Home Left

ପରଫ୍ୟୁମ୍‌-ଡିଓ ବି ମଶାଙ୍କୁ କରେ ଆକୃଷ୍ଟ…

କେତେକ ବ୍ୟକ୍ତିଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମଶା କାମୁଡ଼ନ୍ତି। ଏହା ସ୍ଥଳ ବିଶେଷରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବ୍ଲଡ୍‌ ଗ୍ରୁପ୍‌ ଉପରେ ନିର୍ଭର କରିଥାଏ। ତେବେ ପରଫ୍ୟୁମ୍‌, ଡିଓ ତଥା ଅନ୍ୟ ପ୍ରସାଧନ ସାମଗ୍ରୀ ବ୍ୟବହାର କରୁଥିବା ବ୍ୟକ୍ତିଙ୍କୁ ମଶା ଅଧିକ କାମୁଡ଼ିଥାନ୍ତି…

ବିଦ୍ୟୁତ୍‌ ଆଘାତରେ ମା’,ପୁଅ ମୃତ

ଖଲ୍ଲିକୋଟ,୧୯ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର କରିବାକୁ ଯାଇ ମା’ ପୁଅଙ୍କ ଜୀବନ ଯାଇଛି। ମୃତକ ହେଲେ ମା’ ସଜନୀ ନାହାକ…

ରାହାଞ୍ଜ ବଜାରରୁ ୫ ଦୋକାନରୁ ଚୋରି

ଭଦ୍ରକ ଅଫିସ, ୧୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାହାଞ୍ଜ ବଜାରରୁ ୫ଟି ଦୋକାନରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ବଜାରରେ ଥିବା ଏକ ଇଲେକ୍ଟ୍ରି ଦୋକାନ, ତେଜରାତି, ସେଲୁନ, ଗୋଖାଦ୍ୟ ଓ ଗୋଟିଏ ଭେରାଇଟି ଷ୍ଟୋରର କବାଟ ଭାଙ୍ଗି…

ତିଗିରିଆରେ ହେବ ଆଦର୍ଶ ଗ୍ରାମାଞ୍ଚଳ ସ୍ବାସ୍ଥ୍ୟ ଗବେଷଣା କେନ୍ଦ୍ର

ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- କଟକ ଜିଲା ତିଗିରିଆଠାରେ ଖୁବ୍‌ ଶୀଘ୍ର ଏକ ଆଦର୍ଶ ଗ୍ରାମାଞ୍ଚଳ ସ୍ବାସ୍ଥ୍ୟ ଗବେଷଣା କେନ୍ଦ୍ର (ମଡେଲ୍‌ ରୁରାଲ୍‌ ହେଲ୍‌ଥ ରିସର୍ଚ୍ଚ ୟୁନିଟ୍‌) କାର୍ଯ୍ୟକ୍ଷମ ହେବ। ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁବାର ଏହି ସୂଚନା ଦେଇଛନ୍ତି। ବିଭିନ୍ନ…

ବିରଳ ମାଛ: ଡାଇନୋସର୍‌ ସହ ରହିଛି ସାମଞ୍ଜସ୍ୟ, ଫଟୋ ଭାଇରାଲ

ନର୍‌ଓ୍ବେର ଅକ୍ସର ନାମକ ଜଣେ ୧୯ ବର୍ଷୀୟ ନୌଯବାନ ଏକ ବିରଳ ମାଛ ଧରିଛନ୍ତି। ଏବେ ଏହି ମାଛର ଫଟୋ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମାଛଟିକୁ ଦେଖିଲେ ଭୟରେ ଦେହ ଥରି ଉଠିବ। ଅକ୍ସର ମାଛ ଧରିବାକୁ…

ଝିଅ ବାହାଘର ହେଉଛି ୫୧ ଟଙ୍କାରେ

ରାଞ୍ଚି: ହଜାର କି ଶହେ ନୁହେଁ ୫୧ ଟଙ୍କାରେ ଝିଅ ବାହାଘର ହେଉଛି ରାଞ୍ଚିର ପାହାଡି ମନ୍ଦିରରେ। ଏହି ମନ୍ଦିରରେ ପୂଜା କରିବା ବ୍ୟୟବହୁଳ ହୋଇଥିତ୍ବାବେଳେ ବାହାଘର ପୂରା କମ୍‌ ଖର୍ଚ୍ଚରେ କରାଯାଉଛି। ଅନ୍ତ୍ୟୋଦୟ ଓ ଲଲକାର୍ଡଧାରୀମାନଙ୍କୁ ଯେମିତି ସରକାରୀ ଯୋଜନାରୁ…

୨୦ ବର୍ଷ ପରେ କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଲେ

ଅହମ୍ମଦାବାଦ: ଦୁର୍ଘଟଣାରେ ଜଣେ ପଙ୍ଗୁ ହୋଇଯିବା ପରେ ଦୀର୍ଘ ଦୁଇ ଦଶନ୍ଧି ପରେ କ୍ଷତିପୂରଣ ପାଇବା ଘଟଣା ଏବେ ସାମନାକୁ ଆସିଛି। ଗୁଜରାଟର ଅହମ୍ମଦାବାଦରେ ରହୁଥିବା ମନୀଷ ଖ୍ରୀଷ୍ଟି ଏକ ଦୁର୍ଘଟଣାରେ ପଙ୍ଗୁ ହୋଇଯିବା ପରେ କ୍ଷତିପୂରଣ ପାଇବାକୁ ମିର୍ଜାପୁର ଗ୍ରାମୀଣ…

୨ ମାସରେ ୪ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତ ୨ ମାସ ମଧ୍ୟରେ ରାଜ୍ୟରେ ୪ ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ପ୍ରଥମେ ମୟୂରଭଞ୍ଜ, ଅନୁଗୋଳ, ଜଗତ୍‌ସିଂହପୁର ଜିଲାରେ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଥିବା ବେଳେ ଗୁରୁବାର କଟକ ଜିଲା ସାଲେପୁରର ଜନୈକ ଦୋଷୀଙ୍କୁ…

ଗହମ ବ୍ୟତୀତ ଖାଆନ୍ତୁ ଏସବୁ ଶସ୍ୟରୁ ପ୍ରସ୍ତୁତ ରୁଟି, ମିଳିବ ଅନେକ ରୋଗରୁ ମୁକ୍ତି

ଖାଦ୍ୟରେ ରୁଟିକୁ ସମ୍ପୂର୍ଣ୍ଣ ଆହାର କୁହାଯାଇଥାଏ। ଦିନରେ ହେଉ କି ରାତିରେ। ରୁଟି ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ ବୋଲି ବିଶେଷଜ୍ଞମାନେ ମତ ଦିଅନ୍ତି। ତେବେ ଜାଣନ୍ତୁ ଭିନ୍ନ ଭିନ୍ନ ଶସ୍ୟରୁ ପ୍ରସ୍ତୁତ ରୁଟି ଖାଇଲେ କ’ଣ ସବୁ ଉପକାର ମିଳିଥାଏ।…

ଗୁଜରାଟ ମହାରାଷ୍ଟ୍ରର ଛୋଟଭାଇ: ମୋଦି

ନାସିକ୍‌,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ନାସିକ୍‌ଠାରେ ଏକ ସାଧାରଣ ସଭାରେ ଯୋଗଦେଇ କହିଛନ୍ତି ଯେ, ଗୁଜରାଟ ହେଉଛି ମହାରାଷ୍ଟ୍ରର ଛୋଟ ଭାଇ। ମୁଁ ଗୁଜରାଟରୁ ମହାରାଷ୍ଟ୍ରକୁ ଆସିଛି। ଏହାସହିତ ସେ କେନ୍ଦ୍ର ସରକାରଙ୍କ ଉପଲବ୍ଧି ସମ୍ପର୍କରେ…

ଶାରଦୀୟ ପୂଜା: ଏଥର ମା’ ଆସୁଛନ୍ତି ହାତୀରେ, ଯିବେ ଘୋଡାରେ

ପାଖେଇ ଆସୁଛି ନବରାତ୍ରୀ। ଚଳିତ ବର୍ଷ ଏହି ପବିତ୍ର ନବରାତ୍ରୀ ୨୯ ସେପ୍ଟେମ୍ବରରୁ ଆରମ୍ଭ ହୋଇ ୭ ଅକ୍ଟୋବରରେ ଶେଷ ହେବ। ନବରାତ୍ରୀର ଏହି ନ’ଟି ଦିନରେ ଦେବୀ ଦୁର୍ଗାଙ୍କୁ ନଅଟି ଭିନ୍ନ ଭିନ୍ନ ରୂପରେ ପୂଜାର୍ଚ୍ଚନା କରାଯାଇଥାଏ। ଏଥର ନବରାତ୍ରୀ…

ଏହି ଭାରତୀୟ ଗାଁରେ ସମସ୍ତେ କଥା ହୁଅନ୍ତି ପର୍ତ୍ତୁଗିଜ୍‌ ଭାଷାରେ

ଭାରତ ଏମିତି ଏକ ଦେଶ ଯେଉଁଠି ସବୁଧର୍ମ ଓ ବହୁ ଭାଷାଭାଷୀର ଲୋକେ ବସବାସ କରନ୍ତି। କିନ୍ତୁ ମହାରାଷ୍ଟ୍ର ରାଇଗଡର କୋରଲାଇ ଗାଁ ସବୁଠାରୁ ନିଆରା। କାରଣ ଏଠାରେ ଥିବା ଭାରତୀୟମାନେ ପର୍ତ୍ତୁଗିଜ୍‌ ଭାଷାରେ କଥା ହୁଅନ୍ତି। କଥାଟା ଅଡୁଆ ଲାଗୁଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?