋଇଛି, କିନ୍ତୁ ତାଲା ଝୁଲୁଛି। ୯ମାସ ପରେ ବି କାର୍ଯ୍ୟକ୍ଷମ ହେଉନି। ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଦେଢକୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଜିଲା ସଂସ୍କୃତି ଭବନ ଏବେ ଭୂତକୋଠିରେ ପରିଣତ ହେଲାଣି। ଗତ ଜୁଲାଇ…
ନିର୍ବାଚନ ଫଳାଫଳ ଉପରେ ନିବେଶକଙ୍କ ନଜର
ମୁମ୍ବାଇ,୨୦।୫: ଚଳିତ ମାସ ୨୩ରେ ସାଧାରଣ ନିର୍ବାଚନ ଫଳାଫଳ ଆସିବାକୁ ଥିବା ବେଳେ ଦେଶର ପୁଞ୍ଜି ବଜାର ନଜର ଏବେ ଏହା ଉପରେ ରହିଛି। ସେହିଭଳି ବଜାର ଉପରେ ଏକଜିଟ୍ ପୋଲ ପ୍ରଭାବ ମଧ୍ୟ ପରିଲକ୍ଷିତ ହେବ। ଅପରପକ୍ଷରେ କମ୍ପାନୀଗୁଡିକର ବିତ୍ତୀୟ…
ମକଡ଼ଦମପଡ଼ାରେ କିଡ଼୍ନୀ ରୋଗ୍ ଆତଁକ୍
ସିନାପାଲି,୨୦।୫ (ଡି.ଏନ.ଏ)- ନୂଆପଡା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଁଚେତ୍ ମକଡଦମପଡା ଗାଁବାସୀ ନିରମଲ ପାଏନ୍ ଅଭାବୁ ଫ୍ଲୋରାଇଡ୍ ମିଶା ପାଏନ୍ ପିଇ ଅନେକ ଲୋକ୍ କିଡ଼୍ନୀ ରୋଗ୍ରେ ମରିଥିଲାବେଲେ ବଡ଼ଭାଗୀ ଲୋକ ପୀଡ଼ିତ ଅଛନ୍। ସୂଚନା ଅନ୍ସାରେ ସିନାପାଲି ବ୍ଲକ…
ଡେବିଟ୍ କାର୍ଡ ଦେୟ ବଢ଼ିଛି ୨୭%
ନୂଆଦିଲ୍ଲୀ,୨୦-୫: ଦେଶରେ କିଣାକିଣି କରିବା ଲାଗି ଲୋକେ ଡେବିଟ୍ କାର୍ଡ ବ୍ୟବହାରରେ ବେଶ୍ ଉତ୍ସାହ ପ୍ରଦର୍ଶନ କରୁଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଦ୍ୱାରା ଜାରି ତଥ୍ୟ ଅନୁଯାୟୀ, ମାର୍ଚ୍ଚରେ ପଏଣ୍ଟ ଅଫ୍ ସେଲ୍ ମେଶିନ(ପିଓଏସ୍) ଜରିଆରେ ଡେବିଟ୍ କାର୍ଡ ଦ୍ୱାରା ଦେୟ…
Archives


