Home Left

ତିନିଟିି ଫର୍ମାଟରେ ସଫଳତାର ରହସ୍ୟ ଖୋଲିଲେ କୋହଲି

ମୋହାଲିଠାରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚରେ ଭାରତ ୭ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଅଧିନାୟକ ବିରାଟ କୋହଲି ୫୨ଟି ବଲର ସମ୍ମୁଖୀନ ହୋଇ ୪ ଚୌକା ଓ ୩ ଛକା ସହ ୭୨ ରନରେ ଅପରାଜିତ ରହି…

ରାଜଧାନୀରେ କୁକୁର ବନ୍ଧ୍ୟାକରଣ ଆରମ୍ଭ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଭୁବନେଶ୍ୱରରେ ବୁଲା କୁକୁରଙ୍କ ଉତ୍ପାତ ବଢ଼ି ଚାଲିଛି। ଏଥିଯୋଗୁ ଦୁର୍ଘଟଣା ଘଟୁଥିବାବେଳେ ବହୁ ଲୋକ କୁକୁର କାମୁଡ଼ାର ଶିକାର ହେଉଛନ୍ତି। ସେମାନଙ୍କ ବଂଶବୃଦ୍ଧି ଉପରେ ରୋକ୍‌ ଲଗାଇବା ସହ ସହରବାସୀଙ୍କୁ ଏଭଳି ବିପଦରୁ ରକ୍ଷାକରିବା ପାଇଁ ବିଏମ୍‌ସି ପକ୍ଷରୁ…

ବିନା ଯୁଦ୍ଧରେ ଏକ ବର୍ଷ ମଧ୍ୟରେ ଭାରତକୁ ମିଳିଯିବ ପିଓକେ: ସତ୍ୟପାଲ୍‌ ମଲିକ୍‌

ଶ୍ରୀନଗର,୧୯।୯: ବିନା ଯୁଦ୍ଧରେ ଭାରତକୁ ଏକ ବର୍ଷ ମଧ୍ୟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ମିଳିଯିବ। ଏନେଇ ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ୍‌ ଏକ ଯୋଜନା ସମ୍ପର୍କରେ ସୂଚନା ଦେଇଛନ୍ତି। ସରକାର ଜମ୍ମୁ-କଶ୍ମୀରରେ ବିକାଶ କାର୍ଯ୍ୟ ଜାରି ରଖିଲେ ଏହାର ସକାରାତ୍ମକ ପ୍ରଭାବ…

ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବାଲିଅନ୍ତା ବିଇଓ ଅଫିସ୍‌ ଗସ୍ତ: ଅନୁପସ୍ଥିତ କର୍ମଚାରୀଙ୍କ ଦିନକ ଦରମା ବନ୍ଦ

ଭୁବନେଶ୍ୱର(ବ୍ୟୁରୋ)/ବାଳକାଟୀ(ଡି.ଏନ.ଏ),୧୯।୯: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ବାଲିଅନ୍ତା ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ)ଙ୍କ ବାଳକାଟୀସ୍ଥିତ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ। ଏହି ଗସ୍ତବେଳେ ୧୦ଟା ୧୫ରୁ ୧୦ଟା ୪୦ ସୁଦ୍ଧା କାର୍ଯ୍ୟାଳୟରେ ଅପେକ୍ଷା କରିଥିଲେ। କିନ୍ତୁ…

ଲାଲୁଙ୍କୁ କିଡ୍‌ନୀ ଦାନ କରିବାକୁ ଆଗେଇ ଆସିଲେ ପ୍ରିୟଙ୍କା

ପାଟନା,୧୯।୯: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଏବେ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲ ଦଣ୍ଡ ଭୋଗ କରୁଛନ୍ତି। ହେଲେ ସ୍ବାସ୍ଥ୍ୟଗତ କାରଣ ପାଇଁ ଏବେ ସେ ରାଞ୍ଚିର ରାଜେନ୍ଦ୍ର ଇନଷ୍ଟୁଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ(ରିମ୍ସ)ରେ…

ବିଏମ୍‌ସିର ପଲିଥିନ ବ୍ୟାନ୍‌ ବାଟବଣା

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତବର୍ଷ ଅକ୍ଟୋବର ୨ରୁ ରାଜ୍ୟରେ ପ୍ଲାଷ୍ଟିକ୍‌ ଓ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ରାଜଧାନୀକୁ ସ୍ବଚ୍ଛ ଓ ସୁନ୍ଦର ସହରରେ ପରିଣତ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମଧ୍ୟ ଏହି ନିୟମକୁ କଡ଼ାକଡ଼ି ଲାଗୁ କରିଥିବା…

ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜାଙ୍କ ଘର ଉପରେ ଚଢ଼ାଉ: ସିସି କ୍ୟାମେରା ଜଗୁଥିଲା କଳାବେପାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ)/ ବାଲେଶ୍ୱର ଅଫିସ: ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜା କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ହାତରେ ଧରାପଡିବା ପରେ ଅନେକ ଗୁମର ଫିଟିବାରେ ଲାଗିଛି। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ରାଜସ୍ଥାନ, ନେପାଳ, ବାଂଲାଦେଶ, ଗୋଆରେ ରାଜାଙ୍କର ନେଟ୍‌ଓ୍ବର୍କ ରହିଛି। ବାଂଲାଦେଶରୁ…

ଭାରତ ସୀମାରେ ପ୍ରବେଶ କରିବାକୁ ପ୍ରସ୍ତୁତ ହେଉଛନ୍ତି ପାକ୍‌ ଆତଙ୍କବାଦୀ

ନୂଆଦିଲ୍ଲୀ,୧୯।୯: ଜମ୍ମୁ-କଶ୍ମୀରରେ ଭାରତ କରିଥିବା ପରିବର୍ତ୍ତନ ପରେ ପାକିସ୍ତାନ ହଡବଡେଇ ଯାଇଛି। ଏଥିପାଇଁ ସେ ନିୟମିତ ଭାବେ ଭାରତ ବିରୋଧରେ କିଛି ନା କିଛି ଉଦ୍ୟମ ଜାରି ରଖିଛି। ନିକଟରେ ସେ ଏହାକୁ ନେଇ ଅନ୍ତରାଷ୍ଟ୍ରୀୟ ସ୍ତରରେ ସାହାଯ୍ୟ ମାଗିଥିବା ବେଳେ…

ମୋଦି ସରକାରଙ୍କୁ କପିଲ୍‌ ସିବଲ୍‌ଙ୍କ କଡ଼ା ସମାଲୋଚନା: ଦେଶରେ ଚାଲିଛି ‘ହାଉଡି ଅର୍ଥନୀତି, ରାଉଡି ରାଜନୀତି’

ନୂଆଦିଲ୍ଲୀ,୧୯।୯: ଦେଶର ଆର୍ଥିକ ସ୍ଥିତିକୁ ନେଇ କଂଗ୍ରେସର ବରିଷ୍ଠ ନେତା କପିଲ୍‌ ସିବଲ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଗୁରୁବାର ଟୁଇଟ୍‌ ପୁଣି ଥରେ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ସମ୍ପ୍ରତି ଦେଶରେ ‘ହାଉଡି ଅର୍ଥନୀତି, ରାଉଡି ରାଜନୀତି’ ଚାଲିଛି।…

ର଼୍ୟାଗିଂ ଘଟଣା: ୬ ଅନ୍ତେବାସୀ ହଷ୍ଟେଲରୁ ବହିଷ୍କୃତ ବହିଷ୍କାର ନିର୍ଦ୍ଦେଶ ପ୍ରତିବାଦରେ ଧାରଣା

କଟକ ଅଫିସ,୧୯।୯: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ମଙ୍ଗଳବାର ହୋଇଥିବା ର଼୍ୟାଗିଂ ଅଭିଯୋଗରେ ୬ଜଣ ଅନ୍ତେବାସୀଙ୍କୁ ହଷ୍ଟେଲରୁ ବହିଷ୍କାର ନିର୍ଦ୍ଦେଶ ହୋଇଛି। ଏହି ନିର୍ଦ୍ଦେଶକୁ ପ୍ରତିବାଦ କରି ବୁଧବାର ରାତିରେ ଇଷ୍ଟ ହଷ୍ଟେଲ ଅନ୍ତେବାସୀମାନେ ଧାରଣାରେ ବସିଥିଲେ। ଏପରି କି ମୁଖ୍ୟଫାଟକ…

ଶୋଭାପାଇବ ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ

କଟକ ରୋଡ,୧୯।୯(ଡି.ଏନ୍‌.ଏ.): ଚଳିତବର୍ଷ ଝାରପଡ଼ା ଦୁର୍ଗାପୂଜା ସମିତି ନବମ ବର୍ଷରେ ପହଞ୍ଚିଛି। ପୂର୍ବରୁ ବିଭିନ୍ନ ସମୟରେ ଆକର୍ଷଣୀୟ ତୋରଣ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଚଳିତଥର ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ ନିର୍ମାଣ କରିବାକୁ ଯାଉଛି। ଏହା ମୁଖ୍ୟ ଆକର୍ଷଣ…

ପୂର୍ବତଟ ରେଳପଥରେ ଆରମ୍ଭ ହେଲା ‘ଇ-କାର୍ଯ୍ୟାଳୟ’

ଭୁବନେଶ୍ୱର,୧୯।୯(ବ୍ୟୁରୋ): ପୂର୍ବତଟ ରେଳପଥରେ ବୁଧବାର ‘ଇ-କାର୍ଯ୍ୟାଳୟ’ ପ୍ରଣାଳୀ ଉଦ୍‌ଘାଟନ ହୋଇଛି। ଏହି ପ୍ରଣାଳୀକୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ଉଦ୍‌ଘାଟନ କରିଥିବାବେଳେ କାଗଜ ବିହୀନ ସବୁଜ ରେଳପଥ, କାର୍ଯ୍ୟଶୈଳୀରେ ସ୍ବଚ୍ଛତା ଆଣିବା ସକାଶେ ରେଳପଥ ପକ୍ଷରୁ ‘ଏନଆଇସି (ନ୍ୟାଶନାଲ ଇନଫରମେଟିକ୍ସ ସେଣ୍ଟର)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?