Home Left

ଓଲା-ଉବର ଯୋଗୁ ଅଟୋ ସେକ୍ଟରରେ ମାନ୍ଦାବସ୍ଥା: ଅର୍ଥମନ୍ତ୍ରୀଙ୍କୁ ସମର୍ଥନ କଲା ମାରୁତି

ନୂଆଦିଲ୍ଲୀ,୨୦-୯:ଓଲା ଓ ଉବର କ୍ୟାବ୍‌ ଆଧାରିତ ଟ୍ୟାକ୍ସି ସୁବିଧା ଯୋଗୁ ଦେଶର ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଆସିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ବୟାନକୁ ଶେଷରେ ମାରୁତି ସୁଜୁକି ମଧ୍ୟ ସମର୍ଥନ କରିଛି। ମିଡିଆକୁ ଏକ ସାକ୍ଷତାକାର ଦେଇ କମ୍ପାନୀ ଅଧ୍ୟକ୍ଷ…

ଆଜି ଜିଏସ୍‌ଟି କାଉନସିଲ୍‌ ବୈଠକ;ଟିକସ ହ୍ରାସ ନେଇ ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦-୯:ଜିଏସ୍‌ଟି କାଉନସିଲ୍‌ର ୩୭ତମ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଗୋଆରେ ବସିବାକୁ ଯାଉଛି। ଟିକସ ଆୟ ହ୍ରାସ ପାଉଥିବାବେଳେ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଟିକସ ବୋଝ ହ୍ରାସ କରିବା ନେଇ ବୈଠକରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ…

ଭାରତର ଅର୍ଥନୀତି ମଜବୁତ୍‌: ଶକ୍ତିକାନ୍ତ

ମୁମ୍ବାଇ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଦେଶର ବାଣିଜ୍ୟ ହ୍ରାସକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି। ତେବେ ସେ ଏହା ମଧ୍ୟ କହିଛନ୍ତି ଯେ, ବିଶ୍ୱ ସ୍ତରରେ ଏବେ ସୁଦ୍ଧା ମାନ୍ଦାବସ୍ଥା ସ୍ଥିତି ଉପୁଜି ନାହିଁ। ବିଶ୍ୱରେ ସୃଷ୍ଟି ହୋଇଥିବା…

ସାନିଟାରି ପ୍ୟାଡ୍‌ ବ୍ୟବହାର କରୁଛନ୍ତି ରାଜ୍ୟର ୧୩% ମହିଳା

ଭୁବନେଶ୍ୱର,୨୦-୯(ବ୍ୟୁରୋ): ସାନିଟାରି ପ୍ୟାଡ୍‌ ବ୍ୟବହାର କ୍ଷେତ୍ରରେ ପଛୁଆ ରାଜ୍ୟଗୁଡିକ ତୁଳନାରେ ଓଡ଼ିଶା କିଛିଟା ଆଗୁଆ ରହିଛି। ଏଠାରେ ମହିଳାଙ୍କ ମଧ୍ୟରେ ପ୍ୟାଡ୍‌ ବ୍ୟବହାର ପରିମାଣ ପ୍ରାୟ ୧୨ରୁ ୧୩%। ସେହିଭଳି ରାଜ୍ୟରେ ଆଦିବାସୀ ବହୁଳ ଅଞ୍ଚଳରେ ଏଭଳି ପ୍ରଡକ୍ଟ ବ୍ୟବହାର ନେଇ…

୪୦୦ ଜିଲାରେ ଆୟୋଜିତ ହେବ ଋଣ ମେଳା;୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏନ୍‌ପିଏ ଘୋଷିତ ହେବନି ଏମ୍‌ଏସ୍‌ଏମ୍‌ଇ ଋଣ

ନୂଆଦିଲ୍ଲୀ,୨୦-୯: ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂରକରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି। ବ୍ୟାଙ୍କଗୁଡ଼ିକ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏମ୍‌ଏସ୍‌ଏମ୍‌ଇଙ୍କ ଋଣକୁ ଅନାଦାୟ ଋଣ ବା ଏନ୍‌ପିଏ ଘୋଷଣା…

୫୦ ବର୍ଷ ବୟସ ପୂର୍ବରୁ ଟାଇପ୍‌ ୨ ଡାଇବେଟିସ୍‌କୁ ଚିହ୍ନିହେବ

ଡାଇବେଟିସ୍‌ ବା ମଧୁମେହ ଏକ ନିରବଘାତି ରୋଗ ବୋଲି କୁହାଯାଇଥାଏ। କାରଣ ସମସ୍ତଙ୍କର ଧାରଣା ରହିଛି ଯେ ୫୦ବର୍ଷ ପାଖାପାଖି ହେଲେ ଡାଇବେଟିସର ଲକ୍ଷଣ ପ୍ରକାଶ ପାଇଥାଏ। କିନ୍ତୁ ଏବେ କାନାଡାର ଏକ ବିଶେଷଜ୍ଞ ଦଳ କହିଛନ୍ତି ମାତ୍ର ୮ ବର୍ଷ…

ଲୋ-ବ୍ଲଡ୍‌ ପ୍ରେସରରୁ ଦୂରେଇ ରହିବା ପାଇଁ ସକାଳେ ଖାଆନ୍ତୁ …

ପେସ୍ତା ବାଦାମ ଶରୀର ପାଇଁ ବହୁ ଉପକାରୀ। ପ୍ରତିଦିନ ସକାଳେ ଏହାକୁ ଲହୁଣୀ ସହିତ ମିଶାଇ ଖାଇଲେ ଅନେକ ଫାଇଦା ମିଳିଥାଏ। ଏ ସମ୍ପର୍କରେ ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଲୋ-ବ୍ଲଡ୍‌ ପ୍ରେସରକୁ ନିୟନ୍ତ୍ରଣ କରିଥାଏ। ସକାଳେ ୪ଟି ପେସ୍ତା ବାଦାମ…

ଖାଦ୍ୟରେ ଅଧିକ ଲୁଣ ସିିଞ୍ଚି ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ଖାଦ୍ୟ ଉପରେ ଅଧିକ ଲୁଣ ସିିଞ୍ଚି ଖାଉଥିବା ଲୋକେ ସାବଧାନ ହୋଇଯାନ୍ତୁ। ଏହାଦ୍ୱାରା ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ଲୁଣ ଏଭଳି ଏକ ଜିନିଷ ଯାହାର ସେବନ ଉପଯୁକ୍ତ ମାତ୍ରାରେ ଏବଂ ସମୟରେ ହେବା ଆବଶ୍ୟକ। ନଚେତ୍‌ ସ୍ବାସ୍ଥ୍ୟ…

କ୍ରିକେଟରେ ପ୍ରସିଦ୍ଧି ହାସଲ କରିଥିବା ଏହି ଖେଳାଳିଙ୍କ ପାଠପଢା କଥା ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟ ଖେଳାଳିମାନେ ପଡିଆରେ ଦମଦାର ପ୍ରଦର୍ଶନ କରୁଥିଲେ ମଧ୍ୟ ପାଠ ପଢ଼ାରେ ସେତେଟା ଭଲ ନୁହନ୍ତି। ସେମିତି କିଛି କ୍ରିକେଟରଙ୍କ ବିଷୟରେ ଜାଣନ୍ତୁ.. ବିରାଟ କୋହଲି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ…

ଜଙ୍ଗଲରେ ନାବାଳିକାଙ୍କ ମୃତଦେହ

ସୋରଡା,୨୦ା୯(ଡି.ଏନ୍‌.ଏ.)- ସୋରଡା-ଅସୁରବନ୍ଧ ବାଉଁଶିଆ ଜଙ୍ଗଲରେ ଜଣେ ନାବାଳିକାଙ୍କ ମୃତଦେହ ପଡିଥିବା ଖବର ପାଇ ସୋରଡା ତାନା ଅଧିକାର ପ୍ରଭାତ ସାହୁ, ବଡଗଡ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଫୋର୍ସ ସହ ଜଙ୍ଗଲରେ ପହଞ୍ଚତ୍ଛନ୍ତି। ଘଞ୍ଚ…

ଅସୁରକ୍ଷିତ ସରକାରୀ ବିଦ୍ୟାଳୟ

ପୀତାମ୍ବର ରାଉତ ନିଆଳି ବ୍ଲକ୍‌ ବିନିସପୁର ପଞ୍ଚାୟତର ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟର ଲୋମହର୍ଷଣକାରୀ ଘଟଣା ସାରା ଓଡ଼ିଶାରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। କାର୍ଯ୍ୟରତ ଶିକ୍ଷୟିତ୍ରୀ ଶୁଚିସ୍ମିତା ମୁଦୁଲିଙ୍କୁ ଜଣେ ଦୁର୍ବୃତ୍ତ କ୍ଲାସରୁମ୍‌ରେ ପଶି ସବୁ କୋମଳମତି ଛାତ୍ରୀଛାତ୍ରଙ୍କ ସମ୍ମୁଖରେ ଦିନ ୧୧ଟା…

ଏହି କ୍ରିକେଟ ଖେଳାଳି ପଡିଆକୁ ଆସିବା ପୂର୍ବରୁ ପିଉଥିଲେ ମଦ

କିଛି ଖେଳାଳି ଅଛନ୍ତି ଯେଉଁମାନେ ନିଜ ପରିଶ୍ରମରେ କ୍ରିକେଟରେ ସ୍ବତନ୍ତ୍ର ପରିଚୟ ହାସଲ କରିଛନ୍ତି। ଆଉ କିଛି ଖେଳାଳି ଅଛନ୍ତି ପ୍ରାରମ୍ଭରେ ନିଜ ପ୍ରଦର୍ଶନ ଦ୍ୱାରା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ନିଜ ଖରାପ ଅଭ୍ୟାସ ଯୋଗୁ ଦର୍ଶକ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?