କାନ୍ସରେ ଉନ୍ମୋଚିତ ହେଲା ‘ଜଙ୍ଗଲ କ୍ରାଏ’ର ପୋଷ୍ଟର : ଟିଜର୍ ଫିଲ୍ମରେ ବିଶ୍ୱବିଜେତା ଓଡ଼ିଶା ଜନଜାତି ଟିମ୍
ଭୁବନେଶ୍ୱର,୨୦।୫(ବ୍ୟୁରୋ): ଜୁନିୟର ରଗ୍ବୀ ଓ୍ବାର୍ଲଡ କପ୍ ଜିତି ସମଗ୍ର ବିଶ୍ୱ ପାଇଁ ପ୍ରେରଣା ପାଲଟିଥିବା କିସ୍ ରଗ୍ବୀ ଦଳ ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର ‘ଜଙ୍ଗଲ କ୍ରାଏ’ର ପ୍ରଥମ ପୋଷ୍ଟର ଓ ଟିଜର୍ ୭୧ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ରିଲିଜ ହୋଇଛି।…
ଓ୍ବେଷ୍ଟଇଣ୍ଡିଜ ରିଜର୍ଭ ଲିଷ୍ଟରେ ବ୍ରାଭୋ, ପୋଲାର୍ଡ
ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୨୦।୫(ପି.ଟି.)- ଆଇସିସି ବିଶ୍ୱକପ୍ ଲାଗି କ୍ରିକେଟ୍ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ) ପକ୍ଷରୁ ରବିବାର ୧୦ ରିଜର୍ଭ ଖେଳାଳିଙ୍କ ନାମ ପ୍ରକାଶ ପାଇଛି। ଏହି ତାଲିକାରେ ଅବସର ନେଇସାରିଥିବା ଅଲ୍ରାଉଣ୍ଡର ଡ୍ବେନ୍ ବ୍ରାଭୋଙ୍କ ସହ କିରନ ପୋଲାର୍ଡ ସ୍ଥାନ ପାଇଛନ୍ତି।…
୩ ଦିନ ପରେ ଗଣତି, ବଢୁଛି ଉତ୍କଣ୍ଠା
ବାଲେଶ୍ୱର ଅଫିସ, ୧୯।୫-ଭୋଟ ଗଣତି ଦିନ ପାଖେଇ ଆସୁଥିବାରୁ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି। ସେମାନେ ଆଶା, ଆଶଙ୍କାରେ ରହି ଦିନ ବିତାଉଛନ୍ତି। ଏଥର ସାଧାରଣ ନିର୍ବାଚନର ଫଳାଫଳ ଉଭୟ ରାଜ୍ୟ ଓ କେନ୍ଦ୍ର ପାଇଁ…
ପ୍ଲିସ୍କୋଭାଙ୍କୁ ଇଟାଲିଆନ ଓପନ ଟାଇଟଲ
ରୋମ୍, ୧୯ା୫ (ଏଏଫ୍ପି)- ଚତୁର୍ଥ ସିଡ୍ ତଥା ଚେକ୍ରିପବ୍ଲିକର କାରୋଲିନା ପ୍ଲିସ୍କୋଭା ଡବ୍ଲ୍ୟୁଟିଏ ଇଟାଲିଆନ ଓପନ ମହିଳା ସିଙ୍ଗଲ୍ସ୍ସ ଟାଇଟଲ ଜିତିଛନ୍ତି। ରବିବାର ଫାଇନାଲରେ ସେ ବ୍ରିଟେନର ଜୋହାନା କୋଣ୍ଟାଙ୍କୁ ୬-୩, ୬-୪ ସେଟ୍ରେ ହରାଇ ଦେଇଛନ୍ତି। ୨୦୧୭ ଫ୍ରେଞ୍ଚ ଓପନ…
ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
ସୋନପୁର,୧୯।୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ସୋନପୁର ଉପକାରାଗାରର ଜଣେ ବିଚାରାଧୀନ କଏଦୀଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ କଏଦୀଙ୍କ ନାମ ଟିକୁ ଅଜଗର(୨୬)। ତାଙ୍କ ଘର ବିନିକା ସହରର ଚମାରପଡାରେ। ଟିକୁଙ୍କୁ ଉପକାରାଗାର ପରିସର ଶୌଚାଳୟ ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର…
ବିଜୁ ଯୁବ ବାହିନୀ ବିରୋଧରେ ଫେରାଦ ହେଲା ଭାଜପା:ରିଲିଫ କୋଡ୍କୁ ଉଲଙ୍ଘନ କରିଛନ୍ତି ସରକାର
ଭୁବନେଶ୍ୱର,୧୯।୫(ବ୍ୟୁରୋ):ରାଜ୍ୟ ରାଜକୋଷ ଅର୍ଥରେ ଗଠନ ହୋଇଥିବା ବିଜୁ ଯୁବ ବାହିନୀର ସଦସ୍ୟମାନଙ୍କ ବାତ୍ୟା ୧୫ଦିନ ପରେ ମଧ୍ୟ ଦେଖା ମିଳୁନାହିଁ। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କ ପାଇଁ କେନ୍ଦ୍ର ସହାୟତା ଦେଇଥିବାବେଳେ ରାଜ୍ୟ ସରକାର ଭାଙ୍ଗି ଯାଇଥିବା ଘର ଗୁଡିକର ଚିହ୍ନଟ…
ଶ୍ରୀମନ୍ଦିର କ୍ଷୟକ୍ଷତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ:ରଥଯାତ୍ରା ସୁଦ୍ଧା ଫେରିବ ସ୍ବାଭାବିକ ଅବସ୍ଥା
ପୁରୀ ଅଫିସ, ୧୯ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ସ୍ଥାନୀୟ ଦଳୀୟ ନେତୃବୃନ୍ଦଙ୍କ ସହ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ। ଶ୍ରୀମନ୍ଦିର ସେବକ ମଧୁସୂଦନ ସିଂହାରୀ ପ୍ରମୁଖ…
ଯେଉଁଠି ରୋଗ ଉପଶମ ପାଇଁ ପିଆଯାଏ ଅସରପା ସରବତ୍
ଅସରପା ନାଁ ଶୁଣିଲେ ଅନେକ ଘୃଣା କରୁଥିବାବେଳେ ଚୀନ୍ରେ ଏହାକୁ ବ୍ୟବସାୟ କରାଯାଏ। ଅସରପାରେ ଥିବା ଅଦ୍ଭୁତ ଔଷଧୀୟ ଗୁଣ ଯୋଗୁ ଚାଇନାରେ ଏହାକୁ ବେଶ୍ ପସନ୍ଦ କରାଯାଏ। ସ୍ଥାନୀୟ ଶିଚାଙ୍ଗ୍ ସହରର ଏକ ଔଷଧ କମ୍ପାନୀ ପ୍ରତିବର୍ଷ ୬ଶହ କୋଟି…
ଶରୀର ପାଇଁ ହାନିକାରକ ଡାଏଟ୍ କୋଲ୍ଡ୍ରିଙ୍କସ୍
କ୍ୟାଲୋରୀ ରହିତ ଡାଏଟ୍ କୋଲ୍ଡ୍ରିଙ୍କସ୍ ମଧ୍ୟ ସ୍ବାସ୍ଥ୍ୟ ପାଇଁ ହାନିକାରକ। ଏହାର ନିୟମିତ ସେବନ ପାକସ୍ଥଳୀରେ ଟାଇପ୍-୨ ଡାଏବିଟିସ୍ ଏବଂ ହୃଦ୍ରୋଗରୁ ରକ୍ଷାକରୁଥିବା ଏନ୍ଜାଇମ୍ ଉତ୍ପାଦନ ହ୍ରାସ ପାଇଥାଏ। ଆମେରିକା ସ୍ଥିତ ମିଶିଗାନ୍ ୟୁନିଭର୍ସିଟିରେ ହୋଇଥିବା ଗବେଷଣାରୁ ଏହା ଜଣାପଡ଼ିଛି। ଗବେଷକଙ୍କ…
ମୋଦିଙ୍କ କେଦାରନାଥ ଗସ୍ତକୁ ନେଇ ଆପତ୍ତି: ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଟିଏମ୍ସି
କୋଲକାତା, ୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେଦାରନାଥ ଓ ବଦ୍ରିନାଥ ଗସ୍ତକୁ ନେଇ ଆପତ୍ତି ଉଠାଇ ନିର୍ବାଚନ କମଶନଙ୍କ ନିକଟରେ ଫେରାଦ ହୋଇ ତୃଣମୂଳ କଂଗ୍ରେସ। ଏହା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ କରୁଛି ଟିଏମସି ଅଭିଯୋଗ କରିଛି। ସପ୍ତମ ପର୍ଯ୍ୟାୟ…
ଅଷ୍ଟ୍ରେଲିଆ ନିର୍ବାଚନ: ପୁଣି ଥରେ କ୍ଷମତାକୁ ଫେରିଲା କଞ୍ଜରଭେଟିଭ ମେଣ୍ଟ
ସିଡନୀ, ୧୯।୫: ଏକଜିଟ୍ ପୋଲ୍ ଆକଳନକୁ ଭୁଲ ସାବ୍ୟସ୍ତ କରି ପୁଣି ଥରେ ଶାସକ କଞ୍ଜରଭେଟିଭ ଲିବେରାଲ ପାର୍ଟି ମେଣ୍ଟ ବିଜୟୀ ହୋଇଛି। ଏଠାରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟର ୧୫୧ ଆସନ ମଧ୍ୟରୁ ପ୍ରଧାନମନ୍ତ୍ରୀ ସ୍କଟ ମରିସନଙ୍କ ନେତୃତ୍ୱାଧୀନ…
ଏପର୍ଯ୍ୟନ୍ତ ଉଦ୍ଘାଟନ ହୋଇନି ଭାରତର ଏହି ଚର୍ଚ୍ଚିତ ପୋଲ
ବିଶ୍ୱରେ ଏମିତି କିଛି ପୋଲ ରହିଛି ଯାହାର ସ୍ବତନ୍ତ୍ରତା ପାଇଁ ଏହା ପ୍ରସିଦ୍ଧ। ସେହିଭଳି କୋଲକାତାର ପରିଚୟ ହେଉଛି ହାଓ୍ବଡା ବ୍ରିଜ୍। ଏହି ବ୍ରିଜର ରହିଛି ସ୍ବତନ୍ତ୍ର ପରିଚୟ। ବିଶ୍ୱରେ ଏହା ବେଶ୍ ପରିଚିତ। ହେଲେ ଏହି ପୋଲ ଆଜି ପର୍ଯ୍ୟନ୍ତ…
Archives


