Home Left

ଆମୀର କରିବେ ନୂଆ ରେକର୍ଡ: ଆଗାମୀ ଫିଲ୍ମ ପାଇଁ ଭାରତର ୧୦୦ ସ୍ଥାନରେ କରିବେ ଶୁଟିଂ

ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ସବୁଠାରୁ ବଡ଼ ମାର୍କେଟିଂ ଗୁରୁ କୁହାଯାଉଥିବା ଆମୀର ଖାନ୍‌ ତାଙ୍କର ଆଗାମୀ ଫିଲ୍ମ ‘ଲାଲ ସିଂହ ଚଡ୍‌ଢ଼ା’ ର ପ୍ରଚାର ପାଇଁ ସମଗ୍ର ଭାରତର ଚକ୍କର କାଟିବେ। ଆଜ୍ଞା ହଁ, ନିକଟରେ ପଞ୍ଜାବରେ ଶୁଟିଂ ଶେଷ କରିଥିବା…

‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’ର ପୋଷ୍ଟର ରିଲିଜ: ଗେ’ ଭୂମିକାରେ ଆୟୁଷ୍ମାନ

ମୁମ୍ବାଇ: ବଲିଉଡ୍‌ର ଜଣେ ଭର୍ସାଟାଇଲ ଅଭିନେତା ହେଲେ ଆୟୁଷ୍ମାନ ଖୁରାନ୍ନା। ଯେକୌଣସି ଚରିତ୍ରରେ ସେ ଖୁବ୍‌ ସହଜରେ ଢଳି ଯାଇଥାନ୍ତି। ଏପରିକି ତାଙ୍କ ଅଭିନୀତ ଫିଲ୍ମଗୁଡ଼ିକ କମ୍‌ ବଜେଟ୍‌ରେ ମଧ୍ୟ ଭଲ ବ୍ୟବସାୟ କରିଥାଏ। କହିବାକୁ ଗଲେ ହିଟ୍‌ ମଧ୍ୟ ହୋଇଥାଏ।…

ତାରରେ ଝୁଲି ବିବାହ କଲେ ଏହି ଯୋଡ଼ି, ଫଟୋ ଭାଇରାଲ

ଅନେକ ଲୋକଙ୍କୁ କିଛି ଭିନ୍ନ କରି ଦେଖାଇବାର ନିଶା ଘାରିଥାଏ। ଏଥିପାଇଁ ସେମାନେ କିଛି ବି କରିବାକୁ ପ୍ରସ୍ତୁତ ଥାନ୍ତି। ଏଇ ଯେମିତି ଜର୍ମାନୀର ଏକ ଯୋଡ଼ି। ନିଜ ବିବାହକୁ ସ୍ମରଣୀୟ କରିବା ପାଇଁ ସେମାନେ ତାର ସାହାଯ୍ୟରେ ଆକାଶରେ ଝୁଲି…

ଆଖିରେ ରାଉଣ୍ଡର ବାଜି ଛାତ୍ର ଗୁରୁତର ହେବା ପ୍ରତିବାଦ: ଶିକ୍ଷକଙ୍କ ଅବହେଳାକୁ ନେଇ ସ୍କୁଲରେ ତାଲା ପକାଇଲେ ଅଭିଭାବକ

ତୁମୁଡ଼ିବନ୍ଧ,୧୯।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ମୁଣ୍ଡିଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଆଖିରେ ରାଉଣ୍ଡର ବାଜି ଗୁରୁତର ହେବା ଘଟଣା ପ୍ରତିବାଦରେ ଗୁରୁବାର ମୁଣ୍ଡିଗଡ଼ ଅଭିଭାବକମାନେ ଗୁରୁବାର ବିଦ୍ୟାଳୟକୁ ଦୁଇଘଣ୍ଟା ଯାଏ ତାଲା ପକାଇ ରଖିଥିଲେ। ଖବର ପାଇ…

ସାଙ୍ଗଠନିକ ସ୍ଥିତି ସୁଧାରିବାକୁ ଅଣ୍ଟା ଭିଡିଲା ରାଜ୍ୟ କଂଗ୍ରେସ, ପୁନଃଗଠନ ହେବ ପିସିସି

ଭୁବନେଶ୍ୱର,୧୯।୯(ବ୍ୟୁରୋ): ପୁନଃଗଠନ ହେବ ପ୍ରଦେଶ କଂଗ୍ରେସ କମିଟି(ପିସିସି)। ରାଜ୍ୟରେ ଦଳର ସାଙ୍ଗଠନିକ ସ୍ଥିତି ସୁଦୃଢ଼ କରିବାକୁ ଏଆଇସିସି ନିର୍ଦ୍ଦେଶ ଦେବା ପରେ ଅଣ୍ଟା ଭିଡିଛି କଂଗ୍ରେସ। ତେବେ ଗତ ନିର୍ବାଚନରେ ଦଳ ପାଇଁ କାମ କରିଥିବା ନେତାମାନଙ୍କୁ ନେଇ ଛୋଟ ଛୋଟ…

କୋହଲି ଏକମାତ୍ର ଖେଳାଳି

ନୂଆଦିଲ୍ଲୀ,୧୯।୯: ଭାରତୀୟ ଅଧିନାୟକ ବିରାଟ କୋହଲି ନିଜ କ୍ୟାରିୟରରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ୭୨ ରନ୍‌ର ଅପରାଜିତ ଇନିଂସ ଯୋଗୁ କୋହଲିଙ୍କ ଟି୨୦ ଫର୍ମାଟରେ ଆଭରେଜ ୫୦ ଅତିକ୍ରମ କରିଛି। ଏଥିଯୋଗୁ କ୍ରିକେଟର…

ରିଲିଫ ସାମଗ୍ରୀ ବଣ୍ଟନ ସମୟରେ ଗଳିପଡ଼ିଲେ ଜିଲାପାଳ

ବାରାଣସୀ,୧୯।୯: ପୂର୍ବାଞ୍ଚଳ ବାରାଣସୀ ସମେତ ବହୁ ଆଖପାଖ ଜିଲାରେ ଗଙ୍ଗାର ଜଳସ୍ତର ବଢ଼ିବାରେ ଲାଗିଛି। ଏଥିଯୋଗୁ ସ୍ଥାନୀୟ ଅଞ୍ଚଳଗୁଡିକରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ସ୍ଥାନୀୟ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଅନ୍ୟପଟେ ଜିଲାରେ…

ଚିଦାମ୍ବରମଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୧୯।୯: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୁଣିଥରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କୁ ଲାଗିଛି ଝଟ୍‌କା। ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ଗୁରୁବାର ପୁଣିଥରେ ତାଙ୍କୁ ବିଚାର ବିଭାଗୀୟ ଅଦାଲତକୁ ପଠାଇ ଦେଇଛନ୍ତି। ଏବେ ସେ ୧୪ ଦିନ ଅର୍ଥାତ୍‌ ଅକ୍ଟୋବର ୩…

ଆଜିର ଦିନରେ ହୋଇଥିଲା ଛ’ ଛକାର ରେକର୍ଡ, ଟୁଇଟ୍‌ କଲେ ଯୁବି

ନୂଆଦିଲ୍ଲୀ,୧୯।୯: ଆଜିକୁ ଠିକ ୧୨ ବର୍ଷ ତଳେ ଯୁବରାଜ ସିଂ (ଯୁବି) ଗୋଟିଏ ଓଭରରେ ଛ’ ଛକା ଲଗାଇଥିଲେ। ଟି୨୦ ବିଶ୍ୱକପ୍‌ର ଲିଗ୍‌ ପର୍ଯ୍ୟାୟରେ ଭାରତକୁ ଭେଟିଥିଲା ଇଂଲଣ୍ଡ। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୧୮ତମ ଓଭର ସୁଦ୍ଧା ୩…

ପୁଣି ମାମୁ ହେବାକୁ ଯାଉଛନ୍ତି ସଲମାନ ଖାନ୍‌

ବଲିଉଡ୍‌ର ଭାଇଜାନ ସଲମାନ ଖାନ୍‌ଙ୍କ ଘରକୁ ପୁଣି ଜଣେ କୁନି ଅତିଥି ଆସିବାକୁ ଯାଉଛନ୍ତି। ତାଙ୍କ ଭଉଣୀ ଅର୍ପିତା ଦ୍ୱିତୀୟଥର ପାଇଁ ମା’ ହେବାକୁ ଯାଉଛନ୍ତି। ଆଇଫା ଆଓ୍ବାର୍ଡ ସମାରୋହରେ ଯୋଗଦେବା ଅବସରରେ ଅର୍ପିତା ଏବଂ ଆୟୁଷ୍‌ ନିଜେ ଏକଥା ଖୁଲାସା…

ବସ୍‌ ଧକ୍କାରେ ସାଇକେଲ ଆରୋହୀ ଗୁରୁତର : କଟକ ସ୍ଥାନାନ୍ତର

ଆନନ୍ଦପୁର,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁରଠାରେ ଗୁରୁବାର ପୂର୍ବାହ୍ନରେ ଗୋଟିଏ ଘରୋଇ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ସାଇକେଲ ଆରୋହୀଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ…

ସିବିଆଇକୁ ମିଳିଲା ରାଜୀବଙ୍କ ଠିକଣା

କୋଲକାତା,୧୯।୯: ଶାରଦା ଚିଟପଣ୍ଡ ମାମଲାରେ ଛନ୍ଦି ହୋଇଥିବା କୋଲକାତାର ପୂର୍ବତନ କମିଶନର ରାଜୀବ କୁମାରଙ୍କ ଠିକଣା ମିଳିଛି। ଗୁରୁବାର ରାଜୀବଙ୍କ ଠିକଣା ମିଳିବା ପରେ ସିବିଆଇର ଗୋଟିଏ ଟିମ୍‌ ସିଜିଓ କମ୍ଲେକ୍ସ ଯାଇଥିବା ବେଳେ ଅନ୍ୟ ଟିମ୍‌ କୋଲକାତା ସ୍ଥିତ ୩୪-ପାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?