Home Left

ଆରମ୍ଭ ହେବ ‘ଜେଲ୍‌ ରେଡିଓ’: ଜେଲ ଅନ୍ତେବାସୀ ହେବେ ରେଡିଓ ଜକି

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଅନ୍ୟ ରାଜ୍ୟ ପରି ଓଡିଶାର ବିଭିନ୍ନ ଜେଲ୍‌ରେ ରହୁଥିବା ଅନ୍ତେବାସୀମାନେ ରେଡିଓ ଜକି (ଆର୍‌ଜେ) ହୋଇ ଶୁଣାଇବେ ନିଜ ମନର କଥା। ଲୋକେ ଶୁଣିବେ ସେମାନଙ୍କ ଜୀବନର କାହାଣୀ। ଏଥିପାଇଁ ଆରମ୍ଭ ହେବ ‘ଜେଲ୍‌ ରେଡିଓ’। ପ୍ରାଥମିକ ପର୍ଯ୍ୟାୟରେ ଝାରପଡ଼ା…

ଗଡ଼କରୀଙ୍କ ନୂଆ ନିୟମକୁ ବିରୋଧ: ଦିଲ୍ଲୀରେ ଅଖ-ଚକ ଜାମ୍‌

ନୂଆଦିଲ୍ଲୀ,୧୯।୯: ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କ ନୂଆ ଜରିମାନା ନିୟମକୁ ବିରୋଧ କରି ଦିଲ୍ଲୀରେ ଗୁରୁବାର ଅଖ-ଚକ ଜାମ୍‌ ଡାକରା ଦିଆଯାଇଛି। ମିଳିତ ପରିବହନ ସଂଘ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବାରୁ ପରିବହନ ସେବା ଠପ୍‌ ହୋଇ ଯାଇଛି। ଏହାକୁ…

ବାଜି ମାରିଲା ‘ରାଜି’

ମୁମ୍ବାଇ,୧୯।୯: ବଲିଉଡ୍‌ର ସବୁଠାରୁ ବଡ ଆଓ୍ବାର୍ଡ ମଧ୍ୟରେ ଗଣା ଯାଉଥିବା ଏକ ଆଓ୍ବାର୍ଡ ହେଉଛି ଇଣ୍ଟରନ୍ୟାଶନାଲ ଇଣ୍ଡିଆନ୍‌ ଫିଲ୍ମ ଏକାଡେମୀ ଆଓ୍ବାର୍ଡ ବା (ଆଇଆଇଏଫ୍‌ଏ) ଆଇଫା। ୨୦୧୯ ଆଇଫା ଆଓ୍ବାର୍ଡରେ ଏଥର ବାଜି ମାରିଛି ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ରାଜି’।…

ପିଆଜ ଦର ବୃଦ୍ଧି ନେଇ ଖାଉଟି ଅସନ୍ତୁଷ୍ଟ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ରାଜ୍ୟରେ ପିଆଜ ଦର ବୃଦ୍ଧି ନେଇ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନିତ୍ୟ ବ୍ୟବହାର୍ଯ୍ୟ ଏହି ସାମଗ୍ରୀ କିଲୋ ପିଛା ୩୮ରୁ ୪୨ ଟଙ୍କାରେ ବିକ୍ରି ହେଉଛି। ଖୁଚୁରା ପିଆଜ ବ୍ୟବସାୟୀମାନେ ଅଧିକ ପିଆଜ ରଖିବାକୁ ପଛଘୁଞ୍ଚା…

ମତ ବଦଳାଇଲେ ଶାହ: ହିନ୍ଦୀକୁ ଦ୍ୱିତୀୟ ଭାଷା କରିବା ଲାଗି ପ୍ରସ୍ତାବ ଦେଇଥିଲି

ନୂଆଦିଲ୍ଲୀ,୧୯ା୯: ହିନ୍ଦୀ ଦିବସରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହଙ୍କ ‘ଏକ ଦେଶ ଏକ ଭାଷା’ ନୀତି ପ୍ରଚଳନ ପ୍ରସ୍ତାବକୁ ନେଇ ବିବାଦ ଜୋର ଧରିଥିବାବେଳେ ବୁଧବାର ସେ ମତ ବଦଳାଇଛନ୍ତି। କୌଣସି ଆଞ୍ଚଳିକ ଭାଷା ବଦଳରେ ହିନ୍ଦୀକୁ କାର୍ଯ୍ୟକାରୀ କରିବା କଥା…

ମାସେ ବନ୍ଦ ରହିବ ଭୁବନେଶ୍ୱର-ବ୍ୟାଙ୍କକ୍‌ ବିମାନ ସେବା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଭୁବନେଶ୍ୱରକୁ ବ୍ୟାଙ୍କକ୍‌କୁ ଚଳାଚଳ କରୁଥିବା ଏୟାର ଇଣ୍ଡିଆର ଡାଇରେକ୍ଟ ଫ୍ଲାଇଟ୍‌ ସେବା ସେପ୍ଟେମ୍ବର ୨୩ରୁ ଅସ୍ଥାୟୀଭାବେ ବନ୍ଦ ରହିବ। ଏହା ଅକ୍ଟୋବର ଶେଷ କିମ୍ବା ନଭେମ୍ବର ଆରମ୍ଭରୁ ପୁଣି ଚଳାଚଳ କରିବ। ବୁଧବାର ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପର୍ଯ୍ୟଟନ…

ବିଶ୍ୱରେ ସର୍ବାଧିକ ପ୍ରବାସୀ ଭାରତୀୟ

ଜାତିସଂଘ,୧୯ା୯(ପି.ଟି.): ଚଳିତ ବର୍ଷର ଅନ୍ତର୍ଜାତୀୟ ପ୍ରବାସୀଙ୍କ ମଧ୍ୟରେ ଭାରତୀୟଙ୍କ ସଂଖ୍ୟା ସର୍ବାଧିକ ବୋଲି ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଜାତିସଂଘର ନୂଆ ଆକଳନ ଅନୁଯାୟୀ ସାରା ବିଶ୍ୱରେ ୨୭ କୋଟି ୨୦ ଲକ୍ଷ ପ୍ରବାସୀ ରହିଥିବାବେଳେ ସେମାନଙ୍କ ମଧ୍ୟରେ ଭାରତୀୟଙ୍କ ସଂଖ୍ୟା…

ର଼୍ୟାଗିଂକୁ ନେଇ ଓଏଚ୍‌ଆର୍‌ସିଙ୍କ ଉଦ୍‌ବେଗ: ୫ ବିଭାଗକୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନଗୁଡିକରେ ର଼୍ୟାଗିଂ ମୁଖ୍ୟ ସମସ୍ୟା ଭାବେ ଦେଖା ଦେଇଛି। ନିକଟରେ ସମ୍ବଲପୁରଠାରେ ଏକ ଘରୋଇ କଲେଜରେ ଜଣେ ଛାତ୍ରଙ୍କୁ ସହପାଠୀମାନେ ର଼୍ୟାଗିଂ କରିବା ଘଟଣା ସୋସିଆଲ ମିଡିଆରେ ପ୍ରକାଶ ପାଇବା ପରେ ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆରସି) ଗଭୀର…

ଚିଦାମ୍ବରମ୍‌ଙ୍କୁ ଜେଲରେ ଭେଟିଲେ ଆଜାଦ

ନୂଆଦିଲ୍ଲୀ, ୧୯ା୯: ତିହାର ଜେଲ୍‌ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ବୁଧବାର ସକାଳେ କଂଗ୍ରେସର ଦୁଇ ବରିଷ୍ଠ ନେତା ଗୁଲାମ୍‌ ନବି ଆଜାଦ୍‌, ଅହମ୍ମଦ ପଟେଲ ଭେଟିଥିଲେ। ସେମାନଙ୍କ ସହ ଚିଦାମ୍ବରମ୍‌ଙ୍କ ପୁଅ କାର୍ତ୍ତି ମଧ୍ୟ ଥିଲେ। ହିନ୍ଦୀ ଭାଷା ଦେଶକୁ…

ତୈଳ ଫ୍ୟାକ୍ଟ୍ରି ଆକ୍ରମଣ ପଛରେ ଇରାନ: ପ୍ରମାଣ ଦେଖାଇଲା ସୌଦି ଆରବ

ରିୟାଧ,୧୯ା୯(ଏଏଫ୍‌ପି): ୟେମେନ୍‌ ବିଦ୍ରୋହୀଙ୍କ ଡ୍ରୋନ୍‌ ଆକ୍ରମଣରେ ସୌଦି ଆରବର ଆବକିକ୍‌ସ୍ଥିତ ବିଶ୍ୱର ସର୍ବବୃହତ୍‌ ତୈଳ ପ୍ରକ୍ରିୟାକରଣ ପ୍ଲାଣ୍ଟରେ ନିଆଁ ଲାଗିଯାଇଥିଲା। ଏଥିଯୋଗୁ ଦେଶର ତୈଳ ଉତ୍ପାଦନ ଓ ରପ୍ତାନି ବହୁଳ ଭାବେ ପ୍ରଭାବିତ ହୋଇଛି। ଏହା ପଛରେ ଇରାନର ହାତ ଥିବା…

ରାଜ୍ୟପାଳଙ୍କ ରୋଡ୍‌ମ୍ୟାପ୍‌

ଶ୍ରୀନଗର,୧୯ା୯(ପି.ଟି): ପିଓକେକୁ ଫେରାଇଆଣିବା ପାଇଁ ବଳପ୍ରୟୋଗର ଆବଶ୍ୟକତା ନାହିଁ। ଜମ୍ମୁ-କଶ୍ମୀରରେ ଏପରି ବିକାଶ କରାଯିବା ଉଚିତ, ଯାହାକୁ ଦେଖି ପିଓକେବାସୀ ଭାରତ ସହ ମିଶିବା ପାଇଁ ପାକିସ୍ତାନ ବିରୋଧରେ ବିଦ୍ରୋହ କରିବେ। ଶ୍ରୀନଗରରେ ଏକ କାର୍ଯ୍ୟକ୍ରମକୁ ବୁଧବାର ସମ୍ବୋଧିତ କରି ଜମ୍ମୁ-କଶ୍ମୀର…

ଶସ୍ତା ହେବ ଏଲ୍‌ସିଡି-ଏଲ୍‌ଇଡି ଟିଭି

ନୂଆଦିଲ୍ଲୀ,୧୯-୯: ଅର୍ଥନୀତିରୁ ମାନ୍ଦାବସ୍ଥାକୁ ଦୂରେଇ ଦେବା ଲକ୍ଷ୍ୟରେ ପାର୍ବଣ ଋତୁ ଆରମ୍ଭରୁ ସରକାର ଟିଭି ବିକ୍ରି ବଢ଼ାଇବା ଯୋଜନା କରିଛନ୍ତି। ଘରୋଇ ଓ ବିନିର୍ମାଣ କ୍ଷେତ୍ରକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ଓପନ ସେଲ୍‌ ଟିଭି ପ୍ୟାନେଲ ଉପରେ ଲାଗୁଥିବା ୫% ଆମଦାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?