Home Left

ପେଟପୁରା ଖାଇବାକୁ ନ ଦେବାରୁ ମାଲିକାଣୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କଲେ ଚାକର

ଯମୁନାନଗର,୧୮।୫: ହରିଆଣାର ଯମୁନାନଗରରେ ଥିବା ନ୍ୟୁ ଜୈନ ନଗର କଲୋନୀରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି। ପେଟପୁରା ଖାଇବାକୁ ନ ଦେବାରୁ ମାଲିକାଣୀଙ୍କୁ ହତ୍ୟା କଲେ ଚାକର। ସୂଚନାଯୋଗ୍ୟ, ସେହି କଲୋନୀରେ ରହୁଥିବା ରାଜେନ୍ଦ୍ର ସିକ୍କା ଜଣେ କ୍ରସର ମାଲିକ।…

ମାଓବାଦୀ ନେତା ସବ୍ୟସାଚୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ, ୧୮।୫: ୨୦୧୪ ଜୁଲାଇ ୧୭ ତାରିଖ ବିଳମ୍ବିତ ରାତିରେ ବଡ଼ବଜ଼ାର ଥାନା ଅନ୍ତର୍ଗତ ମଙ୍ଗଲବରମ ପେଟାସାହିର ଏ. ଚନ୍ଦ୍ରା ରାଓଙ୍କ ଘରୁ ମାଓବାଦୀ ନେତା ସବ୍ୟସାଚୀଙ୍କୁ ପୋଲିସ ଗିରଫ କରିଥିଲା। ତେବେ ଶୁକ୍ରବାର ଏହି (ଏସ୍‌ଟି -୩୩/୧୫) ମାମଲାର…

ଅଫିସରୁ ଘରକୁ ଫେରୁଥିବା ବେଳେ ଯୁବତୀଙ୍କୁ ଆକ୍ରମଣ କଲେ ଦୃର୍ବୁତ୍ତ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ଏଠାରୁ ପ୍ରତିଦିନ ଅପରାଧ ଜଡ଼ିତ ଖବର ସାମ୍‌ନାକୁ ଆସୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଦିଲ୍ଲୀର ପାଣ୍ଡବ ନଗର ଅଞ୍ଚଳରେ ରହୁଥିବା ଜଣେ ଯୁବତୀ ଏକ ଘରୋଇ କମ୍ପାନୀରେ ଚାକିରୀ କରନ୍ତି। ଗୁରୁବାର…

ଗଡସେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ, ପ୍ରଜ୍ଞା ତାଙ୍କ ଆତ୍ମାକୁ ହତ୍ୟା କଲେ: କୈଳାସ ଶତ୍ୟାର୍ଥୀ

ନୂଆଦିଲ୍ଲୀ,୧୮।୫: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ କମଲ ହାସନ ଦେଇଥିବା ବୟାନ ପରେ ରାଜନୀତି ହୋଇଥିଲା ସରଗରମ। ହାସନ ନାଥୁରାମ ଗଡସେଙ୍କୁ ପ୍ରଥମ ହିନ୍ଦୁ ଆତଙ୍କବାଦୀ କହିଥିବା ବେଳେ ଭାଜପା ନେତ୍ରୀ ପ୍ରଜ୍ଞା ସିଂ ଠାକୁର କହିଥିଲେ ଗଡସେ…

୨୦୨୩ରେ ଇସ୍ରୋ ଆରମ୍ଭ କରିବ ଶୁକ୍ର ମିଶନ

ନୂଆଦିଲ୍ଲୀ,୧୮।୫: ଇସ୍ରୋ ପକ୍ଷରୁ ୨୦୨୩ରେ ଶୁକ୍ର ମିଶନ ଆରମ୍ଭ କରାଯିବାର ଯୋଜନା କରାଯାଇଛି। ଶୁକ୍ରକୁ ଯାଉଥିବା ସ୍ପେସ୍‌କ୍ରାଫ୍ଟରେ ୨୦ରୁ ଅଧିକ ଉପକରଣର ଉପଯୋଗ କରାଯିବ ବୋଲି କୁହାଯାଉଛି। ଏହା ପୂର୍ବରୁ ୨୦୨୦ରେ କସମିକ୍‌ ରେଡିଏଶନ୍‌ ସମ୍ପର୍କରେ ଅଧ୍ୟୟନ ପାଇଁ ମହାକାଶକୁ ଇସ୍ରୋ…

ଗୟଳ ଆକ୍ରମଣରେ ବନ କର୍ମଚାରୀ ଗୁରୁତର

ସଜନାଗଡ଼,୧୮।୫(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଲ୍‌ଡ଼ିହା ଅଭୟାରଣ୍ୟ ରେଞ୍ଜରେ ଶନିବାର ସକାଳେ କୁଲ୍‌ଡ଼ିହା ବିଟ୍‌ରେ କାର୍ଯ୍ୟରତ ସବୁଜବାହିନୀର ପୂର୍ଣ୍ଣଚନ୍ଦ୍ର ରାଉତ ଗୟଳ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ବର୍ତ୍ତମାନ ବାଲେଶ୍ୱର ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜଙ୍ଗଲରେ…

ଥାଇରଏଡ ରୋଗରୁ ମୁକ୍ତି ପାଇବା ପାଇଁ, ଆପଣାନ୍ତୁ ଏହି ଘରୋଇ ଉପଚାର

ଥଣ୍ଡା ଦିନରେ ଥାଇରଏଡ ରୋଗୀମାନେ ଅନେକ ପ୍ରକାର ଅସୁବିଧାର ସମ୍ମୁଖିନ ହୋଇଥାନ୍ତି। ଏହି ରୋଗରୁ ମୁକ୍ତି ପାଇବା ପାଇଁ ପ୍ରାଚୀନ ଆୟୁର୍ବେଦିକ ଉପାୟରୁ ଆମେ ଘରେ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟରୁ ଔଷଧ ପ୍ରସ୍ତୁତ କରିପାରିବା। ଏହା ଦ୍ୱାରା ଥାଇରଏଡ ରୋଗୀମାନେ କିଛି…

ଅଣ-ଭାଜପା ସାମ୍ମୁଖ୍ୟ ଗଠନ ନେଇ ଚର୍ଚ୍ଚା: ରାହୁଲଙ୍କ ଭେଟିଲେ ଚନ୍ଦ୍ରାବାବୁ

ନୂଆଦିଲ୍ଲୀ,୧୮।୫: ନିର୍ବାଚନ ଫଳାଫଳ ମେ ୨୩ରେ ଘୋଷଣା ହେବ। ତେବେ ଏହା ପୂର୍ବରୁ କେନ୍ଦ୍ରରେ ଅଣ-ଭାଜପା ସାମ୍ମୁଖ୍ୟ ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଥିବା ଅନୁମାନ କରାଯାଉଛି। ଏନେଇ ତେଲୁଗୁ ଦେଶମ ପାର୍ଟି ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ…

ହିନାଙ୍କ ଫିଲ୍ମ ‘ଲାଇନ୍ସ’ର ପୋଷ୍ଟର ରିଲିଜ୍‌

ମୁମ୍ବାଇ,୧୮।୫: ଟିଭି ସିରିୟଲ ‘ୟେ ରିସ୍ତା କ୍ୟା କେହେଲତା ହୈ’ରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଅଭିନେତ୍ରୀ ହିନା ଖାନ ଏବେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ହିନାଙ୍କ ଅପ୍‌ କମିଂ ଫିଲ୍ମ ‘ଲାଇନ୍ସ’ର ପୋଷ୍ଟର ୭୨ତମ କାନ୍‌ସ ଫିଲ୍ମ ଫେଷ୍ଟିଭାଲ…

ଝିଅ ବିବାହ ନିମନ୍ତ୍ରଣ ପତ୍ରରେ ପିତାଙ୍କ ବାର୍ତ୍ତା ଦେଖି ସମସ୍ତେ ପ୍ରଶଂସା କଲେ

ସୋଲେନ,୧୮।୫: ହିମାଚଳ ପ୍ରଦେଶର ସୋଲେନ ଜିଲାରେ ଭାଗ ସିଂ ଚନ୍ଦେଲ ନାମକ ଜଣେ ବ୍ୟକ୍ତିଙ୍କର ଆସନ୍ତା ୧୯ ତାରିଖରେ ଝିଅ ବିବାହ କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସେ ନିମନ୍ତ୍ରଣ ପତ୍ର ମାଧ୍ୟମରେ ଅତିଥିମାନଙ୍କ ବିବାହରେ ଯୋଗ ଦେବାକୁ କହିଛନ୍ତି। ହେଲେ ସେ…

ହାଟଡ଼ିହୀରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟଣା: ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କଲେ ଅଞ୍ଚଳବାସୀ, ବ୍ୟାପକ ଭଙ୍ଗାରୁଜା

ହାଟଡିହୀ, ୧୮।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ହାତୀ ଆକ୍ରମଣରେ ଦୁଇଜ ପ୍ରତିବାଦରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଶନିବାର ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କରିବା ସହ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବା ବେଳେ ଆନନ୍ଦପୁର ଓ…

ବିଭିନ୍ନ ଦାବି ନେଇ ଗର୍ଜିଲା ମୋଟର ଚାଳକ ସଂଘ: ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ଗଞ୍ଜାମ,୧୮।୫(ଡି.ଏନ୍‌.ଏ.): ଅସଙ୍ଗଠିତ ମୋଟର ଚାଳକଙ୍କ ମୌଳିକ ସମସ୍ୟା ନେଇ ଶନିବାର ଗଞ୍ଜାମ ଶାଖା ମୋଟର ଚାଳକ ସଂଘ ପକ୍ଷରୁ ତହସିଲଦାରଙ୍କୁ ୫ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ ମୋଟର ଚାଳକମାନେ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri